ଆମ ଜିଲା ଖବର

ଡିଜେ ସାଉଣ୍ଡରେ କମ୍ପିଲା ଭାପୁର

ଭାପୁର,୧୮।୧୨(ଡି.ଏନ.ଏ.): ଢେଙ୍କାନାଳ ଜିଲା ସଦର ବ୍ଲକ ଭାପୁର ଗ୍ରାମରେ ଚାଲିଥିବା ମାଣବସା ଗୁରୁବାର ମହାଲକ୍ଷ୍ମୀ ପୂଜାର ଭସାଣି ଉତ୍ସବ ବୁଧବାର ଧୁମଧାମରେ ପାଳିତ ହୋଇଛି। ନିର୍ଦ୍ଧାରିତ ସମୟରେ ସମସ୍ତ ମେଢ ଗୁଡ଼ିକ ଭାପୁର ବାଳିକା ଉପ୍ରା ବିଦ୍ୟାଳୟସ୍ଥିତ ମେଲଣ ପଡ଼ିଆରେ...

ଚୋରା ଶାଳ ଗଣ୍ଡି ସହ ଶଗଡ଼ ଜବତ, ୨ ଗିରଫ

ପରଜଙ୍ଗ,୧୮।୧୨(ଡି.ଏନ.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଦଦରାଘାଟି ଫରେଷ୍ଟ ସେକ୍ସନ ଅଧିନ ଜାତୀୟ ରାଜପଥଠାରୁ କୁଲେଇ ଯାଇଥିବା ରାସ୍ତାର କୁଲେଇ ଗ୍ରାମ ନିକଟ ଆମ୍ବ ତୋଟା ନିକଟରେ ବୁଧବାର ବନବିଭାଗ ଚଢାଉ କରି ଏକ ଶଗଡ଼ ଗାଡ଼ି ସହ ଚୋରା...

ଢ଼େପସାହି ହତ୍ୟା ମାମଲା: ଗିରଫ ୧୧ ଜଣଙ୍କୁ କୋର୍ଟ ଚାଲାଣ

ଭଞ୍ଜନଗର,୧୮।୧୨(ଡି.ଏନ୍‌.ଏ): ତାରସିଂ ଥାନା ବୁରପଲ୍ଲୀ ଢ଼େପସାହିର ହାଡ଼ିଆ ନାଇକ ହତ୍ୟା ମାମଲାରେ ପୋଲିସ ବୁଧବାର ୧୧ ଜଣଙ୍କୁ ଗିରଫ କରି ଭଞ୍ଜନଗର କୋର୍ଟକୁ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଭଞ୍ଜନଗର ସ୍ବତନ୍ତ୍ର ଉପ କାରାଗାରକୁ ପଠାଇ ଦିଆଯାଇଛି।...

ପୋଡାଗଲା ୫୧ହଜାର ଗଞ୍ଜେଇ ଗଛ

ଆର.ଉଦୟଗିରି,୧୮ା୧୨(ଡି.ଏନ.ଏ.): ଗଜପତି ଜିଲା ଆର.ଉଦୟଗିରି ଥାନା ନୂଆଗଡ ବ୍ଲକ ଅନୁଗୁରୁ ପଞ୍ଚାୟତର ଟଣ୍ଡରଙ୍ଗ ଗ୍ରାମ ପାହାଡ ଉପରେ ଚାଷ ହୋଇଥିବା ଗଞ୍ଜେଇ ଗଛକୁ ବୁଧବାର ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ନଷ୍ଟ କରାଯାଇଛି। ଜିଲାପାଳ ଅନୁପ ସାହା, ଏସ୍‌ପି...

୨୬ରେ ସୂର୍ଯ୍ୟପରାଗ: ବଡ଼ଦିନ ରାତିସାରା ଦର୍ଶନ ଦେବେ ମହାପ୍ରଭୁ

ପୁରୀ ଅଫିସ, ୧୮ା୧୨:ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବୁଧବାର ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ଅଧ୍ୟକ୍ଷତା କରିଥିବାବେଳେ ପହିଲି ଭୋଗ, ସୂର୍ଯ୍ୟପରାଗ, ନୂଆବର୍ଷ ଓ ମକରସଂକ୍ରାନ୍ତି ନୀତି ସମ୍ପର୍କରେ ଆଲୋଚନା କରାଯାଇ...

ବିଇଓଙ୍କ ହସ୍ତକ୍ଷେପ ପରେ ହଟିଲା ଧାରଣା

ଭଣ୍ଡାରିପୋଖରୀ,୧୮।୧୨(ଡି.ଏନ.ଏ.): ଭଣ୍ଡାରିପୋଖରୀ ବ୍ଲକ ଜଗନ୍ନାଥପ୍ରସାଦ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଜଣେ ଶିକ୍ଷକଙ୍କ ଡେପୁଟେଶନ ବାତିଲ ଦାବିରେ ଗତ ଶନିବାରଠାରୁ ୫ ଦିନ ଧରି ତାଲା ପଡ଼ି ରହିଥିଲା। ଅଭିଭାବକ, ସ୍କୁଲ କମିଟି ସଦସ୍ୟ ଓ ଛାତ୍ରୀଛାତ୍ର ଜିଦ୍‌ରେ ଅଟଳ ରହି...

ଜିଲା ଯୋଗାଣ ବିଭାଗର ଚଢ଼ାଉ: ବେଆଇନ ଗଚ୍ଛିତ ୧୩୮ ବସ୍ତା ଚାଉଳ ଜବତ

ଭଦ୍ରକ ଅଫିସ, ୧୮।୧୨: ଭଦ୍ରକ ଜିଲା ଯୋଗାଣ ବିଭାଗର ଏକ ଚାରିଜଣିଆ ଟିମ୍‌ ବୁଧବାର ଅପରାହ୍ନରେ ସଦର ବ୍ଲକ ଅଧୀନ ଦୈସିଂ ପଞ୍ଚାୟତ ଚଢ଼େୟା ଜେନାସାହିର ଏକ ଘରେ ଅଚାନକ ଚଢ଼ାଉ କରି ବେଆଇନ ଭାବେ ଗଚ୍ଛିତ ଥିବା ୧୩୮...

ବରିଷ୍ଠ ନାଗରିକଙ୍କୁ ପରିଚୟପତ୍ର ବଣ୍ଟନ କଲେ କେନ୍ଦ୍ରମନ୍ତ୍ରୀ

ସଜନାଗଡ଼,୧୮।୧୨(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି କଚେରି ପରିସରରେ ଥିବା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ପେନ୍‌ସନ ଦିବସ ପାଳିତ ହୋଇଛି। ସଂଘର ସଭାପତି କୃଷ୍ଣଚନ୍ଦ୍ର ପଣ୍ଡା ଅଧ୍ୟକ୍ଷତା କରିଥିଲେ। କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ, ମତ୍ସ୍ୟ,...

ବରପାଲି ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଚୋରି ଘଟଣାରୁ ବନ୍ଧୁଙ୍କୁ ହତ୍ୟା କରିଥିଲେ ସାଙ୍ଗ

ବରଗଡ଼ ଅଫିସ,୧୮।୧୨- ବରଗଡ଼ ଜିଲା ବରପାଲି ଜଗନ୍ନାଥ ନଗରରେ ଗତ ୧୩ ତାରିଖରେ ଘଟିଥିବା ହତ୍ୟାକାଣ୍ଡ ଉପରୁ ପରଦା ହଟିଛି। ଚୋରି ଘଟଣାକୁ କେନ୍ଦ୍ର କରି ଦୁଇ ସାଙ୍ଗ ମଧ୍ୟରେ ବଚସାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ ତଦନ୍ତରୁ ଜଣାପଡିଛି।...

ଜିଲାପରିଷଦ ସଧାରଣ ବୈଠକ: ଅଧିକାରୀଙ୍କ ଉପରେ ବର୍ଷିଲେ ଜନପ୍ରତିନିଧି

ଅନୁଗୋଳ ଅଫିସ,୧୮।୧୨: ଅନୁଗୋଳ ଜିଲାପରିଷଦ ସମ୍ମିଳନୀ କକ୍ଷରେ ୫୦ତମ ଜିଲା ପରିଷଦ ସାଧାରଣ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଜିଲାପିଷଦ ଅଧ୍ୟକ୍ଷା ବାସନ୍ତୀ କିଷାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରା, ପାଲଲହଡା ବିଧାୟକ ମୁକେଶ...

ମହିଳାଙ୍କ ଆତ୍ମହତ୍ୟା: ସ୍ବାମୀ, ଦିଅର ଅଟକ

ପୁରୁଷୋତ୍ତମପୁର,୧୮।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ଉପକଣ୍ଠ କନକାଠାରେ ୮ମାସ ତଳେ ବିବାହ କରିଥିବା ଜଣେ ମହିଳା ବୁଧବାର ଘରେ ଫ୍ୟାନ୍‌ରେ ଶାଢ଼ି ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତା ମହିଳା ଜଣକ ହେଲେ ଅର୍ଚ୍ଚନା ପ୍ରଧାନ (୨୫)। ଏହାର ଖବର...

ସ୍ବାଭିମାନ ଅଞ୍ଚଳରେ ପାଓ୍ବାର ଚାଳିତ ଆମ୍ବୁଲାନ୍ସ ଲଞ୍ଚ ଉଦ୍‌ଘାଟନ କଲେ ଗଣଶିକ୍ଷା ମନ୍ତ୍ରୀ

ମାଲକାନଗିରି,୧୮।୧୨(ଡି.ଏନ୍‌.ଏ.): ସ୍ବାଭିମାନ ଅଞ୍ଚଳ ପାଇଁ ପାୱାର ଚାଳିତ ଆମ୍ବୁଲାନ୍ସ ଲଞ୍ଚ ଉଦ୍‌ଘାଟନ ହୋଇଛି। ସେହିପରି ଶିକ୍ଷକ କ୍ଲଷ୍ଟରର ମଧ୍ୟ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ମାନ୍ୟବର ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ, ପ୍ରଶାସକ ସୁରେଶ ମହାପାତ୍ର ଏବଂ ମାଲକାନଗିରି ଜିଲାପାଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri