ଆମ ଜିଲା ଖବର

କଫ ସିରପ କାରବାରରୁ ଅପହରଣ: ୧୧ ଅଭିଯୁକ୍ତଙ୍କୁ ଗିରଫ କଲା ବରଗଡ଼ ପୋଲିସ

ବରଗଡ଼ ଅଫିସ, ୧୪।୧୨: ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରୁ କଫ ସିରପ୍‌ କାରବାରରୁ ଉପୁଜିଥିବା ବିବାଦରୁ ୩ଜଣଙ୍କୁ ଅପହରଣ ଓ ମୁଣ୍ଡଜାମିନ ରଖି ଟଙ୍କା ଦାବି କରିବା ଅଭିଯୋଗରେ ପୋଲିସ ୧୧ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ,...

ଅନୁଗୋଳ ଗସ୍ତରେ ମନ୍ତ୍ରୀ ଟୁକୁନି ସାହୁ, ବିଭିନ୍ନ କାର୍ଯ୍ୟର କଲେ ସମୀକ୍ଷା

ଅନୁଗୋଳ ଅଫିସ,୧୪।୧୨: ଅନୁଗୋଳ ଗସ୍ତରେ ମହିଳା ଓ ଶିଶୁ କଲ୍ୟାଣ ଏବଂ ମିିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ। ଏହି ଅବସରରେ ସେ ଅନୁଗୋଳ ସର୍କିଟ ହାଉସ୍‌ରେ ଶନିବାର ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏହା ପୂର୍ବରୁ ସେ ସହର...

ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର

କୋକସରା,୧୪।୧୨: କଳାହାଣ୍ଡି ଜିଲା କୋକସରା ବ୍ଲକର ଜଣେ ବିବାହିତ ବ୍ୟକ୍ତିଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ବଡ଼ପଡ଼ାର ରାଜମିସ୍ତ୍ରୀ ରାମଚନ୍ଦ୍ର ବାଗ। ପାରିବାରିକ କଳହକୁ ନେଇ ରାମଚନ୍ଦ୍ର ଶୁକ୍ରବାର ରାତିରେ ବେକରେ ରଶି ଲଗାଇ ଘର...

ସୂଚନା ଅଧିକାରୀ କର୍ମୀ ଅଭିମନ୍ୟୁ ହତ୍ୟା ଘଟଣା: ଦୋଷୀଙ୍କୁ ଗିରଫ ଦାବିରେ ରାସ୍ତା ଅବରୋଧ

ବାଲିଗୁଡ଼ା,୧୪।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ପାତ୍ରସାହି ନିକଟରେ ଗତ ୧୦ ତାରିଖରେ ସୂଚନା ଅଧିକାରୀ କର୍ମୀ ଅଭିମନ୍ୟୁପଣ୍ଡାଙ୍କୁ ଦୁଇ ଦୁର୍ବୃତ୍ତ ଘରୁଡାକି ଗୁଳି କରି ହତ୍ୟା କରିଥିଲେ। ତେବେ ଗୁଳିକାଣ୍ଡ ଓ ହତ୍ୟା ଘଟଣାକୁ ଚାରିଦିନ ବିତିଯାଇଥିଲେ ସୁଦ୍ଧା ପୋଲିସ...

ସେମିଷ୍ଟାର ପରୀକ୍ଷା ଘୁଞ୍ଚାଇବା ନେଇ ଗେଟ୍‌ରେ ତାଲା ପକାଇଲେ ଛାତ୍ରୀ

କେନ୍ଦୁଝର,୧୪।୧୨(ସ୍ବ.ପ୍ର.): ସ୍ଥାନୀୟ ସରକାରୀ ମହିଳା ମହାବିଦ୍ୟାଳୟରେ ସେମିଷ୍ଟାର ପରୀକ୍ଷା ଘୁଞ୍ଚାଇବା ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଶନିବାର ଛାତ୍ରୀମାନେ ଗେଟ୍‌ରେ ତାଲା ପକାଇ ବିରୋଧ କରିଛନ୍ତି। ମହାବିଦ୍ୟାଳୟ କର୍ତ୍ତୃପକ୍ଷ ବୁଝାସୁଝା କରି ତାଲା ଖୋଲି ଦେଇଥିଲେ। ମହାବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ସହିତ...

ବିଲରେ ପଡ଼ି ରହିଛି ନାବାଳିକାଙ୍କ ମୃତଦେହ, ଗଣବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ପରିବାର

ନବରଙ୍ଗପୁର,୧୪।୧୨(ବି.ପ୍ର.): ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ ବି.ଗୁମଣ୍ଡଳୀ ଗ୍ରାମରେ ଶନିବାର ଜଣେ ନାବାଳିକାଙ୍କ କ୍ଷତାକ୍ତ ମୃତଦେହ ପଡ଼ି ରହିଛି। ଯୁବତୀଙ୍କୁ ଗଣବଳାତ୍କାର କରାଯାଇ ହତ୍ୟା କରାଯାଇଥିବା ଗ୍ରାମବାସୀ ଓ ପରିବାରଲୋକେ ଅଭିଯୋଗ କରିଛନ୍ତି। ଅଭିଯୁକ୍ତଙ୍କୁ ଚିହ୍ନଟ ସହ ଗିରଫ କରା...

ପାରାଦୀପ ଗଡ଼ରେ ଅଗ୍ନିକାଣ୍ଡ, ୩ ଦୋକାନ ଜଳିଗଲା

ପାରାଦୀପ,୧୪।୧୨(ସ୍ବ.ପ୍ର.): ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ ଗ୍ରାମର ଗେଟ୍‌ବଜାରରେ ଶନିବାର ଅଗ୍ନିକାଣ୍ଡ ଘଟି ୩ ଦୋକାନଘର ପାଉଁଶ ହୋଇଯାଇଛି। ଏଥିରେ କେହି ମୃତାହତ ହୋଇ ନ ଥିଲେ ହେଁ ପ୍ରାୟ ୭ଲକ୍ଷରୁ ଅଧିକ ଟଙ୍କାର ଆସବାବପତ୍ର ଏବଂ ଦୋକାନ...

ଅଟୋ ଓଲଟି ବୃଦ୍ଧାଙ୍କ ଜୀବନ ଗଲା

ରାୟଗଡ଼ା ଅଫିସ,୧୪।୧୨: ରାୟଗଡ଼ା ଜିଲା ସେସକାଲ ଥାନା ଅଧିନସ୍ଥ ଗ୍ରାମର ବାଇସିଂ ଘାଟିରେ ଏକ ଓଟୋ ଓଲଟି ଜଣେ ବୃଦ୍ଧାଙ୍କ ଜୀବନ ଚାଲିଯାଇଛି। ସୂଚନାଯୋଗ୍ୟ, କାଶୀପୁର ବ୍ଲକର ଉପରକମ୍ପର ଗ୍ରାମର ମଙ୍ଗଳା ଖୋସଲା (୬୦) ଏବଂ ତାଙ୍କ ସମ୍ପର୍କୀୟମାନେ ଶୁକ୍ରବାର...

ଶିକ୍ଷକ ଡେପୁଟେଶନକୁ ନେଇ ଅସନ୍ତୋଷ: ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣା

ଭଣ୍ଡାରିପୋଖରୀ,୧୪।୧୨(ଡି.ଏନ୍‌.ଏ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଜଗନ୍ନାଥପ୍ରସଦ ନୋଡାଲ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ପ୍ରତାପ କୁମାର ମହାଳିକଙ୍କୁ ଡେପୁଟେଶନ୍‌ରେ ବିଇଓ କୋରକରା ପଣସା ବିଦ୍ୟାଳୟକୁ ପଠାଇଛନ୍ତି। ଏହାର ପ୍ରତିବାଦରେ ଶନିବାର ବିଦ୍ୟାଳୟର ଛାତ୍ରୀଛାତ୍ର,ଅଭିଭାବକ,ଏସ୍‌ଏମ୍‌ସି ସଦସ୍ୟ ବିଦ୍ୟାଳୟ ଫାଟକରେ ତାଲା ପକାଇ...

ଜଳିଗଲା ୩ ଦୋକାନ: ଦୁର୍ବୃତ୍ତ ନିଆଁ ଲଗାଇଥିବା ଅଭିଯୋଗ

ଭଦ୍ରକ ଅଫିସ,୧୪।୧୨: ଭଦ୍ରକ ଜିଲା ଧାମନଗର ବ୍ଲକ ଦୋବଲ ବଜାରରେ ଶୁକ୍ରବାର ବିଳମ୍ବିତ ରାତିରେ ୩ ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୫ ଲକ୍ଷ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଥିବା ଜଣାପଡ଼ିଛି। ବଜାରରେ ଥିବା ଭାଗୀରଥି ଦାସଙ୍କ ଗ୍ରୋସରି,...

ଆମପାଣି ଘାଟି ତଳୁ ଦୁର୍ଘଟଣାଗ୍ରସ୍ତ ମକା ବୋଝେଇ ଟ୍ରକ୍‌ ଠାବ: ଡ୍ରାଇଭର ମୃତ, ଉଦ୍ଧାର କାର୍ଯ୍ୟ ଜାରି

କୋକସରା,୧୪।୧୨(ଡି.ଏନ୍‌.ଏ.): କଳାହାଣ୍ଡି-ନବରଙ୍ଗପୁର ସୀମାନ୍ତ ଆମପାଣି ଘାଟି ତଳୁ ଦୁର୍ଘଟଣାଗ୍ରସ୍ତ ଏକ ମକା ବୋଝେଇ ଟ୍ରକ୍‌କୁ ଶନିବାର ଠାବ କରାଯାଇ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଗତ ୫ ତାରିଖ ରାତିରେ ଟ୍ରକ୍‌ଟି ଉମରକୋଟରୁ କଟକ ଯାଉଥିବା ବେଳେ ଘାଟିର ଏକ...

ବାଇକ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ, ଜଣେ ଗୁରୁତର; କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ବୌଦ୍ଧ,୧୪।୧୨(ସ୍ବ.ପ୍ର.): ବୌଦ୍ଧ ସହରର ବ୍ରିଜ୍‌ ଛକ ନିକଟରେ ଶନିବାର ସକାଳେ ବାଇକ୍‌ ସହ ଏକ ଟ୍ରକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ଟୁଟୁସିଙ୍ଗା ଗ୍ରାମର ମହେଶ ପ୍ରଧାନ(୧୮)।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri