ଆମ ଜିଲା ଖବର

ଜରିମାନା ଆଦାୟ ବେଳେ ଯୁବକଙ୍କ ଉନ୍ମତ୍ତକାଣ୍ଡ

ବାହାନଗା, ୧୨ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ବଜାରରେ ସୋମବାର ନିୟମ ଊଲ୍ଲଂଘନକାରୀଙ୍କଠାରୁ ଜରିମାନା ଆଦାୟ ବେଳେ ଜଣେ ଅମାନିଆ ଯୁବକଙ୍କ ଉନ୍ମତ୍ତକାଣ୍ଡ ଦେଖିବାକୁ ମିଳିଛି। ତହସିଲଦାରଙ୍କ ଡ୍ରାଇଭରଙ୍କୁ ଟେକି ନେଇ ଯୁବକଜଣକ ହଡରଘଣାରେ ପଡିଥିଲେ। ଜରିମାନା ଓ ଭୁଲ ମାଗିବା…

ସୀମା ସିଲ୍‌ ସତ୍ତ୍ୱେ ହାଇଦ୍ରାବାଦରୁ ଆସିଲେ ଶହେରୁ ଉର୍ଦ୍ଧ୍ୱ ପ୍ରବାସୀ

ବାଲେଶ୍ୱର ଅଫିସ,୧୨।୫-ସୀମା ସିଲ୍‌ କରାଯାଇଥିଲେ ମଧ୍ୟ ହାଇଦ୍ରାବାଦରୁ ଶହେରୁ ଊର୍ଦ୍ଧ୍ୱ ପ୍ରବାସୀ ଚାଲି ଚାଲି ଆସି ସୋମବାର ବାଲେଶ୍ୱର ଜିଲା ରେମୁଣା ଗୋଲେଇରେ ପହଞ୍ଚିଥିଲେ। ଏତେସଂଖ୍ୟକ ଲୋକେ ଯାଉଥିବା ଦେଖି କେତେକ ସାମାଜିକ କର୍ମୀ ସନ୍ଦେହରେ ସେମାନଙ୍କୁ ପଚରାଉଚୁରା କରିବା ପରେ…

ରାଇବଣିଆରେ ୧୭ ହାତୀଙ୍କ ଉପଦ୍ରବ

ଜଳେଶ୍ୱର, ୧୨।୫(ସ୍ବ.ପ୍ର.)-ଗତ କିଛିଦିନ ବ୍ୟବଧାନ ପରେ ଶିମିଳିପାଳର ୧୭ ହାତୀ ବାଲେଶ୍ୱର ଜିଲାର ଜଳେଶ୍ୱର ବ୍ଲକ ଅନ୍ତର୍ଗତ ରାଇବଣିଆରେ ୨ଦିନ ଧରି ବ୍ୟାପକ କ୍ଷତି ଘଟାଇ ଚାଲିଛନ୍ତି। ଏହି ହାତୀମାନେ ରାଇବଣିଆ ଅଞ୍ଚଳ ଛାଡ଼ି ରାସଗୋବିନ୍ଦପୁର ଓ ପଶ୍ଚିମବଙ୍ଗର କେସରେଖା ଫରେଷ୍ଟ…

ମହାରାଷ୍ଟ୍ରରୁ ଆସିଲା ଓଡ଼ିଆ ଶ୍ରମିକଙ୍କ ମୃତଦେହ

ଖଜୁରିପଡା,୧୨।୫(ଡି.ଏନ.ଏ.): କନ୍ଧମାଳ ଜିଲା ଖଜୁରିପଡା ଥାନା ଟିଟ୍ରାପଙ୍ଗା ପଞ୍ଚାୟତ ଭୁକ୍ତାକନାଡ଼ି ଗ୍ରାମର ବିନାୟକ କହଁରଙ୍କର ମହାରାଷ୍ଟ୍ରରେ ମୃତ୍ୟୁ ଘଟିିଥିଲା। ସୋମବାର ତାଙ୍କ ମୃତଦେହ ଗଁାକୁ ଆସିବା ସଂସ୍କାର କରାଯାଇଛି। ବିନାୟକ ୨ ଦୁଇବର୍ଷ ହେଲା ମହାରାଷ୍ଟ୍ରର ଏକ ଘରୋଇ କମ୍ପାନୀରେ କାମ…

ଚାକିରି ସ୍ଥାୟୀତ୍ୱ କହି ଆଉଟସୋର୍ସିଂ ସଂସ୍ଥା ଲୁଟିଲା

ଫୁଲବାଣୀ ଅଫିସ, ୧୨ା୫- କରୋନାକୁ ପ୍ରତିହତ କରିବା ଲାଗି ସରକାର ବହୁବିଧ ପଦକ୍ଷେପ ନେଉଛନ୍ତି। କନ୍ଧମାଳ ଜିଲା ମେଡିକାଲରେ କର୍ମଚାରୀ ଅଭାବକୁ ଦୃଷ୍ଟିରେ ରଖି କେବଳ କୋଭିଡ-୧୯ ମୁକାବିଲା ପାଇଁ ଏଏନ୍‌ଏମ୍‌ ଏବଂ ଜିଏନ୍‌ଏମ୍‌ ତାଲିମଧାରୀଙ୍କୁ ଆଉଟ ସୋର୍ସିଂ ସଂସ୍ଥା ପକ୍ଷରୁ…

ଚେନ୍ନାଇରୁ ବୋଟ୍‌ରେ ଆସିଲେ ୪୨ ଶ୍ରମିକ : ସମୁଦ୍ରରେ ୫ ଦିନ ଯାତ୍ରା, କ୍ୱାରାଣ୍ଟାଇନ୍‌କୁ ଗଲେ ସମସ୍ତେ

ବ୍ରହ୍ମପୁର ଅଫିିସ,୧୨ା୫-ଗଞ୍ଜାମ ଜିଲାକୁ ପୁଣି ବୋଟ୍‌ରେ ଆସିଲେ ପ୍ରବାସୀ ଶ୍ରମିକ। ସୋମବାର ସନ୍ଧ୍ୟାରେ ଚେନ୍ନାଇରୁ ସମୁଦ୍ରରେ ୪୨ ଜଣ ଶ୍ରମିକ ମାର୍କଣ୍ଡିରେ ପହଞ୍ଚିଛନ୍ତି । ଏମାନଙ୍କ ମଧ୍ୟରେ ମାର୍କଣ୍ଡି ଅଞ୍ଚଳର ୩୩ ଜଣ ଥିବା ବେଳେ ଗୋପାଳପୁରର ୩, ନୂଆଗଁ। ର…

କରୋନା ଛଡ଼ାଇନେଲା ସବୁ, ପଢ଼ିବା, ଚଳିବା କଷ୍ଟ

ପୋଲସରା,୧୨ା୫(ଡି.ଏନ.ଏ.)-ସାରା ବିଶ୍ୱକୁ ଗ୍ରାସିଛି କରୋନା। ଏଥିରେ ଗଲାଣି ୨ ଲକ୍ଷରୁ ଊର୍ଦ୍ଧ୍ୱ ଜୀବନ। କରୋନାକୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ତରଫରୁ ବହୁ ପ୍ରଚେଷ୍ଟା ସହ ସ୍ଥାନୀୟ ପ୍ରଶାସନ ମଧ୍ୟ ସଜାଗ ରହିଛି। ଏହା ସତ୍ତ୍ବେ ଗଞ୍ଜାମ ଜିଲାରେ ଜଣଙ୍କର…

ସୁରଟରୁ ଗଞ୍ଜାମ ଆସିଛି ୨୯୮ ବସ୍‌ : ଫେରିଛନ୍ତି ୧୬,୫୭୬ ପ୍ରବାସୀ

ଭଞ୍ଜନଗର,୧୨।୫(ଡି.ଏନ.)-ସୁରଟରୁ ଏପ୍ରିଲ ୨୯ ତାରିଖରୁ ଗତ ୮ ତାରିଖ ମଧ୍ୟରେ ମୋଟ ୨୯୮ଟି ବସରେ ପ୍ରବାସୀ ଓଡ଼ିଆମାନେ ଗଞ୍ଜାମ ଜିଲାକୁ ଫେରିଛନ୍ତି। ଅନ୍ୟପକ୍ଷରେ ସୋମବାର ପୂର୍ବାହ୍ନ ସୁଦ୍ଧା ସୁରଟରୁ ଜିଲାକୁ ୧୦ଟି କାର୍‌, ୩ ବାଇକ୍‌ ଓ ଗୋଟିଏ ସାଇକେଲରେ ବି…

ଗାଁ ଭିତରକୁ ପଶିଲା ପିଟିସି ଗୁଳି

ଅନୁଗୋଳ ଅଫିସ/ବନ୍ତଳା, ୧୨।୫ ଅନୁଗୋଳସ୍ଥିତ ପୋଲିସ ଟ୍ରେନିଂ କଲେଜ (ପିଟିସି)ରେ ସୋମବାର ଗୁଳି ଚାଳନା ପ୍ରଶିକ୍ଷଣ ବେଳେ ନିକଟସ୍ଥ ଶରଧାପୁର ଗାଁର ମହିଳା ପୁଷ୍ପଲତା ନାଏକ(୪୮)ଙ୍କ ହାତରେ ଗୁଳି ବାଜିଥିବା ଅଭିଯୋଗ ହୋଇଛି। ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।…

କରୋନା ସ୍ଥିତି ଅନୁଧ୍ୟାନ କଲା ସ୍ବାସ୍ଥ୍ୟ ବିଭାଗ ଟିମ୍‌

ଅନୁଗୋଳ ଅଫିସ, ୧୨।୫: ଅନୁଗୋଳ ଜିଲାରୁ ୧୫ ଜଣ କରୋନା ସଂକ୍ରମିତ ବାହାରିବା ପରେ ସୋମବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ୩ ଜଣିଆ ଟିମ୍‌ ଜିଲାରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ରାଜ୍ୟ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ହେଲଥ୍‌ ଆଣ୍ଡ…

ବିଜୟୱାଡାରୁ ସ୍ବତନ୍ତ୍ର ଟ୍ରେନ୍‌ରେ ଫେରିଲେ ୧୨୦୯ ପ୍ରବାସୀ

ଟିଟିଲାଗଡ଼, ୧୨।୫ (ଡି.ଏନ.ଏ.) ଆନ୍ଧ୍ରପ୍ରଦେଶର ବିଜୟଓ୍ବାଡାରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସିଥିବା ସ୍ବତନ୍ତ୍ର ଟ୍ରେନ୍‌ ସୋମବାର ଅପରାହ୍ନ ୪ଟାରେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ରେଳଷ୍ଟେଶନରେ ପହଞ୍ଚିଥିଲା। ଏଥିରେ ରାଜ୍ୟର ୧୩ ଜିଲାର ୧୨୦୯ଜଣ ପ୍ରବାସୀ ଥିଲେ। ନୂଆପଡା ଜିଲାର ସର୍ବାଧିକ ୫୬୫…

ସଙ୍ଗରୋଧ କେନ୍ଦ୍ରରୁ ପ୍ରବାସୀ ଶ୍ରମିକ ଫେରାର

ନୟାଗଡ ଅଫିସ/ରଣପୁର,୧୧ା୫(ସ୍ବ.ପ୍ର.): ନୟାଗଡ ଜିଲା ରଣପୁର ବ୍ଲକ ମଝିଆଖଣ୍ଡ ପଞ୍ଚାୟତର ଏକ ସଙ୍ଗରୋଧ କେନ୍ଦ୍ରରୁ ଜଣେ ପ୍ରବାସୀ ଶ୍ରମିକ ସୋମବାର ଫେରାର ହୋଇଯାଇଛନ୍ତି। ଲୋଧାଚୁଆ ଗଁାର ରମେଶ ଚନ୍ଦ୍ର ସାହୁ (୨୫) ୪ଦିନ ତଳେ କେରଳରୁ ଆସି ଏଠାରେ ରହିଥିଲେ। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?