ଆମ ଜିଲା ଖବର

କାମରେ ଆସୁନି ଟ୍ରାଫିକ୍‌ ସିଗ୍‌ନାଲ

ବଅଁରପାଳ, ୧୪ା୧୨(ଡି.ଏନ.ଏ.) – ଅନୁଗୋଳରେ ଦିନକୁ ଦିନ ଟ୍ରାଫିକ୍‌ ସମସ୍ୟା ବୃଦ୍ଧି ଓ ଏଥିଜନିତ ଦୁର୍ଘଟଣା ହାର ବଢୁଥିଲେ ହେଁ ଏହାର ନିୟନ୍ତ୍ରଣ ପାଇଁ ପଦକ୍ଷେପ ନିଆଯାଉ ନ ଥିବା ଅଭିଯୋଗ ହେଉଛି। ନାଲ୍‌କୋ ସ୍ମେଲଟର ମେନ୍‌ ଗେଟ ଛକଠାରେ...

ଫସଲ ବଞ୍ଚାଇବାକୁ ଜୀବନ ବାଜି: ମଞ୍ଚାରେ ବିତୁଛି ମାସ ପରେ ମାସ

ବନ୍ତଳା, ୧୪।୧୨ (ଦିନେଶ ଦେହୁରୀ) – ପରିବାର ପ୍ରତିପୋଷଣ ପାଇଁ ସେମିତି କିଛି ଆୟ ନାହିଁ। ଯେଉଁ ଅଳ୍ପ କିଛି ଜମି ଅଛି ସେଥିରେ ଦିନରାତି ପରିଶ୍ରମ କରି ଚାଷ କରୁଛନ୍ତି। ହେଲେ ସମସ୍ତ ଫସଲ ଯେ ଅମଳ ହୋଇ...

ମକା ବିକ୍ରି ପାଇଁ ମଣ୍ଡି ନାହିଁ, ଚାଷୀ ହତାଶ

ଆର.ଉଦୟଗିରି,୧୪ା୧୨(ଡି.ଏନ.ଏ.)-ଗଜପତି ଜିଲା ଆର.ଉଦୟଗିରି, ନୂଆଗଡ ଓ ମୋହନା ବ୍ଲକ ଅଞ୍ଚଳରେ ବ୍ୟାପକ ମକା ଚାଷ ହେଉଛି। ସରକାର ଚାଷୀମାନଙ୍କଠାରୁ ମକା କ୍ରୟ କରୁ ନ ଥିବାବେଳେ ଏ ନେଇ କୌଣସି ସୁବିଧା ଯୋଗାଉନାହାନ୍ତି। ଫଳରେ ଖଳାରେ କୁଇଣ୍ଟାଲ କୁଇଣ୍ଟାଲ ମକା...

ସମସ୍ୟା ଘେରରେ ମୁଣ୍ଡାପଙ୍ଗା ଗାଁ

କୋଟଗଡ,୧୪ା୧୨(ଡି.ଏନ.ଏ)-ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। କିନ୍ତୁ ଏବେ ମଧ୍ୟ କେତେକ କ୍ଷେତ୍ରରେ ଏହା କାର୍ଯ୍ୟକାରୀ ହେଉନାହିଁ। ଏହା ଦେଖିବାକୁ ମିଳିଛି କୋଟଗଡ ବ୍ଲକ ସୁବର୍ଣ୍ଣଗିରି ଗ୍ରାମପଞ୍ଚାୟତ ମୁଣ୍ଡାପଙ୍ଗା ଗ୍ରାମରେ। ଉକ୍ତ ଗାଁରେ ୩୦ ପରିବାର...

ଅପରାଧର ସ୍ଥିତି, ପୋଲିସ ଭୂମିକା ନେଇ କର୍ମଶାଳା: ବଢ଼ୁଛି ବଳାତ୍କାର, ମହିଳା, ଶିଶୁ ଆପରାଧିକ ମାମଲା

ଫୁଲବାଣୀ ଅଫିସ, ୧୪ା୧୨-କନ୍ଧମାଳ ଜିଲାରେ ଅପରାଧର ସ୍ଥିତି ଓ ପୋଲିସ ବ୍ୟବସ୍ଥାକୁ ନେଇ ଏକ କର୍ମଶାଳା ସ୍ଥାନୀୟ ପ୍ରେସ୍‌ କ୍ଲବରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛିା ଜିଲାରେ କେତେ ଆପରାଧିକ ମାମଲା ରୁଜୁ ହୋଇଛି ତାହା ଉପରେ ଏହି କର୍ମଶାଳାରେ ଆଲୋଚନା...

ସତ୍ୟଙ୍କ ରେକର୍ଡ ନିଶା: ପୁଣି କଲେ ବିଶ୍ୱ ରେକର୍ଡ;  ୟୁନିଭର୍ସାଲ, କଲାମ ବୁକ ଅଫ ରେକର୍ଡରେ ୧.୯ ଇଞ୍ଚର ଗଣେଶ

ବ୍ରହ୍ମପୁର ଅଫିସ,୧୪ା୧୨-ନିଆରା କଳାକୃତି କରି ରେକର୍ଡ କରିବାର ନିଶା ତାଙ୍କୁ ସାରା ବିଶ୍ୱରେ ସ୍ବତନ୍ତ୍ର ପରିଚୟ ପ୍ରଦାନ କରିଛି | ପୂର୍ବରୁ ବହୁବାର ଚକ, କାଠ, ସାବୁନରେ ନିଆରା କ୍ଷୁଦ୍ର କଳାକୃତି କରି ବିଶ୍ୱସ୍ତରରେ ରେକର୍ଡ ସୃଷ୍ଟି କରିଥିବା ବେଳେ...

ବିଲରୁ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର: ଚୋରି ଟଙ୍କା ଭାଗବଣ୍ଟାକୁ ନେଇ ହତ୍ୟା ସନ୍ଦେହ

ଖଲ୍ଲିକୋଟ,୧୪ା୧୨(ଡି.ଏନ.ଏ.)- ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ତୁଳସୀପୁର ଗ୍ରାମ ନିକଟ ମୁଗ ବିଲରେ ଶୁକ୍ରବାର ଅପରାହ୍ନରେ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ପଡିଥିବା ଗ୍ରାମବାସୀ ଦେଖିଥିଲେ। ଏନେଇ ଖଲ୍ଲିକୋଟ ଥାନାକୁ ଜଣାଇଥିଲେ। ପୋଲିସ ପହଞ୍ଚତ୍ ସନ୍ଧ୍ୟାରେ ମୃତଦେହ ଜବତ କରି...

ମାଲକାନଗିରି ଟ୍ରେଜେରି କର୍ମଚାରୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ଜଣେ ମୃତ, ୫ ପୋଲିସ ସମେତ ୮ ଆହତ

ଛତ୍ରପୁର,୧୪ା୧୨(ଡି.ଏନ.ଏ.)-ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଜଗନ୍ନାଥପୁର ଜାତୀୟ ରାଜପଥ ସମ୍ମୁଖ ଏକ ଢାବା ନିକଟରେ ଶୁକ୍ରବାର ଭୋର୍‌ରେ ଏକ ହାଇୱା ପଛରେ ଟ୍ରାଭେଲର୍‌ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଜଣକର ମୃତ୍ୟୁ ଘଟିଥିବା ବେଳେ ୫ ପୋଲିସ କର୍ମଚାରୀଙ୍କ...

୨୫ରେ ଘୁମୁସର ଗଟ୍‌ ଟାଲେଣ୍ଟ ସିଜନ୍‌-୨

ଭଞ୍ଜନଗର,୧୪।୧୨(ଡି.ଏନ.ଏ)-ଘୁମୁସର ଗଟ୍‌ ଟାଲେଟଂ ସିଜନ୍‌-୨ ଚଳିତ ମାସ ୨୫ରେ ସ୍ଥାନୀୟ ଜେଲ୍‌ ପଡିଆ ପରିସରରେ ଅନୁଷ୍ଠିତ ହେବ। ଏନେଇ ଏକ ପ୍ରସ୍ତୁତି ବୈଠକ ଶୁକ୍ରବାର ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକବଙ୍ଗଳା ପରିସରରେ ହୋଇଥିଲା। ଅଭିନେତା ଆଶିଷ କୁମାର ଏଥିରେ ଅଧ୍ୟକ୍ଷତା...

ଉପଖଣ୍ଡ ଭଲିବଲ୍‌ ଟୁର୍ନାମେଣ୍ଟ: ସିଟି କଲେଜ ଚାମ୍ପିୟନ

ବ୍ରହ୍ମପୁର ଅଫିସ୍‌,୧୪ା୧୨-ବ୍ରହ୍ମପୁର ଉପଖଣ୍ଡ ଭଲିବଲ୍‌ ଟୁର୍ନାମେଣ୍ଟ ଶୁକ୍ରବାର ବ୍ରହ୍ମପୁର ଷ୍ଟାଡିୟମ୍‌ରେ ଉଦ୍‌ଯାପିତ ହୋଇଯାଇଛି। ଟୁର୍ନାମେଣ୍ଟର ଫାଇନାଲ୍‌ ମ୍ୟାଚ୍‌ ବ୍ରହ୍ମପୁର କ୍ରୀଡ଼ା ଛାତ୍ରାବାସ ଏବଂ ସିଟି କଲେଜ ମଧ୍ୟରେ ଖେଳା ଯାଇଥିଲା। ପ୍ରଥମ ସେଟ୍‌କୁ କ୍ରୀଡ଼ା ଛାତ୍ରାବାସ ୧୬-୨୫ରେ ଜିତିଥିଲା। ହେଲେ...

ବିପଦସଙ୍କୁଳ ଶ୍ରେଣୀ ଗୃହରେ ଚାଲିଛି ପାଠପଢା

ତେଲକୋଇ,୧୪।୧୨(ଡି.ଏନ.ଏ.)- କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅନ୍ତର୍ଗତ ପୁରୁଜୋଡା ପଞ୍ଚାୟତରେ ଥିବା ୟୁ.ଜି.ଏମ ସ୍କୁଲ ରେ ୧ମ ଶ୍ରେଣୀ ଠାରୁ ୭ମ ଶ୍ରେଣୀ ପର୍ଯ୍ୟନ୍ତ ୮୧ଜଣ ଛାତ୍ରୀଛାତ୍ର ଅଧୟନ କରୁଛନ୍ତି । ୪ଟି ଶ୍ରେଣୀ ଗୃହ ଥିଲେ ହେଁ ସେସବୁ...

ଚାଷ କାର୍ଯ୍ୟ କରି ଚର୍ଚ୍ଚାରେ ଶକୁନ୍ତଳା

କେନ୍ଦୁଝର, ୧୪।୧୨ (ସ୍ବ.ପ୍ର.)-କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅଧୀନ ବଣପାହାଡ ଘେରା ଗୋନାସିକା ପଞ୍ଚାୟତ ବୈତରଣୀ ଗ୍ରାମର ଶକୁନ୍ତଳା କଟେଇ (୪୦) ନାମ୍ନୀ ଜଣେ ଭୂୟାଁ ଆଦିବାସୀ ମହିଳା ନିଜେ ଚାଷ କାର୍ଯ୍ୟ କରି ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ ସାଜିଛନ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri