ଆମ ଜିଲା ଖବର

ଜିଲାପାଳଙ୍କୁ ଭେଟିଲେ ସେବାୟତ

ବାରିପଦା ଅଫିସ, ୧୩ା୫- ବାରିପଦାସ୍ଥିତ ଶ୍ରୀ ଶ୍ରୀ ହରିବଳଦେବଜୀଉଙ୍କ ମନ୍ଦିରର ସେବାୟତମାନେ ମଙ୍ଗଳବାର ଜିଲାପାଳଙ୍କୁ ଭେଟି ୨ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରିଛନ୍ତି। କାର୍ଯ୍ୟରତ ସେବାୟତମାନଙ୍କୁ ମହାମାରୀ କରୋନା ସମୟରେ ଆର୍ଥିକ ସାହାଯ୍ୟ ଓ ମନ୍ଦିରକୁ ନିମ୍ନମାନର ଭୋଗ ଯୋଗାଇ…

ଜିଲାପାଳଙ୍କୁ ଦାବିପତ୍ର ଦେଲା ଭାଜପା

ବାରିପଦା ଅଫିସ, ୧୩ା୫- ମୟୂରଭଞ୍ଜ ଜିଲାରେ ବର୍ତ୍ତମାନ ଦେଖାଦେଇଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ମଙ୍ଗଳବାର ଭାଜପାର ଏକ ପ୍ରତିନିଧିମଣ୍ଡଳୀ ଜିଲାପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ଏହି ଜିଲା ଏକ ଆଦିବାସୀ ଅଧ୍ୟୂଷିତ ଅଞ୍ଚଳ ହୋଇଥିବା ବେଳେ ପ୍ରାୟ ୮୦…

ଟିକାକରଣ ସମୟରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା

ଖଇରା, ୧୩।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସମସ୍ତ ପ୍ରାଣୀ ଚିକିତ୍ସାକେନ୍ଦ୍ରର ପ୍ରାଣୀଧନ ନିରୀକ୍ଷକମାନଙ୍କୁ ଗ୍ରାମରେ ଟିକାକାରଣ ପାଇଁ ବରିଷ୍ଠ ଅଧିକାରୀମାନେ ବାରମ୍ବାର ଚାପ ପ୍ରୟୋଗ କରୁଛନ୍ତି ା ଏଥିରେ ଗୋଷ୍ଠୀ ସଂକ୍ରମଣର ଆଶଙ୍କା ଥିବାରୁ ସେମାନଙ୍କୁ ବାଧ୍ୟବାଧ୍ୟକତା ନ କରିବାକୁ…

୧୪୪୦ ସ୍ବାବ୍‌ ନମୁନାରୁ ୧୦୨୮ ରିପୋର୍ଟ ଆସିଛି

ଝାରସୁଗୁଡ଼ା ଅଫିସ,୧୨ା୫: ଝାରସୁଗୁଡ଼ା ଜିଲାର ଜଣେ ଯୁବତୀ ଓ ଜଣେ ମହିଳା କରୋନାରେ ଆକ୍ରାନ୍ତ ହୋଇଥିଲେ। ସୋମବାର ଉଭୟ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କୁ ୧୪ଦିନ କ୍ୱାରାଣ୍ଟାଇନରେ ରଖିବାକୁ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଛି। ସେମାନଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କ…

ପଶ୍ଚିମ ଓଡ଼ିଶାକୁ ସ୍ବତନ୍ତ୍ର ଟ୍ରେନ ଚଳାଚଳ କରୁ

ରାଉରକେଲା ଅଫିସ,୧୨ା୫-ପ୍ରବାସୀ ଓଡ଼ିଆଙ୍କୁ ରାଜ୍ୟକୁ ଫେରାଇ ଆଣିବା ନିମନ୍ତେ ରେଳ ମନ୍ତ୍ରଣାଳୟ ପଦକ୍ଷେପକୁ ସ୍ବାଗତ କରିଛନ୍ତି ସୁନ୍ଦରଗଡ଼ ଏମ୍‌ପି ଜୁଏଲ ଓରାମ। ସେ ଏକ ପତ୍ର ଲେଖି ରେଳମନ୍ତ୍ରୀ ପୀୟୁଷ ଗୋୟଲଙ୍କୁ ପଶ୍ଚିମ ଓଡିଶାବାସୀଙ୍କ ସମସ୍ୟା ଜଣାଇଛନ୍ତି। ଏଥିରେ ଓରାମ ଦର୍ଶାଇଛନ୍ତି,…

ସହରକୁ ପଶି ଆସିଲା କୁଟୁରା

ଦେବଗଡ଼,୧୨ା୫(ଡି.ଏନ.ଏ.): ଦେବଗଡ଼ ପୌରାଞ୍ଚଳ ଅନ୍ତର୍ଗତ ମହୁଲଢିପା ସାହିକୁ ମଙ୍ଗଳବାର ପଶି ଆସିଥିବା ଏକ କୁଟୁରାକୁ ବନ ବିଭାଗ ଉଦ୍ଧାର କରିଛି। ଉଦ୍ଧାର ପରେ ଆହତ କୁଟୁରାର ଚିକିତ୍ସା କରି ବନ ବିଭାଗ ପର୍ଯ୍ୟବେକ୍ଷଣରେ ରଖିଛି। ସୁସ୍ଥ ହେଲା ପରେ ଜଙ୍ଗଲରେ ଛାଡି…

ରାସ୍ତାରେ ଯାଉଥିବା ୧୦ ଜଣଙ୍କୁ ଧରିନେଇ ସଙ୍ଗରୋଧ କେନ୍ଦ୍ରକୁ ପଠାଇଦେଲା ପୋଲିସ

ସମ୍ବଲପୁର,୧୨ା୫(ବ୍ୟୁରୋ): ସମ୍ବଲପୁର ଜିଲା ଦେଇ ରାଜ୍ୟ ବାହାରର ଲୋକେ ପ୍ରତିଦିନ ଚାଲି ଚାଲି ନିଜ ରାଜ୍ୟ ତଥା ଘରକୁ ଯାଉଛନ୍ତି। ମଙ୍ଗଳବାର ପଶ୍ଚିମବଙ୍ଗ ଯାଉଥିବା ୧୨ ଜଣ ଶ୍ରମିକଙ୍କୁ ଗେଙ୍ଗୁଟିପାଲିରେ ସ୍ଥାନୀୟ କେତେକ ଲୋକେ ଦେଖି ଧନୁପାଲି ପୋଲିସକୁ ଖବର ଦେଇଥିଲେ।…

ନୂଆପଡ଼ାରେ ୧୫ରୁ ଧାନ କିଣା ହେବ

ନୂଆପଡା ଅଫିସ,୧୨ା୫- ନୂଆପଡ଼ା ଜିଲାରେ ଆସନ୍ତା ୧୫ ତାରିଖଠାରୁ ଧାନକିଣା ଆରମ୍ଭ ହେବ ବୋଲି ଚୂଡାନ୍ତ ହୋଇଛି। ଜିଲାପାଳ ମଧୁସ୍ମିତା ସାହୁଙ୍କ ଅଧ୍ୟକ୍ଷତାରେ ଏ ନେଇ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ଜିଲାରେ ଏଥର ୮ହଜାର ୫୫୦ ହେକ୍ଟର ଜମିରେ…

ଟ୍ରାକ୍ଟରରୁ ପଡ଼ିଗଲେ ଶ୍ରମିକ, ଟ୍ରଲି ଚକ ଚଢିଗଲା

ସମ୍ବଲପୁର,୧୨।୫(ବ୍ୟୁରୋ): ସମ୍ବଲପୁର ସହରର ଅଇଁଠାପାଲି ଥାନା ଅଧୀନ ବୁଢ଼ାରଜା ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି । ଟ୍ରାକ୍ଟର ଟ୍ରଲିର ଚକ ତଳେ ଚାପି ହୋଇ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ସେ ହେଲେ ଶାସନ ଥାନା…

ନାବାଳିକା ବଳାତ୍କାର ଅଭିଯୋଗରେ ଜେଲ୍‌ଗଲେ ଯୁବକ

କୁଚିଣ୍ଡା,୧୨।୫(ଡି.ଏନ.ଏ.): ସମ୍ବଲପୁର ଜିଲା ମହୁଲପାଲି ଥାନା ଅଞ୍ଚଳର ଜଣେ ୧୫ ବର୍ଷିୟା ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ସମୀର କାଲୋ (୨୦)। ପୋଲିସ ତାଙ୍କୁ କୋର୍ଟ ଚାଲାଣ କରିଥିଲା। ହେଲେ ଜାମିନ ମଞ୍ଜୁର ନ…

ଚାଲି ଚାଲି ବିଶାଖାପାଟଣାରୁ ଉତ୍ତରପ୍ରଦେଶ

ନୂଆପଡା ଅଫିସ,୧୨ା୫: କରୋନା ପାଇଁ ସାରା ଦେଶ ଲକ୍‌ ଡାଉନ୍‌ ରହିଛି। କାମ ଧନ୍ଦା ବନ୍ଦ ହୋଇଯିବାରୁ ଶ୍ରମିକମାନେ ଚିନ୍ତାରେ ପଡ଼ିଛନ୍ତି। ଗାଡ଼ିମୋଟର ବନ୍ଦ ଥିବାରୁ ଲୋକେ ଯିଏ ଯେଉଁଠି ଅଟକି ରହିଛନ୍ତି। ଆଉ କେତେକ ସାଇକେଲ ଅଥବା ଚାଲି ଚାଲି…

୯୬ ବସ୍ତା ପିଡିଏସ୍‌ ଚାଉଳ ଜବତ, ତଦନ୍ତ ଜାରି

ଲହୁଣୀପଡା, ୧୨।୫ (ଡି.ଏନ.ଏ): ଲହୁଣୀପଡା ବ୍ଲକ ଭୁତୁଡା ପଞ୍ଚାୟତ ଅଞ୍ଚଳରେ ଏକ ଗୋଦାମ ଘରୁ ୯୬ ବସ୍ତା ଚାଉଳ ଜବତ କରାଯାଇଛି । ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ଫେରାର ଅଛନ୍ତି । ପୋଲିସ ଏ ନେଇ ଏକ ମାମଲା ରୁଜୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?