ଆମ ଜିଲା ଖବର

ଅବହେଳିତ ବ୍ରହ୍ମପୁର ରେଳଷ୍ଟେଶନ : ମୌଳିକ ସୁବିଧାରୁ ବଞ୍ଚିତ ଯାତ୍ରୀ

ବ୍ରହ୍ମପୁର ଅଫିସ,୧୭ା୧୨-ବ୍ରହ୍ମପୁର ରେଳଷ୍ଟେଶନ ଉପରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ କୋଣ ଅନୁକୋଣରୁ ଆସୁଥିବା ଯାତ୍ରୀମାନେ ନିର୍ଭର କରୁଛନ୍ତି। ପ୍ରତିଦିନ ଏହି ଷ୍ଟେଶନର ଉଭୟ ପଟୁ ଶତାଧିକ ଟ୍ରେନ ଚଳପ୍ରଚଳ ହେଉଛି। ରାଜସ୍ବ ଅଦାୟରେ ଏହି ଷ୍ଟେଶନ ଓଡ଼ିଶାରେ ଏକ ପ୍ରମୁଖ...

ମୁଖ୍ୟମନ୍ତ୍ରୀଙ୍କ ନଁ।ରେ ଏତଲା ଦେଲା କୃଷକ ସଙ୍ଗଠନ

ଛତ୍ରପୁର,୧୭ା୧୨(ଡି.ଏନ.ଏ)-କାଳିଆ ଯୋଜନାରେ ରାଜ୍ୟ ସରକାର ଲୋକଙ୍କୁ ଠକିଥିବା ନେଇ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଅଭିଯୋଗ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ନଁ। ରେ ଠକେଇ, ବିଶ୍ୱାସଭଙ୍ଗ ଓ ବିଶ୍ୱାସଘାତକ ପାଇଁ ଆଇନଗତ ତଦନ୍ତ କରି ମାମଲା ରୁଜୁ କରିବାକୁ ଦାବି ହୋଇଛି...

ଏମ୍‌ଏସ୍‌ଏମ୍‌ଇ ଓ ପାରାଦୀପ ବନ୍ଦରର ପ୍ରଥମ ସମନ୍ବୟ ବୈଠକ କ୍ଷୁଦ୍ର ଶିଳ୍ପୋଦ୍ୟୋଗୀଙ୍କ ପାଇଁ ବାଟ ଫିଟିବ

ପାରାଦୀପ,୧୭ା୧୨(ସ୍ବ.ପ୍ର.): ଦେଶର ଦ୍ୱିତୀୟ ବୃହତ ବନ୍ଦର ପାରାଦୀପରେ ଏବେ କେବଳ ଖଣିଜ ପଦାର୍ଥ, ଲୁହା, ଷ୍ଟିଲ ଓ କଣ୍ଟେନର ଆମଦାନୀ-ରପ୍ତାନି ହେଉଛି। କିନ୍ତୁ ଓଡ଼ିଶାର ଶିଳ୍ପୋଦ୍ୟୋଗୀଙ୍କ ପାଇଁ କୌଣସି ବ୍ୟବସ୍ଥା ନାହିଁ। ପାରାଦୀପ ମାଛଧରା ବନ୍ଦର ସମେତ ଅନ୍ୟ ମାଛଧରା...

ଛତ୍ରପୁର ବଜାର ରାସ୍ତାରେ ଟ୍ରାଫିକ୍‌ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଛତ୍ରପୁର,୧୭ା୧୨(ଡି.ଏନ.ଏ.)-ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ସହର ବଜାର ମୁଖ୍ୟ ରାସ୍ତାରେ ଟ୍ରାଫିକ୍‌ ସମସ୍ୟା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ଫଳରେ ଦୀର୍ଘ ସମୟ ଧରି ଟ୍ରାଫିକ୍‌ ଜାମ୍‌ ରହୁଛି। ଏଥିପାଇଁ ଲୋକଙ୍କୁ ନାକେଦମ ହେବାକୁ ପଡୁଛିା ଅପରପକ୍ଷରେ ଏହାକୁ ସୁଧାରିବା ପାଇଁ...

ପରିଚୟ ଦେଇଛି ଖବରକାଗଜ

ଛେଣ୍ଡିପଦା,୧୭ା୧୨(ସ୍ବ.ପ୍ର.) ପରିବାରର ଆର୍ଥିକ ଅବସ୍ଥା ଭଲ ନ ଥିବାରୁ ରୋଜଗାର ଆଶାରେ ମାତ୍ର ୧୫ ବର୍ଷ ବୟସରେ ଘରୁ ଗୋଡ଼ କାଢ଼ିଥିବା ଛେଣ୍ଡିପଦା ବ୍ଲକ ସାଲୁଇଖମଣ ଗ୍ରାମର ନୀଳମଣି ପଣ୍ଡା ଆଜି ଜଣେ ଜଣାଶୁଣା ମଣିଷ। ପରିଶ୍ରମ ବଳରେ ସେ...

ମାଷ୍ଟର୍ସ ସେଫ୍‌ରେ ଅନୁଗୋଳର ଲଳନା ସ୍ମୃତିଶ୍ରୀ:ବିଚାରକଙ୍କ ମନ ଜିଣିଲା ‘କୁଟ୍ଟୁ-ଏ-ପାସ୍ତା’

ଅନୁଗୋଳ ଅଫିସ, ୧୭।୧୨ ଷ୍ଟାର ପ୍ଲସର ରିଏଲିଟି ଶୋ’ ମାଷ୍ଟର୍ସ ସେଫ୍‌ର ଶ୍ରେଷ୍ଠ ୧୫ ଜଣଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି ଅନୁଗୋଳର ଲଳନା ସ୍ମୃତିଶ୍ରୀ ସିଂହ (୨୬)। ଭୁବନେଶ୍ୱରରେ ଅନୁଷ୍ଠିତ ‘ମାଷ୍ଟର୍ସ ସେଫ୍‌ ସିଜନ୍‌-୬’ର ଅଡିସନରେ ସ୍ମୃତିଶ୍ରୀ ୫୦ ପ୍ରତିଯୋଗୀ...

ସରିଆସୁଛି ସମୟସୀମା, ସରିନି ଚଉଠେ କାମ:୧୬୮ ଜୀବନ ନେଲାଣି ଏନ୍‌ଏଚ୍‌ ୫୫

ଅନୁଗୋଳ ଅଫିସ, ୧୭।୧୨- ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥର ଦୋହରୀକରଣ କାର୍ଯ୍ୟକୁ ନେଇ ଏବେ ବଢ଼ୁଛି ଅସନ୍ତୋଷ। ଏହି କାର୍ଯ୍ୟ କରୁଥିବା ଠିକାସଂସ୍ଥା ଅତ୍ୟନ୍ତ କଛପ ଗତିରେ କାମ କରୁଥିବାରୁ ନିର୍ଦ୍ଧାରିତ ସମୟସୀମା ଶେଷ ହେବାକୁ...

ସାତକୋଶିଆରେ ୧୮୪୫ ପିଆଇପି, ୨୪୬ ଟ୍ରାଞ୍ଜାକ୍ଟ ଲାଇନ:ବାଘ ସର୍ବେକ୍ଷଣ ଆରମ୍ଭ

ବନ୍ତଳା,୧୭ା୧୨(ଡି.ଏନ.ଏ.) ଅନୁଗୋଳ ଜିଲା ଆଞ୍ଚଳିକ ବନ ସଂରକ୍ଷଣ ଅଧୀନରେ ଥିବା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପରେ ସୋମବାରଠାରୁ ତୃଣଭୋଜି ଓ ମାଂସାସୀ ପ୍ରାଣୀଙ୍କ ସର୍ବେକ୍ଷଣ ଆରମ୍ଭ ହୋଇଛି। ଏହା ୨୧ ତାରିଖ ପର୍ଯ୍ୟନ୍ତ ୬ ଦିନ ଧରି ଚାଲିବ। ୧୮ ତାରିଖ...

ଅନୁଗୋଳ ଜିଲାରେ ଖୋଲିଲା ୩ ମଣ୍ଡି

ଅନୁଗୋଳ ଅଫିସ/ତାଳଚେର/ପାଲଲହଡ଼ା/ବଇଣ୍ଡା, ୧୭।୧୨ ଅନୁଗୋଳ ଜିଲାର ୩ଟି ବ୍ଲକ ଅଞ୍ଚଳରେ ସୋମବାର ଧାନମଣ୍ଡି ଉଦ୍‌ଘାଟିତ ହୋଇଛି। ପାଲଲହଡ଼ା ବ୍ଲକ ନିଜିଗଡ଼ରେ ଜିଲାପାଳ ମନୋଜ କୁମାର ମହାନ୍ତି ମଣ୍ଡି ଉଦ୍‌ଘାଟନ କରିଥିବାବେଳେ କଳମଛୁଇଁରେ ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ ଓ...

ମାନିଲେନି ସେଣ୍ଟ୍ରାଲ ଜୁ ଅଥରିଟି ନିର୍ଦ୍ଦେଶ:ମାନ୍ୟତା ହରାଇବ କପିଳାସ ଚିଡ଼ିଆଖାନା

ଢେଙ୍କାନାଳ ଅଫିସ,୧୭ା୧୨ବନ ବିଭାଗର ଚରମ ଅବହେଳା, ଆନୁଷଙ୍ଗିକ ବ୍ୟବସ୍ଥା ନ ଥିବାରୁ ମାନ୍ୟତା ହରାଇବାକୁ ଯାଉଛି ଢେଙ୍କାନାଳ ଜିଲାର କପିଳାସ ଚିଡ଼ିଆଖାନା। ଏ ନେଇ ନୂଆଦିଲ୍ଲୀସ୍ଥିତ ସେଣ୍ଟ୍ରାଲ ଜୁ ଅଥରିଟି ଅଫ୍‌ ଇଣ୍ଡିଆ ଗତ ନଭେମ୍ବରରେ ବନ ବିଭାଗକୁ ପତ୍ର...

ଅବ୍ୟବସ୍ଥାରେ ଚନ୍ଦ୍ରପୁର ସରକାରୀ ଉଚ୍ଚ ବିଦ୍ୟାଳୟ: ୧୨ ଶିକ୍ଷକ ବଦଳରେ ଅଛନ୍ତି ୬

ଚନ୍ଦ୍ରପୁର, ୧୭।୧୨ (ଡି.ଏନ୍‌.ଏ.) – ଗୁଣାତ୍ମକ ଶିକ୍ଷା ପାଇଁ ଅନେକ ସରକାରୀ ଯୋଜନା ରହିଛି। ସେଗୁଡିକର ଫାଇଦା କିନ୍ତୁ ସବୁଠି ମିଳୁନି। କେଉଁଠି ଆବଶ୍ୟକ ସଂଖ୍ୟକ ଶିକ୍ଷକ ନାହାନ୍ତି ତ କେଉଁଠି ଜରାଜୀର୍ଣ୍ଣ ଶ୍ରେଣୀଗୃହରେ ବିପଦସଙ୍କୁଳଭାବେ ପାଠପଢା ହେଉଛି। ଏଥିସହ...

ସରକାରୀ ଯୋଜନା ବାଟ୍‌ବନା: ଦୁରଦିନ୍‌ରେ ଦମୟନ୍ତୀକଁର ପରିବାର

  କେସିଙ୍ଗା, ୧୭।୧୨ (ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲା ପଁଚେତ୍‌ ଅଧୀନ ରିଗିଡ଼ିମାଲ ପଡ଼ର ବିଧବା ମହିଲା ଦମୟନ୍ତୀ ଜାନୀ। ସେ ୨ ବଛର ତଲେ ଆପ୍‌ନେ ଅଜିତ ଜାନୀକୁଁ ହରେଇଛନ୍‌। ଏନ୍‌ତାଥି ସେ ଦୁଇ ପୁଓକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri