ଆମ ଜିଲା ଖବର

ବିଶୋଧନାଗାର ତିଆରି କଲା ଖପୁରିଆ ଆଇଟିଆଇ

କଟକ ଅଫିସ,୮।୫: ଜ୍ଞାନକୌଶଳର ସଦୁପଯୋଗ କରି ଆଉ ଏକ ଦୃଷ୍ଟାନ୍ତମୂଳକ ଉଦ୍ଭାବନ କରିଛି ଖପୁରିଆସ୍ଥିତ ସରକାରୀ ଆଇଟିଆଇ। ଲଗାତର ଭାବେ ଏଠାରୁ କରୋନା ମୁକାବିଲା ନିମନ୍ତେ ବିଭିନ୍ନ ଯାନ୍ତ୍ରିକ ଉପକରଣ ତିଆରି ହେଉଛି। ଏହି ଆଇଟିଆଇର ଅଧ୍ୟକ୍ଷ ହୃଷୀକେଶ ମହାନ୍ତିଙ୍କ ନେତୃତ୍ୱରେ…

କରୋନା ପାଇଁ ହାଇକୋର୍ଟଙ୍କ ସତର୍କତା: ୬୫ବର୍ଷ ବୟସ୍କ ଓକିଲଙ୍କୁ ଘରୁ ଭିଡିଓ କନ୍‌ଫରେନ୍ସ ସୁବିଧା

କଟକ ଅଫିସ୍‌,୮।୫: କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ହାଇକୋର୍ଟ ଭିଡିିଓ କନଫରେନ୍ସ ସମ୍ପର୍କିତ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଗୁରୁବାର ହାଇକୋର୍ଟ ରେଜିଷ୍ଟ୍ରାର, ଆଡଭୋକେଟ୍‌ ଜେନେରାଲ୍‌ ଏବଂ ହାଇକୋର୍ଟ ଓକିଲ ସଂଘର କର୍ମକତ୍ତର୍ର୍ାଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ…

ଭଦ୍ରକରେ ପୁଣି ୨ ପଜିଟିଭ୍‌ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଲା, ଦୁଇଜଣ ଯାକ ସୁରଟ ଫେରନ୍ତା

ଭଦ୍ରକ ଅଫିସ,୮ା୫: ଭଦ୍ରକ ଜିଲାରେ ଶୁକ୍ରବାର ସକାଳୁ ପୁଣି ଦୁଇ କରୋନା ପଜିଟିଭ୍‌ ଚି଼ହ୍ନଟ ହୋଇଛନ୍ତି। ବାସୁଦେବପୁର ମ୍ୟୁନିସିପାଲିଟିରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ ଧାମନଗର ବ୍ଲକର ବୋଲି ଜଣାପଡ଼ିଛି। ଦୁଇଜଣ ଯାକ ସୁରଟ ଫେରନ୍ତା ଏବଂ…

ଭିତରକୁ ଯାଉଛି ବାହାର ଖାଦ୍ୟ

ଅନୁଗୋଳ ଅଫିସ, ୮।୫ – ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ଜେଲ ବିଭାଗ ନିର୍ଦ୍ଦେଶକଙ୍କ ପକ୍ଷରୁ ଜାରି କରାଯାଇଥିବା କଟକଣାକୁ ଅନୁଗୋଳ ଜେଲରେ କଡ଼ାକଡ଼ି ପାଳନ କରାଯାଉ ନ ଥିବା ଅଭିଯୋଗ ହେଉଛି। ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ଉଦାସୀନତାର…

ଗାଁ ମୁଣ୍ଡରେ ନରହନ୍ତା ଦନ୍ତା

ଛେଣ୍ଡିପଦା,୮।୫(ସ୍ବ.ପ୍ର.) – ଅନୁଗୋଳ ଜିଲା ଛେଣ୍ଡିପଦା ଓ ଜରପଡା ବନାଞ୍ଚଳ ସୀମାନ୍ତରେ ଥିବା କୋରଡା, ପୁଟଗାଡିଆ ଗ୍ରାମ ମଧ୍ୟରେ ଗୁରୁବାର ଏକ ନରହନ୍ତା ଦନ୍ତା ବୁଲୁଥିବା ଦେଖିବାକୁ ମିଳିଛି। ଏଥିଯୋଗୁ ଅଞ୍ଚଳବାସୀ ଆତଙ୍କିତ ହୋଇପଡିଛନ୍ତି। ଅନେକ ଲୋକଙ୍କ ଜୀବନ ନେଇ ସାରିଥିବା…

ଜଙ୍ଗଲରେ ଚାଲିଥିଲା ଭାଟି, ୮ ଗିରଫ

ଅନୁଗୋଳ ଅଫିସ/କଣିହାଁ, ୮।୫ – ଅନୁଗୋଳ ଜିଲା ରେଙ୍ଗାଲି ଥାନା ଲୋଧାଝରି ଶାଳ ଜଙ୍ଗଲରେ ଭାଟି କରାଯାଇ ଦେଶୀ ମଦ ରନ୍ଧା ଯାଉଥିବା ବେଳେ ଅବକାରୀ କର୍ମଚାରୀମାନେ ଚଢ଼ାଉ କରି ବିପୁଳ ପରିମାଣର ମଦ ଜବତ କରିଛନ୍ତି। ଏଥିସହ ସେଠାରୁ ୮…

ବ୍ୟବସାୟୀଙ୍କୁ ଘାରିଛି ବୃତ୍ତିଚିନ୍ତା

ଢେଙ୍କାନାଳ ଅଫିସ, ୮।୫ – କରୋନା ମାଡ଼ରେ ଦୁର୍ବିସହ ହୋଇପଡ଼ିଛି କ୍ଷୁଦ୍ର ବ୍ୟବସାୟୀଙ୍କ ଜୀବନଜୀବିକା। ଦେଢ଼ମାସ ହେଲା ଦୋକାନ ବନ୍ଦ ରହିବା ଯୋଗୁ ଦୋହଲି ଯାଇଛି ସେମାନଙ୍କ ଆର୍ଥିକ ସ୍ଥିତି। ଦୈନିକ ଦୋକାନ ଖୋଲି ଗୁଜରାଣ ମେଣ୍ଟାଉଥିବା ସେଲୁନ ଏବଂ ମିଠା…

‘ରାକେଶ’ର ପିଛା ଛାଡୁନି ସଂକ୍ରମଣ

ଢେଙ୍କାନାଳ ଅଫିସ, ୮।୫ – ଢେଙ୍କାନାଳ କପିଳାସ ପ୍ରାଣୀ ଉଦ୍ୟାନର ଏଲିଫ୍ୟାଣ୍ଟ ରେସ୍‌କ୍ୟୁ ସେଣ୍ଟରରେ ଥିବା ନରହନ୍ତା ଦନ୍ତା ‘ରାକେଶ’ର ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରେ ଲାଗିଛି। ସଂକ୍ରମଣ ହାତୀର ପିଛା ଛାଡୁନି। ବାମଗୋଡ଼ରେ ହୋଇଥିବା ଘା’ ପୁଣିଥରେ ସଂକ୍ରମିତ ହୋଇ ଗୁରୁତର ଆକାର…

କେରଳରେ ନଜରବନ୍ଦୀ ମହିଳା ଶ୍ରମିକ

ଓଡ଼ାପଡ଼ା, ୮।୫(ଡି.ଏନ.ଏ.) – କେରଳ ରାଜ୍ୟ ଏର୍ନାକୁଲମ୍‌ ଜିଲାର କିଝାକମ୍ବଲମ୍‌ସ୍ଥିତ ‘କାଇଟେକ୍ସ କମ୍ପାନୀରେ କାର୍ଯ୍ୟରତ ଢେଙ୍କାନାଳ ଜିଲାର ୧୫ରୁ ଊର୍ଦ୍ଧ୍ୱ ମହିଳା ଶ୍ରମିକଙ୍କୁ ନଜରବନ୍ଦୀ କରି ରଖାଯାଇଥିବା ଅଭିଯୋଗ ହୋଇଛି। କେବଳ ଢେଙ୍କାନାଳ ନୁହେଁ, ଓଡ଼ିଶାର ବିଭିନ୍ନ ଜିଲାର ଶତାଧିକ ଶ୍ରମିକ…

ନିୟମ ମାନିଲେନି ପ୍ରଶାସନିକ ଅଧିକାରୀଙ୍କ ସ୍ତ୍ରୀ: କ୍ୱାରାଣ୍ଟାଇନ୍‌ ସେଣ୍ଟର ଯାଇ କୋଟା ଫେରନ୍ତା ପୁଅଙ୍କୁ ଭେଟିଲେ

ଫୁଲବାଣୀ ଅଫିସ, ୮|୫- ମହାମାରୀ କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ କରିବା ପାଇଁ ରାଜ୍ୟ ସରକାର ବାହାର ରାଜ୍ୟରୁ ଫେରିଥିବା ଲୋକେ ପଞ୍ଜୀକରଣ କରିବା ଓ ୧୪ ଦିନ ପାଇଁ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିବାକୁ ରାଜ୍ୟ ସରକାର ବାଧ୍ୟତାମୂଳକ କରିଛନ୍ତି। କ୍ୱାରାଣ୍ଟାଇନ୍‌…

ଲକ୍‌ଡାଉନରେ ରୋଜଗାର ଦେଉଛି ଏମ୍‌ଜିଏନ୍‌ଆର୍‌ଇଜିଏସ୍‌

ଦାରିଙ୍ଗବାଡ଼ି,୮ା୫(ଡି.ଏନ.ଏ)- ଲକ୍‌ଡାଉନ ପରେ କାମଧନ୍ଦା ବନ୍ଦ ଯୋଗୁ ଗରିବ ଓ ଶ୍ରମିକ ଶ୍ରେଣୀର ଲୋକେ ବେଶି ପ୍ରଭାବିତ ହୋଇଛନ୍ତି। ମାତ୍ର ନିୟମ କୋହଳ କରି ଏବେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମ ଆରମ୍ଭ ହୋଇଛି। ଯାହାକି ଶ୍ରମିକ ଓ ଦିନ ମଜୁରିଆଙ୍କୁ ଆଶ୍ୱସ୍ତ ଆଣିଦେଇଛି।…

ସଙ୍ଗରୋଧ କେନ୍ଦ୍ର ପାଚେରି ଡେଇଁ ବନ୍ଧରେ ଗାଧୋଇଲେ

କବିସୂର୍ଯ୍ୟନଗର,୮ା୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ସହରର ମର୍ଦ୍ଦରାଜ ହାଇସ୍କୁଲ, ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର, କବିସୂର୍ଯ୍ୟ ବଳଦେବ ବିଜ୍ଞାନ ମହାବିଦ୍ୟାଳୟରେ ସଙ୍ଗରୋଧ ଗୃହ କରାଯାଇଛି। ମର୍ଦ୍ଦରାଜ ହାଇସ୍କୁଲ ସଙ୍ଗରୋଧ ଗୃହର ଜଣେ ଓ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ୩ ଜଣ ସୁରଟ ଫେରନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?