ଆମ ଜିଲା ଖବର

୯୬ ବସ୍ତା ପିଡିଏସ୍‌ ଚାଉଳ ଜବତ, ତଦନ୍ତ ଜାରି

ଲହୁଣୀପଡା, ୧୨।୫ (ଡି.ଏନ.ଏ): ଲହୁଣୀପଡା ବ୍ଲକ ଭୁତୁଡା ପଞ୍ଚାୟତ ଅଞ୍ଚଳରେ ଏକ ଗୋଦାମ ଘରୁ ୯୬ ବସ୍ତା ଚାଉଳ ଜବତ କରାଯାଇଛି । ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ଫେରାର ଅଛନ୍ତି । ପୋଲିସ ଏ ନେଇ ଏକ ମାମଲା ରୁଜୁ…

ମାଛ ମାରୁଥିବାବେଳେ ପୋଖରୀରେ ବୁଡି ଯୁବକ ମୃତ

ଅମରପାଲି, ୧୨।୫ (ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ବହଳପଦର ପଞ୍ଚାୟତର ବିଶାଲପାଲି ଗ୍ରାମ ପୋଖରୀରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ହେଲେ ବିଶାଳପାଲି ଗ୍ରାମର ସୁରେଶ ବୁଡା (୪୦) । ସୂଚନା ଅନୁସାରେ,…

ମହୁଲ ବୋଝେଇ ମିନିଟ୍ରକ୍‌ ଧରାପଡ଼ିଲା

ପଦ୍ମପୁର,୧୨।୫(ଡି.ଏନ.ଏ): ବରଗଡ଼ ଜିଲା ବୁଡ଼େନ ଥାନା ପୋଲିସ ହାତରେ ମଙ୍ଗଳବାର ମହୁଲ ଚୋରାଚାଲାଣ ଧରାପଡ଼ିଛି। ପୋଲିସ ଏକ ମହୁଲ ବୋଝେଇ ମିନିଟ୍ରକ୍‌ (ନଂ.ଓଡ଼ି୧୭ଏସ୍‌/୩୬୭୧)କୁ ଜବତ କରିଛି । ଜବତ ମହୁଲର ଆନୁମାନିକ ମୂଲ୍ୟ ଅଢ଼େଇ ଲକ୍ଷ ଟଙ୍କା ହେବ ବୋଲି ଆକଳନ…

ରାସ୍ତାକାମ ନ କରି ଉଠାଇ ନେଲେ ଟଙ୍କା

ବରଗଡ଼ ଅଫିସ୍‌,୧୨।୫: ବରଗଡ଼ ଜିଲା ଗ୍ରାମ୍ୟ ଉନ୍ନୟନ(ଆର୍‌ଡି) ବିଭାଗ ଅଧୀନରେ ଚାଲିଥିବା ପ୍ରକଳ୍ପ କାମରେ କିଭିଳି ସ୍ବଚ୍ଛତା ରହିଛି, ତାର ଏକ ଦୃଷ୍ଟାନ୍ତ ପଦାକୁ ଆସିଛି । ଏହି ବିଭାଗ ଅଧୀନରେ ରହିଥିବା ଭେଡ଼େନ ବ୍ଲକ ଅନ୍ତର୍ଗତ ଦବକା ଏବଂ ବଇପୁର…

CORONAVIRUS UPDATE : କେନ୍ଦୁଝରରେ ଆଉ ୨ କରୋନା ପଜିଟିଭ, ଉଭୟ ସୁରଟ ଫେରନ୍ତା

ଭୁବନେଶ୍ୱର,୧୨।୫(ବ୍ୟୁରୋ)-ରାଜ୍ୟରେ ଆଉ ୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୩୯କୁ ବୃଦ୍ଧି ପାଇଛି। ଚିହ୍ନଟ ଆକ୍ରାନ୍ତ ଦ୍ୱୟ କେନ୍ଦୁଝର ଜିଲା ହାଟଡିହି ବ୍ଲକର। ଉଭୟେ ସୁରଟ ଫେରନ୍ତା ବୋଲି କେନ୍ଦୁଝର ଜିଲାପାଳ ଆଶିଷ…

ଲକ୍‌ଡାଉନ ଉଲ୍ଲଂଘନ କରି କ୍ୱାରାଣ୍ଟାଇନରେ ରହିଲେ ସରପଞ୍ଚ, ଯନ୍ତ୍ରୀଙ୍କ ସହ ଏସ୍‌ଆଇ

ପାରଳାଖେମୁଣ୍ଡି,୧୨ା୫ (ସ୍ବ.ପ୍ର.) -ଗଜପତି ଜିଲାରେ ଲକ୍‌ଡାଉନ ନିୟମ ଉଲ୍ଲଂଘନ କରି ଜିଲାପାଳ କ୍ଷମତାପ୍ରାପ୍ତ ଜଣେ ସରପଞ୍ଚ ନିଜ ପରିବାରଙ୍କ ସହ କ୍ୱାରାଣ୍ଟାଇନରେ ରହିଛନ୍ତି। ସେହିପରି କରୋନା ସଂକ୍ରମିତ ରେଡ୍‌ ଜୋନ୍‌ରୁ ଗଜପତି ଜିଲାକୁ ଆସିଥିବାରୁ ଜଣେ ପୋଲିସ ଏସ୍‌ଆଇ ଏବଂ ଜଣେ…

ଉପାନ୍ତ ଅଞ୍ଚଳରେ କରୋନା ଯୋଦ୍ଧା: ୩ବର୍ଷର ପିଲାକୁ ଧରି ଗ୍ରାମରେ ଲୋକଙ୍କୁ କରୁଛନ୍ତି ସଚେତନ

ଜୟପୁର,୧୨ା୫ (ନି.ପ୍ର.)-କରୋନା ପାଇଁ ଏବେ ସାରା ଦେଶ ଲକ୍‌ଡାଉନରେ ରହିଛି। ତେବେ ଏନେଇ ରହିଥିବା ସଚେତନତା ବାର୍ତ୍ତା ଉପାନ୍ତ ଅଞ୍ଚଳରେ ପହଞ୍ଚତ୍ ପାରୁନାହିଁ। ଏଭଳି ସ୍ଥିତିରେ କାଖରେ ନିଜର ୩ବର୍ଷର ଛୁଆକୁ ଧରି କରୋନା ସଚେତନତା କରୁଛନ୍ତି କୋରାପୁଟ ଜିଲା ଜୟପୁର…

ଚୋରି ଟଙ୍କା, ସୁନା ଜବତ: ୨ ଗିରଫ

ଦିଗପହଣ୍ଡି,୧୨ା୫(ଡି.ଏନ.ଏ.)- ଦିଗପହଣ୍ଡି ପୋଲିସ ମଙ୍ଗଳବାର ପାଟପୁର ଥାନା ସାହସପୁର ଉତୁରାସି ବସ୍ତିର ବୁଦ୍ଧିଆ ପ୍ରଧାନ ଏବଂ ଟି. ସନ୍ତୋଷଙ୍କୁ ଏକ ଚୋରି ମାମଲାରେ ଗିରଫ କରିଛି। ଥାନା ମାମଲା ନଂ.୭୦/୨୦ରେ ଅଭିଯୁକ୍ତ ଦ୍ୱୟଙ୍କୁ ଦିଗପହଣ୍ଡି ସବ୍‌ଜେଲ ହାଜତକୁ ପଠାଇ ଦିଆଯାଇଛି। ଅଭିଯୁକ୍ତ…

୨ ଆକ୍ରାନ୍ତଙ୍କ ଟ୍ରାଭେଲ୍‌ ହିଷ୍ଟ୍ରିକୁ ନେଇ ଲୋକେ ଛାନିଆ

କପ୍ତିପଦା,୧୨ା୫(ଡି.ଏନ.ଏ)- ସୁରତ ଫେରନ୍ତା ଲିଙ୍କ୍‌ରେ ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ରୁ ୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଭୟର ବାତାବରଣ ସୃଷ୍ଟି ହେବା ସହ ୨ ଆକ୍ରାନ୍ତଙ୍କ ଟ୍ରାଭେଲ୍‌ ହିଷ୍ଟ୍ରିକୁ ନେଇ ଅଞ୍ଚଳବାସୀ ଛାନିଆ ହୋଇ ପଡ଼ିଛନ୍ତି। ଏସଂକ୍ରାନ୍ତରେ…

ଯୋଗଶିକ୍ଷା କରୁଛନ୍ତି ପ୍ରବାସୀ

ବନ୍ତ,୧୨।୫(ଡି.ଏନ.ଏ.)-କରୋନା ଲକ୍‌ ସମୟରେ ଭଦ୍ରକ ଜିଲା ବନ୍ତ ବ୍ଲକ ଓଡଙ୍ଗ ସାମୟିକ ସ୍ବାସ୍ଥ୍ୟ କେନ୍ଦ୍ର(ଟି.ଏମ୍‌.ସି)ରେ ପ୍ରବାସୀମାନେ ଯୋଗ ଶିକ୍ଷା କରୁଥିବା ଦେଖାଯାଇଛି। ସମୟର ସଦୁପଯୋଗ କରିବା ସହିତ ଶରୀରକୁ ସୁସ୍ଥ ରଖିବା ଲକ୍ଷ୍ୟରେ ଏହି ଯୋଗାଭ୍ୟାସ କରାଯାଉଛି। ସରପଞ୍ଚ କିଶୋର କିଙ୍କର…

ଡ୍ୟୁଟିରେ ଥିବା ବେଳେ ବୃଦ୍ଧାଙ୍କୁ ଖୁଆଇବା ଘଟଣା: ମାଲକାନଗିରି ଏସ୍‌ଆଇ ଶୁଭଶ୍ରୀଙ୍କ ପ୍ରଶଂସାରେ ଶତମୁଖ ମେଗାଷ୍ଟାର ଚିରଞ୍ଜୀବୀ, ଭିଡିଓ କଲ୍‌ ଯୋଗେ କଥା ହେଲେ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ମେଗାଷ୍ଟାର ଚିରଞ୍ଜୀବୀ ଡ୍ୟୁଟିରେ ଥିବା ସମୟରେ ଜଣେ ବୃଦ୍ଧ ମହିଳାଙ୍କୁ ଖାଇବାକୁ ଦେଇଥିବାରୁ ମାଲକାନଗିରି ସବ୍‌-ଇନ୍ସପେକ୍ଟର ଶୁଭଶ୍ରୀ ନାୟକଙ୍କୁ ପ୍ରଶଂସା କରିଛନ୍ତି। ବିଶ୍ୱ ମାତୃ ଦିବସ ଉପଲକ୍ଷେ ଚିରଞ୍ଜୀବୀ ଏକ ଭିଡିଓ ଶେୟାର କରି ଶୁଭଶ୍ରୀ ତାଙ୍କ ମା’ଙ୍କୁ ମନେ…

ବନ୍ତରେ ପହଞ୍ଚତ୍ଲେଣି ୧୫୧ ପ୍ରବାସୀ ଓଡ଼ିଆ

ବନ୍ତ,୧୨।୫(ଡି.ଏନ୍‌.ଏ.)-କରୋନା ଲକ୍‌ ଡାଉନ ପରିପେକ୍ଷୀରେ ଭଦ୍ରକ ଜିଲା ବନ୍ତ ବ୍ଲକରେ ୨୬ଟି ରାଜ୍ୟରୁ ଘରକୁ ଫେରିବା ୮୪୪୧ ଜଣ ପ୍ରବାସୀ ଓଡିଆ ପଞ୍ଜୀକରଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ସୋମବାର ସୁଦ୍ଧା ୧୫୧ଜଣ ଫେରିଥିବା ଜଣାଯାଇଛି। ଗତ ୨ ତାରିଖରେ ୫, ୩ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?