ସଙ୍ଗରୋଧ ଗୃହରେ ଯୋଗ କଲେ ପ୍ରବାସୀ
ପାଟପୁର,୧୩।୫- ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଭିନ୍ନ ସଙ୍ଗରୋଧ ଗୃହରେ ୨୦୫୩ ଜଣ ସୁରଟ ଫେରନ୍ତା ରହିଛନ୍ତି। ତେବେ ଅନ୍ୟ ବ୍ଲକ ଅଞ୍ଚଳର ସଙ୍ଗରୋଧ କେନ୍ଦ୍ରମାନଙ୍କରେ ଯୁବକମାନେ ପାଟିତୁଣ୍ଡ ସହ ଖାଦ୍ୟ ଫିଙ୍ଗୁଥିବାବେଳେ ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର କେନ୍ଦ୍ରରେ କିନ୍ତୁ ଭିନ୍ନ…
ପଲାସାରୁ ଚାଲି ଚାଲି ଫେରୁଥିଲେ: ଅନୁଗୋଳ, ବୌଦ୍ଧର ୧୬ ଶ୍ରମିକଙ୍କୁ ଘରକୁ ପଠାଇଲା ଗଞ୍ଜାମ ପୋଲିସ
ଛତ୍ରପୁର,୧୩।୫(ଡି.ଏନ୍.ଏ.)- ଆନ୍ଧ୍ରପ୍ରଦେଶର ପଲାସାଠାରୁ ୧୬ ଜଣ ଶ୍ରମିକ ନିଜ ନିଜ ଘର ଅନୁଗୋଳ ଓ ବୌଦ୍ଧ ଜିଲାକୁ ଚାଲି ଚାଲି ଯିବାବେଳେ ଗଞ୍ଜାମ ପୋଲିସ ଜ଼ିଲାର ଗାଙ୍ଗପୁର ଥାନା ପୋଲିସ ସେମାନଙ୍କୁ ଠାବ କରିଥିଲେ। ପରେ ଗଞ୍ଜାମ ଏସ୍ପି ବ୍ରିଜେଶ କୁମାର…
ବନଜାତ ଦ୍ରବ୍ୟର ମୂଲ୍ୟ ବିଷୟରେ ଲୋକଙ୍କୁ ସଚେତନ କରିବା ଲାଗି ଗଡ଼ିଲା ରଥ
ରାୟଗଡ଼ା ଅଫିସ,୧୩ା୫: ସରକାରଙ୍କ ଦ୍ୱାରା ଜଙ୍ଗଲଜାତ ଦ୍ରବ୍ୟର ମୂଲ୍ୟ ଏବଂ ଜଙ୍ଗଲରୁ ଉପତ୍ାଦିତ ଦ୍ରବ୍ୟର ମୂଲ୍ୟ ନିର୍ଦ୍ଧାରଣର ସଚେତନତା କରିବା ପାଇଁ ଏକ ସଚେତନ ରଥ ବୁଧବାର ଜିଲା ପରିକ୍ରମାରେ ବାହାରିଛି । ଏହାର ଉଦ୍ଦେଶ୍ୟ ହେଲା ଗ୍ରାମାଞ୍ଚଳରେ ରହୁଥିବା ଆଦିବାସୀ…
ହତ୍ୟା ମାମଲାର ସାକ୍ଷୀଙ୍କୁ ହତ୍ୟା ଉଦ୍ୟମ ଘଟଣା: ମାଷ୍ଟରମାଇଣ୍ଡ୍ ଫେରାର, ୪ କୋର୍ଟ ଚାଲାଣ
ବ୍ରହ୍ମପୁର ଅଫିସ,୧୩ା୫: ଏକ ହତ୍ୟା ମାମଲାର ମୁଖ୍ୟ ସାକ୍ଷୀ ପୂର୍ଣ୍ଣ ଜେନାଙ୍କୁ ହତ୍ୟା ଉଦ୍ୟମ ଘଟଣାର ୪ ଅଭିଯୁକ୍ତଙ୍କୁ ସଦର ଥାନା ପୋଲିସ କେସ ନମ୍ବର ୧୩୧/୨୦ରେ ବୁଧବାର ଗିରଫ କରି କୋର୍ଟ ଚାଲାଣ କରିଛି । ସେମାନେ ହେଲେ ରୋହିଗାଁର…
କ୍ୱାରାଣ୍ଟାଇନ୍ ସେଣ୍ଟରରେ ପ୍ରବାସୀଙ୍କୁ ସ୍ବାସ୍ଥ୍ୟକର୍ମୀ ତାଲିମ, ବ୍ୟାୟାମ, ଯୋଗ ଶିକ୍ଷା: ଗଞ୍ଜାମ ଜିଲା ପ୍ରଶାସନର ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
ଛତ୍ରପୁର, ୧୩।୫(ଡି.ଏନ୍.ଏ.)-ଗଞ୍ଜାମ ଜ଼ିଲାର କ୍ୱାରାଣ୍ଟାଇନ ସେଣ୍ଟରରେ ଥିବା ପ୍ରବାସୀ ଶ୍ରମିକମାନଙ୍କୁ କମ୍ୟୁନିଟି ସ୍ବାସ୍ଥ୍ୟକର୍ମୀ ତାଲିମ ପ୍ରଦାନ କରାଯାଉଛି । କ୍ୱାରାଣ୍ଟାଇନ ଅବଧି ସରିବା ପରେ ଉକ୍ତ ତାଲିମପ୍ରାପ୍ତ ପ୍ରବାସୀ ଶ୍ରମିକମାନେ କରୋନା ମୁକାବିଲାରେ ସାମିଲ ହୋଇ କମ୍ୟୁନିଟି ସ୍ବାସ୍ଥ୍ୟ ଅଧିକାରୀ ଭାବେ…
ପୁଣି ଅଲୋଡ଼ା ଶିଶୁକନ୍ୟା
ଜଗନ୍ନାଥପ୍ରସାଦ,୧୩ା୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କଣ୍ଡରସିଂ ନିକଟରେ ଥିବା ନାଳ ନିକଟରେ ବୁଧବାର ସକାଳେ ଏକ ନବଜାତ ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ନବଜାତକକୁ କେହି ଗ୍ରାମ ପଛ ନାଳରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ଶିଶୁକନ୍ୟାର କାନ୍ଦ ଶୁଣି ଅଞ୍ଚଳର…
ରଥ ନିର୍ମାଣକାରୀଙ୍କ ସ୍ବାବ୍ ସଂଗ୍ରହ
ପୁରୀ ଅଫିସ,୧୫।୩: ମହାମାରୀ କରୋନା ପାଇଁ ମହାପ୍ରଭୁଙ୍କ ରଥ ନିର୍ମାଣରେ ଯେପରି ସାମାନ୍ୟତମ ସମସ୍ୟା ନ ହୁଏ ସେଥିପ୍ରତି ଶ୍ରୀମନ୍ଦିର ପ୍ରଶାସନ ଗୁରୁତ୍ୱ ଦେଇଛି। ଏଥିଲାଗି ପୂର୍ବ ନିଷ୍ପତ୍ତି ମୁତାବକ ବୁଧବାର ରଥ ନିର୍ମାଣକାରୀଙ୍କ କୋଭିଡ-୧୯ ଟେଷ୍ଟ ଲାଗି ସ୍ବାବ୍ ସଂଗ୍ରହ…
କ୍ୱାରାଣ୍ଟାଇନ୍ ସେଣ୍ଟର ବାହାରେ କଡ଼ା ସୁରକ୍ଷା ବ୍ୟବସ୍ଥା, ଲାଗିଲା ସିସି କ୍ୟାମେରା
ଛତ୍ରପୁର,୧୩ା୫(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଥିବା କ୍ୱାରାଣ୍ଟାଇନ୍ ସେଣ୍ଟରରେ ପ୍ରବାସୀ ଓଡ଼ିଆମାନେ ରହୁଛନ୍ତି। ବିଭିନ୍ନ ସମୟରେ କେତେକ ପ୍ରବାସୀ ବିଶୃଙ୍ଖଳା କରୁଛନ୍ତି। ପରିବାର ଲୋକେ ମଧ୍ୟ କ୍ୱାରାଣ୍ଟାଇନ୍ ସେଣ୍ଟରକୁ ଯାଇ ନିଜ ଲୋକଙ୍କୁ ଭେଟୁଥିବା ଦେଖିବାକୁ ମିଳୁଛି। ସେଠାରେ କାର୍ଯ୍ୟରତ ପୋଲିସ ଓ…
ଏମ୍କେସିଜିରେ ଯାଆଁଳା ସନ୍ତାନ ଜନ୍ମଦେଲେ କରୋନା ସଂକ୍ରମିତ ମହିଳା
ବ୍ରହ୍ମପୁର,୧୩ା୫(ଡି.ଏନ୍.ଏ.): ଏମ୍କେସିଜି ବଡ଼ ମେଡିକାଲରେ ବୁଧବାର ସକାଳୁ ସିତଲାପଲ୍ଲୀ କୋଭିଡ୍-୧୯ ହସ୍ପିଟାଲରେ ଚିକିତ୍ସାଧୀନ ଗଞ୍ଜାମ ଜିଲାର ଜଣେ ୩୨ ବର୍ଷୀୟା ମହିଳା ଯାଆଁଳା ସନ୍ତାନ ଜନ୍ମ ଦେଇଛନ୍ତି। ମହିଳା ଜଣକ ଏକ ପୁତ୍ର ଓ କନ୍ୟାକୁ ଜନ୍ମ ଦେଇଥିଲେ। ଏହାର କିଛି…
କରୋନା ଆକ୍ରାନ୍ତ ଚିହ୍ନଟ ପରେ ରାସ୍ତା ସିଲ୍
ହାଟଡିହୀ,୧୩ା୫(ଡି.ଏନ୍.ଏ.) : କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବୁଧବାର ପୁଣି ଦୁଇ କରୋନା ଆକ୍ରାନ୍ତ ଚି଼ହ୍ନଟ ପରେ ଲୋକମାନେ ଭୟଭୀତ ହୋଇପଡ଼ିଛନ୍ତି। ଆକ୍ରାନ୍ତ ଦୁଇ ଜଣ ସୁରଟରୁ ଫେରି ପଞ୍ଚାୟତ କାରାଣ୍ଟାଇନ୍ ସେଣ୍ଟରରେ ଥିଲେ। ଏହା ପରେ ଜିଲାପାଳ ଆଶିଷ ଠାକ୍ରେଙ୍କ…
ଭଦ୍ରକରେ ପହଞ୍ଚିଲା ତୃତୀୟ ଶ୍ରମିକ ସ୍ବତନ୍ତ୍ର ଟ୍ରେନ୍
ଭଦ୍ରକ ଅଫିସ,୧୩ା୫: ଭଦ୍ରକ ଷ୍ଟେଶନରେ ବୁଧବାର ତୃତୀୟ ସ୍ବତନ୍ତ୍ର ଶ୍ରମିକ ଟ୍ରେନ୍ ପହଞ୍ଚିଛି। ଏଥିରେ ସମୁଦାୟ ବିଭିନ୍ନ ଜିଲାର ୧୮୪ ଜଣ ଓହ୍ଲାଇଛନ୍ତି। ଭଦ୍ରକର ୫୧, କେନ୍ଦୁଝରର ୨୪, ଯାଜପୁର ୨୨, ବିନା ପଞ୍ଜିକୃତରେ ବିଭିନ୍ନ ଜିଲାରୁ ୮୭ଜଣ ପ୍ରବାସୀ ଓଡ଼ିଆ…
ସିଟୁ ପକ୍ଷରୁ ଜିଲାପାଳଙ୍କ ଅଫିସ ସମ୍ମୁଖରେ ପ୍ରତିବାଦ
ଭଦ୍ରକ ଅଫିସ, ୧୩।୫: ଭଦ୍ରକ ଜିଲାପାଳଙ୍କ ଅଫିସ ସମ୍ମୁଖରେ ବୁଧବାର ଶ୍ରମିକ ସଂଗଠନ ସିଟୁ ପକ୍ଷରୁ ପ୍ରତିବାଦ କରାଯାଇଛି। ସଂଗଠନ ମୁଖ୍ୟ ଦିବ୍ୟସିଂ ନାୟକଙ୍କ ନେତୃତ୍ୱରେ ବିଭିନ୍ନ ବର୍ଗର ବ୍ୟବସାୟୀ, ଶ୍ରମିକ ସଙ୍ଗଠନ କର୍ମକର୍ତ୍ତା ପ୍ରମୁଖ ପହଞ୍ଚି ଶ୍ରମିକ ମାରଣ ନୀତି…

