ଆମ ଜିଲା ଖବର

ଟିଟିଲାଗଡ଼ରେ କୋଭିଡ ଯୋଦ୍ଧାଙ୍କ ତ୍ୟାଗକୁ ସମ୍ମାନ

ଟିଟିଲାଗଡ଼, ୩୦।୫ (ଡି.ଏନ.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ବଲାଙ୍ଗୀର ଜିଲା ଟିଟିଲାଗଡ଼ରେ କୋଭିଡ ଯୋଦ୍ଧା ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପୋଲିସଙ୍କୁ ସମ୍ମାନ ନେଇ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ମହିଳା ଓ ଶିଶୁ…

ଡମ୍ପର ତଳେ ଚାପି ହୋଇଗଲେ ଡ୍ରାଇଭର

ଯୋଡା, ୩୦।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଖଣିମଣ୍ଡଳ ତଥା ବାମେବାରୀ ଥାନା ଅନ୍ତର୍ଗତ ଟାଟାଷ୍ଟିଲର ଖଣ୍ଡବନ୍ଧ ଖଣି ପାର୍କିଂରେ ଏକ ଡମ୍ପର ଧକାରେ ଜଣେ ଡ୍ରାଇଭର ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଖବର ନେବାରୁ ଜଣାପଡିଛି ଯେ, ଶନିବାର ଅପରାହ୍ନରେ…

‘ବନ୍ଦେ ଉତ୍କଳ ଜନନୀ’ରେ କରୋନା ଯୋଦ୍ଧାଙ୍କୁ ସମ୍ମାନ

କର୍ଲାମୁଣ୍ଡା,୩୦।୫ (ଡି.ଏନ.ଏ.): କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ତଥା ଅନୁରୋଧ କ୍ରମେ ଶନିବାର ସନ୍ଧ୍ୟାରେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ସମସ୍ତ ପଞ୍ଚାୟତ ଓ ସରକାରୀ ବେସରକାରୀ ଅନୁଷ୍ଠାନରେ ‘ବନ୍ଦେ ଉତ୍କଳ ଜନନୀ’ ଗାନ…

କରୋନା ଯୋଦ୍ଧାଙ୍କ ସମ୍ମାନରେ ସମସ୍ତେ ଗାଇଲେ ‘ବନ୍ଦେ ଉତ୍କଳ ଜନନୀ’

ସଇଁତଲା, ୩୦।୫ (ଡି.ଏନ.ଏ.): କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ତଥା ଅନୁରୋଧ କ୍ରମେ ଶନିବାର ସନ୍ଧ୍ୟାରେ ବିଭିନ୍ନ କାର୍ଯ୍ୟାଳୟ ଓ ଘରେ ‘ବନ୍ଦେ ଉତ୍କଳ ଜନନୀ‌’ ଗାନ କରାଯାଇଛି। ଏହିକ୍ରମରେ ବଲାଙ୍ଗୀର ଜିଲା ସଇଁତଲା…

କେସିଙ୍ଗା ସହରରେ ବନ୍ଦେ ଉତ୍କଳ ଜନନୀ କାର୍ଯ୍ୟକ୍ରମ

କେସିଙ୍ଗା,୩୦ା୫(ଡି.ଏନ.ଏ.)-କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାର୍ଯ୍ୟାଳୟ ପରିସରରେ ଶନିବାର ବନ୍ଦେ ଉତ୍କଳ ଜନନୀ ଗାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କେସିଙ୍ଗା ବିଡିଓ ପ୍ରଫୁଲ୍ଲ କୁମାର ଅଡୁଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସଙ୍ଗୀତ ଗାନ…

ପଞ୍ଚସଖା ପଡ଼ିଆରେ ସମୂହ ‘ବନ୍ଦେ ଉତ୍କଳ ଜନନୀ’ ଗାନ

ସାକ୍ଷୀଗୋପାଳ, ୩୦।୫(ଡି.ଏନ୍‌.ଏ.): ପୁରୀ ଜିଲା ସାକ୍ଷୀଗୋପାଳ ବକୁଳ ବନ ସ୍ଥିତ ପଞ୍ଚସଖା ପଡିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ସମୁହ ‘ବନ୍ଦେ ଉତ୍କଳ ଜନନୀ’ଗାନ କରାଯାଇଛି। ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ଅଧ୍ୟକ୍ଷା ସସ୍ମିତା ପ୍ରଧାନ, ବିଡିଓ ସରୋଜ କୁମାର…

ଖୋର୍ଦ୍ଧାରେ ସମୂହ ‘ବନ୍ଦେ ଉତ୍କଳ ଜନନୀ’ ଗାନ: ସାମିଲ ହେଲେ ବିଧାୟକ, ଜିଲାପାଳ..

ଖୋର୍ଦ୍ଧା ଅଫିସ,୩୦।୫ : କରୋନା ଯୋଦ୍ଧାଙ୍କ ତ୍ୟାଗ, ନିଷ୍ଠାକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ଖୋର୍ଦ୍ଧା ନୂଆ ବସଷ୍ଟାଣ୍ଡ ପରିସରରେ ଶନିବାର ଜିଲାସ୍ତରୀୟ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରାଯାଇଛି । ଜିଲାପାଳ ଶିତାଂଶୁ ରାଉତ, ଜିଲା…

ସଙ୍ଗରୋଧ କେନ୍ଦ୍ରରେ ବନ୍ଦେ ଉତ୍କଳ ଜନନୀ ଗାଇଲେ ପ୍ରବାସୀ

ଚୌଦ୍ୱାର,୩୦ା୫(ଡି.ଏନ.ଏ.)-କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇ ଚୌଦ୍ୱାର କଲେଜ ମହିଳା ଛାତ୍ରୀ ନିବାସରରେ ରହୁଥିବା ପ୍ରବାସୀମାନେ ଜଗନ୍ନାଥ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହମବତୀ ଜାଳିବା ସହିତ ‘ବନ୍ଦେ ଉତ୍କଳ ଜନନୀ ଗାନ କରିଛନ୍ତି। ଏହି କେନ୍ଦ୍ରରେ ରହୁଥିବା ଜିଲା ତଥା ରାଜ୍ୟ ବାହାରର ୪୦…

ଗଞ୍ଜାମ ସହରରେ ଆରମ୍ଭ ହେଲା ଜବରଦଖଲ ଉଚ୍ଛେଦ

ଗଞ୍ଜାମ,୩୦ା୫(ଡି.ଏନ.ଏ.)-ଗଞ୍ଜାମ ସହରରେ ଶନିବାର ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ପୂର୍ବରୁ ଜିଲା ପ୍ରଶାସନ ପକ୍ଷରୁ ଚିହ୍ନଟ ହୋଇଥିବା ଜବରଦଖଲ ସ୍ଥାନକୁ ଜେସିବି ମେଶିନ ଦ୍ୱାରା ଭଙ୍ଗାଯାଇଛି। ତେବେ ଏନ୍‌ଏସି ପକ୍ଷରୁ ଉଠା ଦୋକାନୀଙ୍କୁ ଭେଣ୍ଡିଂ ଜୋନ ଯୋଗାଇବାରେ ବିଫଳ ହୋଇଥିବା…

କୋଭିଡ ଯୋଦ୍ଧାଙ୍କୁ ସମ୍ମାନ ଜଣାଇଲା ଗଞ୍ଜାମ ପୋଲିସ

ଛତ୍ରପୁର,୩୦ା୫(ଡି.ଏନ.ଏ.)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁରୋଧକ୍ରମେ ଶନିବାର ଅପରାହ୍ନରେ ଛତ୍ରପୁରସ୍ଥିତ ପୋଲିସ ପଡିଆରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ ପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ, ଅତିରିକ୍ତ ଏସପି ଠାକୁର ପ୍ରସାଦ ପାତ୍ର,…

ମଙ୍ଗସପୁରକୁ ସଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ସୁନ୍ଦରଗଡ଼, ୩୦।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଟାଙ୍ଗରପାଲି ବ୍ଲକ ଅନ୍ତର୍ଗତ ମଙ୍ଗସପୁର ସଂଗରୋଧ କେନ୍ଦ୍ରରେ ୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ପରେ ସେହି ଗ୍ରାମକୁ ସଟ୍‌ ଡାଉନ୍‌ ଘୋଷଣା କରାଯାଇଛି। ମଂଗସପୁର ସରପଞ୍ଚ ବାବୁଲାଲ ମାଝୀ ଶନିବାର ଏହି ଘୋଷଣା କରିଥିବା…

ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦୪: ସୁସ୍ଥ ହେଲେଣି ୩୧୮

ବ୍ରହ୍ମପୁର ଅଫିସ,୩୦ା୫- ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଡ଼ି ଚାଲିଛି। ଶୁକ୍ରବାର ଜିଲାରେ ୬ ନୂତନ ସଂକ୍ରମିତଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୦୪ ରେ ପହଞ୍ଚିଛି। ଏପର୍ଯ୍ୟନ୍ତ ଜିଲାରେ ସମୁଦାୟ ୩ ଆକ୍ରାନ୍ତଙ୍କ ମୃତ୍ୟୁ ହାଇଥିବାବେଳେ ୩୧୮ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?