ହାଇଓ୍ବା ଲୁଟ୍ ଘଟଣା, ୨ ଟ୍ରକ୍ ଡ୍ରାଇଭର କୋର୍ଟ ଚାଲାଣ
ଧର୍ମଶାଳା/ଜେନାପୁର,୧୧।୧୨(ଡି.ଏନ୍.ଏ.)- ଜେନାପୁର ପୋଲିସ ମଙ୍ଗଳବାର ହାଇଓ୍ବା ଲୁଟ୍ ଅଭିଯୋଗରେ ୨ ଜଣ ଡ୍ରାଇଭରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏହି ଘଟଣାରେ ପୋଲିସ ଚୋରି ହୋଇଥିବା ୨ ହାଇଓ୍ବା ମଧ୍ୟରୁ ଗୋଟିଏ ଜବତ କରିଥିବାବେଳେ ଅନ୍ୟଟିର ଡାଲା ଏବଂ...
‘ରାଜ୍ୟ ବାହାରେ କଳାପ୍ରଦର୍ଶନ କରିବାକୁ ଲକ୍ଷ୍ୟ’: କେନ୍ଦୁଝରର ଯୁବ ଶିଳ୍ପୀ ନିଶିକାନ୍ତ
କେନ୍ଦୁଝର, ୧୧।୧୨(ସ୍ବ.ପ୍ର.)-କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ମହାଦେଇଯୋଡ଼ା ପଞ୍ଚାୟତ ଟିକରପଡ଼ା ଗ୍ରାମର ଯୁବ ଟେରାକୋଟା ଶିଳ୍ପୀ ନିଶିକାନ୍ତ ବେହେରା। ନିଜ ବାପାଙ୍କଠାରୁ ଟେରାକୋଟା ଶିଳ୍ପ କଳା ଶିଖିବା ପରେ ଏବେ ସ୍ୟାଣ୍ଡ ଆର୍ଟ ପାଇଁ ମନ ବଳାଇଛନ୍ତି। ଏହି କଳାରେ...
ନାଉଲ ସରକାରୀ ପ୍ରାଥମିକ ବିଦ୍ୟାଳୟ: ଭଙ୍ଗାଯାଉନି ବିପଦସଙ୍କୁଳ ଶ୍ରେଣୀଗୃହ
ତିର୍ତ୍ତୋଲ,୧୧ା୧୨(ଡି.ଏନ.ଏ.): ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ତୁଳଙ୍ଗ ପଞ୍ଚାୟତ ନାଉଲ ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହି ଶ୍ରେଣୀଗୃହର କାନ୍ଥରେ ଫାଟ ସୃଷ୍ଟିହେବା ସହ ଖୁଣ୍ଟଗୁଡିକର ମୂଳ ଖାଇଗଲାଣି। କବାଟ, ଝରକା ଭାଙ୍ଗିରୁଜିଯାଇଛି। ଫଳରେ...
କର୍ମରେ ସାହସ ଦେଖାଏ ବାଟ
ଧାମନଗର,୧୧।୧୨(ଡି.ଏନ.ଏ.)- ସାହସ ଓ ମନୋବଳ ରଖି କାର୍ଯ୍ୟ କଲେ କାହାରି ପେଟ ଅପୋଷା ରହିବ ନାହିଁ ା କୃଷି ବ୍ୟତୀତ ଆନୁଷଙ୍ଗିକ କୃଷି କିମ୍ବା ପ୍ରାଣୀଧନ ପାଳନ ଚାଷୀଙ୍କୁ ମଧ୍ୟ ସ୍ବାବଲମ୍ବୀ କରିପାରିବ। ଏକଦା ରିକ୍ସା ଟାଣି ପେଟ ପୋଷୁଥିବା...
ଦାଦା ବଟିକୁ ନେଇ ମଦ ଦୋକାନ ପରିଚାଳକଙ୍କୁ ହତ୍ୟା ମାମଲା ୬ ଅଭିଯୁକ୍ତଙ୍କୁ ଆଜୀବନ ଜେଲ
ଜଗତ୍ସିଂହପୁର ଅଫିସ, ୧୧ା୧୨: ଜଗତ୍ସିଂହପୁର ଜିଲା କୁଜଙ୍ଗସ୍ଥିତ ଏକ ବିଦେଶୀ ମଦ ଦୋକାନରେ ପରିଚାଳକଭାବେ କାର୍ଯ୍ୟ କରୁଥିବା କୁଜଙ୍ଗ ଥାନା ଜଗନ୍ନାଥପୁର ଗ୍ରାମର ପ୍ରଶାନ୍ତ ନାରାୟଣ ଦାସ ଓରଫ ପସିଆ (୩୬)ଙ୍କୁ ୨୦୧୪ରେ ଗୁଳି କରି ହତ୍ୟା କରା ଯାଇଥିବା...
ପୁଣି ଖନନ ହେବ ମହାନଦୀ ମୁହାଣ: ଉପକୃତ ହେବେ ୫୦ ହଜାର ମତ୍ସ୍ୟଜୀବୀ
ପାରାଦୀପ,୧୧ା୧୨(ସ୍ବ.ପ୍ର.): ପାରାଦୀପ ମାଛଧରା ବନ୍ଦର ଓ ମତ୍ସ୍ୟ ଶିଳ୍ପର ଦୁଃଖ ବୋଲି କୁହାଯାଉଥିବା ମହାନଦୀ ମୁହାଣ ଅଞ୍ଚଳକୁ ପୁଣି ଥରେ ଖନନ କରାଯିବ। ଏହାକୁ ପାରାଦୀପ ବନ୍ଦର କର୍ତ୍ତୃପକ୍ଷ ଖନନ କରିବେ। ଆସନ୍ତା ଜାନୁୟାରୀ ପ୍ରଥମ ସପ୍ତାହରୁ ଦେଶର ଅଗ୍ରଣୀ...
ପୀଡ଼ିତାଙ୍କ ବୟାନ ରେକର୍ଡ: ବଳାତ୍କାର ପରେ ବିବାହ କରି ପ୍ରତାରଣା; ଅଭିଯୁକ୍ତ ଗିରଫ
ରାଇରଙ୍ଗପୁର,୧୧ା୧୨(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ଓ ଗର୍ଭନଷ୍ଟ କରିବା ଘଟଣାରେ ପୋଲିସ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରି ବାରିପଦାସ୍ଥିତ ଜିଲା ପୋକ୍ସୋ ଅଦାଲତକୁ ପଠାଇଛି। ଗିରଫ ଅଭିଯୁକ୍ତ ହେଲେ...
ହାତୀ ଆକ୍ରମଣରେ ଆହତ ଯୁବତୀଙ୍କ ମୃତ୍ୟୁ
ଠାକୁରମୁଣ୍ଡା,୧୧ା୧୨(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଦୁଧିଆଣି ରେଞ୍ଜ ଅନ୍ତର୍ଗତ ଚାଞ୍ଚବଣି ଗ୍ରାମରେ ଗତ ୧ ତାରିଖରେ ହାତୀ ଆକ୍ରମଣରେ ଜଣେ ଯୁବତୀ ଗୁରୁତର ଆହତ ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ସୋମବାର ରାତିରେ ତାଙ୍କର ମୃତ୍ୟୁ ଘଟିଛି। ମୃତ ଯୁବତୀ...
ଡମ୍ପର- ଭ୍ୟାନ ମୁହାଁମୁହିଁ: ୪ ଗୁରୁତର, ୨ ଗୋରୁ ମୃତ
ବଡ଼ସାହି,୧୧ା୧୨(ସ୍ବ.ପ୍ର)-ବଡ଼ସାହି-ବେତନଟୀ ରାସ୍ତାର ଘୁଷୁରିଆ ନିକଟରେ ମଙ୍ଗଳବାର ରାତି ୮ଟା ୪୫ମିନିଟ ସମୟରେ ଏକ ଦୁର୍ଘଟଣାରେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଏକ ବାଲି ବୋଝେଇ ଡ଼ମ୍ପର ସହିତ ଗୋରୁ ବୋଝେଇ ପିକଅପ ଭ୍ୟାନର ମୁହଁାମୁହଁି ଧକ୍କା ହୋଇଥିଲା। ଆହତମାନଙ୍କୁ...
ମଦ ବିରୋଧୀ ପଥପ୍ରାନ୍ତ ସଭା
ଯଶିପୁର,୧୧ା୧୨(ଡି.ଏନ୍.ଏ.)-ଅଲ୍ ଇଣ୍ଡିଆ ଡିଏସ୍ଓ ଏବଂ ଡିଓ୍ବାଇଓ ପକ୍ଷରୁ ମଙ୍ଗଳବାର ଯଶିପୁର ନୂଆ ବସ୍ ଷ୍ଟାଣ୍ଡଠାରେ ମଦ ବିରୋଧୀ ପଥପ୍ରାନ୍ତ ସଭା ଅନୁଷ୍ଠିତ ହୋଇଯାଇଛି। ସଂଗଠନର କର୍ମକର୍ତ୍ତା ଓ ଯୁବଛାତ୍ରମାନେ ବିଭିନ୍ନ ସ୍ଲୋଗାନ ଦେଇ ଜନସାଧାରଣଙ୍କୁ ସଚେତନ କରିଥିଲେ। ମନୋଜ ମହାନ୍ତଙ୍କ...
କୋର୍ଟଙ୍କ ନିର୍ଦ୍ଦେଶର ୧ ବର୍ଷକ ପରେ ରାସ୍ତାକଡ଼ରୁ ହଟିଲା ଜବରଦଖଲ
ଜଳେଶ୍ୱର, ୧୧।୧୨(ସ୍ବ.ପ୍ର.)-ଜଳେଶ୍ୱର ମ୍ୟୁନିସିପାଲିଟି ଅଧୀନ ପଞ୍ଚୁଘଣ୍ଟା ଗ୍ରାମ ମଧ୍ୟରେ ଜଣେ ବ୍ୟକ୍ତିଙ୍କ ଯାତାୟାତ ରାସ୍ତା ଅବରୋଧ କରାଯାଇଥିବାରୁ ସେ ଉଚ୍ଚ ନ୍ୟାୟାଳୟର ଦ୍ୱାରସ୍ଥ ହୋଇଥିଲେ। କୋର୍ଟଙ୍କ ନିର୍ଦ୍ଦେଶର ଏକ ବର୍ଷ ପରେ ମଙ୍ଗଳବାର ପ୍ରଶାସନ କେତେକାଂଶ ଜବରଦଖଲ ଉଚ୍ଛେଦ କରାଯାଇଛି।...
ବ୍ୟକ୍ତିତ୍ୱକୁ ବିକାଶ କରେ ସଙ୍ଗୀତ
ସିମୁଳିଆ, ୧୧।୧୨-କଳା ମାଧ୍ୟମରେ ସମାଜ ଜୀବନକୁ ସରସ, ସୁନ୍ଦର କରି ଗଢ଼ିହେବ। ଏଭଳି ବିଶ୍ୱାସ ରଖି ଯନ୍ତ୍ର ସଙ୍ଗୀତ ଶିକ୍ଷାଲାଭ କରି ସାଧନା ଜାରି ରଖିବା ସହ ଅନ୍ୟକୁ ଶିକ୍ଷା ଦେବା କାର୍ଯ୍ୟରେ ଲାଗି ପଡିଛନ୍ତି ମନୋଜ। ଉଚ୍ଚଶିକ୍ଷା ଲାଭ...
Archives


