ଆମ ଜିଲା ଖବର

ଟିକ୍‌ଟକ୍‌ ଛାଡ଼ି ଏବେ କ୍ୱାରାଣ୍ଟାଇନ୍‌ ଅନ୍ତେବାସୀ କରୁଛନ୍ତି ଯୋଗାଭ୍ୟାସ

ଭଦ୍ରକ ଅଫିସ,୧୧ା୫ : ଭଦ୍ରକ ଜିଲା ତିହିଡି ବ୍ଲକ ଭାଟପଡ଼ା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଟିକ୍‌ଟକ୍‌ ଭିଡିଓ କିଛି ଦିନ ତଳେ ସମଗ୍ର ରାଜ୍ୟରେ ଚହଳ ସୃଷ୍ଟି କରିଥିଲା। ଏବେ ଏହି କ୍ୱାରାଣ୍ଟାଇନ୍‌ ସେଣ୍ଟରର ଅନ୍ତେବାସୀମାନେ ନିଜର ତ୍ରୁଟି ସୁଧାରି ଦୈନିକ ସକାଳ…

ଭଦ୍ରକ ଷ୍ଟେଶନରେ ଓହ୍ଲାଇବେ ପ୍ରବାସୀ ଓଡ଼ିଆ: ବ୍ୟାପକ ପ୍ରସ୍ତୁତି

ଭଦ୍ରକ ଅଫିସ,୧୧ା୫: ଭଦ୍ରକ ଷ୍ଟେଶନରେ ସୋମବାର ପ୍ରବାସୀ ଓଡ଼ିଆ ସ୍ବତନ୍ତ୍ର ଟ୍ରେନ ମାଧ୍ୟମରେ ଆସି ପହଞ୍ଚିବେ। ଏଥିପାଇଁ ପ୍ରଶାସନିକସ୍ତରରେ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ରବିବାର ସନ୍ଧ୍ୟାରେ ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ, ଏସ୍‌ପି ରାଜେଶ ପଣ୍ଡିତ, ପିଡି ମଧୁସୂଦନ…

୩୭ ଦିନ ପରେ ପୁରୀକୁ ଫେରିଲା କରୋନା

ପୁରୀ ଅଫିସ,୧୧।୫: ୩୭ ଦିନ ପରେ ପୁରୀ ଜିଲାକୁ ଫେରିଛି କରୋନା। ଜିଲାରୁ ରବିବାର ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଉଭୟେ ପଶ୍ଚିମବଙ୍ଗ ଫେରନ୍ତା ବୋଲି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସ୍ପଷ୍ଟ କରିବା ପରେ ଜିଲାବାସୀଙ୍କ…

ଅସ୍ଥାୟୀ ମେଡିକାଲ ବାହାରେ ୧୪୪ ଧାରା

ଅନୁଗୋଳ ଅଫିସ, ୧୧।୫: କରୋନା ସଂକ୍ରମଣ ତାଲିକାକୁ ଆସିଯିବା ପରେ ଅନୁଗୋଳ ଜିଲାର ବିଭିନ୍ନ ଥାନା ଅଞ୍ଚଳରେ ରବିବାର ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ବିଭିନ୍ନ ଥାନା ଅଞ୍ଚଳରେ ଚେକିଂ ଚାଲିଛି। ସହରକୁ ଆସୁଥିବା ଲୋକମାନେ…

ବଇଣ୍ଡା ୭୨ ଘଣ୍ଟା ଶଟ୍‌ଡାଉନ; ଜିଲାପାଳ କ୍ଷମତା ବ୍ୟବହାର କଲେ ସରପଞ୍ଚ

ବଇଣ୍ଡା, ୧୧ା୫ (ଡି.ଏନ.ଏ.): ଅନୁଗୋଳ ଜିଲାରେ ରବିବାର ୧୩ କରୋନା ସଂକ୍ରମିତ ଚିହ୍ନଟ ପରେ ସଂକ୍ରମଣ ରୋକିବାକୁ ନୁନୁକାପଶି ସରପଞ୍ଚ ଜଳଧର ସାହୁ ଜିଲାପାଳଙ୍କ କ୍ଷମତା ବ୍ୟବହାର କରି ବଇଣ୍ଡା ସହ ପଞ୍ଚାୟତକୁ ୭୨ ଘଣ୍ଟା ଶଟ୍‌ଡାଉନ ଘୋଷଣା କରିଛନ୍ତି। ଉକ୍ତ…

ଆଇନଜୀବୀଙ୍କୁ ମିଳିବ ୧୦ ହଜାର ସହାୟତା

କଟକ ଅଫିସ୍‌,୧୧।୫: କରୋନା ପ୍ରଭାବରେ ରୋଜଗାର ହରାଇଥିବା ଆଇନଜୀବୀଙ୍କୁ ୧୦ହଜାର ଟଙ୍କା ପର୍ଯ୍ୟନ୍ତ ଆର୍ଥତ୍କ ସହାୟତା ମିଳିବ। ଓଡ଼ିଶା ରାଜ୍ୟ ଆଇନ୍‌ଜୀବୀ ପରିଷଦ ପକ୍ଷରୁ ଏ ନେଇ ପଦକ୍ଷେପ ନିଆଯାଇଛି। ପରିଷଦ ଦ୍ୱାରା ପ୍ରସ୍ତୁତ ଜରୁରିକାଳୀନ ଆର୍ଥତ୍କ ସହାୟତା ନିୟମ -୨୦୨୦କୁ…

ସଂକ୍ରମିତ ଅନୁଗୋଳ ଯୁବକ ଜୀବନବୀମା ଏଜେଣ୍ଟ

ଅନୁଗୋଳ ଅଫିସ, ୧୧।୫: ସକାଳେ ରିପୋର୍ଟ ଆସିଥିବା ୧୩ ପଜିଟିଭଙ୍କ ମଧ୍ୟରୁ ଜଣେ ଅନୁଗୋଳ ସହରର ଯୁବକ ବୋଲି ଜଣାପଡ଼ିବା ପରେ ପ୍ରଶାସନ, ପୋଲିସ ଓ ସ୍ବାସ୍ଥ୍ୟ ବିଭାଗର କର୍ମଚାରୀ ତାଙ୍କ ଘର ସମ୍ମୁଖରେ ପହଞ୍ଚତ୍ଥିଲେ। ଯୁବକ ଜଣଙ୍କ କିପରି ସଂକ୍ରମିତ…

ସମ୍ମାନିତ ହେଲେ କରୋନା ଯୋଦ୍ଧା

କାମାକ୍ଷାନଗର, ୧୧।୫(ଡି.ଏନ.ଏ.) କାମାକ୍ଷାନଗରର ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ପିପୁଲ୍ସ ଫର୍‌ ସ୍ମାଇଲ’ ପକ୍ଷରୁ ରବିବାର କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। କରୋନା ସଙ୍କଟ ସମୟରେ ସ୍ବାସ୍ଥ୍ୟ ବିଭାଗ, ପୋଲିସ କର୍ମଚାରୀମାନେ ନିଃସ୍ବାର୍ଥପର ଭାବେ ସେବା କରି ଆସୁଛନ୍ତି। ସେମାନଙ୍କ ମନୋବଳ ବଢ଼ାଇବା ଲାଗି…

କରୋନା ପାଇଁ କଇଁଚି ବନ୍ଦ: ବୃତ୍ତି ଚିନ୍ତାରେ ବାରିକ

ଭୁବନ, ୧୧।୫ (ବିପିନ ବିହାରୀ ସେଠୀ): ଜୀବନ ଆଉ ଜୀବିକା ମଝିରେ ଛିଡ଼ା ହୋଇଛି ଭୂତାଣୁ। ଦେଢ଼ମାସ ହେଲା ଦୋକାନରେ ଝୁଲୁଛି ତାଲା। କରୋନା ପାଇଁ ଚାଲୁନି କଇଁଚି। ହାତବାନ୍ଧି ବସିଛନ୍ତି ପାର୍ଲର, ସେଲୁନ ଦୋକାନୀ। ଲୋକଙ୍କୁ ନିରନ୍ତର ସେବା ଯୋଗାଇ…

ଭଦ୍ରକର ଦୁଇଟି ସ୍ଥାନରେ ଅଗ୍ନିକାଣ୍ଡ: ଜଳିଗଲା ୨୦ ବଖରା

ଭଦ୍ରକ ଅଫିସ,୧୧ା୫: ରବିବାର ବିଳମ୍ବିତ ରାତିରେ ଭଦ୍ରକର ଭିନ୍ନ ଭିନ୍ନ ଦୁଇଟି ସ୍ଥାନରେ ଅଗ୍ନିକାଣ୍ଡ ଘଟି ୨୦ ବଖରା ଜଳିଯାଇଛି। ଭଦ୍ରକ ପୌରପାଳିକା ଜାନୁଗଞ୍ଜ ବଢିଆ ସାହିର ମୃତ୍ୟୁଞ୍ଜୟ ବେଜ୍‌ ଓ ସଞ୍ଜୟ ବେଜ୍‌ଙ୍କ ଦୁଇ ବଖରା ଜଳିଯାଇଛି। ଅଗ୍ନିକାଣ୍ଡର କାରଣ…

ଜିଲା ବାହାର ଶ୍ରମିକଙ୍କୁ ନେଇ ଠିକାସଂସ୍ଥାରେ ଉତ୍ତେଜନା

ଦାରିଙ୍ଗବାଡ଼ି,୧୧।୫(ଡି.ଏନ.ଏ)- ସରକାର ଗ୍ରୀନ୍‌ଜୋନ୍‌ରେ ଚାଷକାର୍ଯ୍ୟ ସମେତ ବିଭିନ୍ନ ଉନ୍ନୟନମୂଳକ କାମ ସାମାଜିକ ଦୂରତା ରଖି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏକ ଠିକାସଂସ୍ଥାରେ ଜିଲା ବାହାର ଶ୍ରମିକ କାମ କରୁଥିବା ନେଇ ରବିବାର ଉତ୍ତେଜନା ପ୍ରକାଶ ପାଇଛି। ପ୍ରକାଶ…

ଫୁଟିଲା ପାରିଜାତ

ବୈଶିଙ୍ଗା,୧୧ା୫(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୈଶିଙ୍ଗା ଗ୍ରାମର ରାଜୀବ କୁମାର ଜେନାଙ୍କ ବାଡ଼ିରେ ରବିବାର ସକାଳେ ଏକ ପାରିଜାତ ଫୁଲ ଫୁଟିଥିବା ଦେଖିବାକୁ ମିଳିଛି। ଖବର ପ୍ରଚାରିତ ହେବା ପରେ ଏହାକୁ ଦେଖିବା ପାଇଁ ସେଠାରେ ଲୋକେ ଭିଡ଼ ଜମାଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?