ଆମ ଜିଲା ଖବର

ବୈଠକକୁ ଯାଇଥିବା ପିଇଓ, ଜିଆର୍‌ଏସ୍‌ଙ୍କୁ ତାଲା

କୋଟଗଡ,୧୮ା୧୨(ଡି.ଏନ.ଏ.): କୋଟଗଡ ବ୍ଲକ ପାରିଗଡ ଗ୍ରାମ ପଞ୍ଚାୟତରେ ସୋମବାର ମାସିକ ବୈଠକ ଥିଲା। ପାରିଗଡ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ) ବିନାୟକ ନାୟକ ଓ ଗ୍ରାମ ରୋଜଗାର ସେବକ (ଜିଆର୍‌ଏସ୍‌) ସୋମ୍ୟ ରଞ୍ଜନ ନନ୍ଦ ପାରିଗଡ ଯାଇଥିଲେ। ମାତ୍ର ସରପଞ୍ଚଙ୍କ...

ରାସ୍ତା, ପାନୀୟ ଜଳ, ପାଣ୍ଠି ବିନିଯୋଗ ଉପରେ ଗୁରୁତ୍ୱ

ଫୁଲବାଣୀ ଅଫିସ,୧୮ା୧୨- ପଞ୍ଚାୟତିରାଜ ଓ ପାନୀୟ ଜଳ, ଆଇନ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ମଙ୍ଗଳବାର ଦୁଇ ଦିନିଆ କନ୍ଧମାଳ ଗସ୍ତରେ ଆସିଛନ୍ତିି। ପ୍ରଥମ ଦିନରେ ବିଭିନ୍ନ ଯୋଜନାରେ ହୋଇଥିବା ପ୍ରକଳ୍ପ ଉଦ୍‌ଘାଟନ କରିବା...

୧୦୮୦ ଶିଶୁଙ୍କୁ ଦିଆଗଲା ‘ସ୍ବର୍ଣ୍ଣପ୍ରାଶନ’

ବ୍ରହ୍ମପୁର ଅଫିସ,୧୭ା୧୨- ବ୍ରହ୍ମପୁର ଉପକଣ୍ଠ ଆଙ୍କୁଶପୁରସ୍ଥିତ କବିରାଜ ଅନନ୍ତ ତ୍ରିପାଠୀ ଶର୍ମା(କେଏଟିଏସ୍‌) ଆୟୁର୍ବେଦ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ଶିଶୁମାନଙ୍କ ପାଇଁ ଟିକାକରଣ ଶିବିର ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି ା ଏହାକୁ କେଏଟିଏସ୍‌ ଆୟୁର୍ବେଦ କଲେଜ ଅଧ୍ୟକ୍ଷ ପ୍ରଫେସର ଡା. ବିପିନ...

ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡ

ଖଲ୍ଲିକୋଟ,୧୮ା୧୨ (ଡି.ଏନ.ଏ.)-ଏକ ହତ୍ୟା ମାମଲାର ବିଚାର କରି ଖଲ୍ଲିକୋଟ ଏଡିଜେ (ଆଡିସନାଲ ଡିଷ୍ଟ୍ରିକ୍ଟ ଜଜ୍‌) ଶ୍ରୀନିବାସ ପ୍ରତିହାରୀ ମଙ୍ଗଳବାର ଦୋଷୀଙ୍କୁ ଆଜୀବନ କାରାଦଣ୍ଡ ସହ ୫ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦାୟ ଅଧିକା ୬ ମାସ ଜେଲଦଣ୍ଡ ଶୁଣାଇଛନ୍ତି।...

ମମତା ସହାୟତା ପ୍ରଦାନରେ ଅବହେଳା , ୧୬ ସିଡିପିଓଙ୍କୁ କାରଣ ଦର୍ଶାଅ ନୋଟିସ

ଛତ୍ରପୁର,୧୮ା୧୨(ଡି.ଏନ.ଏ)- ମମତା ଯୋଜନାରେ ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନରେ ଅବହେଳା ଗଞ୍ଜାମ ଜିଲାର ୧୬ ସିଡିପିଓଙ୍କୁ ମହଙ୍ଗା ପଡିଛି। କାର୍ଯ୍ୟାନୁଷ୍ଠାନ ସ୍ବରୁପ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସେମାନଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି। ଖଲ୍ଲିକୋଟ, ବୁଗୁଡ଼ା, ଭଞ୍ଜନଗର,...

ଟଙ୍କା ଠକେଇ ଘଟଣା: ମିଳିଛି ଫୁଟେଜ୍‌, ଅଭିଯୁକ୍ତଙ୍କୁ ଧରିପାରୁନି ପୋଲିସ

ବ୍ରହ୍ମପୁର ଅଫିସ,୧୮ା୧୨- ବ୍ରହ୍ମପୁର ଟାଉନ ଥାନା ମିଲିଟାରୀ ଲାଇନ୍‌ରେ ଥିବା କାନାରା ବ୍ୟାଙ୍କରୁ ଦୁର୍ବୃତ୍ତମାନେ ଜୁଲାଇ ୬ରେ ଜଣେ ଜମାକାରୀଙ୍କଠାରୁ ୧୮ ହଜାର ଟଙ୍କା ଠକି ନେଇଥିଲେ। ଜମାକାରୀ ଶିବରାମ ସାହୁ ଥାନାରେ ଅଭିଯୋଗ କରିବା ପରେ ପୋଲିସ ମାମଲା...

ଲମ୍ବୁଛି ଜାଲ ଶିକ୍ଷକଙ୍କ ତାଲିକା,ପୁଣି ଧରାପଡ଼ିଲେ ଆଉ ୫ ନକଲି ଶିକ୍ଷକ

ବ୍ରହ୍ମପୁର ଅଫିସ,୧୮ା୧୨- ଗଞ୍ଜାମ ଜିଲାରେ ଲମ୍ବିବାରେ ଲାଗିଛି ନକଲି ଶିକ୍ଷକଙ୍କ ତାଲିକା। ନିଯୁକ୍ତି ବେଳେ ନକଲି ଶିକ୍ଷାଗତ ସାର୍ଟିଫିକେଟ୍‌ ଦାଖଲ କରିଥିବା ଶିକ୍ଷୟିତ୍ରୀ ଶିକ୍ଷକ ଏବେ ଶିକ୍ଷା ବିଭାଗ ପକ୍ଷରୁ ଯାଞ୍ଚ ବେଳେ ଧରାପଡୁଛନ୍ତି। ଗତ ଏକ ମାସ ମଧ୍ୟରେ...

ନିମ୍ନମାନର ଛତୁଆ ଯୋଗାଣ ପ୍ରସଙ୍ଗ: ତଦନ୍ତ ରିପୋର୍ଟକୁ ଅପେକ୍ଷା, ନୋଟିସ୍‌ ଜାରି

ଛତ୍ରପୁର,୧୮ା୧୨(ଡି.ଏନ.ଏ)- ବେଗୁନିଆପଡ଼ା ବ୍ଲକର ଗର୍ଭବତୀ, ଶିଶୁଙ୍କୁ ନିମ୍ନମାନର ଛତୁଆ ଯୋଗାଣ ଅଭିଯୋଗ ଘଟଣା ଭିନ୍ନମୋଡ ନେଇଛି। ଜିଲାପାଳଙ୍କ ନିର୍ଦ୍ଦେଶରେ ଗଠିତ କମିଟି ବେଗୁନିଆପଡା ବ୍ଲକକୁ ଛତୁଆ ଯୋଗାଣ ଦାୟିତ୍ୱ ଦିଆଯାଇଥିବା ଖଲ୍ଲିକୋଟ ବ୍ଲକର ସ୍ବୟଂ ସହାୟିକା ଗୋଷ୍ଠୀ (ଏସ୍‌ଏଚଜି)ର ଛତୁଆ...

ଢେଙ୍କିକୋଟ ଲ୍ୟାମ୍ପରେ ଧାନକିଣା ଆରମ୍ଭ

ଢେଙ୍କିକୋଟ, ୧୮ା୧୨(ଡି.ଏନ୍‌.ଏ.)- ଘଟଗାଁ ବ୍ଲକର ଅଗ୍ରଣୀ ଢେଙ୍କିକୋଟ ଲ୍ୟାମ୍ପରେ ମଙ୍ଗଳବାର ପୂର୍ବାହ୍ନ ୧୧ଟାବେଳେ ଚାଷୀମାନଙ୍କଠାରୁ ଧାନ କିଣା ଆରମ୍ଭ ହୋଇଛଇ। ଲ୍ୟାମ୍ପର ସଭାପତି ଈଶ୍ୱର ଚନ୍ଦ୍ର ନାୟକ, ଧାନକଣ୍ଟାକୁ ଧୂପଦୀପ ଜାଳିବା ସହ ନଡ଼ିଆ ବାଡ଼େଇ ଧାନକିଣା ଆରମ୍ଭ କରିଛନ୍ତି।...

ଧନଞ୍ଜୟଙ୍କ ରାଜ୍ୟାଭିଷେକ

କେନ୍ଦୁଝର, ୧୮ା୧୨(ଡି.ଏନ୍‌.ଏ.)-ପିତା ଅନନ୍ତ ନାରାୟଣ ଭଞ୍ଜଦେଓଙ୍କ ପରଲୋକ ପରେ କେନ୍ଦୁଝରର ୪୯ତମ ନୂତନ ରାଜା ଭାବେ ଅଭିଷେକ ହୋଇଥିବା ଧନଞ୍ଜୟ ନାରାୟଣ ଭଞ୍ଜଦେଓ ସୋମବାର ଠାକୁରଙ୍କୁ ଦର୍ଶନ କରିବା ସହ ଅଭିଷେକ ଶୋଭାଯାତ୍ରା କରିଛନ୍ତି। କେନ୍ଦୁଝର ପୁରୁଣା ରାଜବାଟୀଠାରେ ପୂଜା...

ମିଳିଲାନି ଆମ୍ବୁଲାନ୍ସ, ଚାଲିଗଲା ନାବାଳିକାଙ୍କ ଜୀବନ

ଘସିପୁରା, ୧୮।୧୨ (ଡି.ଏନ.ଏ.)-ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାରେ ଆମ୍ବୁଲାନ୍ସ ନ ଆସିବାରୁ ମଙ୍ଗଳବାର ଜଣେ ଗରିବ ଆଦିବାସୀ ନାବାଳିକାଙ୍କ ମୃତ୍ୟୁ ହୋଇଛି। ମୃତ ନାବାଳିକା ଜଣକ ହେଲେ ଘସିପୁରା ଥାନା ରେକୁଟିଆ ଗ୍ରାମର ଇନ୍ଦ୍ରମଣୀ ଦେହୁରୀଙ୍କ ଝିଅ ରଚନା ଦେହୁରୀ (୧୧)।...

ବିରଳ ବୋଡ଼ା ସାପ ଉଦ୍ଧାର

ପଦ୍ମପୁର,୧୮ା୧୨(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ରାଜଘରପୋଖରୀ ପଞ୍ଚାୟତର ବୁଢ଼ା ନାୟକ ନାମକ ଜଣେ ବ୍ୟକ୍ତିଙ୍କ ବାଡ଼ିରୁ ଏକ ବିରଳ ଜାତିର ବୋଡ଼ା ସାପ ମଙ୍ଗଳବାର ଉଦ୍ଧାର କରାଯାଇଛି। ସାପଟି ବାଡ଼ିରେ ବୁଲୁଥିବାବେଳେ ଘରଲୋକେ ଦେଖି ତାକୁ କୌଶଳକ୍ରମେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri