ନ୍ୟାୟ ଦାବିରେ ବିଛିନ୍ନାଞ୍ଚଳବାସୀଙ୍କ ପ୍ରଜାମେଳି
କୋରୁକୋଣ୍ଡା/ଚିତ୍ରକୋଣ୍ଡା, ୧୧।୧୨ (ଡି.ଏନ.ଏ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବିଛିନାଞ୍ଚଳରେ ପୁଣିଥରେ ବିଛିନ୍ନାଞ୍ଚଳବାସୀ ଏକତ୍ରିତ ହୋଇ ପ୍ରଜାମେଳି କରିଥିବା ଦେଖିବାକୁ ମିଳିଛି। ଏହି ପ୍ରଜାମେଳି ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଅଣ୍ଡରାପାଲି ପଞ୍ଚାୟତର ଆରାପଦର ଗ୍ରାମରେ ହୋଇଥିଲା। ବିଛିନ୍ନାଞ୍ଚଳର ୭ଟି ପଞ୍ଚାୟତର ହଜାର...
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ ବବ୍ଲୁ ଆହତ
କଟକ ଅଫିସ୍, ୧୧।୧୨: କଟକ ନାରାଜରେ ବୁଧବାର ସକାଳେ ପୋଲିସ ଏନକାଉଣ୍ଟର କରିଛି। ଚୌଦ୍ୱାର ପୋଲିସ ଓ ସ୍ପେଶାଲ ସ୍କ୍ବାଡର ମିଳିତ ଭାବେ କରାଯାଇଥିବା ଏହି ଏନକାଉଣ୍ଟରରେ କୁଖ୍ୟାତ ଡକାୟତ ସଚିନ ପାୱାର ଓରଫ ବବୁଲ ଆହତ ହୋଇଛନ୍ତି। ବବୁଲଙ୍କ...
ପୁଣି ଜଳେଶ୍ବରରେ ବ୍ରାଉନସୁଗାର ଜବତ, ଜଣେ ମହିଳା ଗିରଫ
ଜଳେଶ୍ୱର, ୧୧।୧୨(ଡି.ଏନ.ଏ.): ଜଳେଶ୍ବର ଥାନା ଅନ୍ତର୍ଗତ ଶାସନବାଡ ଗ୍ରାମରେ କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ, ବାଲେଶ୍ବର ପୋଲିସ ଓ ଜଳେଶ୍ବର ଅବକାରୀ ବିଭାଗର ମିଳିତ ସକାଳୁ ଶାସନବାଡ ଗ୍ରାମର ସକାଳୁ ଚଢାଉ କରି ରବିନା ଦେଉଆଙ୍କୁ ଗିରଫ କରିଛି,...
ପ୍ରାକୃତିକ ବିପର୍ଯ୍ୟୟ ମୃତ୍ୟୁଠାରୁ ଡାହାଣୀ ସନ୍ଦେହରେ ହତ୍ୟା ଅଧିକ
ଭୁବନେଶ୍ୱର, ୧୧ା୧୨(ବ୍ୟୁରୋ):ଦେଶରେ ଡାହାଣୀ ଓ ଗୁଣିଆ ସନ୍ଦେହରେ ବାର୍ଷିକ ହାରାହାରି ୫୩ଜଣଙ୍କୁ ହତ୍ୟା କରାଯାଉଛି। ୨୦୧୦ରୁ ଏ ପର୍ଯ୍ୟନ୍ତ ଡାହାଣୀ ଓ ଗୁଣିଆ ସନ୍ଦେହଜନିତ ହତ୍ୟା ସଂଖ୍ୟା ୫୩୩ରେ ପହଞ୍ଚତ୍ଛି। ମୋଟ ହତ୍ୟା ଘଟଣା ମଧ୍ୟରୁ ୧୯୫ ଜଣ ମହିଳା...
ବୌଦ୍ଧ ପୁସ୍ତକମେଳା ଉଦ୍ଯାପିତ:ଓଡ଼ିଆ ସାହିତ୍ୟର ଅଭିବୃଦ୍ଧି ପାଇଁ ପୁସ୍ତକମେଳା ଗୁରୁତ୍ୱପୂର୍ଣ୍ଣ
ବୌଦ୍ଧ, ୧୧ା୧୨(ସ୍ବ.ପ୍ର):ବୌଦ୍ଧ ଜିଲା ସଦର ମହକୁମା କଚେରି ପଡିଆଠାରେ ଡିସେମ୍ବର ୩ ତାରିଖରୁ ଆରମ୍ଭ ହୋଇଥିବା ୭ ଦିନିଆ ‘ପଞ୍ଚଦଶ ବୌଦ୍ଧ ପୁସ୍ତକମେଳା’ ସୋମବାର ସନ୍ଧ୍ୟାରେ ଉଦ୍ଯାପିତ ହୋଇଯାଇଛି। ଏହି ଅବସରରେ ରବିବାର ଅନୁଷ୍ଠିତ କାର୍ଯ୍ୟକ୍ରମରେ ଓଡିଶା ସରକାରଙ୍କ ଗଣମାଧ୍ୟମ...
ମଣ୍ଡିରେ ନକଲି ଭାଗଚାଷୀ ଧାନ ବିକିବା ଘଟଣା: ଜିଲା ପ୍ରଶାସନ ତତ୍ପର; ବନ୍ଧା ହେବେ ନକଲି ଭାଗଚାଷୀ, ବିଭାଗୀୟ କର୍ମଚାରୀ
ମାଲକାନଗିରି,୧୦ା୧୨ (ଡି.ଏନ୍.ଏ.)- ମଙ୍ଗଳବାର ଧରିତ୍ରୀରେ ମଣ୍ଡିରେ ନକଲି ଭାଗଚାଷୀ ଧାନ ବିକୁଥିବା ଖବର ପ୍ରକାଶ ପାଇବା ପରେ ଜିଲା ପ୍ରଶାସନ ତତ୍ପର ହୋଇଉଠିଛି। ଜିଲା ପ୍ରଶାସନ ଓ ଜିଲା ପୋଲିସ ଏହାକୁ ଗୁରୁତ୍ୱର ସହ ନେଇଛନ୍ତି। ଉପଜିଲାପାଳଙ୍କ ନିର୍ଦ୍ଦେଶରେ ଯୋଗାଣ...
ଟ୍ରକ୍ ଧକ୍କାରେ ଛାତ୍ରଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା, ରାସ୍ତାରୋକୋ: ପୋଲିସ ଉପସ୍ଥିତିରେ ଟ୍ରକକୁ ଜାଳିଲେ ଲୋକେ
ଲହୁଣୀପଡା, ୧୧।୧୨ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା ଲହୁଣୀପଡା ଥାନା ଅନ୍ତର୍ଗତ ୧୪୩ ନମ୍ବର ଜାତୀୟ ରାଜପଥ ଦର୍ଜିଂଠାରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୪ଟାରେ ଏକ ଦୁର୍ଘଟଣା ଘଟିଛି। ଟ୍ରକ୍ ଧକ୍କାରେ ଜଣେ ଛାତ୍ର ବିର୍ସା ମୁଣ୍ଡା (୧୧)ଙ୍କ ମୃତ୍ୟୁକୁ କେନ୍ଦ୍ରକରି...
ସାତ୍ସପନ ହେଇଛେ ସରକାରୀ ଯୋଜନା: ୩ ଛୁଆକର ଭବିଷତ୍ ଚିନ୍ତାରେ ଲଛମି
ଲାଞ୍ଜିଗଡ଼, ୧୧।୧୨(ଡି.ଏନ.ଏ.)-କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ତ୍ରିଲୋଚନପୁର ପଁଚେତ୍ ଆମ୍ବଗୁଡ଼ା ଗଁାର ବିଧବା ମହିଲା ଲଛମି ମାଝି। ସରକାରୀ ସୁବିଧା ସୁଯୋଗ ଅଭାବୁ ସେ ନିଜର ୩ ଛୁଆକୁ ଧରି ବଡ଼ା ଗୁଲ୍ଗୁଲା ହେଇ ଜୀବନ୍ ବିତଉଛନ୍। ଅନେକ ସମିଆରେ...
ଅବହେଲିତ ଗାଁ ବାହାବଲ: ସରକାରୀ ଯୋଜନା ବାଟବନା
କଣ୍ଟାବାଞ୍ଜି, ୧୧ା୧୨(ଡି.ଏନ.ଏ.)-ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ଢୋଲମାନ୍ଦଲ ପଁଚେତ୍ ଅଧୀନ ମାଓବାଦୀ ପରଭାବିତ ଗଁା ବାହାବଲ। ଇ ଗଁାରେ ବାସ କରୁଛନ୍ ୨୮୫ ଆଦିବାସୀ ଆର ହରିଜନ ପରିବାର। ୨ ଓ୍ବାର୍ଡ ଥିବାର ଇ ଗଁାରେ ସରକାରକଁର ଅନେକ ବିକାଶ...
ନୟାଗଡ଼ ପୌରପାଳିକା ଅଫିସରେ ରହୁନାହାନ୍ତି ୱାର୍ଡ ଅଫିସର
ନୟାଗଡ଼ ଅଫିସ,୧୧ା୧୨: ବିଭିନ୍ନ ସହରାଞ୍ଚଳରେ ପୌର ପ୍ରଶାସନର ପ୍ରତିନିଧିମାନଙ୍କ କାର୍ଯ୍ୟକାଳ ସରିଯାଇଥିବା ବେଳେ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମକୁ ଅବ୍ୟାହତ ରଖିବା ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅଗଷ୍ଟ ମାସରେ ପ୍ରତି ୱାର୍ଡରେ ଅଫିସ ଖୋଲି ୱାର୍ଡ...
ପଟ୍ଟାମୁଣ୍ଡାଇ ଆଦର୍ଶ ବିଦ୍ୟାଳୟ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଶ୍ରମମନ୍ତ୍ରୀ
ପଟ୍ଟାମୁଣ୍ଡାଇ, ୧୧।୧୨ (ସ୍ବ.ପ୍ର.):ଶିକ୍ଷାର ବିକାଶ ପାଇଁ ବିଭିନ୍ନ ବ୍ଲକ ଓ ଜିଲାରେ ଆଦର୍ଶ ବିଦ୍ୟାଳୟ ସ୍ଥାପନ କରାଯାଉଛି। ଏହି କ୍ରମରେ ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନନଗର ପଞ୍ଚାୟତ ପଟ୍ଟାମୁଣ୍ଡାଇ-ରାଜନଗର ମୁଖ୍ୟରାସ୍ତା ପାର୍ଶ୍ୱ ବନ୍ତୋପାଟଣାଠାରେ ୮ ଏକର ପରିମିତ ଜମିରେ ଆଦର୍ଶ ବିଦ୍ୟାଳୟ...
ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କଲେ ସ୍ବାସ୍ଥ୍ୟ ବିଭାଗ ସ୍ବତନ୍ତ୍ର ସଚିବ: କର୍ତ୍ତୃପକ୍ଷଙ୍କ ସହ କାର୍ଯ୍ୟର ସମୀକ୍ଷା
ଅନୁଗୋଳ ଅଫିସ, ୧୧।୧୨-ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସ୍ବତନ୍ତ୍ର ସଚିବ ହରପ୍ରସାଦ ପଟ୍ଟନାୟକ, ନର୍ସିଂ ନିର୍ଦ୍ଦେଶକ ଡାକ୍ତର ସୁଶୀଲ କୁମାର କର ଓ ଉପଦେଷ୍ଟା ପି.କେ. ପ୍ରଧାନ ଦୁଇ ଦିନିଆ ଅନୁଗୋଳ ଗସ୍ତ ଶେଷ କରି ମଙ୍ଗଳବାର...
Archives


