ଫାର୍ମାସିଷ୍ଟଙ୍କ ବଦଳି ବାତିଲ ଦାବି ନେଇ ସିଡିଏମଓଙ୍କୁ ଭେଟିଲେ ସ୍ଥାନୀୟ ବାସିନ୍ଦା
କେନ୍ଦୁଝର,୧୨।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ରାଇସୁଆଁ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଫାର୍ମାସିଷ୍ଟଙ୍କ ବଦଳିକୁ ନେଇ ଅସନ୍ତୋଷ ବଢୁଛି। ଏନେଇ ସ୍ଥାନୀୟ ଲୋକେ ଗୁରୁବାର ସିଡିଏମଓଙ୍କ ପାଖକୁ ଯାଇ ଦାବିପତ୍ର ପ୍ରଦାନ କରିଛନ୍ତି। ଉକ୍ତ ଡାକ୍ତରଖାନା ଉପରେ ରାଇସୁଆଁ ଓ...
ଲୁନାକୁ ଧକ୍କା ଦେଲା ବାଇକ୍: ଜଣେ ମୃତ
ପାଟଣା,୧୨।୧୨(ସ୍ବ.ପ୍ର.) : କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ମଲ୍ଲାରପଦା ଗ୍ରାମ ରାସ୍ତାରେ ବୁଧବାର ସନ୍ଧ୍ୟାରେ ଲୁନାକୁ ଏକ ବାଇକ୍ ଧକ୍କା ଦେବାରୁ ୬୫ ବର୍ଷୀୟ ଜଣେ ଲୁନା ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ଉକ୍ତ ଗ୍ରାମର...
‘ନଦୀ ସୁରକ୍ଷିତ ରହିଲେ ଜୀବଜଗତ ବଞ୍ଚିରହିବ’
ଭୁବନ,୧୨।୧୨(ଡି.ଏନ୍.ଏ.): ଢେଙ୍କାନାଳ ବନଖଣ୍ଡ ଭୁବନ ବନାଞ୍ଚଳ ପକ୍ଷରୁ ଗୁରୁବାର ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଆୟୋଜିତ ସବୁଜ ମହାନଦୀ ମିଶନର ବ୍ରାହ୍ମଣୀ ସେବାଯାତ୍ରା ଶୁଭାରମ୍ଭ ହୋଇଛି। ଏହି ବ୍ରାହ୍ମଣୀ ସେବାଯାତ୍ରାକୁ ଭୁବନ ବ୍ଲକ ଅଧ୍ୟକ୍ଷ ଧର୍ମାନନ୍ଦ...
ପୁରାତନ ମୂର୍ତ୍ତି ସଂରକ୍ଷଣ ପ୍ରତି ଏଏସ୍ଆଇର ନିଘା ନାହିଁ: ଭଙ୍ଗା ଗୋଇଠିରେ ଯମୁନା ମୂର୍ତ୍ତି
ପୁରୀ ଅଫିସ,୧୨।୧୨: ଶ୍ରୀମନ୍ଦିର ଏକ ପୁରାତନ କୀର୍ତ୍ତିରାଜି। ଏହାର ପ୍ରତିଟି ଅଂଶରେ ଐତିହ୍ୟ ଭରି ରହିଛି। ଏହା ପରିସରସ୍ଥ କୌଣସି ମନ୍ଦିର ହେଉ ଅବା ମୂର୍ତ୍ତିର ସୁରକ୍ଷା ଏବଂ ସଂରକ୍ଷଣ ଜରୁରୀ। ହେଲେ ଏହି ଦାୟିତ୍ୱରେ ଥିବା ଏଏସ୍ଆଇ ଅନେକ...
ଇଞ୍ଜେକଶନ୍ ନେଇ ଏକାଧିକ ରୋଗୀ ଅସୁସ୍ଥ
ପୁରୀ ଅଫିସ,୧୨।୧୨: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟର ସର୍ଜରୀ ୱାର୍ଡରେ ବୁଧବାର ସକାଳେ ଇଞ୍ଜେକଶନ ନେବା ପରେ ଏକାଧିକ ରୋଗୀ ଅସୁସ୍ଥ ହୋଇପଡ଼ିଥିଲେ। ଇଞ୍ଜେକସନ୍ ନେବାର କିଛି ସମୟ ପରେ ରୋଗୀମାନଙ୍କ ମୁଣ୍ଡ ବୁଲାଇବା ସହ ସେମାନେ ବାନ୍ତି କରିଥିଲେ।...
୬ ବର୍ଷ ହେବ ଗାଁରୁ ବାସନ୍ଦ ପରିବାର: ଅଭିଯୋଗସତ୍ତ୍ୱେ ପ୍ରଶାସନ ନୀରବ
ଗୋପ,୧୨।୧୨(ଡି.ଏନ.ଏ.): ଗୋପ ଥାନା ଅଧୀନ ଦେସ୍ଥଳୀ ଗ୍ରାମର ରାମଚନ୍ଦ୍ର ଦାସ (୭୨) ଜମିଜମା ବିବାଦ କାରଣକୁ ନେଇ ଗତ ଛଅ ବର୍ଷ ହେବ ସମ୍ପୂର୍ଣ୍ଣ ପରିବାରକୁ ବାସନ୍ଦ କରାଯାଇଛି। ଏ ନେଇ ଥାନାଠାରୁ ଆରମ୍ଭ କରି ଜିଲା ପ୍ରଶାସନ ପର୍ଯ୍ୟନ୍ତ...
ଲଘୁ ଖଣିଜ ଚୋରି ରୋକିବାକୁ ୧୦ ଜିଲାପାଳଙ୍କୁ ଚିଠି
କଟକ ଅଫିସ,୧୨।୧୨: କେନ୍ଦ୍ରାଞ୍ଚଳ ଅଧୀନ ୧୦ଟି ଜିଲାରେ ଆଖିବୁଜା ଲଘୁ ଖଣିଜଦ୍ରବ୍ୟ ଚୋରି ହେଉଛି। ଏହି ଚୋରିକୁ ରୋକିବା ପାଇଁ ଆର୍ଡିସି ଅନିଲ କୁମାର ସାମଲ ୧୦ ଜିଲାପାଳଙ୍କୁ ତାଗିଦ୍ କରିଛନ୍ତି। ବିଶେଷକରି ଉପଜିଲାପାଳ ଓ ତହସିଲଦାରମାନେ ଏଥିପ୍ରତି ଧ୍ୟାନ...
ଏସ୍ସିବି ମେଡିକାଲରେ ଭିଜିଲାନ୍ସର ଖୋଳତାଡ: ୨୯୪ କର୍ମଚାରୀ ନିଯୁକ୍ତିକୁ ନେଇ ଅଡୁଆ ପରିସ୍ଥିତି
କଟକ ଅଫିସ,୧୨।୧୨: ଏସ୍ସିବି ମେଡିକାଲରେ ଏକ ଘରୋଇ ସଂସ୍ଥା ମାଧ୍ୟମରେ ୨୯୪ଜଣ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯାଇଥିଲା। ଏହି ନିଯୁକ୍ତିରେ ବ୍ୟାପକ ଜାଲିଆତି କରାଯାଇଥିବା ନେଇ ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଲୋକାୟୁକ୍ତଙ୍କ ନିର୍ଦ୍ଦେଶକ୍ରମେ ଏହି ଘଟଣାର ତଦନ୍ତ...
ଶ୍ରୀସେତୁ ପାଇଁ ଚାଲିଛି ଏସ୍ଆଇଏ ସର୍ଭେ
ପୁରୀ ଅଫିସ,୧୨।୧୨: ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟସ୍ଥଳୀ କରିବାକୁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର। ଶ୍ରୀକ୍ଷେତ୍ରକୁ ଦେଶର ଶ୍ରେଷ୍ଠ ପର୍ଯ୍ୟଟନସ୍ଥଳୀ ଭାବେ ଠିଆ କରିବାକୁ ଦୀର୍ଘମିଆଦୀ ରୋଡ୍ ମ୍ୟାପ ପ୍ରସ୍ତୁତ କରିଛନ୍ତି। ଏଥିଲାଗି ଭିତ୍ତିଭୂମିର ବିକାଶ, କ୍ଷତିଗ୍ରସ୍ତଙ୍କୁ ଥଇଥାନ, ନୂଆ ବହୁଥାକିଆ...
କୁଜଙ୍ଗ ବଳାତ୍କାର ଘଟଣା: ୧୮ ସୁଦ୍ଧା ଅଭିଯୁକ୍ତ ଗିରଫ ନ ହେଲେ ରେଳରୋକୋ କରିବ ଭାଜପା
ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟରେ ନାରୀ ନିର୍ଯାତନା, ମହିଳା ଓ ନାବାଳିକା ବଳାତ୍କାର ଭଳି ନିନ୍ଦନୀୟ ଘଟଣା ଦିନକୁ ଦିନ ବୃଦ୍ଧି ପାଇଚାଲିଛି। ରାଜ୍ୟର ବହୁଚର୍ଚ୍ଚିତ ବଳାତ୍କାର ଏବଂ ନିର୍ଯାତନା ଘଟଣାଗୁଡିକରେ ଶାସକ ଦଳର ସମ୍ପୃକ୍ତି ଥିବା ପ୍ରମାଣିତ ହୋଇଛି ବୋଲି ଭାଜପା...
ଇଏ ମୋ ବୃତ୍ତି: ଏ କାର୍ତ୍ତିକ-ପ୍ରଭାତୀଙ୍କ ‘ରୁଟି’
କଟକ ଅଫିସ,୧୨।୧୨: ପେଟ ପୋଷେ ପରିଶ୍ରମ। ଭିନ୍ନ ଭିନ୍ନ ପ୍ରକାର ପରିଶ୍ରମକୁ ନେଇ ମଣିଷ ଏହାର ନାଁ ଦେଇଛି ବୃତ୍ତି। କୁଟୁମ୍ବ ପୋଷିବା ପାଇଁ ମଣିଷ ବାଧ୍ୟରେ ଏକ ବୃତ୍ତିରେ ବାନ୍ଧି ହୋଇ ରହେ। ସହରରେ ବୃତ୍ତିକୁ ଆବୋରି ବଞ୍ଚୁଥିବା...
ଦ୍ୱିତୀୟ ବିବାହ ଅଭିଯୋଗ: ବରଙ୍କୁ ଉଠାଇନେଲା ପୋଲିସ
ଭଞ୍ଜନଗର,୧୨।୧୨(ଡି.ଏନ.ଏ.)-ଭଞ୍ଜନଗର ପୋଲିସ ବୁଧବାର ଅପରାହ୍ନରେ ସୋରାଦେବୀ ମନ୍ଦିରରେ ଚାଲିଥିବା ଏକ ବିବାହ ବେଦୀରୁ ବରଙ୍କୁ ଉଠାଇ ଆଣିଛି। ସମ୍ପୃକ୍ତ ଯୁବକ ଜଣକ ଦ୍ୱିତୀୟ ବିବାହ କରୁଥିବା ଅଭିଯୋଗ ହୋଇଥିବାରୁ ପୋଲିସ ଏପରି କରିଛି । ଭଞ୍ଜନଗର ବ୍ଲକ ଅଞ୍ଚଳର ଏହି...
Archives


