ଆମ ଜିଲା ଖବର

ଏମ୍‌କେସିଜିରେ ଅଘଟଣ: ଲେବର୍‌ ରୁମ୍‌କୁ ଛାଡ଼ିବାକୁ ମନା କରିବାରୁ ଡାକ୍ତରଙ୍କ କାନ କାମୁଡ଼ି ଛିଡାଇଲେ ରୋଗୀଙ୍କ ସମ୍ପର୍କୀୟ

ବ୍ରହ୍ମପୁର ଅଫିସ, ୧୦।୫- ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲରେ ରବିବାର ଏକ ଅଘଟଣ ଘଟିଛି। ଜଣେ ରୋଗୀ ସମ୍ପର୍କୀୟ କାର୍ଯ୍ୟରତ ଡାକ୍ତରଙ୍କ କାନ କାମୁଡି ଛିଣ୍ଡାଇ ଦେଇଛନ୍ତି। ଏପରିକି ମେଡିକାଲରେ ଥିବା ଅନ୍ୟ କେତେକ ଡାକ୍ତରଙ୍କୁ ଆକ୍ରମଣ କରିବା ସହ…

ମେ’ ୨୪ ପର୍ଯ୍ୟନ୍ତ ବଢ଼ିଲା ଅକରପଦା କଣ୍ଟେନମେଣ୍ଟ ଜୋନ ଅବଧି

ଯାଜପୁର ଅଫିସ,୧୦।୫- କୋଭିଡ-୧୯ ଭୂତାଣୁ ସଂକ୍ରମଣକୁ ରୋକିବାକୁ ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ତାଙ୍କ ପତ୍ର ସଂଖ୍ୟା ୬୯୦/୯।୫।୨୦୨୦ରେ ଦଶରଥପୁର ବ୍ଲକ ଅକରପଦା କଣ୍ଟେନମେଣ୍ଟ ଜୋନକୁ ଆସନ୍ତା ୨୪ ତାରିଖ ରାତି ୮ଟା ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏଥିରେ କଟିକଟା,…

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ସୁରଟ ଫେରନ୍ତାଙ୍କ ମୃତ୍ୟୁ ଘଟଣା: କିଛି ଔଷଧ ଖାଉଥିବାରୁ ଲକ୍ଷଣ ଦେଖାଯାଉ ନ ଥିଲା

ଛତ୍ରପୁର,୧୦ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ବ୍ଲକ ଢୁଙ୍କାପଡ଼ା ପଞ୍ଚାୟତସ୍ଥିତ ଢୁଙ୍କାପଡ଼ା ନୋଡାଲ ଉଚ୍ଚ ବିଦ୍ୟାଳୟ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ସୁରଟ ଫେରନ୍ତାଙ୍କ ମୃତ୍ୟୁ ଘଟିଥିବା ରବିବାର ରାଜ୍ୟ ସ୍ବାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମଧ୍ୟାହ୍ନଭୋଜନ ଖାଉଥିବାବେଳେ ହଠାତ୍‌ ସେ…

କରୋନା ମୁକାବିଲା: ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବାଚସ୍ପତି, ମନ୍ତ୍ରୀ, ଏମ୍‌ପି, ବିଧାୟକଙ୍କ ସହ ଗଞ୍ଜାମ ଜିଲାପାଳଙ୍କ ଆଲୋଚନା

ଛତ୍ରପୁର,୧୦ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଫଳରେ ଏହା ପ୍ରଶାସନ ପାଇଁ ଚିନ୍ତାର କାରଣ ପାଲଟିଛି। ଏହି ପରିପ୍ରେକ୍ଷୀରେ କରୋନା ମୁକାବିଲା ନେଇ ରବିବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବାଚସ୍ପତି, ମନ୍ତ୍ରୀ, ଏମ୍‌ପି, ବିଧାୟକ, ବ୍ଲକ…

ତାଗିଦ କଲେ ଗଞ୍ଜାମ ଜିଲାପାଳ: କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ଯାଉଛନ୍ତି ପରିବାର ସଦସ୍ୟ, ଉଲ୍ଲଂଘନ ନେଇ ରୁଜୁ ହେବ ମାମଲା

ଛତ୍ରପୁର, ୧୦।୫(ଡି.ଏନ୍‌.ଏ.)- ବାରମ୍ବାର ଜ଼ିଲାପାଳଙ୍କ ତାଗିଦ୍‌ ସହ କାର୍ଯ୍ୟାନୁଷ୍ଠାନ ଚେତାବନୀ ପରେ ମଧ୍ୟ୍ୟ ଗଞ୍ଜାମ ଜିଲାର କେତେକ କ୍ୱାରାଣ୍ଟାଇନ୍‌ ସେଣ୍ଟରଗୁଡିକରେ ଥିବା ପ୍ରବାସୀଙ୍କୁ ଭେଟିବା ଲାଗି ପରିବାର ସଦସ୍ୟ ଯାଉଛନ୍ତି। ଉକ୍ତ ବ୍ୟକ୍ତିମାନଙ୍କ ବିରୋଧରେ ମାମଲା ରୁଜୁ ହେବ ବୋଲି ଜିଲାପାଳ…

ଜଙ୍ଗଲରୁ ବୃଦ୍ଧାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ସମ୍ପର୍କୀୟ ବୋହୂ ନିଖୋଜ

ବଡ଼ବିଲ,୧୦ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ବଳିତା ଗାଁ ନିକଟ ଜଙ୍ଗଲରୁ ଜଣେ ବୃଦ୍ଧାଙ୍କର ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଉଛନ୍ତି ଯୋଡ଼ା ଥାନା ଲହଣ୍ଡା ମୁଣ୍ଡା ସାହିର ୭୦ ବର୍ଷୀୟା ବୁଦୁନି ମୁଣ୍ଡା। ବୃଦ୍ଧାଙ୍କ ସାଙ୍ଗରେ ଯାଇଥିବା…

ଗଞ୍ଜାମରେ ଆଉ ୫ କୋଭିଡ୍‌ ହସ୍ପିଟାଲ: ଜିଲାପାଳ

ଛତ୍ରପୁର,୧୦ା୫(ଡି.ଏନ୍‌.ଏ.): ଗଞ୍ଜାମରେ ଆଉ ୫ଟି କୋଭିଡ୍‌ ହସ୍ପିଟାଲ ଖୋଲାଯିବ। ଏନେଇ ପ୍ରସ୍ତୁତି ସରିଥିବା ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ବର୍ତ୍ତମାନ ଜିଲାର ଶିତଳାପଲି ଠାରେ କୋଭିଡ୍‌ ହସ୍ପିଟାଲ ରହିଛି। ସେଠାରେ ୨୦୦ ଶଯ୍ୟା ରହିଛି।…

ବ୍ରହ୍ମପୁରକୁ ପୋଲିସ ଡିଜିଙ୍କ ଅଚାନକ ଗସ୍ତ: କୋଭିଡ-୧୯ ମୁକାବିଲା ଉପରେ ସମୀକ୍ଷା, ସଂଗରୋଧ କକ୍ଷ ବାହାରେ ସୁରକ୍ଷା କଡ଼ାକଡ଼ି ଉପରେ ଗୁରୁତ୍ୱାରୋପ

ବ୍ରହ୍ମପୁର ଅଫିସ,୧୦।୫- ସୁରଟ ଫେରନ୍ତାଙ୍କୁ ନେଇ ରାଜ୍ୟରେ ଗଞ୍ଜାମ ଜିଲାର ଚିତ୍ର ସମୂର୍ଣ୍ଣ ଭାବେ ବଦଳି ଯାଇଛି। ଲକ୍‌ଡାଉନ୍‌ କୋହଳ ହେବା ପରେ ଜିଲାରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାକୁ ଲାଗିଛି। ଜିଲାରେ ଗତ ୭ ଦିନ…

ଚାଲିଚାଲି ଘରକୁ ଫେରୁଛନ୍ତି ଲୋକେ, ରାସ୍ତାପାର୍ଶ୍ୱ ଗଛମୂଳ ପାଲଟିଛି ଆଶ୍ରୟସ୍ଥଳୀ

ଚୌଦ୍ୱାର,୧୦ା୫(ଡି.ଏନ୍‌.ଏ.): କରୋନା ପ୍ରଭାବରେ ପ୍ରଭାବିତ ହୋଇଛନ୍ତି ବିଭିନ୍ନ ରାଜ୍ୟରୁ ଆସୁଥିବା ଦିନ ମଜୁରିଆ ଏବଂ ତାଙ୍କ ପରିବାର। ସାରା ରାଜ୍ୟରେ ଚାଲିଥିବା ଲକ୍‌ଡାଉନ୍‌ ଯୋଗୁ ଜୀବିକା ହରାଇଛନ୍ତି ଲୋକେ। ଗାଡ଼ିମୋଟର ଚାଲୁ ନ ଥିବାରୁ ଗ୍ରାମ ଅଭିମୁଖେ ପାଦରେ ଚାଲି ଚାଲି…

ରେଡ୍‌ ଜୋନ୍‌ ଘୋଷଣା କ୍ଷମତା ବାହାରେ, ସରକାରଙ୍କ ନିର୍ଦ୍ଦେଶ ଯାଏ ପୂର୍ବବତ୍‌ ରହିବ ଅନୁଗୋଳ: ଜିଲାପାଳ

ଅନୁଗୋଳ ଅଫିସ,୧୦।୫: ଅନୁଗୋଳ ଜିଲାରେ ରବିବାର ସକାଳୁ ୧୩ ଜଣ କରୋନା ପଜିଟିଭ୍‌ ରୋଗୀ ଚିହ୍ନଟ ପରେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୧ ଜଣ ସୁରଟ ଫେରନ୍ତା, ଜଣେ ମହାରାଷ୍ଟ୍ର ଫେରନ୍ତା ଥିବା ବେଳେ…

୧୧ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୧୫ ପଜିଟିଭ୍‌ ଚିହ୍ନଟ: ଅଞ୍ଚଳବାସୀ ଭୟଭୀତ

ଭୋଗରାଇ,୧୦ା୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକରେ ରବିବାର ଏକା ଥରକେ ୧୧ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୧୫ ଜଣ କରୋନା ପଜିଟିଭ୍‌ ଚି଼ହ୍ନଟ ହୋଇଛନ୍ତି। ଏନେଇ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ଏହି ୧୫ ଜଣଙ୍କ ମଧ୍ୟରୁ ୧୧ ଜଣ କୋଲକାତା ଫେରନ୍ତା,…

ଏସ୍‌ସିବିରେ ଜାରି ରହିବ ଟେଲିମେଡିସିନ ସେବା

କଟକ ଅଫିସ,୧୦।୫: ଲକ୍‌ଡାଉନ ଶେଷ ହେବା ଯାଏ ଏସ୍‌ସିବିରେ ରୋଗୀମାନଙ୍କ ନିମନ୍ତେ ଜାରି ରହିବ ଟେଲିମେଡିସିନ ସେବା। ଏବେ ଏଠାକୁ ପହଞ୍ଚତ୍ ପାରୁ ନ ଥିବା ରୋଗୀମାନେ ନିଜ ଅଞ୍ଚଳରେ ଥାଇ ବି ନିର୍ବିଘ୍ନରେ ପାଇପାରିବେ ଡାକ୍ତରୀ ସେବା। କରୋନା ସଂକ୍ରମିତଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?