ଖୋର୍ଦ୍ଧା ଗୁଳିକାଣ୍ଡ ଘଟଣାର ଫିଟିଲା ଗୁମର
ଖୋର୍ଦ୍ଧା ଅଫିସ୍,୧୬।୧୨: ଖୋର୍ଦ୍ଧା ଡାକ୍ତର ଓ ଔଷଧ ଦୋକାନୀଙ୍କୁ ଗୁଳିମାଡ ମାମଲାର ଗୁମର ଫିଟିଛି। ଜମିଜମା ବିବାଦକୁ ନେଇ ଗୁଳିକାଣ୍ଡ ଘଟିଥିବା ଖୋର୍ଦ୍ଧା ଏସଡିପିଓ ସୁଶୀଲ ମିଶ୍ର ସୂଚନା ଦେଇଛନ୍ତି। ବିଭିନ୍ନ ଦିଗରୁ ପୋଲିସ ଟିମ ତଦନ୍ତ ଚଳାଇଛି। ଅଭିଯୁକ୍ତକୁ...
ତାଲା ଭାଙ୍ଗି ସୁନା ଅଳଙ୍କାର ଚୋରି: ସାଇଣ୍ଟିଫିକ୍ ଟିମ୍ର ତଦନ୍ତ
ଯୋଡ଼ା,୧୬।୧୨(ଡି.ଏନ୍.ଏ.) : କେନ୍ଦୁଝର ଜିଲା ଯୋଡ଼ା ସହରର ଆଜାଦ ବସ୍ତିଠାରେ ଭଡ଼ାରେ ରହୁଥିବା ଜଣେ ବ୍ୟକ୍ତି ଘରୁ ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଓ ନଗଦ ଟଙ୍କା ଚୋରି ହୋଇଥିବା ଯୋଡ଼ା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ...
ବେଆଇନ ମଦଦୋକାନରେ ଚଢ଼ାଉ ଘଟଣା: ୪ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ
ଭବାନୀପାଟଣା,୧୬।୧୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜୟପାଟଣା ଥାନା ପୋଲିସ ବଡ଼କୁଟରୁ ଫାଣ୍ଡି ଅଞ୍ଚଳରେ ଥିବା ବେଆଇନ ମଦ ଦୋକାନ ଉପରେ ଶନିବାର ଚଢ଼ାଉ କରିଥିଲା। ଏଥିରେ ପୋଲିସ ୨୩.୨ ଲିଟର ମଦ ଜବତ କରିଥିବା ବେଳେ ୪ ଜଣଙ୍କୁ ଅଟକ ରଖିଥିଲା।...
ଅଜଣା ଗାଡ଼ି ଧକ୍କାରେ ୨ ଯୁବକ ମୃତ
ଭବାନୀପାଟଣା,୧୬।୧୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜୟପାଟଣା ଥାନା ସର୍ଗିଗୁଡ଼ା ପଞ୍ଚାୟତ ପ୍ରଜା ନାଗଫେଶୀ ଗାଁର ୨ ବ୍ୟକ୍ତିଙ୍କର ଏକ ଅଜଣା ଗାଡ଼ି ଧକ୍କାରେ ରବିବାର ମୃତ୍ୟୁ ଘଟିଛି। ସେମାନେ ହେଲେ ମଧୁ ମାଝି (୩୬) ଓ ହୀରାଲାଲ ଦିସାରୀ (୪୦)। ପ୍ରକାଶ...
ଗୁଳିକାଣ୍ଡରେ ଓଷଧ ଦୋକାନୀଙ୍କ ମୃତ୍ୟୁ ଘଟଣା: ଅଭିଯୁକ୍ତଙ୍କ ଗିରଫ ଦାବିରେ ଖୋର୍ଦ୍ଧାରେ ସବୁ ମେଡିସିନ୍ ଷ୍ଟୋର ବନ୍ଦ
ଖୋର୍ଦ୍ଧା ଅଫିସ୍,୧୬।୧୨: ଖୋର୍ଦ୍ଧାର ଏକ କ୍ଲିନିକରେ ହୋଇଥିବା ଗୁଳିମାଡ ଘଟଣାରେ ଗୁରୁତର ଔଷଧ ଦୋକାନୀ କୃଷ୍ଣଚନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାକୁ ବିରୋଧ କରି ସୋମବାର ଖୋର୍ଦ୍ଧା ଜିଲାରେ ସବୁ ଓଷଧ ଦୋକାନ ବନ୍ଦ ରହିଛି। ୨୪ ଘଣ୍ଟା...
କୁନ୍ଦୁଲି ଗଣବଳାତ୍କାର ମାମଲା: ହାଇକୋର୍ଟରେ ଷ୍ଟାଟସ୍ ରିପୋର୍ଟ ଦାଖଲ କଲା ଏସ୍ଆଇଟି
କଟକ ଅଫିସ,୧୬।୧୨: କୁନ୍ଦୁଲି ଗଣବଳାତ୍କାର ଘଟଣାର ତଦନ୍ତ ପାଇଁ ଗଠିତ ଏସ୍ଆଇଟି ସୋମବାର ହାଇକୋର୍ଟରେ ଷ୍ଟାଟସ ରିପୋର୍ଟ ଦାଖଲ କରିଛି। ସିଲ୍ କଭର ମଧ୍ୟରେ ଏହି ରିପୋର୍ଟ ଦାଖଲ କରାଯାଇଛି। ଖୁବ୍ଶୀଘ୍ର ତଦନ୍ତ ଶେଷ ହେବ ବୋଲି ଜଣାପଡ଼ିଛି। ଆସନ୍ତା...
ରାଜ୍ୟସ୍ତରୀୟ ଯୁବ ମହୋତ୍ସବ ଲାଗି ବୁଲିବ ମାସ୍କଟ୍
ଭଦ୍ରକ ଅଫିସ,୧୬।୧୨: ଆସନ୍ତା ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟସ୍ତରୀୟ ଯୁବ ମହୋତ୍ସବ ଭଦ୍ରକରେ ଅନୁଷ୍ଠିତ ହେବ। ତେଣୁ ଜିଲାରେ ସଚେତନତା ପାଇଁ ଏକ ମାସ୍କଟକୁ ବିଧାୟକ ପ୍ରଫୁଲ୍ଲ ସାମଲ ସୋମବାର ଉଦ୍ଘାଟନ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଜିଲାପାଳ ଜ୍ଞାନରଞ୍ଜନ...
ନିଷିଦ୍ଧାଞ୍ଚଳରେ ଫଟୋ ଉଠାଇ ଚର୍ଚ୍ଚାରେ ଅଭିନେତ୍ରୀ
ସମ୍ବଲପୁର,୧୬।୧୨(ବ୍ୟୁରୋ): ହୀରାକୁଦ ଡ୍ୟାମ୍ର ନିଷିଦ୍ଧାଞ୍ଚଳରେ ଫଟୋ ଏବଂ ଭିଡିଓ କରି ଫସିଯାଇଛନ୍ତି ଓଲିଉଡ୍ର ୩ ଅଭିନେତ୍ରୀ। ଏହି ଫଟୋ ଏବଂ ଭିଡିଓ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି। ଭାଇରାଲ ଭିଡିଓରେ ଥିବା ଏହି ଅଭିନେତ୍ରୀ ହେଲେ...
ବିଭିନ୍ନ ଦାବି ନେଇ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଏସ୍ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
କେନ୍ଦୁଝର,୧୬।୧୨(ସ୍ବ.ପ୍ର.): କାଳିଆ ଯୋଜନାରେ ଚାଷୀଙ୍କୁ ବର୍ଷକୁ ୧୦ହଜାର ଟଙ୍କା ଦେବାକୁ ସରକାର ପ୍ରତିଶ୍ରୁତି ଦେଇଥିଲେ। ଏବେ ଚାଷୀଙ୍କୁ ଭଣ୍ଡାଇ ୬ହଜାର ଟଙ୍କା କରିଛନ୍ତି। ଏହାର ପ୍ରତିବାଦରେ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଏସ୍ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ...
୨୦ରୁ ଭଦ୍ରକରେ ଧାନକ୍ରୟ ଆରମ୍ଭ: ପ୍ରଚାର ଗାଡ଼ି ଉଦ୍ଘାଟନ କଲେ ବିଧାୟକ
ଭଦ୍ରକ ଅଫିସ,୧୬।୧୨: ଆସନ୍ତା ୨୦ ତାରିଖରୁ ଜିଲାରେ ଧାନକ୍ରୟ ପ୍ରକ୍ରିୟା ଆରମ୍ଭ ହେବ। ଏଥିପାଇଁ ଜିଲାରେ ସଚେତନତା ପାଇଁ ୭ଟି ପ୍ରଚାର ଗାଡ଼ିକୁ ସୋମବାର ବିଧାୟକ ପ୍ରଫୁଲ୍ଲ ସାମଲ ଉଦ୍ଘାଟନ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଜିଲାପାଳ ଜ୍ଞାନରଞ୍ଜନ ଦାସ, ପିଡି...
ତହସିଲ ସମ୍ମୁଖରେ ଗ୍ରାମବାସୀଙ୍କ ଆମରଣ ଅନଶନ
ବାସୁଦେବପୁର,୧୬।୧୨(ଡି.ଏନ୍.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଲୁଙ୍ଗା ପଞ୍ଚାୟତର କୁରୁଦା ଗ୍ରାମରେ ଏକ ପାଣିନାଳ ସଂଲଗ୍ନ ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ନିର୍ମାଣ ହେବା ପରେ ଜଳ ନିଷ୍କାସନରେ ପ୍ରତିବନ୍ଧକ ସାଜିଛି। ଏହାର ପ୍ରତିବାଦରେ ଗ୍ରାମବାସୀ ଆମରଣ ଅନଶନ...
ଅଚାନକ ସେବାଶ୍ରମରେ ପହଞ୍ଚିଲେ ମନ୍ତ୍ରୀ: ବିଭିନ୍ନ ସମସ୍ୟା ସମ୍ପର୍କରେ ପଚାରି ବୁଝିଲେ
ଦାରିଙ୍ଗବାଡ଼ି,୧୬।୧୨(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ସୋମବାର ସ୍ଥାନୀୟ କନ୍ୟାଶ୍ରମରେ ପହଞ୍ଚି ବିଭିନ୍ନ ସମସ୍ୟା ସମ୍ପର୍କରେ ପଚାରି ବୁଝିଛନ୍ତି। ପ୍ରଧାନ ସେବକ ଅନୁପସ୍ଥିତିକୁ ନେଇ ଉଦ୍ବେଗ ପ୍ରକାଶ କରିବା...
Archives


