ଏମ୍କେସିଜିରେ ୨୯ କରୋନା ସନ୍ଧିଗ୍ଧ ଚିକିତ୍ସିତ
ବ୍ରହ୍ମପୁର ଅଫିସ, ୮।୫ -ଗଞ୍ଜାମ ଜିଲାରେ ଏବେ ସୁରଟ ଫେରନ୍ତାଙ୍କୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି । ନିକଟରେ ଗଞ୍ଜମକୁ ସୁରାଟରୁ ଫେରିଥିବା ପ୍ରବାସୀ ଓଡ଼ିଆମାନଙ୍କୁ ବିଭିନ୍ନ ସଙ୍ଗରୋଧ କକ୍ଷରେ ରଖାଯାଇଛି। ଏବେ ସେମାନଙ୍କ ସ୍ବାବ୍ ରିପୋର୍ଟରେ ଦିନକୁ ଦିନ କରୋନା…
ନୂଆପଡ଼ାରେ କାର୍ଯ୍ୟକ୍ଷମ ହେଲା କୋଭିଡ ହସ୍ପିଟାଲ: ରହିଛି ୧୬୫ ଶଯ୍ୟା, ୫ ଆଇସିୟୁ
ଭୁବନେଶ୍ୱର, ୮।୫(ବ୍ୟୁରୋ): ନୂଆପଡ଼ା ଜିଲାରେ ଥିବା କୋଭିଡ ହସ୍ପିଟାଲକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଶୁକ୍ରବାର ବୁଲି ଦେଖିବା ସହ ଏହାର କାର୍ଯ୍ୟ କାରିତା ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏଠାରେ ୧୬୫ଟି ଶଯ୍ୟା ଉପଲବ୍ଧ ଥିବାବେଳେ…
ଗଞ୍ଜାମରେ ସୁରଟ ଫେରନ୍ତାଙ୍କୁ ବିରୋଧ: ଟେକାପଥର ମାଡ଼, ପୋଲିସର ଲାଠି ଚାଳନା
ଛତ୍ରପୁର,୮।୫(ଡି.ଏନ.ଏ.)-ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ପଞ୍ଚାୟତର କ୍ୱାରାଣ୍ଟାଇନ୍ ସେଣ୍ଟରରେ ଗୁରୁବାର ରାତିରେ ସୁରଟ ଫେରନ୍ତାଙ୍କୁ ରଖିବାକୁ ସ୍ଥାନୀୟ ଲୋକେ ବିରୋଧ କରିଛନ୍ତି। ଏପରିକି ପୋଲିସ ଉପରକୁ କେତେକ ଲୋକ ଟେକା ପଥର, କାଚ ବୋତଲ ମାଡ଼ କରିଥିଲେ। ଏହାକୁ ନେଇ…
ବାଇକ୍କୁ ଧକ୍କା ଦେଲା ଟ୍ରକ: ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ଜୀବନଗଲା
ଡେରାବିଶ, ୮ା୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଅଗ୍ନିଶମ ବିଭାଗର ଜଣେ କର୍ମଚାରୀଙ୍କର ଶୁକ୍ରବାର ସକାଳେ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସେ ହେଲେ ସହଦେବ ବିଶ୍ୱାଳ (୩୪)। ସୂଚନା ଅନୁଯାୟୀ, ସହଦେବ ବାଇକ୍ (ନଂ. ଓଡି ୦୨ ଏ୨୧୧୧) ଯୋଗେ କେନ୍ଦ୍ରାପଡ଼ାରୁ ନିଜ ଘର…
କଟକରେ ବିକ୍ରି ହେବନି ମଦ: ସମସ୍ତ ଦୋକାନ ସିଲ୍ କରିବାକୁ ଜିଲାପାଳଙ୍କ ନିର୍ଦ୍ଦେଶ
କଟକ ଅଫିସ,୮।୫- କଟକ ଜିଲାରେ ମଦ ବିକ୍ରି ହେବନାହିଁ। ଜିଲାର ସମସ୍ତ ମଦ ଦୋକାନକୁ ସିଲ୍ କରିବା ପାଇଁ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି ଜିଲାପାଳ ଭବାନୀ ଶଙ୍କର ଚୟନୀ। କଟକ ଜିଲା ଗ୍ରୀନ ଜୋନରେ ରହିଛି। କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ…
ସାଇକେଲରେ ବାରାଣସୀରୁ ଗଞ୍ଜାମ ଯାତ୍ରା: ରାସ୍ତାରେ ଅଟକାଇ କ୍ୱାରାଣ୍ଟାଇନ୍ରେ ରଖିଲା ବନହରପାଲି ଥାନା ପୋଲିସ
ଲଖନପୁର,୮।୫(ଡି.ଏନ୍.ଏ.)- ସାରା ବିଶ୍ୱରେ ମହାମାରୀ କରୋନା ଆଲୋଡନ ସୃଷ୍ଟି କରିଛି। ଏହି ସଂକ୍ରମଣକୁ ନିୟନ୍ତ୍ରଣ କରିବାପାଇଁ ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍ଡାଉନ୍ ଜାରି ରହିଛି। ଏଥିମଧ୍ୟରେ ଯାନବାହାନ ବନ୍ଦ ରହିଛି। ଏଭଳି ସ୍ଥିତିରେ ପ୍ରବାସୀ ଓଡିଆମାନେ ନିଜ ରାଜ୍ୟକୁ ଫେରିବାପାଇଁ ବ୍ୟାକୁଳ…
ଟ୍ରେନ୍ ବଗିରେ କରୋନା ହସ୍ପିଟାଲ: ଭୁବନେଶ୍ୱର, ଖୋର୍ଦ୍ଧା ରୋଡ ଷ୍ଟେଶନରେ ହେବ କୋଭିଡ କେୟାର ସେଣ୍ଟର
ଭୁବନେଶ୍ୱର, ୮।୫(ବ୍ୟୁରୋ): ରାଜ୍ୟର ୨ଟି ରେଳ ଷ୍ଟେଶନରେ କୋଭିଡ କେୟାର ସେଣ୍ଟର ହେବ। ଭୁବନେଶ୍ୱର ଓ ଖୋର୍ଦ୍ଧା ରୋଡ ଷ୍ଟେଶନରେ ଟ୍ରେନ୍ ବଗିରେ କୋଭିଡ କେୟାର ସେଣ୍ଟର ନିର୍ମାଣ କରାଯିବ। ଉକ୍ତ କୋଭିଡ କେୟାର ସେଣ୍ଟରରେ ରେଲଓ୍ବେର ସ୍ବାସ୍ଥ୍ୟ କର୍ମଚାରୀ ଉପସ୍ଥିତ…
ନିଶ୍ଚିନ୍ତକୋଇଲି ବ୍ଲକରେ ପ୍ରଶାସନିକ ଅବହେଳା: ୨୧ ପଞ୍ଚାୟତରେ ସଙ୍ଗରୋଧ କେନ୍ଦ୍ର କାର୍ଯ୍ୟ ଅଧାପନ୍ତରିଆ, ଫେରିଲେ ୫୨ ପ୍ରବାସୀ
ନିଶ୍ଚିନ୍ତକୋଇଲି,୮।୫(ସ୍ବ.ପ୍ର.)- କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଳକ ୪୧ଟି ପଞ୍ଚାୟତ ମଧ୍ୟରୁ ମାତ୍ର ୨୦ଟି ପଞ୍ଚାୟତରେ ପ୍ରବାସୀ ଓଡିଆଙ୍କ ପାଇଁ ସଙ୍ଗରୋଧ କେନ୍ଦ୍ର ନିର୍ମାଣ କାର୍ଯ୍ୟ ଶେଷ ହୋଇଥିବା ଅନ୍ୟ ୨୧ଟି ପଞ୍ଚାୟତରେ କାର୍ଯ୍ୟ ଅଧାପାନ୍ତରିଆ ହୋଇପଡିଛି। ବ୍ଲକ ପ୍ରଶାସନର ବ୍ୟାପକ ଅବହେଳା…
ପାଟଣାରେ କେରଳ ଫେରନ୍ତାକୁ ନେଇ ଭୟ: ଫେରିଲେ ୧୪ ପ୍ରବାସୀ
ପାଟଣା,୮।୫(ସ୍ବ.ପ୍ର.): କେରଳରେ ରହୁଥିବା ୧୪ ପ୍ରବାସୀ ଓଡ଼ିଆ ଶୁକ୍ରବାର କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳର ନିଜ ଗ୍ରାମକୁ ଫେରିଛନ୍ତି। ଏହି ସମସ୍ତ ପୁରୁଷ ଶ୍ରମିକ କେରଳର ଆଟା ପାଟୁଠାରେ ଏକ ନର୍ସରୀରେ ଶ୍ରମିକ ଭାବେ କାମ କରୁଥିଲେ। ଏକ ସ୍ବତନ୍ତ୍ର…
ଭୁବନେଶ୍ୱର ୨୨୭ନଂ ଆକ୍ରାନ୍ତ ନିଶ୍ଚିନ୍ତକୋଇଲି କଟିକଟା ପଞ୍ଚାୟତର: ଦେହ ଖରାପ ହେବା ପରେ ଏକ ମାସ ଧରି ରହିଥିଲେ ଘରେ, ବୁଲିଛନ୍ତି ହାଟ ବଜାର
ନିଶ୍ଚିନ୍ତକୋଇଲି,୮।୫(ସ୍ବ.ପ୍ର.)- ଭୁବନେଶ୍ୱର ଭିଏସ୍ଏସ୍ ନଗର କରୋନା ଆକ୍ରାନ୍ତ ହେଉଛନ୍ତି କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ କଟିକଟା ପଞ୍ଚାୟତ ମିରା ସାହିର। ଏହି ୩୪ ବର୍ଷୀୟ ଯୁବକ ଭୁବନେଶ୍ୱରରେ ରହି ଏକ ହୋଟେଲରେ ରହି କାମ କରନ୍ତି। ତେବେ ମାସକ ତଳେ ହଠାତ୍…
ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ: ମୋଟ ଆରୋଗ୍ୟ ସଂଖ୍ୟା ୬୩ରେ ପହଞ୍ଚିଲା
ଭୁବନେଶ୍ୱର, ୮।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ରାଉରକେଲାର ବୋଲି ଜଣାପଡ଼ିଛି। ତେବେ ଏହାକୁ ମିଶାଇ ରାଜ୍ୟରେ ୬୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ଜଙ୍ଗଲରୁ ଜନ୍ତୁ ଶିକାର ଉଦ୍ୟମ: ଶିକାରୀ ଗିରଫ, ବନ୍ଧୁକ ଜବତ
ଦେବଗଡ଼,୮ା୫(ଡି.ଏନ୍.ଏ.): ଦେବଗଡ଼ ବନଖଣ୍ଡ ରିଆମାଳ ରେଞ୍ଜ ଲକ୍ଷ୍ମୀପୁର ବିଟ୍ ଅଧୀନ ବାବାଜୀମଠ ସଂରକ୍ଷିତ ଜଙ୍ଗଲ ମଧ୍ୟରୁ ବନ ବିଭାଗ କର୍ମଚାରୀମାନେ ଜଣେ ଶିକାରୀଙ୍କୁ କାବୁ କରିବା ସହ ତାଙ୍କ ନିକଟରୁ ଗୋଟିଏ ଦେଶୀ ବନ୍ଧୁକ ଓ ୩ଟି ଜନ୍ତୁଧରା ଫାଶ ଜବତ…

