ଆମ ଜିଲା ଖବର

ବାଲିକୁଦା ପଞ୍ଚାୟତ ସମିତି ସପ୍ତମ ସାଧାରଣ ବୈଠକ: ପାନୀୟ ଜଳ, ପରିମଳ ଉପରେ ଗୁରୁତ୍ୱାରୋପ

ବାଲିକୁଦା,୧୨ା୧୨(ସ୍ବ.ପ୍ର.): ବାଲିକୁଦା ପଞ୍ଚାୟତ ସମିତି ସଭାଗୃହରେ ବୁଧବାର ସମିତିର ସପ୍ତମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଛି। ବ୍ଲକ ଅଧ୍ୟକ୍ଷା ମଧୁସ୍ମିତା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମୁଖ୍ୟଅତିଥିଭାବେ ଜଳସମ୍ପଦ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ...

ଶାରଳା ମନ୍ଦିର ହୁଣ୍ଡିରୁ ଟଙ୍କା ଗାଏବ୍‌ : ଧାରଣାରେ ବସିଲେ ପଣ୍ଡା, ସେବାୟତ

ଜଗତ୍‌ସିଂହପୁର ଅଫିସ,୧୨ା୧୨: ଜଗତ୍‌ସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ଶାରଳାଙ୍କ ହୁଣ୍ଡିରୁ ବୁଧବାର ଟଙ୍କା ଗାଏବ ହୋଇଥିବା ସନ୍ଦେହ କରାଯାଇଛି। ଚଞ୍ଚକତାପୂର୍ବକ ହୁଣ୍ଡି ଖୋଲାଯାଇ ଟଙ୍କା ଗାଏବ୍‌ ହୋଇଥିବା ପଣ୍ଡା, ସେବାୟତମାନେ ଅଭିଯୋଗ କରିବା ସହ ପାଖାପାଖି ୪ ଘଣ୍ଟା ମନ୍ଦିର...

ଭାଲୁ ସହ ବୃଦ୍ଧଙ୍କ ଲଢେଇ

ମୈଇଦଲପୁର,୧୧ା୧୨(ଡି.ଏନ.ଏ.)-ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣ କରିଥିଲା। ଜୀବନ ବଞ୍ଚାଇବା ପାଇଁ ଭାଲୁ ସହ ଲଢେଇ କରି ଗୁରୁତର ହୋଇଛନ୍ତି ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ କେନ୍ଦୁଗୁଡାର ଗାଁର ସଗ ପୂଜାରୀ (୬୦)। ଗୁରୁତର ଅବସ୍ଥାରେ...

୧୨ କି.ମି. ରାସ୍ତାକୁ ବନ ବିଭାଗ କଣ୍ଟା: ରୋହିତଙ୍କ ନେତୃତ୍ୱରେ ମୁଖ୍ୟମନ୍ତ୍ରୀଙ୍କୁ ଫେରାଦ ହେଲେ ଦୁଇ ପଞ୍ଚାୟତବାସୀ

ନାକଟିଦେଉଳ,୧୧।୧୨(ଡି.ଏନ.ଏ.): ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ଅନ୍ତର୍ଗତ ରାଇଲ ଗ୍ରାମଠାରୁ କୁଡ଼ାନାଳୀ ଗ୍ରାମ ପର୍ଯ୍ୟନ୍ତ ୧୨ କି.ମି. ରାସ୍ତା କାମ ଅଟକିଛି। ବନ ବନ ବିଭାଗ ପୂର୍ତ୍ତ ବିଭାଗକୁ ଅନୁମତି ଦେଉନି। ଜାମୁଯୋରୀ ଏବଂ ଘୋଷରାମାଳ ପଞ୍ଚାୟତବାସୀ ଏ ନେଇ...

ରାସ୍ତା ସଂପ୍ରସାରଣ ପାଇଁ ବେଆଇନ ବ୍ଲାଷ୍ଟିଂ: ପଥର ପଡ଼ି ଘର ଆଜବେଷ୍ଟସ ଭାଙ୍ଗିଲା

ଦାରିଙ୍ଗବାଡି,୧୧ା୧୨(ଡି.ଏନ୍‌.ଏ.)-ଦାରିଙ୍ଗବାଡି ବ୍ଲକ ବାଡ଼ାବାଙ୍ଗା ପଞ୍ଚାୟତକୁ ସଂଯୋଗ କରିବା ପାଇଁ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନାରେ ରାସ୍ତା କାର୍ଯ୍ୟ ଚାଲିଛି । ତେବେ ଉକ୍ତ ରାସ୍ତା ସଂପ୍ରସାରଣ କାର୍ଯ୍ୟ ପାଇଁ ପୂର୍ବରୁ ସୂଚନା ନ ଦେଇ ବେଆଇନ ଭାବେ ପଥର ବ୍ଲାଷ୍ଟିଂ...

ଟ୍ରାକ୍ଟର ଓଲଟି ଜଣେ ମୃତ

ପାତ୍ରପୁର,୧୧ା୧୨(ଡି.ଏନ୍‌.ଏ.)-ଜରଡ଼ା ଥାନା ପୋଇଚାନ୍ଦିଆ କେନାଲ ନିକଟରେ ମଙ୍ଗଳବାର ଟ୍ରାକ୍ଟର ଓଲଟି ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଖାରିଆଗୁଡ଼ାର ମୂରଲି ନାଇକ (୨୫)। ମୂରଲି ଧାନ ଅମଳ ପାଇଁ ଟ୍ରକ୍ଟରରେ ସାମନ୍ତରାପୁର ଯାଉଥିବା ବେଳେ ପୋଇଚାନ୍ଦିଆ ନଦୀ ହିଡ଼ରେ ଭାରସାମ୍ୟ...

ରକ୍ତତୀର୍ଥ ଇରମରୁ ବାହାରିଲା ମଶାଲ ଶୋଭାଯାତ୍ରା

ବାସୁଦେବପୁର, ୧୧।୧୨(ଡି.ଏନ.ଏ.)- ତ୍ୟାଗଭୂମି ସାଂସ୍କୃତିକ ସମ୍ମେଳନ-୨୦୧୯ର ଉଦ୍‌ଘାଟନୀ ଉତ୍ସବ ଲାଗି ବାସୁଦେବପୁରର ରକ୍ତତୀର୍ଥ ଇରମରୁ ବୁଧବାର ଅପରାହ୍ନରେ ମଶାଲ ଶୋଭାଯାତ୍ରା ବାହାରି ଭଦ୍ରକରେ ପହଞ୍ଚିଥିଲା। ଲୁଙ୍ଗା ବିକାଶ ପରିଷଦର ସଭାପତି ଦେବଦର୍ଶନ ଦାସଙ୍କ ନେତୃତ୍ୱରେ ସ୍ବେଚ୍ଛାସେବୀ ଯୁବକମାନଙ୍କ ଉପସ୍ଥିତିରେ ଏହି...

୨୦ରୁ ହେବ ଧାନ କିଣା

ପଦ୍ମପୁର, ୧୧।୧୨(ଡି.ଏନ.ଏ.)-ବାସୁଦେବପୁର ବ୍ଲକ ରାଜଘରପୋଖରୀ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳଠାରେ ବାଲିମେଦ ସେବା ସମବାୟ ସମିତିର ୬୨ତମ ସାଧାରଣ ବାର୍ଷିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଭଦ୍ରକ ଏଆର୍‌ସିଏସ୍‌ ସ୍ବାତୀବାଳା ମହାପାତ୍ର, ବାଲେଶ୍ୱର-ଭଦ୍ରକ ସମବାୟ ବ୍ୟାଙ୍କର ବାସୁଦେବପୁର ଶାଖା ପରିଚାଳକ ନରେନ୍ଦ୍ରନାଥ ବିହାରୀ,...

ଦୁଇ ବାଇକ୍‌ ମୁହାଁମୁହିଁ : ଜଣଙ୍କ ଜୀବନଗଲା

ଯୋଡ଼ା,୧୧।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ ୫୨୦ ନଂ. ଜାତୀୟ ରାଜପଥ ଟାଟାସ୍ପଞ୍ଜ ମେଟେରିଆଲ ଗେଟ୍‌ ସମ୍ମୁଖରେ ବୁଧବାର ଅପରାହ୍ନରେ ଦୁଇଟି ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ...

ଘର ବାରଣ୍ଡାରେ ଛିଡ଼ା ହୋଇଥିବା ବେଳେ ମହିଳାଙ୍କଠାରୁ ଚେନ୍‌ ଝାମ୍ପିନେଲେ ଦୁର୍ବୃତ୍ତ

ରାୟଗଡ଼ା ଅଫିସ,୧୧।୧୨: ରାୟଗଡ଼ା ଜିଲାରେ ଚେନ୍‌ ଲୁଟେରାଙ୍କ ଦୌରାତ୍ମ୍ୟ ବଢ଼ିବାରେ ଲାଗିଛି। ଟାଉନ ଥାନା ଅଧୀନ ଜଗନ୍ନାଥ ମନ୍ଦିର ନିକଟରେ ଥିବା ଇଡ଼ୁ ସାହିର ଇପିଲି ରାବଣାମାଁ ନାମକ ଜଣେ ମହିଳା ବୁଧବାର ପୂର୍ବାହ୍ନରେ ଘର ବାରଣ୍ଡାରେ ଛିଡ଼ା ହୋଇଥିବା...

୨ ଗୋରୁ ବୋଝେଇ ଗାଡ଼ି ଜବତ

ଆନନ୍ଦପୁର,୧୧।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୋଲିସ ବୁଧବାର ବେଆଇନ ଗୋରୁ ବୋଝେଇ ଦୁଇଟି ଗାଡି ଜବତ କରିଛି। ଆନନ୍ଦପୁର ପୌରପରିଷଦ ଅଧୀନ ଫକୀରପୁର ସାପ୍ତାହିକ ହାଟରୁ ଦୁଇ ଗାଡିରେ ଗୋରୁ ଚାଲାଣ ହେଉଥିବା ସମ୍ପର୍କରେ ଖବରପାଇ ପୋଲିସ ଚଢ଼ାଉ କରିଥିଲା।...

ଛତିଶଗଡ଼ ପୋଲିସର ଦାଦାଗିରି ଅଭିଯୋଗ: ଧାରଣାରେ ବସିଲେ ସୀମାନ୍ତବାସୀ

ଲଖନପୁର,୧୧।୧୨(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ସୀମାନ୍ତବର୍ତ୍ତୀ କନକତୋର ବାବୁଖାରୀ ନିକଟରୁ ଗତ ଶନିବାର ଛତିଶଗଡ଼ ପୋଲିସ ବଳପୂର୍ବକ ଏକ ଧାନ ବୋଝେଇ ଗାଡ଼ି ସହ ମନୋଜ ମେହେର ନାମକ ଜଣେ ଭାଗ ଚାଷୀଙ୍କୁ ରାୟଗଡ ଝୁଟମିଲ ଥାନାକୁ ଉଠାଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri