ଆମ ଜିଲା ଖବର

ଆବଦ୍ଧାଞ୍ଚଳରେ କଟକଣା ମାନୁନାହାନ୍ତି: ବାଡବସା ପାଇଁ ହାତାହାତି

ଖଇରା,୧୦।୫(ଡି.ଏନ.ଏ)-ବାଲେଶ୍ୱର ଜିଲା ଖଇରା ବ୍ଲକ କୁରୁଣ୍ଟା ପଞ୍ଚାୟତ ବାରିଙ୍ଗିଆ ଗ୍ରାମରୁ କରୋନା ପଜିଟିଭ ଚିହ୍ନଟ ହେବା ପରେ ବୁଧବାର ଠାରୁ ବାରିଙ୍ଗିଆ ସମେତ ତତ୍‌ ସଂଲଗ୍ନ ମହିଁସାମୁଣ୍ଟା, ଚକାପଦାକୁ ଆବଦ୍ଧାଞ୍ଚଳ ଭାବେ ଘୋଷଣା କରାଯାଇଛି। କିନ୍ତୁ ଏହାକୁ ଲୋକେ ମାନୁ ନାହାନ୍ତି।…

CORONAVIRUS UPDATE: ରାଜ୍ୟରେ ତୃତୀୟ କରୋନା ମୃତ୍ୟୁ

ଭୁବନେଶ୍ୱର,୧୦।୫:(ବ୍ୟୁରୋ)- ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩ରେ ପହଞ୍ଚିଛି। ମୃତକ ଜଣକ ଗଞ୍ଜାମ ଜିଲାର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା…

କାମ ନ ସରୁଣୁ ଧସୁଛି ପଥରବନ୍ଧ

ଜଳେଶ୍ୱର, ୧୦।୫(ସ୍ବ.ପ୍ର)-ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ମାକିଡିଆ ପଞ୍ଚାୟତଠାରେ ନିର୍ମାଣାଧୀନ ସୁବର୍ଣ୍ଣରେଖା ନଦୀର ପଥରବନ୍ଧ ଓ ସ୍ପର ନିର୍ମାଣ ନ ସରୁଣୁ ୩ଦିନରେ ୩ଟି ସ୍ଥାନରେ ଧସି ଯାଇଛି। ବର୍ଷାଋତୁ ଆସିବା ପୂର୍ବରୁ ପଥରବନ୍ଧର ଏପରି ଅବସ୍ଥା ନେଇ ଗ୍ରାମବାସୀଙ୍କ…

ବିଦେଶୀ ମଦ ବୋଝେଇ ବୋଲେରୋ ଜବତ: ୬ ଗିରଫ

ଶେରଗଡ,୯ା୫(ଡି.ଏନ୍‌.ଏ.)- ଶେରଗଡ ଚାରିଛକରେ ଶନିବାର ଭୋରରେ ବିଦେଶୀ ମଦ ବୋଝେଇ ବୋଲେରୋ (ନଂ.ଓଡି୦୭ଆର୍‌-୬୯୭୨)କୁ ଶେରଗଡ ପୋଲିସ ଏସଡିପିଓ ସୂର୍ଯ୍ୟମଣୀ ପ୍ରଧାନଙ୍କ ନେତୃତ୍ୱରେ ଜବତ କରାଯାଇଛି। ଏଥିରେ ଥିବା ୬ଜଣଙ୍କୁ ଗିରଫ କରି ନଂ.୪୮/୨୦ରେ ମାମଲା ରୁଜୁକରି କୋର୍ଟ ଚାଲାଣ କରାଯାଇଛି। ମଦ…

ଭିମ୍‌ସାରରେ ଘରୋଇ ଆମ୍ବୁଲାନ୍ସ ଉପରେ କଟକଣା

ସମ୍ବଲପୁର,୯ା୫(ବ୍ୟୁରୋ)-ସମ୍ବଲପୁର ବୁର୍ଲା ଭିମ୍‌ସାର ପରିସରରେ ଘରୋଇ ଆମ୍ବୁଲାନ୍ସଗୁଡିକ ପାର୍କିଂ କରିପାରିବେ ନାହିଁ। ମେଡିକାଲ କ୍ୟାମ୍ପସ ବାହାରେ ରହିବେ। ରୋଗୀ ବା ସେମାନଙ୍କ ସମ୍ପର୍କୀୟଙ୍କ ସହ ମୂଲଚାଲ କରି ପାରିବେ ନାହିଁ। ଦର ଧାର୍ଯ୍ୟ ପରେ ଆମ୍ବୁଲାନ୍ସ ରୋଗୀ କିମ୍ବା ମୃତଦେହ ନେବ।…

ଶ୍ରମିକଙ୍କ ପାଇଁ ପୁଣି ଡ୍ରାଇଭର ସାଜିଲେ ମନ୍ତ୍ରୀ ସୁଶାନ୍ତ ସିଂ

ସୋହେଲା,୯ା୫(ଡି.ଏନ.ଏ.): କିଛି ଦିନ ତଳେ ରାଜ୍ୟ ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ଶ୍ରମିକମାନଙ୍କ ପାଇଁ ନିଜେ ଡ୍ରାଇଭର ସାଜି ରାତିରେ ସୋନପୁର ନେଇ ଛାଡିଥିଲେ। ଶନିବାର ସାରେ ପୁଣି ଥରେ ସେ ପିକ୍‌ଅପ୍‌ ଭ୍ୟାନ ଚଳାଇ ଶ୍ରମିକମାନଙ୍କୁ…

ବିଲରେ ପଡି ଯୁବକଙ୍କ ପ୍ରାଣଗଲା, ଅଂଶୁଘାତ ସନ୍ଦେହ

ବାଲିଆପାଳ/ଲଙ୍ଗଳେଶ୍ୱର, ୯।୫(ସ୍ବ.ପ୍ର/ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଲଙ୍ଗଳେଶ୍ୱର ଗ୍ରାମର ନରୋତ୍ତମ ସାହୁ ନାମକ ଯୁବକ ଶନିବାର ମଧ୍ୟାହ୍ନ ସମୟରେ ବିଲରେ ପଡି ପ୍ରାଣ ହରାଇଛନ୍ତି। ସେ ଧାନ କାଟୁଥିବା ବେଳେ ହଠାତ୍‌ ତଳେ ପଡିଯାଇଥିଲେ। ଅନ୍ୟ ବିଲରେ କାର୍ଯ୍ୟ କରୁଥିବା କେତେଜଣ…

ପ୍ରବାସୀ ଶ୍ରମିକଙ୍କ ଦୁଃଖ: ଗଛ ତଳେ ଆଶ୍ରୟ ନେଲେ

ବରଗଡ଼ ଅଫିସ୍‌,୯।୫: କରୋନା (କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ ପାଇଁ ପ୍ରାୟ ଦେଢ଼ମାସ ହେଲା ଲକ୍‌ଡାଉନ କଟକଣା ଯୋଗୁ ଲୋକଙ୍କ ଜୀବନ ଜୀବିକା ଉଜୁଡ଼ି ଯାଇଛି। ଏଥିରେ ପ୍ରବାସୀ ଶ୍ରମିକଙ୍କ ଦୁଃଖ ବଢ଼ି ଯାଇଛି। ଶନିବାର ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରୁ ୧୩ ଜଣ…

ଛଟେଇ ଆରମ୍ଭ କଲେଣି ଠିକା ସଂସ୍ଥା

ଝାରସୁଗୁଡା ଅଫିସ,୯ା୫: ଝାରସୁଗୁଡାରେ ଏବେ ଠିକା ସଂସ୍ଥାଗୁଡିକ ଛଟେଇ ଆରମ୍ଭ କଲେଣି। ଫଳରେ ବାହାର ଅଞ୍ଚଳରୁ ଆସୁଥିବା ଶ୍ରମିକ ଏବେ ଘର ମୁହାଁ ହେଲେଣି। ଝାରସୁଗୁଡା ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଶନିବାର ଛଟେଇ ହୋଇଥିବା ଶ୍ରମିକ ଘରକୁ ଯିବା ପାଇଁ ବସ୍‌…

ଅସ୍ଥାୟୀ ଆଶ୍ରୟଗୃହରେ ଶ୍ରମିକଙ୍କ ଜୀବନ ଗଲା

ସୋନପୁର/ବିନିକା,୯।୫(ନି.ପ୍ର./ଡି.ଏନ୍‌.ଏ.):ଲକ୍‌ଡାଉନ୍‌ରେ ଫସି ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଅନ୍ତର୍ଗତ ସିଂଘିଯୁବା ୟୁପି ସ୍କୁଲ(ଅସ୍ଥାୟୀ ଆଶ୍ରୟ ସ୍ଥଳ)ରେ ରହୁଥିବା ପଶ୍ଚିମବଙ୍ଗର ଜଣେ ଶ୍ରମିକଙ୍କର ଶନିବାର ମୃତ୍ୟୁ ହୋଇଛି। ମୃତ ଶ୍ରମିକଙ୍କ ନାମ ବକୁଲ ସେଖ୍‌(୨୨)। ତାଙ୍କ ଘର ପଶ୍ଚିମବଙ୍ଗ ମୁର୍ଶିଦାବାଦ ଜିଲା ଲିମଟିଟା…

କାଳବୈଶାଖୀରେ ୭୪୪ ଘର ଭାଙ୍ଗିଛି

ମନମୁଣ୍ଡା,୯।୫ (ଡି.ଏନ.ଏ.)-ନିକଟରେ ହୋଇଥିବା କାଳବୈଶାଖୀରେ ବୌଦ୍ଧ ଜିଲାର ବିଭିନ୍ନ ଅଞ୍ଚଳରେ ୭୪୪ ଜଣଙ୍କ ଘର ଭାଙ୍ଗି ଯାଇଥିବା ପ୍ରାଥମିକ ତଦନ୍ତରୁ ଜଣା ପଡ଼ିଛି। ବିପନ୍ନ ଲୋକେ ଖୋଲା ଆକାଶ ତଳେ ପଡି ରହି ଅତି ଦୟନୀୟ ଭାବେ ଦିନ କାଟୁଛନ୍ତି। କଣ୍ଟାମାଳ…

ପୋଚ ନଷ୍ଟ କଲେ ଗାଁ ମହିଳା

ସମ୍ବଲପୁର,୯ା୫(ବ୍ୟୁରୋ): ସମ୍ବଲପୁର ଜିଲା ଧମା ଥାନା ଅଞ୍ଚଳରେ ମଦ କାରବାର ଦିନକୁ ଦିନ ବଢି ଚାଲିଛି । ସମ୍ବଲପୁର ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପାଖରେ ବାରମ୍ବାର ଅଭିଯୋଗ କଲା ପରେ ବି କୌଣସି ସୁଫଳ ମିଳିନାହିଁ। ଶନିବାର ପୂର୍ବାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?