ଆମ ଜିଲା ଖବର

କରୋନା ଯୋଦ୍ଧାଙ୍କୁ ମାକ୍ସ, ସାନିଟାଇଜର୍‌ ପ୍ରଦାନ କଲେ ବିଧାୟକ

ଲୋଇସିଂହା,୧୨।୫(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର କର୍ମଚାରୀଙ୍କୁ ସ୍ଥାନୀୟ ଏକ ସ୍ବେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ସୁରକ୍ଷା ଉପକରଣ ଏନ୍‌-୯୫ ମାକ୍ସ, ସାନିଟାଇଜର୍‌ ଓ ଗ୍ଲୋବ୍ସ ପ୍ରଭୃତି ପ୍ରଦାନ କରାଯାଇଛି। ଲୋଇସିଂହା ବିଧାୟକ ମୁକେଶ ମହଲିଙ୍ଗ ସ୍ବାସ୍ଥ୍ୟ କେନ୍ଦ୍ର ସମ୍ମୁଖରେ…

ଭଦ୍ରକ ଷ୍ଟେସନରେ ଅପରାହ୍ନରେ ପହଞ୍ଚିବ ସ୍ବତନ୍ତ୍ର ଟ୍ରେନ୍‌: ଚରମ୍ପା ଅଞ୍ଚଳରେ ୨୪ ଘଣ୍ଟିଆ କର୍ଫ୍ୟୁ

ଭଦ୍ରକ ଅଫିସ, ୧୨।୫: ପ୍ରବାସୀ ଓଡ଼ିଆଙ୍କୁ ନେଇ ଭଦ୍ରକ ଷ୍ଟେସନରେ ମଙ୍ଗଳବାର ଅପରାହ୍ନରେ ୨ଟି ସ୍ବତନ୍ତ୍ର ଟ୍ରେନ୍‌ ପହଞ୍ଚିବ। ଏଥିପାଇଁ ପ୍ରଶାସନ ଓ ରେଲୱେ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପ୍ରବାସୀ ଓହ୍ଲାଇବା ପରେ ପ୍ରଶାସନ ପକ୍ଷରୁ ସ୍କ୍ରିନିଂ ଓ ଅନ୍ୟାନ୍ୟ…

ସଂଗୀତ ମାଧ୍ୟମରେ କରୋନା ସଚେତନତା

ଗଞ୍ଜାମ, ୧୨।୫(ଡି.ଏନ୍‌.ଏ.): ରାଜ୍ୟରେ ଦିନକୁ ଦିନ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିପାଇଁ ସରକାର ଲକ୍‌ଡାଉନ ଅବଧି ମଧ୍ୟ ବଢ଼ାଇ ଚାଲିଛନ୍ତି l ବିଭିନ୍ନ ସରକାରୀ ଓ ବେସରକାରୀ ସ୍ତରରେ ଲୋକଙ୍କୁ ସଚେତନ ମଧ୍ୟ କରାଯାଉଛି।…

ଖଇରା ବ୍ଲକରୁ ଆଉ ୯ ପଜିଟିଭ ଚିହ୍ନଟ: ଅଛନ୍ତି ବ୍ଲକ କର୍ମଚାରୀ, ସଂଗରୋଧ କେନ୍ଦ୍ରର ରେଷେୟା

ଖଇରା,୧୨।୫(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକର ଆଉ ୯ କରୋନା ପଜିଟିଭ ଚିହ୍ନଟ ହୋଇଥିବା ସୋମବାର ସନ୍ଧ୍ୟାରେ ଜଣାପଡ଼ିଛି। ଏଥିମଧ୍ୟରେ ସାରୁଗାଁ, ଡଗରପଡ଼ା, ନନ୍ଦୁର, ଜଳଦା, ସୁଣ୍ଢିରା,ବାରିଙ୍ଗିଆ ଗ୍ରାମର ବ୍ୟକ୍ତି ରହିଥିବା ଜଣାପଡ଼ିଛି। ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଖଇରା ବ୍ଲକ କର୍ମଚାରୀ…

୨୨ ଦିନ ପରେ ନୀଳଗିରି ଧରମପୁରରୁ ପୁଣି ଆଉ ଜଣେ କରୋନା ପଜିଟିଭ୍‌

ସଜନାଗଡ଼,୧୨।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଧରମପୁର ପଞ୍ଚାୟତ ବାଉଁଶପାଳ ଗାଁରୁ ମଙ୍ଗଳବାର ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତ ସୁରଟ ଫେରନ୍ତା ହୋଇଥିବା ବେଳେ ସେ ଧରମ୍‌ପୁର ଦୀନବନ୍ଧୁ ହାଇସ୍କୁଲରେ କ୍ୱାରାଣ୍ଟାଇନ୍‌ରେ ରହିଥିଲେ। ସୂଚନାଯୋଗ୍ୟ,…

ମୁମ୍ବାଇରେ ଓଡ଼ିଆ ଶ୍ରମିକଙ୍କ ହୃଦ୍‌ଘାତରେ ମୃତ୍ୟୁ

ଗଞ୍ଜାମ,୧୨।୫(ଡି.ଏନ୍‌.ଏ.): ମୁମ୍ବାଇର ଏକ ଘରୋଇ କମ୍ପାନୀରେ ଶ୍ରମିକଭାବେ କାମ କରୁଥିବା ଜଣେ ଓଡ଼ିଆ ଶ୍ରମିକଙ୍କର ସୋମବାର ହୃଦଘାତରେ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲା ହୁମା ଫାଣ୍ଡି ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଖଟୁଆକୁଦା ଗ୍ରାମର ଦୀନବନ୍ଧୁ ସାହୁ। ଗତ…

ବାରହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାରରେ କେନ୍ଦୁପତ୍ର ତୋଳାଳିଙ୍କ ମୃତ୍ୟୁ

ପବିତ୍ରନଗର,୧୨।୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ସମଲ ଥାନା କୁଲେଇ ଗ୍ରାମ୍ୟ ଜଙ୍ଗଲରେ ମଙ୍ଗଳବାର ସକାଳେ ଜଣେ କେନ୍ଦୁପତ୍ର ତୋଳାଳିଙ୍କ ମୃତ୍ୟୁ ହୋଇଛି। ବାରହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ କେନ୍ଦୁପତ୍ର ତୋଳାଳି ମହିଳାଙ୍କ…

ପୁରୀରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଛୁଇଁଲା

ପୁରୀ ଅଫିସ, ୧୨।୫: ପୁରୀ ଜିଲାରେ ମଙ୍ଗଳବାର ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ରେ…

ଆନ୍ଧ୍ରରୁ ସମୁଦ୍ର ପଥରେ ଫେରିଲେ ୧୬ ନୋଳିଆ

କୋଣାର୍କ,୧୨।୫(ଡି.ଏନ୍‌.ଏ.): ଆନ୍ଧ୍ରରୁ ସମୁଦ୍ର ପଥଦେଇ ମଙ୍ଗଳବାର ଭୋର ୫ଟା୩୦ରେ ୧୬ଜଣ ନୋଳିଆ ଚନ୍ଦ୍ରଭାଗାରେ ପହଞ୍ଚିଛନ୍ତି। ସେମାନଙ୍କ ମଧ୍ୟରୁ ପୁରୀ ନୋଳିଆ ସାହିର ୫ ଓ ଚନ୍ଦ୍ରଭାଗା ସାହିର ୧୧ଜଣ ରହିଛନ୍ତି। ଖବର ପାଇ କୋଣାର୍କ ଓ ଚନ୍ଦ୍ରଭାଗା ମେରାଇନ ପୋଲିସ ସୋମବାର…

ଖାତା ଦେଖିବେ ଅଧିକ ଶିକ୍ଷକ

କଟକ ଅଫିସ,୧୨ା୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ। ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଓ ମଧ୍ୟମା ପରୀକ୍ଷାର ଖାତା ଦେଖା ମଧ୍ୟ ଏହି ତାରିଖରୁ ଆରମ୍ଭ…

ବସ୍‌ରୁ ଓହ୍ଲାଇ ଘରକୁ ପଳାଇଲେ ପ୍ରବାସୀ

କଟକ ଅଫିସ୍‌,୧୨ା୫: ପ୍ରବାସୀ ଫେରନ୍ତାଙ୍କ ରହଣି ପାଇଁ ସରକାରଙ୍କ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଉଛି। ତଥାପି ଅନେକ ଫେରନ୍ତା ସରକାରୀ ନିୟମକୁ ମାନୁନାହାନ୍ତି। ବସ୍‌ରେ ଫେରିବା ବେଳେ ରାସ୍ତାରେ ଓହ୍ଲାଇ ଏଣେତେଣେ ବୁଲାବୁଲି କରୁଛନ୍ତି। ଏପରିକି ନିଜ ଘରକୁ ଚାଲିଯାଉଛନ୍ତି। ସୋମବାର…

କ୍ବାରାଣ୍ଟାଇନ୍‌ ଛାଡ଼ି ବାହାରେ ବୁଲୁଛନ୍ତି ପ୍ରବାସୀ

ପୁରୀ ଅଫିସ,୧୨ା୫: ମହାମାରୀ କରୋନା ରାଜ୍ୟରେ ଭୟଙ୍କର ରୂପ ଧାରଣ କଲାଣି। ଇତିମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୦୦ ଟପିଗଲାଣି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଛି। ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ରାଜ୍ୟକୁ ଏବେ ପ୍ରବାସୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?