ଆମ ଜିଲା ଖବର

ଭଦ୍ରକ ଜିଲାର ତିନି ପଞ୍ଚାୟତରୁ ହଟିଲା କଣ୍ଟେନମେଣ୍ଟ କଟକଣା

ଭଦ୍ରକ ଅଫିସ, ୧୩।୫: କରୋନା ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଭଦ୍ରକ ଜିଲାର ବିଭିନ୍ନ ପଞ୍ଚାୟତରେ କଣ୍ଟେନମେଣ୍ଟ କଟକଣା ଜାରି କରାଯାଇଥିଲା। ତେବେ ୩ଟି ପଞ୍ଚାୟତରୁ କଣ୍ଟେନମେଣ୍ଟ କଟକଣାକୁ ବୁଧବାର ପ୍ରତ୍ୟାହାର କରାଯାଇଛି। ବାସୁଦେବପୁର ବ୍ଲକର ଚୂଡ଼ାମଣି, କିସ୍ମତକୃଷ୍ଣପୁର ଓ…

ଭଦ୍ରକରେ ପହଞ୍ଚିଲା ଦ୍ୱିତୀୟ ଶ୍ରମିକ ସ୍ପେଶାଲ ଟ୍ରେନ: ଓହ୍ଲାଇଲେ ୩୨୬ଜଣ

ଭଦ୍ରକ ଅଫିସ, ୧୩।୫: ଭଦ୍ରକ ଷ୍ଟେଶନରେ ବୁଧବାର ସକାଳେ ଦ୍ୱିତୀୟ ଶ୍ରମିକ ସ୍ପେଶାଲ ଟ୍ରେନ ପହଞ୍ଚିଛି। ଥାନେଗଡ଼ରୁ ଆସିଥିବା ଏହି ଟ୍ରେନ ଭଦ୍ରକ ଷ୍ଟେଶନରେ ୩୨୬ଜଣଙ୍କୁ ଓହ୍ଲାଇ ବାଲେଶ୍ୱର ଅଭିମୁଖେ ଗସ୍ତ କରିଥିବା ଜଣାପଡ଼ିଛି। ଭଦ୍ରକ ଷ୍ଟେଶନରେ ଭଦ୍ରକ ଜିଲାର ୧୫୪…

ପୋଲିସ କ୍ୟାଣ୍ଟିନ୍‌ରେ ବଳାତ୍କାର ଶିକାର ମହିଳାଙ୍କ ମୃତ୍ୟୁ

ମାଲକାନଗିରି,୧୩ା୫(ଡି.ଏନ୍‌.ଏ.): ମାଲକାନଗିିରି ଜିଲା ସଦର ମହକୁମାସ୍ଥିତ ପୋଲିସ କ୍ୟାଣ୍ଟିିନ୍‌ରେ କାମ କରୁଥିବା ଜଣେ ଆଦିବାସୀ ମହିଳା ବଳାତ୍କାରର ଶିକାର ହୋଇଥିଲେ। ମଙ୍ଗଳବାର ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ମୁମୁର୍ଷୁ ଅବସ୍ଥାରେ ତାଙ୍କୁ ପ୍ରଥମେ ମାଲକାନଗିରି ଜିଲା ଚିକିତ୍ସାଳୟ ଓ ପରେ…

CORONAVIRUS UPDATE: ୨୦୦ ଡେଇଁଲା ଗଞ୍ଜାମରେ କରୋନା ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ୱର,୧୩।୫:(ବ୍ୟୁରୋ)- ରାଜ୍ୟରେ ବୁଧବାର ଚିହ୍ନଟ କରୋନା ପଜିଟିଭ ଆକ୍ରାନ୍ତଙ୍କ ସଂଖ୍ୟା ୫୩୮ରେ ପହଁଚିଛି। ଏଥିମଧ୍ୟରୁ ଗଞ୍ଜାମ ଜିଲାରେ ସର୍ବାଧିକ ୫୨ ଜଣ ଅଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୧୦ ହୋଇଛି। ତେବେ ଯେଉଁଭଳି ଭାବେ ଆକ୍ରାନ୍ତ ସଂଖ୍ୟା…

CORONAVIRUS UPDATE: ପୁଣି ୯୯ କରୋନା ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଟପିଲା

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୁଧବାର ସକାଳେ ଆଉ ୯୯ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୩୮ରେ ପହଞ୍ଚିଛି। ନୂଆ ଚିହ୍ନଟ…

ସୁବର୍ଣ୍ଣପୁର ଜିଲା: ୬୬୯ ସ୍ବାବ୍‌ ରିପୋର୍ଟ ନେଗେଟିଭ୍‌

ସୋନପୁର,୧୩।୫(ନି.ପ୍ର.) – ସୁବର୍ଣ୍ଣପୁର ଜିଲାରୁ ପ୍ରତ୍ୟହ କରୋନା ପରୀକ୍ଷା ପାଇଁ ସ୍ବାବ୍‌ ନମୁନା ଭୁବନେଶ୍ୱର ପଠାଯାଉଛି। ଜିଲା ସ୍ବାସ୍ଥ୍ୟ ବିଭାଗର ସ୍ବତନ୍ତ୍ର ଟିମ୍‌ ସନ୍ଦିଗ୍ଧଙ୍କଠାରୁ ସ୍ବାବ୍‌ ସଂଗ୍ରହ କରି ଏକ ସ୍ବତନ୍ତ୍ର ଗାଡିରେ ସବୁ ନମୁନା ପ୍ୟାକିଂ କରି ଭୁବନେଶ୍ୱରସ୍ଥିତ ପରୀକ୍ଷାଗାରକୁ…

ପ୍ରଥମେ କଡ଼ାକଡ଼ି, ଘଡ଼ିସନ୍ଧି ବେଳେ କୋହଳ

ସୋନପୁର,୧୩ା୫(ନି.ପ୍ର.) – ପ୍ରଥମେ କଡ଼ାକଡ଼ି, ଏବେ ଘଡ଼ିସନ୍ଧି ମୁହୂର୍ତ୍ତରେ ସବୁ କୋହଳ। ସନ୍ଦିଗ୍ଧଙ୍କ ସ୍ବାବ୍‌ ପରୀକ୍ଷା ପରେ ସମସ୍ତ ରିପୋର୍ଟ ନେଗେଟିଭ୍‌ ଆସିଥିବାରୁ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ରେ ସୁବର୍ଣ୍ଣପୁର ଜିଲାକୁ ସରକାର ଗ୍ରୀନ୍‌ ଜୋନ୍‌ ତାଲିକାଭୁକ୍ତ କରିଛନ୍ତି। ଫଳରେ ଜିଲା ପ୍ରଶାସନ…

ଶୋଷ ମେଣ୍ଟାଇଲା ସୋଲାର ପାନୀୟ ଜଳ ପ୍ରକଳ୍ପ

ସମ୍ବଲପୁର,୧୩ା୫(ବ୍ୟୁରୋ)-ଦୀର୍ଘଦିନ ପରେ ଦୁର୍ଗମ ଅଞ୍ଚଳବାସୀଙ୍କ ଜଳକଷ୍ଟ ଦୂର ହୋଇଛି ା ସୋଲାର ପାନୀୟ ଜଳ ପ୍ରକଳ୍ପ ଯୋଗୁ ସମ୍ବଲପୁର ଜିଲାର ଜଙ୍ଗଲ ପରିବେଷ୍ଟିତ ପାହାଡିଆ ଅଞ୍ଚଳବାସୀଙ୍କ ଶୋଷ ମେଣ୍ଟିଛି ା ନଳ ଖୋଲିଲେ ୨୪ ଘଣ୍ଟା ପାନୀୟ ଜଳ ମିଳୁଛି। ବିଜୁଳି…

ଅନ୍ତଃନଳୀରେ ଘା, ଅପରେଶନ ପାଇଁ ଟଙ୍କା ନାହିଁ

ଜୁନାଗଡ଼,୧୩ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ବଳଦିଆମାଲ ତଳପଡାର ରଘୁମଣି ନାଏକ(୪୨)। ବହୁଦିନ ହେବ ସେ ବିଛଣାରେ ପଡି ରହିଛନ୍ତି ା ଅନ୍ତଃନଳୀରେ ଘା ଯୋଗୁ ସେ ଉଠିବସି ପାରୁ ନାହାନ୍ତି। କେବଳ ଦିନରାତି ଶୋଇବା ଛଡ଼ା ତାଙ୍କ ପାଖରେ ଅନ୍ୟ…

ଅବକାରୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ଅନୁଗୋଳ ଅଫିସ, ୧୩।୫ – ଅନୁଗୋଳର କରଡ଼ାଗାଡ଼ିଆ ଠାରେ ଥିବା ଦେଶୀ ମଦ ଭାଟିକୁ ଲକ୍‌ଡାଉନ୍‌ ପୂର୍ବରୁ ସିଲ୍‌ କରାଯିବା ପରେ ବି ସେଠାରେ ଚୋରା ମଦ କାରବାର ହେବା ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦାୟିତ୍ୱରେ ଅବହେଳା ପାଇଁ ସଦର…

ଜିଲାପାଳ କ୍ଷମତା ଦେଖାଇଲେ ସରପଞ୍ଚ: ଆଖୁଆପାଳରେ ମଦ ବିକ୍ରି ବନ୍ଦ

ପରଜଙ୍ଗ, ୧୩।୫(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଆଖୁଆପାଳ ପଞ୍ଚାୟତକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବାକୁ ଜିଲାପାଳ କ୍ଷମତାର ପ୍ରୟୋଗ କରିଛନ୍ତି ସରପଞ୍ଚ ପ୍ରଦୀପ ବେହେରା। ଏପରି ବେନିୟମ କାର୍ଯ୍ୟରୁ ବିରତ ରହିବାକୁ ସରପଞ୍ଚ ନୋଟିସ୍‌ ମାଧ୍ୟମରେ ଚେତାବନୀ ଦେଇଛନ୍ତି। ୧୪୯ନଂ.…

ଅନୁମତି ମିଳିଲେ ହେବ ତାଳଚେର ରଥଯାତ୍ରା

ତାଳଚେର,୧୩ା୫(ନି.ପ୍ର.) – ତାଳଚେରରେ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ତାଳଚେର ଉପଜିଲାପାଳ ରଜନୀକାନ୍ତ ସ୍ବାଇଁ ଏଥିରେ ଅଧ୍ୟକ୍ଷତା କରିଥିଲେ। ବିଧାୟକ ବ୍ରଜକିଶୋର ପ୍ରଧାନ, ପୌରନିର୍ବାହୀ ଅଧିକାରୀ ଅତସୀ ପରିଡା, ଦେବୋତ୍ତର ମ୍ୟାନେଜର ପଙ୍କଜ ଲୋଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?