ଅସହାୟଙ୍କୁ ଦିଆଗଲା ଖାଦ୍ୟ ପୁଡ଼ିିଆ
ବନ୍ତ,୩୦ା୩(ଡି.ଏନ୍.ଏ.)-କରୋନା ପାଇଁ ସରକାର ଲକ୍ ଡାଉନ୍ ଘୋଷଣା କରିଥିବା ବେଳେ ଲୋକ ମାନେ ବାହାରକୁ ବାହାରି ପାରୁନାହାନ୍ତି । ଫଳରେ ଦିନମଜୁରିଆ ଓ ଅସହାୟ ଲୋକଙ୍କ ଦୁର୍ଦ୍ଦଶା ବଢିବାରେ ଲାଗିଛି । ଭଦ୍ରକ ଜିଲା ବନ୍ତ ହାଟସାହି ଓ କଲେଜ ନିକଟସ୍ଥ…
ଆନନ୍ଦପୁର ଷ୍ଟାଡିୟମରେ ଖୋଲିଲା ପରିବା ବଜାର
ଆନନ୍ଦପୁର,୩୦।୩(ସ୍ବ.ପ୍ର.)-କରୋନା ଭାଇରସର ସଫଳ ମୁକାବିଲା ପାଇଁ ପ୍ରଶାସନିକସ୍ତରରେ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ପୌରପରିଷଦ ପକ୍ଷରୁ ଆନନ୍ଦପୁର ଅଞ୍ଚଳର ବିଭିନ୍ନ ସ୍ଥାନରେ ବୃଦ୍ଧି ପାଇଥିବା ପରିବା ବଜାରକୁ ନିୟନ୍ତ୍ରଣ କରିବା ପାଇଁ ଏହାକୁ ସାମୁହିକ ଭାବେ ଷ୍ଟାଡିୟମ ପରିସରକୁ ସ୍ଥାନାନ୍ତର କରାଯାଇଛି।…
୨୧ ଦିନିଆ ଅନ୍ଲାଇନ୍ ପାଠପଢ଼ା କ୍ୟାମ୍ପ
ବାଲେଶ୍ୱର ଅଫିସ,୩୦।୩- ମହାମାରୀ କରୋନାକୁ ଦୃଷ୍ଟିରେ ରଖି ଲକ୍ଡାଉନ୍ ଘୋଷଣା ହେବା ପରେ ଛାତ୍ରୀଛାତ୍ରଙ୍କ ପାଠ ପଢ଼ା ଆପାତତଃ ଠପ୍ ହୋଇଯାଇଛି। ଲକ୍ଡାଉନ୍ ବେଳେ ଘରେ ବସି ଦିନ ବିତାଉଥିବା ଛାତ୍ରୀଛାତ୍ରଙ୍କୁ ଶିକ୍ଷାରେ ମନୋନିବେଶ ପାଇଁ କଳାସଂସ୍କୃତି ଅନୁଷ୍ଠାନ ‘ନାଚ୍’ ପକ୍ଷରୁ…
ସିଏମ୍ଆରଏଫକୁ ୧ ଲକ୍ଷ ଦେଲେ ବ୍ଲକ ଅଧ୍ୟକ୍ଷ
ସୋନପୁର,୩୦।୩(ନି.ପ୍ର.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷ ସନ୍ତୋଷ କୁମାର ଭୋଇ କରୋନା ମୁକାବିଲା ପାଇଁ ସିଏମ୍ଆରଏଫ(ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଡି)କୁ ୧ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ସୋମବାର ଭୋଇ ଜିଲାପାଳ ମୋନିଷା ବାନାର୍ଜୀଙ୍କୁ ତାଙ୍କ ପ୍ରକୋଷ୍ଠରେ ଭେଟି ଲକ୍ଷେ ଟଙ୍କାର…
କୋଭିଡ ହସ୍ପିଟାଲ ପ୍ରତିଷ୍ଠାକୁ ବିରୋଧ କରି ୨ଗିରଫ
ଝାରସୁଗୁଡା ଅଫିସ,୩୦ା୩: କରୋନା ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଅସ୍ଥାୟୀ ହସ୍ପିଟାଲମାନ ପ୍ରତିଷ୍ଠା କରାଯାଉଛି। ଝାରସୁଗୁଡା ଜିଲା ପ୍ରଶାସନ ପକ୍ଷରୁ ସୋମବାର ଆରମ୍ଭ କରାଯାଇଥିବା ଏହି ପ୍ରୟାସକୁ ବିରୋଧ କରି ଦୁଇ ଜଣ ବ୍ୟକ୍ତି ଗିରଫ ହୋଇଛନ୍ତି।…
ଲକ୍ଡାଉନ କଟକଣାରେ ମଦ ଦେକାନ ଖୋଲା
ବୌଦ୍ଧ, ୩୦ା୩(ସ୍ବପ୍ର): ସାରାଦେଶ ଲକଡାଉନରେ ରହିଥିବାବେଳେ କେବଳ ଜରୁରୀ ସାମଗ୍ରୀ ଦୋକାନଗୁଡିକ ନିର୍ଦ୍ଦିଷ୍ଟ ସମୟ ପର୍ଯ୍ୟନ୍ତ ଖୋଲିବାକୁ ଅନୁମତି ପ୍ରଦାନ କରାଯାଇଛି। ହେଲେ ସୋମବାର ବୌଦ୍ଧ ଜିଲାର କେତେକ ସ୍ଥାନରେ ମଦ ଦୋକାନଗୁଡିକ ହଠାତ ଖୋଲା ରହିଥିବା ଦେଖିବାକୁ ମିଳିଥିଲା। ମଦ…
ମଧ୍ୟପ୍ରଦେଶ ଯାଉଥିବା ୨୪ ଶ୍ରମିକଙ୍କୁ ଅଟକାଇଲା ପ୍ରଶାସନ
ବୌଦ୍ଧ, ୩୦ା୩(ସ୍ବ.ପ୍ର): ଢେଙ୍କାନାଳ ଜିଲା ଭୁବନରୁ ମଧ୍ୟପ୍ରଦେଶର ଗୋଆଲିୟରକୁ ଚାଲି ଚାଲି ଯାଉଥିବା ୨୪ ଜଣ ଶ୍ରମିକଙ୍କୁ ବୌଦ୍ଧ ଜିଲା ପ୍ରଶାସନ ଅଟକାଇଛି। ଉକ୍ତ ଶ୍ରମିକମାନେ ଲକଡାଉନ ଯୋଗୁଁ କୌଣସି ଯାନବାହାନ ସୁବିଧା ନପାଇବାରୁ ଚାରିଦିନ ହେଲା ଦିନ ରାତି ଚାଲି…
ଗୁରୁକୁଳ ସପ୍ତର୍ଷି ସେବାଶ୍ରମ ଅନ୍ତେବାସୀଙ୍କୁ ଖାଦ୍ୟ ସାମଗ୍ରୀ ବଣ୍ଟନ
ବଲାଙ୍ଗୀର ଅଫିସ/ଟିକ୍ରାପଡା, ୩୦ା୩ (ଡି.ଏନ୍.ଏ.): କରୋନା ସଂକ୍ରମଣ ମୁକାବିଲା ପାଇଁ ଲକ୍ ଡାଉନ୍ ସମୟରେ ଅନେକ ସ୍ଥାନରେ ନାନା ସମସ୍ୟା ଦେଖାଦେଇଛି । ଟିକ୍ରାପଡା ଫାଣ୍ଡି ଅନ୍ତର୍ଗତ ଦେଓଗଁା ଗୁରୁକୁଳ ସପ୍ତର୍ଷି ସେବାଶ୍ରମରେ ଅନାଥ ଅନ୍ତେବାସୀଙ୍କୁ ସରକାରୀ ଅଧିକାରୀ ଓ ସ୍ବେଚ୍ଉାବେୀମାନେ…
ମିଳୁନି ଖାଦ୍ୟ, ଭୋକରେ ଛଟପଟ ଯାଯାବର
ବଲାଙ୍ଗୀର ଅଫିସ, ୩୦ା୩: ବଲାଙ୍ଗୀର ସହର ରେଳଷ୍ଟେଶନ ନିକଟରେ ଉତ୍ତରପ୍ରଦେଶର ପ୍ରାୟ ୪୦ ଜଣ ଯାଯାବର ଅଟକି ରହିଛନ୍ତି । ସେମାନେ ହାତ ମୁଦିର ରଙ୍ଗୀନ ପଥର, ରୁଦ୍ରାକ୍ଷ ବିକ୍ରି କରିବାକୁ ବଲାଙ୍ଗୀର ଆସିଥିଲେ । ଏମାନେ ସହର ଭିତର ବିଭିନ୍ନ…
ବିନା ପାରିଶ୍ରମିକରେ ମାସ୍କ ତିଆରି
ବାରିପଦା ଅଫିସ, ୩୦ା୩- ବର୍ତ୍ତମାନ ସାରା ବିଶ୍ୱ କରୋନା ଭାଇରସ୍କୁ ନେଇ ଚିନ୍ତିତ। ଏହି ଭାଇରସ୍ ସଂକ୍ରମଣର ଚେନ୍କୁ ଭାଙ୍ଗିବା ପାଇଁ ଭାରତରେ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ଲକଡାଉନ କରାଯାଇଛି। ବର୍ତ୍ତମାନ ସମୟରେ ସମସ୍ତେ ନିଜେ ନିଜ ଘରେ ରହୁଛନ୍ତି।…
ଅଗ୍ରୀମ ଦରମା ନେବାକୁ ମନାକଲେ ଭିମସାର ଡାକ୍ତର
ସମ୍ବଲପୁର, ୩୦।୩ (ବ୍ୟୁରୋ)-କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆର୍ଥିକ ସହାୟତା ଯୋଗାଇ ଦେବାକୁ ଆହ୍ବାନ ଦେଇଛନ୍ତି। ଅନ୍ୟପକ୍ଷେ ନିଷ୍ଠାପର ସେବା ପାଇଁ ସ୍ବାସ୍ଥ୍ୟ ବିଭାଗ ଡାକ୍ତର, କର୍ମଚାରୀଙ୍କୁ ୪ ମାସର ଅଗ୍ରୀମ ଦରମା ଦେବାକୁ ଘୋଷଣା କରିଛନ୍ତି ।…
ଭୋକିଲା ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଉଛି ଆଦିବାସୀ ସଂଘ
ଲୋଇସିଂହା, ୩୦ା୩(ଡି.ଏନ.ଏ)-ବଲାଙ୍ଗୀର ଜିଲା ଲୋଇସିଂହାରେ ଫସି ରହିଥିବା ଜିଲା ତଥା ରାଜ୍ୟ ବାହାର ଲୋକଙ୍କୁ ଆାଦିବାସୀ ସଂଘ ପକ୍ଷରୁ ଦୁଇବେଳା ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି ା ସଂଘ ସୂଚନାମତେ କେନ୍ଦୁଝର, ଢେଙ୍କାନାଳ ଅଞ୍ଚଳର କେତେକ ପରିବାର ଲକ୍ଡାଉଉନ ଯୋଗୁ ଲୋଇସିଂହାରେ ଫସି…
Archives


