ଆମ ଜିଲା ଖବର

ସାବରମତି ରିଭରଫ୍ରଣ୍ଟ ଢାଞ୍ଚାରେ ହେବ ମହାନଦୀ ପଠାର ବିକାଶ

କଟକ ଅଫିସ, ୧୪ା୧୨: କଟକରେ ଦେଖିବାକୁ ମିଳିବ ଗୁଜରାଟର ସାବରମତି ରିଭରଫ୍ରଣ୍ଟ ଭଳି ପ୍ରକଳ୍ପ। ବାଲିଯାତ୍ରା ତଳପଡ଼ିଆରୁ ଯୋବ୍ରା ନୌବାଣିଜ୍ୟ ସଂଗ୍ରହାଳୟ ସାମ୍ନା ପର୍ଯ୍ୟନ୍ତ ମହାନଦୀ ପଠାର ୪୦୦ ଏକର ପରିମିତ ଜାଗାକୁ ଚିହ୍ନଟ କରାଯାଇଛି। ଏଠାରେ ସ୍ପୋଟର୍‌ସ କମ୍ପ୍ଲେକ୍ସ,...

ୱାଇ ଫର୍ମରେ ବାଲି ଜାଲିଆତି

କଟକ ଅଫିସ, ୧୪ା୧୨: କଟକ ଜିଲାର ବିଭିନ୍ନ ନଦୀରୁ ବାଲି ଚୋରାଚାଲାଣ ହେଉଛି। ଏହି ଚୋରାଚାଲାଣ କାର୍ଯ୍ୟରେ ନେତାଙ୍କଠାରୁ ଆରମ୍ଭ କରି ପ୍ରଶାସକ ଓ ଗ୍ୟାଙ୍ଗଷ୍ଟରଙ୍କ ସମ୍ପୃକ୍ତି ରହୁଛି। ତେଣୁ ଏଥିରେ କେହି ବି ହସ୍ତକ୍ଷେପ କରିବାକୁ ସାହସ କରୁନାହାନ୍ତି।...

ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଉଚ୍ଛେଦ ପ୍ରସଙ୍ଗ: ୧୭ ମଠ ମହନ୍ତଙ୍କୁ ଦେବୋତ୍ତର କମିଶନରଙ୍କ ନୋଟିସ

ପୁରୀ ଅଫିସ, ୧୪ା୧୨: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଥିବା ୧୭ଟି ମଠ ମହନ୍ତଙ୍କୁ ଦେବୋତ୍ତର କମିଶନର ନୋଟିସ କରିଛନ୍ତି। ମଠଗୁଡ଼ିକର ଉଚ୍ଛେଦ ସଂକ୍ରାନ୍ତରେ ପୁରୀ ଜିଲାପାଳଙ୍କ ଚିଠିକୁ ଆଧାର କରି କମିଶନର ଏହି ନୋଟିସ କରିଥିବା ଜଣାପଡିଛି। ଏଥିରେ ମହନ୍ତମାନଙ୍କ...

ଟ୍ରାଫିକ ଅବ୍ୟବସ୍ଥା ନେଇ ହାଇକୋର୍ଟଙ୍କ ଶୁଣାଣି: ଡିସିପିଙ୍କ ଅଧ୍ୟକ୍ଷତାରେ ଗଠନ ହେବ କମିଟି

କଟକ ଅଫିସ,୧୪ା୧୨: ବାଦାମବାଡିରୁ ଲିଙ୍କରୋଡ ପର୍ଯ୍ୟନ୍ତ ଟ୍ରାଫିକ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ପରିସ୍ଥିତିରେ ସୁଧାର ଆଣିବା ପାଇଁ ଏକ କମିଟି ଗଠନ କରାଯିବ। ଏଥିରେ କଟକ ଡିସିପି ଅଧ୍ୟକ୍ଷ ରହିବେ। ସ୍ଥାୟୀ ସମାଧାନ ପାଇଁ ବାଦାମବାଡ଼ିରୁ ଲିଙ୍କରୋଡ ମଧ୍ୟରେ ଫୁଟ୍‌...

ସ୍ମାର୍ଟ ଫୋନ୍‌ର ମାୟା: ପ୍ରଭାବିତ ହେଉଛି ପିଲାଙ୍କ ଶାରୀରିକ, ମାନସିକ ସ୍ବାସ୍ଥ୍ୟ

କଟକ ଅଫିସ,୧୪ା୧୨: ସ୍ମାର୍ଟ ଫୋନରେ କାର୍ଟୁନ୍‌, ଗୀତ, ଭିଡିଓ ଗେମ୍‌ ସହିତ ଟିକ୍‌ଟକ୍‌ ମାୟାରେ ପିଲାଠୁ ବୟସ୍କଙ୍କ ପର୍ଯ୍ୟନ୍ତ ବାୟା। ଏପରି କି ପିଲା ଅଝଟ କଲେ ମା’ ବାପାମାନେ ସ୍ମାର୍ଟ ଫୋନ ଧରାଇ ଦେଇ ଶାନ୍ତ କରୁଛନ୍ତି। କିନ୍ତୁ...

ନଗଡ଼ା ହେବ ଇକୋ ଟ୍ୟୁରିଜମ: ଶକ୍ତିମନ୍ତ୍ରୀ

କାଳିଆପାଣି,୧୪ା୧୨(ଡି.ଏନ.ଏ.): ବହୁ ଚର୍ଚ୍ଚିତ ନଗଡାକୁ ଇକୋ ଟ୍ୟୁରିଜମ ବା ପରିବେଶ ପର୍ଯ୍ୟଟନଭାବେ ପରିଣତ କରିବାକୁ ଶକ୍ତିମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ଘୋଷଣା କରିଛନ୍ତି। ଶୁକ୍ରବାର ମନ୍ତ୍ରୀ ମିଶ୍ର ନଗଡା ଗସ୍ତ କରି ବିଭିନ୍ନ ଯୋଜନା ଉପରେ ସମୀକ୍ଷା କରିଥିଲେ। ଏହାବାଦ...

ସେବା ଆଳରେ ଶୋଷଣ

ଶିଶୁ ଅଧିକାର ଆଇନକୁ କଡ଼ାକଡ଼ି କରାଯାଇଛି। ଶିଶୁମାନଙ୍କ ସୁରକ୍ଷା ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି। ମାତ୍ର ସୁନ୍ଦରଗଡ଼ ଜିଲାରେ ବିଭିନ୍ନ ସାମାଜିକ ଅନୁଷ୍ଠାନ ସହାୟତାରେ ପରିଚାଳିତ ହେଉଥିବା ଅଧିକାଂଶ ଶିଶୁଯତ୍ନ ଅନୁଷ୍ଠାନରେ ଶିଶୁମାନେ ଅସୁରକ୍ଷିତ ରହୁଥିବା ଅଭିଯୋଗ ହୋଇଛି। ଜିଲାରେ...

ସାରଥି ଆଶ୍ରମକୁ ଇଡି ନୋଟିସ

ଡେରାବିଶ, ୧୩ା୧୨ (ସ୍ବ.ପ୍ର.): କେନ୍ଦ୍ରାପଡା ଜିଲା ଡେରାବିଶ ବ୍ଲକ ବାରିମୂଳ ସାରଥି ଆଶ୍ରମ ପରିସରରେ ଦ୍ୱିତୀୟ ଥର ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଏନ୍‌ଫୋର୍ସମେଣ୍ଟ ଡିରେକ୍ଟୋରେଟ୍‌) ପକ୍ଷରୁ ଶୁକ୍ରବାର ନୋଟିସ ଲଗାଯାଇଛି। ଜୁଲାଇ ୨୭ରେ ଏହି ଆଶ୍ରମ ସମ୍ମୁଖରେ ଏକ ନୋଟିସ...

ଭିନ୍ନ ନିଶା କବଳରେ ଯୁବଗୋଷ୍ଠୀ: କଫ୍‌ସିରପ, ଅଠାକୁ କରୁଛନ୍ତି ନିଶା

ଅନୁଗୋଳ ଅଫିସ, ୧୪।୧୨ – ସାଧାରଣତଃ ନିଶା ସେବନ କଥା କହିଲେ ଅନେକେ ମଦ୍ୟପାନକୁ ବୁଝିଥାନ୍ତି। ହେଲେ ଏବର ଯୁବପିଢ଼ି କେବଳ ମଦ୍ୟପାନକୁ ନିଶା କରିନାହାନ୍ତି, ସେମାନେ ଅପେକ୍ଷାକୃତ ଶସ୍ତା ଓ ସହଜରେ ମାର୍କେଟରେ ମିଳୁଥିବା କଫ୍‌ସିରପ ଏବଂ ଏକପ୍ରକାର...

ମାଟିରେ ମିଶିଯିବ ମହତ ଉଦ୍ଦେଶ୍ୟ: ଜରାଜୀର୍ଣ୍ଣ ହେଉଛି ପ୍ରଜାମଣ୍ଡଳ ଭବନ

ତାଳଚେର,୧୪ା୧୨ (ମନୋଜ ନନ୍ଦ) – ପ୍ରଜାମଣ୍ଡଳ ଆନ୍ଦୋଳନ ଓ ସ୍ବାଧୀନତା ସଂଗ୍ରାମୀଙ୍କ ସ୍ମୃତି ଉଦ୍ଦେଶ୍ୟରେ ମାତ୍ର ୧୫ ବର୍ଷ ତଳେ ଉଦ୍‌ଘାଟିତ ତାଳଚେର ହାଟତୋଟାସ୍ଥିତ ପ୍ରଜାମଣ୍ଡଳ ଭବନ ଜରାଜୀର୍ଣ୍ଣ ହେବାରେ ଲାଗିଛି। ଉଦ୍‌ଘାଟନ ପରଠାରୁ ଏହାକୁ ପୌର ସଂସ୍ଥାକୁ ହସ୍ତାନ୍ତର...

ସଡ଼କ ଦୁର୍ଘଟଣାରେ ୨ମୃତ: ଆହତଙ୍କୁ ବଞ୍ଚାଇବାକୁ ଯାଇ ଯୁବକଙ୍କ ପ୍ରାଣ ଗଲା

ଧର୍ମଶାଳା/ଜେନାପୁର,୧୪ା୧୨(ଡି.ଏନ୍‌.ଏ.): ମୃତ୍ୟୁ ଏମିତି ବି ଆସେ। ଦୁର୍ଘଟଣାର ଶିକାର ହୋଇ ମୃତ୍ୟୁ ସହ ସଂଗ୍ରାମ କରୁଥିବା ଜଣେ ଯୁବକଙ୍କୁ ବଞ୍ଚାଇବାକୁ ଉଦ୍ୟମ କରୁଥିବା ଆଉ ଜଣେ ଯୁବକ ଏକ ଟ୍ରକ୍‌ ଧକ୍କାରେ ମୃତ୍ୟୁବରଣ କରିଛନ୍ତି। ଯାଜପୁର ଜିଲା ଧର୍ମଶାଳା ବ୍ଲକ...

ମୁଖ୍ୟ ଚିକିତ୍ସାଳୟରେ ଥାଲାସେମିଆ ରୋଗୀଙ୍କୁ ଅଣଦେଖା: ମିଳୁନି ଔଷଧ, ପ୍ରଦାନ କରାଯାଉନି ଭତ୍ତା

ଅନୁଗୋଳ ଅଫିସ, ୧୪।୧୨ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆସୁଥିବା ସିକଲସେଲ ଓ ଥାଲାସେମିଆ ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା ମିଳୁ ନ ଥିବା ଅଭିଯୋଗ ହୋଇଛି। ଏପରି କି ରୋଗୀମାନଙ୍କୁ ମେଡିକାଲରେ ଔଷଧ ମିଳୁ ନ ଥିବାବେଳେ ୮...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri