ଆମ ଜିଲା ଖବର

ବାପାମା’ ନ ଥିବା ବେଳେ କରୁଥିଲେ ବଳାତ୍କାର, ନାବାଳିକା ଗର୍ଭବତୀ ହେବା ପରେ ଫେରାର;  ୪୬ ବର୍ଷୀୟ ତାରିଣୀଙ୍କୁ…

ମୋହନା, ୧୩।୩ (ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅଞ୍ଚଳରେ ଜଣେ ୧୩ ବର୍ଷୀୟ ନାବାଳିକାକୁ ବଳାତ୍କାର କରାଯାଇଥିବା ଭଳି ଏକ ଅତ୍ୟନ୍ତ ଘୃଣ୍ୟ ଘଟଣା ସାମ୍ନାକୁ ଆସିଛି। ଏହି ମାମଲାରେ ଦୀର୍ଘ ଦିନ ଧରି ଫେରାର ଥିବା ଅଭିଯୁକ୍ତ…

ହାଟକୁ ବାଇଗଣ ବିକିବାକୁ ଯାଉଥିଲେ, ବାଟରେ ଛକିଥିଲା ଯମ, ଭୟଙ୍କର ଦୁର୍ଘଟଣାରେ ଚାଲିଗଲା…

ବଲାଙ୍ଗୀର, ୧୩।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ତୁଷୁରାଗୁଡ଼ଭେଲା ମୁଖ୍ୟ ରାସ୍ତାର ଡୁଙ୍ଗୁରିପାଲି ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଚାଷୀଙ୍କର ଅକାଳ ମୃତ୍ୟୁ ଘଟିଛି। ମୃତ…

ଆରଆଇଙ୍କୁ ମାଡ ଘଟଣାରେ: ଜଣେ ଗିରଫ

ନନ୍ଦପୁର,୧୩।୨(ତୁଷାର କାନ୍ତ ମହାନ୍ତି): ଜାତିଗତ ପ୍ରମାଣପତ୍ର ପାଇଁ ନନ୍ଦପୁର ତହସିଲରେ କାର୍ଯ୍ୟରତ ରାଜସ୍ବ ନିରୀକ୍ଷକ ମଧୁସୁଦନ ଖେମୁଣ୍ଡୁଙ୍କୁ ଅଶାଳୀନ ବ୍ୟବହାର ଓ ମାଡ ମାରିବା ଘଟଣାରେ ଜଣେ ଗିରଫ ହୋଇଛନ୍ତି। ନନ୍ଦପୁର ପୋଲିସ ଅଭିଯୁକ୍ତ କମଳଲୋଚନ ଖେମୁଣ୍ଡୁଙ୍କୁ ଶୁକ୍ରବାର ଗିରଫ କରି…

ଲାଞ୍ଚନେଇ ବନ୍ଧାହେଲେ ବଡ଼ଗାଁ ଥାନା ଏଏସ୍‌ଆଇ

ସୁନ୍ଦରଗଡ,୧୩।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ବଡ଼ଗାଁ ଥାନା ପୋଲିସ, ଏଏସ୍‌ଆଇ ଅରୂପା ନନ୍ଦ ଦାସ ଗୁରୁବାର ସନ୍ଧ୍ୟାରେ ଜଣେ ଢାବା ମାଲିକଙ୍କଠାରୁ ୨୫,୦୦୦ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଥିଲେ। ଶୁକ୍ରବାର ତାଙ୍କୁ ଗିରଫ କରାଯାଇ ଭିଜିଲାନ୍ସ…

ଭୋଜିଖାଇ ଫେରିଲେ ସକାଳୁ ମିଳିଲାନି ବାଇକ୍‌ 

ଦିଗପହଣ୍ଡି,୧୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମର ରାଜେଶ କୁମାର ରାଉତଙ୍କ ଏକ ବାଇକ୍‌କୁ କେହି ଦୁର୍ବୃତ୍ତ ତାଙ୍କ ଘର ସମ୍ମୁଖରୁ ଚୋରି କରିଥିବା ନେଇ ସେ ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଆଇଆଇସି କିଶୋର କୁମାର…

ୱାରେଣ୍ଟିଙ୍କୁ କୋର୍ଟଚାଲାଣ

ଦିଗପହଣ୍ଡି,୧୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର କୁକୁଡ଼ାଖଣ୍ଡି ବ୍ଲକ ବଣିଆମାରି ଗ୍ରାମର ବିପ୍ର ମଲ୍ଲିକଙ୍କୁ କୋର୍ଟ ୱାରେଣ୍ଟ ବଳରେ ଗିରଫ କରି ବ୍ରହ୍ମପୁର ଜିଲା ଜଜ କୋର୍ଟକୁ ଚାଲାଣ କରିଛନ୍ତି। ଜିଲା ଜଜ କୋର୍ଟରେ ବିପ୍ର ହାଜର…

ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ

ବଲାଙ୍ଗୀର,କଣ୍ଟାବାଞ୍ଜି,୧୩।୩ ( ସୁନିଲ କୁମାର ମହାନ୍ତି, ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନର ଜଣେ ଛାତ୍ରଙ୍କ ଶୁକ୍ରବାର ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ମୃତ୍ୟୁ ଘଟିଛି । ଘଟିଛି। ମୃତକ…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ:  ସଭାପତି, ସମ୍ପାଦକ ପ୍ରାର୍ଥୀ କଲେ ନାମାଙ୍କନ ପ୍ରତ୍ୟାହାର 

ଦିଗପହଣ୍ଡି,୧୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ, ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହେବ। ସମୁଦାୟ ୫ ପଦବୀ ପାଇଁ ୧୦ ପ୍ରାର୍ଥୀ ସେମାନଙ୍କ ନାମାଙ୍କନ ଦାଖଲ କରିଥିଲେ।…

ରନ୍ଧନ ଗ୍ୟାସ୍‌ର ଅଚଳାବସ୍ଥା ନେଇ ଗର୍ଜିଲା କଂଗ୍ରେସ

ନୂଆପଡ଼ା,୧୩ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ରନ୍ଧନ ଗ୍ୟାସକୁ ନେଇ ସୃଷ୍ଟି ହୋଇଥିବା ଅଚଳାବସ୍ଥାକୁ ନେଇ ଶୁକ୍ରବାର ଜିଲା କଂଗ୍ରେସ ପକ୍ଷରୁ ପ୍ରତିବାଦ କରାଯାଇଛି। ଜିଲା କଂଗ୍ରେସ କମିଟି ସଭାପତି ଘାସିରାମ ମାଝିଙ୍କ ନେତୃତ୍ୱରେ ଶତାଧିକ କର୍ମକର୍ତ୍ତା ଏକତା ଛକଠାରୁ ଶୋଭାଯାତ୍ରାରେ…

ଶ୍ରୀମନ୍ଦିରରେ ରକ୍ତଛିଟା: ଭିତର କାଠ ଦର୍ଶନ ବିଳମ୍ବ

ପୁରୀ,୧୩।୩: ଶ୍ରୀମନ୍ଦିରରେ ବଡ଼ ମହାସ୍ନାନ। ରକ୍ତଛିଟା ପଡ଼ିଥିବାରୁ ଶ୍ରୀମନ୍ଦିରରେ ହେଲା ବଡ଼ ମହାସ୍ନାନ। ଗର୍ଭଗୃହ ଭିତର ପାହାଚ ପାଖରେ ରକ୍ତଛିଟା ପଡ଼ିଥିବା ଦେଖିବାକୁ ମିଳିଥିଲା। ମହାପ୍ରସାଦ ଆଣିବା ବେଳେ ବୋଝିଆ ଗୋଡ଼ ଖସି ମୁଣ୍ଡ ଫାଟିଥିବା ଜଣାପଡ଼ିଛି। ମହାସ୍ନାନ ଯୋଗୁ ଶ୍ରଦ୍ଧାଳୁଙ୍କ…

ଦିଲ୍ଲୀର ପୁନରାବୃତ୍ତି ଓଡ଼ିଶା ନ ହେଉ: ମିଳିମିଶି…

ଭଞ୍ଜନଗର, ୧୩।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଗାଲେରୀ ରେଞ୍ଜରେ ଶୁକ୍ରବାର ବନାଗ୍ନି ପ୍ରଶମନ ଓ ପରିଚାଳନା ନିମନ୍ତେ ଏକ ସଚେତନତା ସଭା ହୋଇଥିଲା। ଏଥିରେ ଡିଏଫଓ ହିମାଂଶୁ ଶେଖର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଲୋକଙ୍କୁ…

କ୍ରିକେଟ ଟୁର୍ନାମେଣ୍ଟ: ଧରାକୋଟ ଟିମ୍‌ ଚାମ୍ପିୟନ

ଧରାକୋଟ,୧୩ା୩(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ସୋରଡା ଋଷିକୁଲ୍ୟା କ୍ରିକେଟ କ୍ଲବ ପକ୍ଷରୁ ଶଶିଭୂଷଣ ମିନି ଷ୍ଟାଡିୟମରେ ଚାଲିଥିବା ୧୬ତମ ଋଷିକୁଲ୍ୟା କ୍ରିକେଟ ଟର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଫାଇନାଲ ମ୍ୟାଚ୍‌ ଧରାକୋଟ ୟଙ୍ଗ କ୍ରିକେଟ କ୍ଲବ ଏବଂ ସୋରଡା ଋଷିକୁଲ୍ୟା କ୍ରିକେଟ କ୍ଲବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?