ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖ ପାଲଟିଛି ବସଷ୍ଟାଣ୍ଡ୍: ବସ୍ ହର୍ନରେ ଅସ୍ତବ୍ୟସ୍ତ ରୋଗୀ
ଦାରିଙ୍ଗବାଡି,୧।୯(ଅରୁଣ ସାହୁ):କନ୍ଧମାଳ ଜିଲାର ବୃହତ ବ୍ଲକ ଭାବେ ଜଣାଶୁଣା ଦାରିଙ୍ଗବାଡିରେ ଏବେ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଯାତ୍ରୀବାହୀ ବସର ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି। ତେବେ ଏବେ ବଡ଼ ସମସ୍ୟା ମୁଣ୍ଡ ଟେକିଛି। ସମସ୍ତ ପ୍ରକାର ଯାତ୍ରୀବାହୀ ବସଗୁଡିକ ଗୋଷ୍ଠୀ…
ମୟୂରଭଞ୍ଜରେ ପ୍ରବଳ ବର୍ଷା, ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ
ବାରିପଦା,୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ଓ ସମ୍ଭାବ୍ୟ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି । ଜିଲାର ବଡ଼ସାହି, ବେତନଟୀ, ବିଶୋଇ ଓ କୁଳିଅଣା ବ୍ଲକରେ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଗୁଡିକୁ ଜିଲାପାଳ…
ଜିଲା ମୁଖ୍ୟାଳୟ ଚାଲ ଅଭିଯାନ: ସାମିଲ ହେଲେ ଶତାଧିକ ଡ୍ରାଇଭର
ଦାରିଙ୍ଗବାଡି, ୧।୯ (ଅରୁଣ ସାହୁ):ଓଡିଶା ଡ୍ରାଇଭର ମହାସଂଘ ପକ୍ଷରୁ ମଙ୍ଗଳବାର ଫୁଲବାଣୀ ଠାରେ ରାଷ୍ଟ୍ରୀୟ ଡ୍ରାଇଭର ଦିବସ ପାଳନ ପାଇଁ ଶତାଧିକ ଡ୍ରାଇଭର ଦାରିଙ୍ଗବାଡିରୁ ଫୁଲବାଣୀକୁ ଗସ୍ତ କରିଛନ୍ତି। ସେଠାରେ ସଭା ଓ ଶୋଭାଯାତ୍ରାରେ ସାମିଲ ହୋଇ ଡ୍ରାଇଭର ଏକତାକୁ ସୁଦୃଢ…
ବର୍ଷାରେ ପଡ଼ିଗଲା କାନ୍ଥ, ମୁଣ୍ଡରେ କାଠ ବାଡେଇ ହୋଇ ମହିଳା ମୃତ
ବାରିପଦା,୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ଥାନା ଅଧିନ ଭୁଲନ୍ପୁରରେ ଅଭାବନୀୟ ଘଟଣା ଘଟିଯାଇଛି । ଚାଳଘର ଭୁଶୁଡ଼ି ଜଣେ ମହିଳାଙ୍କ ମୃତ୍ଯୁ ହୋଇଛି । ମୃତକ ମହିଳା ଜଣକ ହେଲେ ଲକ୍ଷ୍ମୀ ସିଂ(୫୫) । ପରିବାର ଲୋକେ ସଙ୍ଗେ…
ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ, ପୁଣି ବନ୍ଦ ହେଲା ୪ ସ୍ଲୁଇସ୍ ଗେଟ୍
ସମ୍ବଲପୁର,୧।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ଫଳରେ ମଙ୍ଗଳବାର ସକାଳେ ପୁଣି ୪ଟି ସ୍ଲୁଇସ୍ ଗେଟ୍ କୁ ବନ୍ଦ କରି ଦିଆଯାଇଛି । ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ବାମ ପାର୍ଶ୍ୱର ୩…
ମୁଖ୍ୟ ରାସ୍ତା ପାଲଟିଛି ମଇଁଷି ଗୋଠ: ଗାଡ଼ି ଚଳାଚଳ ପ୍ରଭାବିତ
ମହାକାଳପଡ଼ା,୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):ମହାକାଳପଡ଼ା ବ୍ଲକ ଭୋପାଳ-ଜଗରି ଜୋର୍ ହାଟକୁ ସଂଯୋଗ କରିଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ରାସ୍ତା ପାଲଟିଛି ମଇଁଷି ଗୋଠ। ନାଞ୍ଜୁରା ପଞ୍ଚାୟତ ପାଣିଖିଆ ସାନ୍ତାଳୀ ଗଁା ସଂଲଗ୍ନ ମୁଖ୍ୟ ରାସ୍ତାରେ ଶହ ଶହ ମଇଁଷି ଶୋଇଛନ୍ତି। ଫଳରେ…
ଚଣ୍ଡାଳମୁଣ୍ଡାର ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ପୂର୍ବତନ ସରପଞ୍ଚଙ୍କ ସମେତ ୧୩ ଗିରଫ
ନନ୍ଦପୁର,୧।୯(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ଓ ନନ୍ଦପୁର ଥାନା ପୋଲିସର ମିଳିତ ଦଳ କୁମାରଗନ୍ଧନା ପଞ୍ଚାୟତ ଚଣ୍ଡାଳମୁଣ୍ଡା ଗ୍ରାମର ନୀଳଗିରି ବାଡ଼ରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଚଢ଼ାଉ କରିଛନ୍ତି । ଏଥିରେ ଜଣେ ପୂର୍ବତନ ସରପଞ୍ଚଙ୍କ ସମେତ ୧୩…
ଘରେ ପଶି ସାତ ବର୍ଷର ନାବାଳିକାଙ୍କୁ ବଳାତ୍କାର; ଚିତ୍କାର ଶୁଣି ଭାଇ ଆସିବା ପରେ….
ଦେବଗଡ଼,୧।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ସୋମବାର ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତ ହେଲେ କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ଖଇରପାଲି ଗ୍ରାମର…
ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିବେ ଗଞ୍ଜାମ ଜିଲା କଳାକାର, ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲା ସାଂସ୍କୃତିକ କଳା
ଛତ୍ରପୁର,୧।୯(ଦିଲ୍ଲୀପ ସାମଲ) : ଜିଲା ଏବଂ ସମଗ୍ର ରାଜ୍ୟର ଗୌରବମୟ ଇତିହାସର ଆଦିବାସୀ ଏବଂ ଲୋକନୃତ୍ୟ ଉପସ୍ଥାପନାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲେ ଗଞ୍ଜାମ ଜିଲାର ସାଂସ୍କୃତିକ କଳା। ଅଗଷ୍ଟ ୪ ଓ ୫ ତାରିଖରେ ଗଞ୍ଜାମ ଜିଲା ଗସ୍ତରେ…
ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ
ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା ସାଂସଦ ଡ଼ଃ ପ୍ରଦୀପ କୁମାର ପାଣିଗ୍ରାହୀ, ମୁଖ୍ୟ ବକ୍ତା ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର…
ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ
ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ ଶିବାଶିଷ ବରାଳ। ଛତ୍ରପୁରସ୍ଥିତ ଉପଜିଲାପାଳଙ୍କ କାର୍ୟଯାଳୟର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏକ ବୈଠକରେ…
ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ
ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ ତାହା ଅସମାହିତ ରହିଛି। ଏହାକୁ ନେଇ ଜିଲାରେ ଚାଷୀ ଅସନ୍ତୋଷ ଥମିବାର ନାଁ…

