କଲେଜ ଛାତ୍ରୀଙ୍କୁ ଅପହରଣ
ଭାପୁର,୧୫ା୧୨(ଡି.ଏନ୍.ଏ.): ଫତେଗଡ ଥାନା ଅଞ୍ଚଳର ଜଣେ ବିବାହିତ ଯୁବକ ଯୁକ୍ତ ୨ ଶ୍ରେଣୀରେ ପଢୁଥିବା ଛାତ୍ରୀଙ୍କୁ ଅପହରଣ କରିନେଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଫତେଗଡ଼ ଥାନା ଅଞ୍ଚଳର ନାବାଳିକା ଛାତ୍ରୀ ଭାପୁର ବ୍ଲକର ଏକ କଲେଜରେ ଯୁକ୍ତ...
ଜବରଦଖଲ ଉଚ୍ଛେଦ
ଦଶପଲ୍ଲା,୧୫ା୧୨(ଡି.ଏନ୍.ଏ.): ଦଶପଲ୍ଲା ରାଜଲକ୍ଷ୍ମୀ କଲୋନୀରେ ବହୁ ସରକାରୀ ଜାଗା ଜବରଦଖଲରେ ରହିଥିଲା। ଶନିବାର ଦଶପଲ୍ଲା ତହସିଲଦାର ପ୍ରମୋଦ କୁମାର ଦଳବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜବରଦଖଲ ଉଚ୍ଛେଦ ହୋଇଥିଲା। ପରେ ଉକ୍ତ ଜାଗା ତହସିଲ ଅଧୀନକୁ ଆସିଥିବା ଜଣାଯାଇଛି। ଘଟଣାସ୍ଥଳରେ...
ମୋବାଇଲ ଟର୍ଚ୍ଚରେ ରୋଗୀ ଦେଖିଲେ ଡାକ୍ତର: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ
ନୟାଗଡ଼ ଅଫିସ,୧୫ା୧୨: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଶୁକ୍ରବାର ସନ୍ଧ୍ୟାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଥିଲା। ବିଦ୍ୟୁତ୍ କଟିଯାଇଥିବା ବେଳେ ଜଣେ ଡାକ୍ତର ମୋବାଇଲ୍ ଟର୍ଚ୍ଚରେ ରୋଗୀମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ଜଣକ ପରେ ଜଣେ ୭ ଜଣ...
ସାନରକ୍ସିଠାରେ ସୁନ୍ଦରଗଡ ଖାଦାନ ମଜଦୁର ୟୁନିୟନର ଶ୍ରମିକ ସମାବେଶ: ଆଦିବାସୀଙ୍କ ମଧ୍ୟରେ ବିଭେଦ ସୃଷ୍ଟି କରା ନ ଯାଉ
ଲହୁଣୀପଡା,୧୫।୧୨(ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା କୋଇଡା ବ୍ଲକ ଅନ୍ତର୍ଗତ ସାନରକ୍ସିସ୍ଥିତ କୁଶଳ ତିର୍କୀ ମିନିଷ୍ଟାଡିୟମରେ ସିଆଇଟିୟୁ ଅନୁବନ୍ଧିତ ଶ୍ରମିକ ସଙ୍ଗଠନ ସୁନ୍ଦରଗଡ଼ ଖାଦାନ ମଜଦୁର ୟୁନିୟନର ଶନିବାର ଏକ ବିଶାଳ ଶ୍ରମିକ ସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ ପଟାସାହି, ରକ୍ସି,...
ବାଇକ୍ ଦୁର୍ଘଟଣାରେ ୨ ମୃତ
ଦେବଗଡ଼/ ବାରକୋଟ, ୧୫।୧୨ (ଡି.ଏନ.ଏ.)- ଦେବଗଡ଼ ଜିଲା ଦେବଗଡ଼ ସଦର ଥାନା ଅନ୍ତର୍ଗତ କଣ୍ଢଳ ଗ୍ରାମଠାରେ ୪୯ ନମ୍ବର ଜାତୀୟ ରାଜପଥ ଉପରେ ଶନିବାର ସନ୍ଧ୍ୟାରେ ବାଇକ ଦୁର୍ଘଟଣା ଘଟି ରମାକାନ୍ତ ରାଉତ (୨୩) ଏବଂ କନ୍ଦରପ ସାହୁ (୬୨)...
ଡକାୟତ ଯୋଜନା ବେଳେ ପୋଲିସ ଚଢ଼ାଉ : ୩ ପିଏଲ୍ଏଫ୍ଆଇ ସଦସ୍ୟ ଗିରଫ, ଖଣ୍ଡା,ପିସ୍ତଲ,ଗୁଳି ଓ ମୁଖା ଜବତ
ଦେବଗଡ,୧୫।୧୨(ଡି.ଏନ.ଏ.)-ଗୁରୁବାର ରାତିରେ ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଆମ୍ବଗାଁ ହାଇସ୍କୁଲର ପୁରୁଣା ଛାତ୍ରାବାସ ନିକଟରେ ସଶସ୍ତ୍ର ଡକାୟତି ପାଇଁ ଯୋଜନା କରୁଥିବାବେଳେ ବାରକୋଟ ଥାନା ପୋଲିସ ୩ଜଣ ପିଏଲଏଫ୍ଆଇ ସଦସ୍ୟଙ୍କୁ ଗିରଫ କରଛି ା ସେମାନେ ହେଲେ ଝାଡ଼ଖଣ୍ଡ...
ରେଲୱେ ଜାଗାରୁ ଜବରଦଖଲ ଉଚ୍ଛେଦ: ଜୀବିକା ହରାଇଲେ ୩୦ ବ୍ୟବସାୟୀ
ରୂପ୍ସା, ୧୪।୧୨(ଡି.ଏନ.ଏ.)-ଦକ୍ଷିଣ-ପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିଲା ରୂପ୍ସା ରେଳ ଜଙ୍କଶନଠାରେ ଥିବା ରେଲୱେ ଜାଗାରୁ ଶନିବାର ଜବରଦଖଲ ଉଚ୍ଛେଦ କରାଯାଇଛି। ଷ୍ଟେଶନ ସମ୍ମୁଖ ଏବଂ ଉତ୍ତର-କେବିନଠାରେ ଥିବା ୩୦ଜଣ ବ୍ୟବସାୟୀଙ୍କ ଦୋକାନ କେବିନ ଓ ଅସ୍ଥାୟୀ...
୨ ହୋଟେଲ ମ୍ୟାନେଜର ଗିରଫ: ତାଳସାରୀର ୨ ହୋଟେଲ ସିଲ୍
ଭୋଗରାଇ, ୧୪।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୀମାନ୍ତ ଜଳେଶ୍ୱର ଓ ଭୋଗରାଇ ଅଞ୍ଚଳରେ ହୋଟେଲ ଏବଂ ଲଜ୍ରେ ବେଧଡ଼କ ଦେହ ବ୍ୟବସାୟ ହେଉଥିବା ଭିଡ଼ିଓ ଭାଇରାଲ ଓ ଗଣମାଧ୍ୟମରେ ପ୍ରଚାର ହେବା ପରେ ପୋଲିସ ତପତ୍ର ହୋଇପଡ଼ିଛି। ଏସ୍ଡ଼ିପିଓ ଅଙ୍କିତା କୁମ୍ଭାରୀଙ୍କ ନେତୃତ୍ୱରେ...
ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ବରିଷ୍ଠ ସହାୟକ ପଦୋନ୍ନତି ମାମଲା: ଦରମା ହ୍ରାସ ବିଜ୍ଞପ୍ତି ହାଇକୋର୍ଟରେ ଅସିଦ୍ଧ
କଟକ ଅଫିସ,୧୪ା୧୨- ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ପଦୋନ୍ନତି ପାଇ କାର୍ଯ୍ୟ କରୁଥିବା ବରିଷ୍ଠ ସହାୟକଙ୍କ ଦରମା ହ୍ରାସ ସମ୍ପର୍କିତ ବିଜ୍ଞପ୍ତି ହାଇକୋର୍ଟରେ ଅସିଦ୍ଧ ହୋଇଛି। ଗଣେଶ ଚନ୍ଦ୍ର ବେହେରା ଏବଂ ରଜତ କୁମାର ପଟ୍ଟନାୟକଙ୍କ ପକ୍ଷରୁ ଆଗତ ଦୁଇଟି ପୃଥକ ମାମଲାର...
କନିଅରଫଳ ଖାଇ ମହିଳାଙ୍କ ଆତ୍ମହତ୍ୟା
କେନ୍ଦୁଝର,୧୪।୧୨ ( ସ୍ବ.ପ୍ର.)- କେନ୍ଦୁଝର ଜିଲା ଘଟଗାଁ ବ୍ଲକ ପଣ୍ତାପଡ଼ା ଥାନା ପଟିଲ ଗ୍ରାମର ସରସ୍ବତୀ ପଲେଇ(୪୫) ନାମ୍ନୀ ଜଣେ ମହିଳା କନିଅର ଫଳ ଖାଇବାରୁ ତାଙ୍କର ମୃତ୍ୟୁ ଘଟିଛି। ସେ କନିଅର ଫଳକୁ ଶିଳରେ ବାଟି ଖାଇଦେଇଥିଲେ। ତାଙ୍କର...
ମୋଦି, ଶାହଙ୍କ ଫଟୋଚିତ୍ର ପୋଡ଼ିଲା ଯୁବ ଓ ଛାତ୍ର କଂଗ୍ରେସ
ପୁରୀ ଅଫିସ, ୧୪ା୧୨: ପୁରୀ ଜିଲା ଯୁବ ଓ ଛାତ୍ର କଂଗ୍ରେସ ପକ୍ଷରୁ ଶନିବାର ଇନ୍ଦିରା ଭବନ ସମ୍ମୁଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟମନ୍ତ୍ରୀ ଅମିତ ଶାହ ଏବଂ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀଙ୍କ ଫଟୋଚିତ୍ର ପୋଡ଼ାଯାଇଛି। କଂଗ୍ରେସ ନେତା...
କୋଷ୍ଟାଲ ଟ୍ରେକିଂରେ ଅଲିଭ ରିଡ୍ଲେଙ୍କ ସୁରକ୍ଷା ବାର୍ତ୍ତା
ପୁରୀ ଅଫିସ, ୧୪ା୧୨: ଅଲିଭ ରିଡ୍ଲେ କଇଁଛଙ୍କ ସୁରକ୍ଷା ଏବଂ ଆଗାମୀ ପୀଢିଙ୍କୁ ପ୍ରକୃତି ସହ ଯୋଡ଼ିିବାର ବାର୍ତ୍ତା ନେଇ ଭୁବନେଶ୍ୱର ସାଇକ୍ଲିଂ ଆଣ୍ଡ୍ ଆଡଭେଞ୍ଚର କ୍ଲବ (ବିସିଏସି) ଏବଂ ବେୟାରଫୁଟ ପକ୍ଷରୁ ଶନିବାର ଅନୁଷ୍ଠିତ ହୋଇଛି ପୁରୀ-ଚିଲିକା କୋଷ୍ଟାଲ...
Archives


