ଆମ ଜିଲା ଖବର

ନାବାଳିକା ବଳାତ୍କାର ମାମଲା ଦୋଷୀଙ୍କୁ ୨୦ ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ,୧୭।୧୨-ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ସୋମବାର ବାଲେଶ୍ୱର ପୋକ୍‌ସୋ ଅଦାଲତର ସ୍ବତନ୍ତ୍ର ବିଚାରପତି ଗିରିଜା ମହାପାତ୍ର ଦୋଷୀଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ୨୦୧୮ ଜୁନ୍‌ ୫ ତାରିଖରେ ସୋର ଥାନା ଅଞ୍ଚଳରେ ଜଣେ...

ନକଲି ଅଟା କାରଖାନା ଉପରେ ଚଢ଼ାଉ: ମେଶିନ ଜବତ, ଅଭିଯୁକ୍ତ ଅଟକ

ଯାଜପୁର ଅଫିସ,୧୭ା୧୨- ଯାଜପୁର ଟାଉନ ପୋଲିସ ପକ୍ଷରୁ ସୋମବାର ଏକ ନକଲି ଅଟା କାରଖାନା ଉପରେ ଚଢ଼ାଉ କରାଯାଇ ବିପୁଳ ପରିମାଣର ବିଭିନ୍ନ ବ୍ରାଣ୍ଡର ନକଲି ଅଟା ଜବତ କରାଯାଇଛି। ଏ ନେଇ ନକଲି ଅଟା କାରଖାନା ମାଲିକ କେଶବଚନ୍ଦ୍ର...

ଜାଗା ଯୋଜନାରେ ମିଳୁନି ଘର

ବାଲେଶ୍ୱର ଅଫିସ, ୧୭।୧୨ (ମାନସ ବିଶ୍ୱାଳ)-ସହର ତଳି ଅଞ୍ଚଳରେ ଥିବା ସରକାରୀ ଜାଗାରେ ଦୀର୍ଘଦିନ ଧରି ବସବାସ କରିଆସୁଥିବା ବସ୍ତିବାସିନ୍ଦାଙ୍କ ପାଇଁ ରାଜ୍ୟ ସରକାର ଜାଗା ଯୋଜନାରେ ୩୫୦ ସ୍କୋୟାର ଫୁଟ୍‌ ଜମି ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପକ୍କା...

ନାବାଳିକା ବଳାତ୍କାର ମାମଲା : ଦୋଷୀଙ୍କୁ ୭ ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ,୧୭।୧୨-ଏକ ବଳାତ୍କାର ମାମଲାର ବିଚାର କରି ସୋମବାର ବାଲେଶ୍ୱର ସ୍ପେଶାଲ ଟ୍ରାକ୍‌ କୋର୍ଟ କମ୍‌ ଆସିଷ୍ଟାଣ୍ଟ ସେସନ ଜଜ୍‌ ଆରାଧନା ଷଡ଼ଙ୍ଗୀ ଦୋଷୀଙ୍କୁ ୭ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏହାସହ ୫ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦାୟ...

ସହାୟିକା ଚୟନରେ ଅନିୟମିତତା ଘଟଣା ସିଡିପିଓଙ୍କୁ ଘେରିଲେ ମହିଳା

ବାହାନଗା, ୧୭ା୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ସମନ୍ବିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧୀନରେ ଥିବା ବିଷ୍ଣୁପୁର ଅଙ୍ଗନୱାଡି କେନ୍ଦ୍ର-୧ରେ ସହାୟିକା ଚୟନରେ ଅନିୟମିତତା ହୋଇଥିବା ଘଟଣା ନେଇ ବିବାଦ ଲାଗିରହିଛି। ଦୀର୍ଘ ୫ ମାସ ପରେ ବି ସେହି...

ଉଚ୍ଛେଦ ଜାଗା ଚିହ୍ନଟ ନ କରି ହଟହଟା

ସଜନାଗଡ଼, ୧୭।୧୨(ଡି.ଏନ.ଏ.)-ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ନୀଳଗିରି ତହସିଲଦାର ସୁଶ୍ରୀତା ଟୁଡୁ ସୋମବାର ପଞ୍ଚଲିଙ୍ଗେଶ୍ୱର ଶୈବପୀଠରେ ଥିବା ୭ ଡିସିମିଲ ଗୋଚର ଜାଗା ଉପରେ ହୋଇଥିବା ଦୋକାନ ଗୃହ ଉଚ୍ଛେଦ ପାଇଁ ପୋଲିସ ଫୋର୍ସ ସହ ଯାଇଥିଲେ। ହେଲେ ସ୍ଥାନୀୟ ଲୋକେ...

ସୁପର ସ୍ପେଶିଆଲିଟି ହସ୍‌ପିଟାଲ ଦାବି ଜୋର ଧରିଲା: ସାମିଲ ହେଲେ ୭୦ ପଞ୍ଚାୟତ ଜନପ୍ରତିନିଧି

ରାହାମା,୧୭ା୧୨(ଡି.ଏନ.ଏ.): କୁଜଙ୍ଗ ବ୍ଲକ ଅଧୀନ ରାହାମାଠାରେ ଏକ ସୁପର ସ୍ପେଶିଆଲିଟି କିମ୍ବା ସବ୍‌ଡିଭିଜନାଲ ହସ୍ପିଟାଲ ପ୍ରତିଷ୍ଠା ନେଇ ଦାବି ଜୋର ଧରିଛି। ଏନେଇ ରାହାମାସ୍ଥିତ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରତାପ ଚନ୍ଦ୍ର ସ୍ମାରକୀ ସ୍ବାସ୍ଥ୍ୟସେବା କମିଟି ପକ୍ଷରୁ ଏକ ବୈଠକ...

ନବ ନିର୍ମାଣ କୃଷକ ସଙ୍ଗଠନର ଶୋଭାଯାତ୍ରା

ଜଗତ୍‌ସିଂହପୁର ଅଫିସ, ୧୭ା୧୨: ନବ ନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ସୋମବାର ପୂର୍ବାହ୍ନରେ ସ୍ଥାନୀୟ ବସ୍‌ଷ୍ଟାଣ୍ଡ ନିକଟରୁ ଟାଉନ ହଲ ପର୍ଯ୍ୟନ୍ତ ଏକ ବିକ୍ଷୋଭ ଶୋଭାଯାତ୍ରା କରାଯାଇଥିଲା। ଏଥିରେ କାଳିଆ ଯୋଜନା ନାଁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୋଟ ହାତେଇ...

ସେବାଶ୍ରମ ଛାତ୍ରୀଙ୍କୁ ପଢ଼ାଇଲେ ମନ୍ତ୍ରୀ

ଦାରିଙ୍ଗବାଡି,୧୭ା୧୨(ଡି.ଏନ୍‌.ଏ.)-ଆଇଟି ଏବଂ କ୍ରୀଡ଼ା ଓ ଯୁବବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ଦାରିଙ୍ଗବାଡି ବ୍ଲକ ଗସ୍ତରେ ଆସିଥିଲେ। ସୋମବାର ପୂର୍ବାହ୍ନରେ ସ୍ଥାନୀୟ କନ୍ୟାଶ୍ରମକୁ ଯାଇଥିବା ବେଳେ ସେଠାରେ ପ୍ରଧାନସେବକ ଅନୁପସ୍ଥିତ ଥିବା ଦେଖି ଉଦ୍‌ବେଗ ପ୍ରକାଶ କରିଥିଲେ। ସେବାଶ୍ରମ ଛାତ୍ରୀଙ୍କୁ ମନ୍ତ୍ରୀ...

ଧନୁହରବେଲାରୀର ମମତାରାଣୀ ହତ୍ୟା ମାମଲା: ସ୍ବାମୀଙ୍କୁ ଆଜୀବନ ଜେଲ ଦଣ୍ଡ

ଜଗତ୍‌ସିଂହପୁର ଅଫିସ,୧୭ା୧୨: ତତ୍କାଳୀନ ବାଲିକୁଦା ଥାନା ତଥା ବର୍ତ୍ତମାନର ବନ୍ଦର ମେରାଇନ ଥାନା ଅନ୍ତର୍ଗତ ଧନୁହରବେଲାରୀ ଗ୍ରାମର ପୂର୍ଣ୍ଣଚନ୍ଦ୍ର ସ୍ବାଇଁଙ୍କ ଝିଅ ମମତାରାଣୀ ଓରଫ ରିଙ୍କିଙ୍କ ହତ୍ୟା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ମାମଲାର ବିଚାର କରି ଜଗତ୍‌ସିଂହପୁର...

ଦାରିଙ୍ଗବାଡିରେ ଅଭିଯୋଗ ଶୁଣାଣି

ଦାରିଙ୍ଗବାଡି,୧୭ା୧୨(ଡି.ଏନ୍‌.ଏ.)-ାରିଙ୍ଗବାଡି ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ମିଳିତ ଅଭିଯୋଗ ଶୂଣାଣି ଅନୁଷ୍ଠିତ ହୋଇଛି। କନ୍ଧମାଳ ଜିଲା ଅତିରିକ୍ତ ଜିଲାପାଳ ବସନ୍ତ ସାହୁ ମୋଟ ୩୯ ଅଭିଯୋଗ ଣୁଣିଥିଲେ। ସେଥିରେ ୧୭ ସାମୂହିକ ଥିବା ବେଳେ ୨୨ ବ୍ୟକ୍ତିଗତ ଅଭିଯୋଗ ଥିଲା। ବିଭିନ୍ନ...

୬ ଘଣ୍ଟା ରାଇକିଆ-ଜି.ଉଦୟଗିରି ରାସ୍ତା ଅବରୋଧ

ରାଇକିଆ,୧୭ା୧୨(ଡ଼ି.ଏନ.ଏ.)-ରାଇକିଆ ସାପ୍ତାହିକ ହାଟକୁ ନେଇ ୨ ପଞ୍ଚାୟତ ମଧ୍ୟରେ ଳାଗି ରହିଥିବା ବିବାଦ ଥମୁନି। କ୍ରମାଗତ ଦ୍ୱିତୀୟ ଥର ପାଇଁ ସୋମବାର ହାଟରେ ବାଧା ସୃଷ୍ଟି ହୋଇଛି। ଉଭୟ ପଞ୍ଚାୟତରେ ହାଟ ପାଇଁ ରାସ୍ତାରୋକୋ ଯୋଗୁ ରାଇକିଆ-ଜି.ଉଦୟଗିରି ରାସ୍ତା ୬ଘଣ୍ଟା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri