ଆମ ଜିଲା ଖବର

କରୋନା ଯୋଦ୍ଧାଙ୍କୁ ଅଣଦେଖା ପ୍ରସଙ୍ଗ: ପ୍ରତିଶ୍ରୁତି ପରେ ଏମ୍‌କେସିଜି ମେଡିକାଲ ନର୍ସଙ୍କ ଧାରଣା ପ୍ରତ୍ୟାହୃତ

ବ୍ରହ୍ମପୁର ଅଫିସ, ୧୧।୫ : କରୋନା ମୁକାବିଲାରେ ନର୍ସଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କୋଭିଡ଼ -୧୯ ହସ୍ପିଟାଲରେ ନର୍ସମାନେ ଦିନରାତି ଲୋକଙ୍କୁ ସେବା ଯୋଗାଇ ଆସୁଛନ୍ତି। ମାତ୍ର କାର୍ଯ୍ୟରତ ଆଗଧାଡିର ଏହି କରୋନା ଯୋଦ୍ଧାଙ୍କୁ ଏବେ ଅଣଦେଖା କରାଯାଉଛି। କୌଣସି ଆନୁସଙ୍ଗିକ…

ମାଟ୍ରିକ ଖାତା ଦେଖିବେ ଅଧିକ ୬ ହଜାର ଶିକ୍ଷକ: ମୂଲ୍ୟାୟନ କେନ୍ଦ୍ରରେ ସାମାଜିକ ଦୂରତ୍ୱ ବାଧ୍ୟତାମୂଳକ

ଭୁବନେଶ୍ୱର,୧୧।୫(ବ୍ୟୁରୋ): ମେ’ ୨୦ରୁ ମାଟ୍ରିକ ଖାତାଦେଖା ଆରମ୍ଭ ହେବ। ପୂର୍ବ ନିର୍ଦ୍ଧାରିତ ୬୦ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖାହେବ। ତେବେ ପୂର୍ବରୁ ୧୭ ହଜାର ଶିକ୍ଷକ ଖାତା ଦେଖୁଥିବା ବେଳେ ଏବେ ଅଧିକ ୬ ହଜାର ଶିକ୍ଷକ ନିଯୁକ୍ତ ହୋଇଛନ୍ତି। ସେମାନଙ୍କ…

କଣ୍ଟାପଡ଼ାକୁ ଫେରିବା ପାଇଁ ପଞ୍ଜୀକରଣ କରିଛନ୍ତି ୯୩୫ ପ୍ରବାସୀ, ପ୍ରଥମ ପର୍ଯ୍ୟାୟରେ ଫେରିଲେ ୧୨ ଜଣ

କଣ୍ଟାପଡ଼ା,୧୧ା୫(ଡି.ଏନ୍‌.ଏ.): କରୋନା ମହାମାରୀ ଯୋଗୁ ସାରାଦେଶରେ କାର୍ଯ୍ୟରତ ଶ୍ରମିକଙ୍କ ଘରବାହୁଡ଼ା ଜାରିରହିଛି। ରବିବାର ରାତିରେ ସୁରଟରେ କାମ କରୁଥିବା କଟକ ଜିଲା କଣ୍ଟାପଡ଼ା ବ୍ଲକର ଶ୍ରମିକ ଘରକୁ ଫେରିଛନ୍ତି। କଣ୍ଟାପଡ଼ା ବ୍ଲକ ପ୍ରଶାସନ ଉକ୍ତ ପ୍ରବାସୀଙ୍କୁ ଜଟଣୀ ରେଳ ଷ୍ଟେଶନରୁୁ ଗାଡ଼ି…

କରୋନା ଯୋଦ୍ଧାଙ୍କୁ ଅଣଦେଖା: ଏମ୍‌କେସିଜି ମେଡିକାଲ ଅଧିକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ନର୍ସଙ୍କ ଧାରଣା

ବ୍ରହ୍ମପୁର ଅଫିସ, ୧୧।୫ : କରୋନା ମୁକାବିଲାରେ ନର୍ସଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କୋଭିଡ଼ -୧୯ ହସ୍ପିଟାଲରେ ନର୍ସମାନେ ଦିନରାତି ଲୋକଙ୍କୁ ସେବା ଯୋଗାଇ ଆସୁଛନ୍ତି। ମାତ୍ର କାର୍ଯ୍ୟରତ ଆଗଧାଡିର ଏହି କରୋନା ଯୋଦ୍ଧାଙ୍କୁ ଏବେ ଅଣଦେଖା କରାଯାଉଛି। କୌଣସି ଆନୁସଙ୍ଗିକ…

ଶଟ୍‌ଡାଉନ୍‌ କରିଥିବା ସରପଞ୍ଚଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଛତ୍ରପୁର,୧୧ା୫(ଡି.ଏନ୍‌.ଏ.): କରୋନା ମୁକାବିଲା ପାଇଁ ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ମାଣିତରା ପଞ୍ଚାୟତର ସରପଞ୍ଚ ଶାନ୍ତିଲତା ନାୟକଙ୍କ ସମୟୋଚିତ ପଦକ୍ଷେପକୁ ଟୁଇଟ୍‌ କରି ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମାଣିତରା ସଙ୍ଗରୋଧ କେନ୍ଦ୍ରରେ ପ୍ରବାସୀ ଓଡ଼ିଆ ରହୁଛନ୍ତି। ଏହି…

ମହିଳାଙ୍କ ଦେହରେ ବାଜିଲା ପୋଲିସ ଗୁଳି

ଅନୁଗୋଳ ଅଫିସ,୧୧ା୫: ଅନୁଗୋଳ ଥାନା ଅନ୍ତର୍ଗତ ସରଧାପୁର ଗ୍ରାମର ମହିଳାଙ୍କ ଦେହରେ ସୋମବାର ମଧ୍ୟାହ୍ନରେ ପୋଲିସର ଗୁଳି ବାଜିଛି। ଫାୟାରିଂ ରେଞ୍ଜରେ ଅଭ୍ୟାସ ଚାଲିଥିବା ବେଳେ ଗୁଳି ସରଧାପୁର ଗ୍ରାମର ଏକ କାନ୍ଥରେ ବାଜିବା ପରେ ସେହି ଗ୍ରାମର ପୁଷ୍ପଲତା ନାଏକଙ୍କ…

କ୍ୱାରାଣ୍ଟାଇନ ଅବଧି ସରିବା ପରେ ସ୍ବାସ୍ଥ୍ୟକର୍ମୀ ଭାବେ ଲୋକଙ୍କ ସେବା କରିବେ; ଏଥିପାଇଁ ନିଆଯାଉଛି କୋଭିଡ୍‌-୧୯ କ୍ଲାସ୍‌: ଜିଲାପାଳ

ଛତ୍ରପୁର, ୧୧।୫(ଡି.ଏନ୍‌.ଏ. ): ରାଜ୍ୟ ତଥା ରାଜ୍ୟ ବାହାରୁ ଲୋକେ ଗଞ୍ଜାମ ଜ଼ିଲାକୁ ଫେରି କ୍ୱାରାଣ୍ଟାଇନ ସେଣ୍ଟରରେ ରହୁଛନ୍ତି। ସେଠାରେ ପ୍ରବାସୀଙ୍କ କ୍ୱାରାଣ୍ଟାଇନ ଅବଧି ସରିବା ପରେ ସେମାନେ ଜଣେ ଜଣେ କୋଭିଡ କମ୍ୟୁନିଟି ସ୍ବାସ୍ଥ୍ୟକର୍ମୀ ହୋଇ ଲୋକଙ୍କ ସେବା କରିପାରିବେ…

ଗଞ୍ଜାମରେ ବିସ୍ଫୋରକ ସ୍ଥିତି: ସଙ୍ଗରୋଧ କେନ୍ଦ୍ରରେ ମୃତ୍ୟୁ ଘଟଣାର ତଦନ୍ତ, ମୃତକଙ୍କ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି

ବ୍ରହ୍ମପୁର ଅଫିସ,୧୧।୫: ଗଞ୍ଜାମ ଜିଲାରେ ସୁରଟ ଫେରନ୍ତା ପ୍ରବାସୀ ଓଡ଼ିଆଙ୍କ ପାଇଁ କରୋନା ସଂକ୍ରମଣ ଏବେ ବିସ୍ଫୋରକ ସ୍ଥିତି ସୃଷ୍ଟି କରିଛି। ଦିନକୁ ଦିନ ଜିଲାର ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି । ଗତ ୯ ଦିନରେ ଅର୍ଥାତ ୧୧ତାରିଖ ମଧ୍ୟାନ୍ନ…

ସାମାଜିକ ଦୂରତ୍ୱକୁ ମାନୁନାହାନ୍ତି ଲୋକେ: ବ୍ୟାଙ୍କ ସମ୍ମୁଖରେ ପ୍ରବଳ ଭିଡ଼

ଚୌଦ୍ୱାର,୧୧।୫(ଡି.ଏନ୍‌.ଏ.): ସାରା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିରୁ ରକ୍ଷା ପାଇବା ପାଇଁ ସାମାଜିକ ଦୂରତ୍ୱକୁ ବିଶେଷ ଭାବେ ଗୁରୁତ୍ୱ ଦିଆଯାଉଛି। ଏଥିପାଇଁ ରାଜ୍ୟ ସରକାର ଅନେକ କଟକଣା ମଧ୍ୟ ଜାରି କରିଛନ୍ତି। ମାତ୍ର କଟକ ଜିଲାରେ…

ପୁରୀ ସହରରେ ୨ କରୋନା ଆକ୍ରାନ୍ତ ଚିହ୍ନଟ ପରେ ରେଣୁକା ଗଳିକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କଲା ପ୍ରଶାସନ

ପୁରୀ ଅଫିସ, ୧୧।୫: ପୁରୀ ସହରରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲା ପ୍ରଶାସନ ତତ୍ପର ହୋଇପଡ଼ିଛି। ଆକ୍ରାନ୍ତ ରହୁଥିବା ସମୂଦ୍ର କୂଳ ରେଣୁକା ଗଳି ଲେନ୍‌ ଏବଂ ଏହାକୁ ସଂଯୋଗ କରୁଥିବା ଅନ୍ୟ କେତେକ ଗଳିକୁ…

ମହିଳାଙ୍କୁ ଆକ୍ରମଣ, ବେଆଇନ ମଦ କାରବାର ଅଭିଯୋଗ: ୩ ଅଭିଯୁକ୍ତ କୋର୍ଟଚାଲାଣ

ଲୋଇସିଂହା,୧୧।୫(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ଝରଣୀପାଲି ପଞ୍ଚାୟତ ପଥରମୁଣ୍ଡା ଗାଁର ଜଣେ ମହିଳାଙ୍କୁ ଆକ୍ରମଣ ଓ ବେଆଇନ ମନ କାରବାରରେ ସମ୍ପୃକ୍ତ ୩ ଜଣଙ୍କୁ ପୋଲିସ ଗିରିଫ କରି ରବିବାର କୋର୍ଟଚାଲାଣ କରିଛି। ସେମାନେ ହେଲେ ପଥରମୁଣ୍ଡା ଗାଁର…

ସରକାରଙ୍କ ୧୨ଘଣ୍ଟିଆ କାର୍ଯ୍ୟଦିବସ ବୃଦ୍ଧି ନେଇ ଏଆଇଟିୟୁସି ମୌନ ପ୍ରତିବାଦ

ବଡ଼ବିଲ,୧୧।୫(ସ୍ବ.ପ୍ର.): ରାଜ୍ୟ ସରକାରଙ୍କ ପକ୍ଷରୁ ଦୈନିକ ଶ୍ରମ ସମୟ ୮ଘଣ୍ଟାରୁ ୧୨ଘଣ୍ଟାକୁ ବୃଦ୍ଧି କରାଯାଇଛି। ଏହାକୁ କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ଏଆଇଟିୟୁସି କାର୍ଯ୍ୟାଳୟ ସମ୍ମୁଖରେ ଶ୍ରମିକ ସଙ୍ଗଠନ ପକ୍ଷରୁ ସୋମବାର ମୌନ ପ୍ରତିବାଦ କରାଯାଇଛି। ଶ୍ରମିକ ନେତା କପିଳ ମହାନ୍ତିଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?