ଆମ ଜିଲା ଖବର

ଡାକ୍ତର ନିଲମ୍ବନ ପ୍ରତ୍ୟାହାର ଦାବିରେ କାଲିମେଳା ବନ୍ଦ ପାଳନ

କାଲିମେଳା,୧୬।୧୨(ଡି.ଏନ.ଏ): ମାଲକାନଗିରି ଜିଲା କାଲିମେଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଡାକ୍ତର ମୁକ୍ତିକାନ୍ତ ମଲ୍ଲିକଙ୍କ ଉପରେ ହୋଇଥିବା ନିଲମ୍ବନ ଆଦେଶ ତୁରନ୍ତ ପ୍ରତ୍ୟାହାର କରି ପୁନଃନିଯୁକ୍ତି ଦାବି କରି ସୋମବାର କାଲିମେଳାରେ ବନ୍ଦ ପାଳନ କରାଯାଇଛି। ଏଥିସହ ବିଜେଡି, ଭାଜପା ଓ...

ଦୁଇ ଶିଶୁଙ୍କ ଉପରେ ମାଡ଼ିଗଲା ଟ୍ରାକ୍ଟର: ଜଣେ ମୃତ, ଜଣେ ଗୁରୁତର

ବାସୁଦେବପୁର/ପଦ୍ମପୁର,୧୬।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ସୋମବାର କରଞ୍ଜ ଆଡ଼ିିଆ ଗ୍ରାମରେ ଏକ ଟ୍ରାକ୍ଟର ଦୁଇ ଶିଶୁଙ୍କ ଉପରେ ମାଡ଼ିଯିବାରୁ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଶିଶୁ ଗୁରୁତର ହୋଇଛନ୍ତି। ମୃତ ଶିଶୁ ଜଣକ...

ବାବା ଆଖଣ୍ଡଳମଣିଙ୍କୁ ଧନୁମୁଆଁ ସମର୍ପଣ

ଆରଡ଼ି,୧୬।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ଧନୁସଂକ୍ରାନ୍ତି ଉପଲକ୍ଷେ ବାବା ଆଖଣ୍ଡଳମଣିଙ୍କୁ ଧନୁମୁଆଁ ସମର୍ପଣ କରାଯାଇଛି ା ସୋମବାର ଭୋର ୪.୩୦ରେ ମନ୍ଦିରରେ ପହୁଡ଼ ଖୋଲିବା ପରେ ବିଧି ଅନୁସାରେ ମଙ୍ଗଳ ଆଳତି କରାଯାଇ ସ୍ନାନ କରାଯାଇଥିଲା। ପରେ...

ବିଭିନ୍ନ ଦାବି ନେଇ ରାସ୍ତାକୁ ଓହ୍ଲାଇଲେ ଚାଷୀ, ବାଲିମେଳା ରାସ୍ତା ଅବରୋଧ

କୋରୁକୋଣ୍ଡା, ୧୬।୧୦ (ଡି.ଏନ.ଏ): ମାଲକାନଗିରି ଜିଲା କୋରୁକୋଣ୍ଡାଠାରେ ଚାଷୀ ଉତ୍ତେଜନା ଦେଖାଦେଇଛି। ମାଲକାନଗିରି ବାଲିମେଳା ରାସ୍ତାକୁ କୋରୁକୋଣ୍ଡାଠାରେ ଅବରୋଧ କରିଛନ୍ତି ଉତ୍ତେଜିତ ଚାଷୀ । ଚାଷୀଙ୍କୁ ଧାନ ବିକ୍ରି ପାଇଁ ଟୋକେନ ନ ମିଳିବା, ଚାଷୀଙ୍କୁ ମିଳୁଥିବା ଧାନ ବିକ୍ରି...

ଘରୋଇ ପ୍ଲଟରୁ ୩ ମହଲା କୋଠା ଭଙ୍ଗାଗଲା

ପୁରୀ ଅଫିସ୍‌, ୧୬।୧୨: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ପ୍ରଶାସନ ପକ୍ଷରୁ ଉଚ୍ଛେଦ କାର୍ଯ୍ୟ ଜାରି ରହିଛି। ଗତ କିଛିଦିନ ଧରି ମଙ୍ଗୁ ମଠ ଓ ସାନ ଛତା ମଠ ଭଙ୍ଗା ଯିବା ପରେ ସୋମବାର ଘରୋଇ ପ୍ଲଟକୁ ଫେରି ପ୍ରଶାସନ।...

ବାଲିଆରେ ବୋମାମାଡ: ୨ ଜୀବନ୍ତ ଗୁଳି ଜବତ

ଡେରାବିଶ, ୧୬।୧୨(ସ୍ବ.ପ୍ର.): କେନ୍ଦ୍ରାପଡା ଜିଲା ଡେରାବିଶ ଥାନା ବାଲିଆ ମୁସଲମାନ ବସ୍ତିରେ ରବିବାର ବିଳମ୍ବିତ ରାତିରେ ଏକ ବୋମାମାଡ ହୋଇଥିବା ଅଭିଯୋଗ ହୋଇଛି। ପୋଲିସ ସୂଚନା ଅନୁଯାୟୀ, ରବିବାର ରାତିରେ ବାଲିଆ ଗ୍ରାମର ଅମିର ଖାଁଙ୍କ ଘର ସମ୍ମୁଖରେ କେହି...

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୫୦ ବଖରା ଘର, ୨୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ନଷ୍ଟ

ପୁରୁଷୋତ୍ତମପୁର, ୧୬।୧୨(ଡି.ଏନ.ଏ.) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ସୁନାଥର ଗ୍ରାମରେ ସୋମବାର ଭୋର ସକାଳ ସମୟ ପ୍ରାୟ ୫ଟା ସମୟରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୩୦ଟି ପରିବାରରର ୫୦ ବଖରା ଘର ସମ୍ପୁର୍ଣ୍ଣ ରୂପେ ପୋଡିଯାଇଛି...

ଶ୍ରୀମନ୍ଦିରରେ ପହିଲି ଭୋଗ ଆରମ୍ଭ

ପୁରୀ ଅଫିସ,୧୬।୧୨: ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ସୋମବାର ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ପହିଲି ଭୋଗ ନୀତି। ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ ପ୍ରତ୍ୟହ ଏହି ନୀତି ଚାଲିବ। ମହାପ୍ରଭୁଙ୍କ ପହଲି ଭୋଗ ନୀତି ଧନୁ ସଂକ୍ରାନ୍ତି ଅର୍ଥାତ୍‌...

ଏସ୍‌ପିଙ୍କ ନାଁରେ ଯୌନ ନିର୍ଯାତନା ଆଣିଲେ ବୋହୂ

କଟକ ଅଫିସ,୧୬।୧୨: ଦକ୍ଷିଣ ଓଡ଼ିଶାରେ କାର୍ଯ୍ୟରତ ଜଣେ ଭାରପ୍ରାପ୍ତ ଏସ୍‌ପିଙ୍କ ନାଁରେ ତାଙ୍କ ବୋହୂ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏନେଇ କଟକ ଚାଉଳିଆଗଞ୍ଜ ଥାନାରେ ଅଭିଯୋଗ ହେବା ପରେ ଆଇପିସି ଦଫା ୩୪୨, ୩୨୩, ୩୫୪(ଏ), ୩୫୪(ଡି), ୫୦୬,...

ଖୋର୍ଦ୍ଧା ଗୁଳିକାଣ୍ଡ: ଔଷଧ ଦୋକାନୀଙ୍କ ମୃତ୍ୟୁ

ଖୋର୍ଦ୍ଧା ଅଫିସ୍‌,୧୬।୧୨: ଖୋର୍ଦ୍ଧାର ଏକ କ୍ଲିନିକରେ ହୋଇଥିବା ଗୁଳିମାଡ ଘଟଣାରେ ଗୁରୁତର ଔଷଧ ଦୋକାନୀ କୃଷ୍ଣଚନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ ଏହି ଗୁଳିମାଡ ଗୁରୁତର ହୋଇଥିବା ଶିଶୁରୋଗ ବିଶେଷଜ୍ଞ ଡାକ୍ତର ମାନସ ଦାସଙ୍କର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ...

କ୍ରୀଡ଼ାମନ୍ତ୍ରୀଙ୍କ ୨ ଦିନିଆ କନ୍ଧମାଳ ଗସ୍ତ

ଫୁଲବାଣୀ ଅଫିସ,୧୬ା୧୨-ଆଇଟି ଏବଂ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାର କାନ୍ତି ବେହେରା ରବିବାର ଦୁଇ ଦିନିଆ କନ୍ଧମାଳ ଗସ୍ତରେ ଆସିଛନ୍ତି। ମନ୍ତ୍ରୀ ପ୍ରଥମ ଦିନ ବିଭିନ୍ନ ଷ୍ଟାଡିୟମ ବୁଲି ଦେଖିବା ସହ ସ୍ଥିତି ପରଖିଛନ୍ତି। କନ୍ଧମାଳ ଷ୍ଟାଡ଼ିୟମ...

ଅସହାୟଙ୍କୁ ସହାୟ ହେଲେ ସାମାଜିକ କର୍ମୀ: ଠିକଣା ଖୋଜିଲେ, ପରିବାର ସହ ଭେଟକଲେ

ଅନୁଗୋଳ ଅଫିସ, ୧୬।୧୨: ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ପୋଡ଼ି ଯାଇ ୬ ମାସ ହେଲା ଅସହାୟ ଅବସ୍ଥାରେ ମେଡିକାଲରେ ପଡିରହିଥିବା ଜଣେ ଅସହାୟଙ୍କ ପାଇଁ ଦେବଦୂତ ପାଲଟିଛନ୍ତି ଅନୁଗୋଳର ସାମାଜିକକର୍ମୀ ପ୍ରତାପ ମହାପାତ୍ର। ଯୁବକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିବାଠାରୁ ଆରମ୍ଭ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri