ମୁହାଁମୁହିଁ ଧକ୍କା ହୋଇ ଜଳିଗଲା ଗ୍ୟାସ୍ ଟ୍ୟାଙ୍କର-କୋଇଲା ବୋଝେଇ ଟ୍ରକ୍: ୨ ଡ୍ରାଇଭର ଜୀବନ୍ତ ଦଗ୍ଧ
ସମ୍ବଲପୁର,୧୪।୧୨(ବ୍ୟୁରୋ): ସମ୍ବଲପୁର-ଅନୁଗୋଳ ଜାତୀୟ ରାଜପଥ ୫୫ନଂ. ଯୁଯୁମୁରା ଥାନା ଛକ ନିକଟରେ ଶନିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଏଲ୍ପିଜି ଗ୍ୟାସ୍ ଟ୍ୟାଙ୍କର (ଓଡି ୫ ଏଚ୍- ୧୦୯୯) ସମ୍ବଲପୁରରୁ କଟକ ଆଡ଼କୁ ଯାଉଥିବା...
ପ୍ରକୃତିପ୍ରେମୀ ମହାବୀର ବାବାଙ୍କ ପରଲୋକ
ବୋଲଗଡ,୧୪ା୧୨(ଡି.ଏନ.ଏ.): ବୋଲଗଡ ବ୍ଲକ ଜଖଲା ପାହାଡ ଉପରେ ଥିବା ମହାବୀର ମନ୍ଦିରର ପ୍ରତିଷ୍ଠାତା ବାବା ରାମନାରାୟଣ ଦାସ ମହାରାଜ (୬୦)ଙ୍କର ଶୁକ୍ରବାର ପରଲୋକ ହୋଇଛି । ସେ ମହାବୀର ବାବା ନାମରେ ସ୍ଥାନୀୟ ଅଞ୍ଚଳରେ ପରିଚିତ ଥିଲେ । ତାଙ୍କ...
ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର
ଭଦ୍ରକ ଅଫିସ,୧୪।୧୨: ଭଦ୍ରକ ସହରାଞ୍ଚଳ ପୋଲିସ କଦମ୍ବବେଡ଼ା ଛକଠାରେ ଥିବା ଏକ ସେଲୁନ୍ରୁ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଶନିବାର ଉଦ୍ଧାର କରିଛି। ମୃତକ ଜଣକ ହେଲେ ସେଲୁନ୍ ମାଲିକ ସୁରେଶ ବାରିକ। ତେବେ ପାରିବାରିକ ସମସ୍ୟାରୁ ସୁରେଶ...
ପୋଖରୀରୁ ଅଚିହ୍ନା ଯୁବତୀଙ୍କ ମୃତଦେହ ଉଦ୍ଧାର
ଭଦ୍ରକ ଅଫିସ,୧୪।୧୨: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ରାନ୍ଦିଆ ଫିସେରିବନ୍ଧ ପୋଖରୀରୁ ଜଣେ ଅଚିହ୍ନା ଯୁବତୀଙ୍କ ମୃତଦେହ ଶନିବାର ଉଦ୍ଧାର କରାଯାଇଛି। ସକାଳେ ପୋଖରୀରେ ମୃତଦେହ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଜଣାଇଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି...
ଦୁଇ ଗାଁକୁ ପାନୀୟ ଜଳ ଯୋଗାଣ ବନ୍ଦ: ୫-ଟିରେ ଅଭିଯୋଗ ପରେ ମିଳୁନି ସୁଫଳ
ବେଗୁନିଆ,୧୪ା୧୨(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ବଡବେରଣା ପଞ୍ଚାୟତର ୨ଟି ଗଁ।ର ୪ ହଜାର ଲୋକ ପାନୀୟ ଜଳ ଯୋଗାଣ ବନ୍ଦ ରହିଥିବାରୁ ଲୋକେ ଜଳକଷ୍ଟ ଭୋଗୁଛନ୍ତି। ୬୭ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ୨ ପାନୀୟ ଜଳ ପ୍ରକଳ୍ପ...
ଏନ୍ଟିପିସି ରେଳ ଲାଇନ୍ରୁ ମୃତଦେହ ଉଦ୍ଧାର: କୋଇଲା ପରିବହନ ବନ୍ଦ
ତାଳଚେର,୧୪।୧୨(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ବ୍ଲକ ଗୁରୁଜାଙ୍ଗ ଗ୍ରାମ ନିକଟ ଏନ୍ଟିପିସି ରେଳ ଲାଇନ୍ରୁ ଜଣେ ମହିଳାଙ୍କ ମୃତଦେହ ଶନିବାର ଉଦ୍ଧାର କରାଯାଇଛି। ମହିଳା ଜଣକ ଗୁରୁଜାଙ୍ଗର ମମତା ଦେହୁରୀ (୨୭)ବୋଲି ଜଣାପଡ଼ିଛି। ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଥିବା...
ମହାପ୍ରଭୁଙ୍କ ପହିଲି ଭୋଗ ନୀତି ଚୂଡ଼ାନ୍ତ
ପୁରୀ ଅଫିସ, ୧୪ା୧୨: ଆସନ୍ତା ୧୬ ତାରିଖ ରବିବାର ପବିତ୍ର ଧନୁ ସଂକ୍ରାନ୍ତି। ଶ୍ରୀମନ୍ଦିରରେ ଆରମ୍ଭ ହେବ ମହାପ୍ରଭୁଙ୍କ ପହିଲି ଭୋଗ ନୀତି। ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ ପ୍ରତ୍ୟହ ଏହି ନୀତି ଚାଲିବ। ଶୁକ୍ରବାର ଅନୁଷ୍ଠିତ ନୀତି ସବ୍...
ସାବରମତି ରିଭରଫ୍ରଣ୍ଟ ଢାଞ୍ଚାରେ ହେବ ମହାନଦୀ ପଠାର ବିକାଶ
କଟକ ଅଫିସ, ୧୪ା୧୨: କଟକରେ ଦେଖିବାକୁ ମିଳିବ ଗୁଜରାଟର ସାବରମତି ରିଭରଫ୍ରଣ୍ଟ ଭଳି ପ୍ରକଳ୍ପ। ବାଲିଯାତ୍ରା ତଳପଡ଼ିଆରୁ ଯୋବ୍ରା ନୌବାଣିଜ୍ୟ ସଂଗ୍ରହାଳୟ ସାମ୍ନା ପର୍ଯ୍ୟନ୍ତ ମହାନଦୀ ପଠାର ୪୦୦ ଏକର ପରିମିତ ଜାଗାକୁ ଚିହ୍ନଟ କରାଯାଇଛି। ଏଠାରେ ସ୍ପୋଟର୍ସ କମ୍ପ୍ଲେକ୍ସ,...
ୱାଇ ଫର୍ମରେ ବାଲି ଜାଲିଆତି
କଟକ ଅଫିସ, ୧୪ା୧୨: କଟକ ଜିଲାର ବିଭିନ୍ନ ନଦୀରୁ ବାଲି ଚୋରାଚାଲାଣ ହେଉଛି। ଏହି ଚୋରାଚାଲାଣ କାର୍ଯ୍ୟରେ ନେତାଙ୍କଠାରୁ ଆରମ୍ଭ କରି ପ୍ରଶାସକ ଓ ଗ୍ୟାଙ୍ଗଷ୍ଟରଙ୍କ ସମ୍ପୃକ୍ତି ରହୁଛି। ତେଣୁ ଏଥିରେ କେହି ବି ହସ୍ତକ୍ଷେପ କରିବାକୁ ସାହସ କରୁନାହାନ୍ତି।...
ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଉଚ୍ଛେଦ ପ୍ରସଙ୍ଗ: ୧୭ ମଠ ମହନ୍ତଙ୍କୁ ଦେବୋତ୍ତର କମିଶନରଙ୍କ ନୋଟିସ
ପୁରୀ ଅଫିସ, ୧୪ା୧୨: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଥିବା ୧୭ଟି ମଠ ମହନ୍ତଙ୍କୁ ଦେବୋତ୍ତର କମିଶନର ନୋଟିସ କରିଛନ୍ତି। ମଠଗୁଡ଼ିକର ଉଚ୍ଛେଦ ସଂକ୍ରାନ୍ତରେ ପୁରୀ ଜିଲାପାଳଙ୍କ ଚିଠିକୁ ଆଧାର କରି କମିଶନର ଏହି ନୋଟିସ କରିଥିବା ଜଣାପଡିଛି। ଏଥିରେ ମହନ୍ତମାନଙ୍କ...
ଟ୍ରାଫିକ ଅବ୍ୟବସ୍ଥା ନେଇ ହାଇକୋର୍ଟଙ୍କ ଶୁଣାଣି: ଡିସିପିଙ୍କ ଅଧ୍ୟକ୍ଷତାରେ ଗଠନ ହେବ କମିଟି
କଟକ ଅଫିସ,୧୪ା୧୨: ବାଦାମବାଡିରୁ ଲିଙ୍କରୋଡ ପର୍ଯ୍ୟନ୍ତ ଟ୍ରାଫିକ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ପରିସ୍ଥିତିରେ ସୁଧାର ଆଣିବା ପାଇଁ ଏକ କମିଟି ଗଠନ କରାଯିବ। ଏଥିରେ କଟକ ଡିସିପି ଅଧ୍ୟକ୍ଷ ରହିବେ। ସ୍ଥାୟୀ ସମାଧାନ ପାଇଁ ବାଦାମବାଡ଼ିରୁ ଲିଙ୍କରୋଡ ମଧ୍ୟରେ ଫୁଟ୍...
ସ୍ମାର୍ଟ ଫୋନ୍ର ମାୟା: ପ୍ରଭାବିତ ହେଉଛି ପିଲାଙ୍କ ଶାରୀରିକ, ମାନସିକ ସ୍ବାସ୍ଥ୍ୟ
କଟକ ଅଫିସ,୧୪ା୧୨: ସ୍ମାର୍ଟ ଫୋନରେ କାର୍ଟୁନ୍, ଗୀତ, ଭିଡିଓ ଗେମ୍ ସହିତ ଟିକ୍ଟକ୍ ମାୟାରେ ପିଲାଠୁ ବୟସ୍କଙ୍କ ପର୍ଯ୍ୟନ୍ତ ବାୟା। ଏପରି କି ପିଲା ଅଝଟ କଲେ ମା’ ବାପାମାନେ ସ୍ମାର୍ଟ ଫୋନ ଧରାଇ ଦେଇ ଶାନ୍ତ କରୁଛନ୍ତି। କିନ୍ତୁ...
Archives


