ଆମ ଜିଲା ଖବର

କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତା ମିଳୁ

ଅନୁଗୋଳ ଅଫିସ, ୭।୫ – କରୋନା ଜନିତ କ୍ଷତିଗ୍ରସ୍ତ ଚାଷୀଙ୍କ ପାଇଁ ସରକାର ସହାୟତା ପ୍ରଦାନ କରିବାକୁ ଅଲ୍‌ଇଣ୍ଡିଆ କିଶାନ କ୍ଷେତମଜଦୁର ସଙ୍ଗଠନ (ଏଆଇକେକେଏମ୍‌ଏସ୍‌) ସର୍ବଭାରତୀୟ କମିଟି ପକ୍ଷରୁ ଦାବି କରାଯାଇଛି। ଏ ନେଇ କମିଟି ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ…

ଜିଲାପାଳ, ପୋଲିସକୁ ରିପୋର୍ଟ ଦେଲେ ଡିସିପିଓ

ଅନୁଗୋଳ ଅଫିସ, ୭।୫ – ଅନୁଗୋଳ ହୁଲୁରିସିଂହା ଅଞ୍ଚଳରେ ଘଟିଥିବା ନବଜାତ ଶିଶୁପୁତ୍ର ବିକ୍ରି ଅଭିଯୋଗ ଘଟଣା ସମ୍ପର୍କରେ ଜିଲା ଶିଶୁ ସୁରକ୍ଷା ଅଧିକାରୀ (ଡିସିପିଓ) ଗୌରୀ ଶଙ୍କର ବେହେରା ଅନୁଗୋଳ ଜିଲାପାଳ ଓ ପୋଲିସକୁ ରିପୋର୍ଟ ପ୍ରଦାନ କରିଛନ୍ତି। ଏଥିସହ…

୩ ବସ୍‌ରେ ଗଲେ ୯୭ ଶ୍ରମିକ

ଅନୁଗୋଳ ଅଫିସ, ୭।୫ – ଅନୁଗୋଳରେ ଅଟକି ରହିଥିବା ବାହାର ରାଜ୍ୟର ଶ୍ରମିକମାନଙ୍କ ମଧ୍ୟରୁ ଯେଉଁମାନଙ୍କ ୧୪ ଦିନିଆ ସଙ୍ଗରୋଧ ସମାପ୍ତ ହୋଇଛି ସେମାନଙ୍କୁ ଜିଲା ପ୍ରଶାସନ ପକ୍ଷରୁ ବସ୍‌ ଯୋଗେ ଘରକୁ ପଠାଇବା ପ୍ରକ୍ରିୟା ଜାରି ରହିଛି। ବୁଧବାର ପୂର୍ବାହ୍ନରେ…

ସମ୍ମାନ ଦେଲା ସଙ୍ଗରୋଧ

(ଦିନେଶ ଦେହୁରୀ) ବନ୍ତଳା, ୭ା୫ – ବାହାର ରାଜ୍ୟ ଫେରନ୍ତାଙ୍କ ମଧ୍ୟରୁ ଅନେକେ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି। ଏପରି କି କେତେଜଣ ଲୁଚି ପଳାଇ ଯାଇ ନିଜ ସହ ପରିବାର, ସମ୍ପର୍କୀୟଙ୍କ ପାଇଁ ବିପଦ ସାଜିବାର ସମ୍ଭାବନା ସୃଷ୍ଟି…

ନାବାଳକ ଅଭିଯୁକ୍ତଙ୍କୁ ନେଇ ମୁହଁ।ମୁହିଁ

ଅନୁଗୋଳ ଅଫିସ, ୭।୫ – କୋଭିଡ୍‌ ମ୍ୟାପ୍‌ରେ ଗ୍ରୀନ୍‌ ଜୋନରେ ଥିବା ଅନୁଗୋଳ ଜିଲାର ବାଳ ସୁଧାର ଗୃହକୁ ରେଡ୍‌ଜୋନ୍‌ ଭଦ୍ରକ ଜିଲାରୁ ମଙ୍ଗଳବାର ବିଳମ୍ବିତ ରାତିରେ ଆସିଥିବା ଜଣେ ନାବାଳକ ଅଭିଯୁକ୍ତଙ୍କୁ ନେଇ ପୋଲିସ ଓ ବାଳ ସୁଧାର ଗୃହର…

ଜୀବିକା ସହଜ ପାଇଁ ସହଯୋଗ କର

ଅନୁଗୋଳ ଅଫିସ, ୭।୫ – ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସଭାଗୃହ ଠାରେ ବ୍ୟାଙ୍କ ସମୂହ ଜିଲା ପରାମର୍ଶଦାତା କମିଟିର ଏକ ସ୍ବତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଯାଇଛି। ତାଲା ବନ୍ଦ ଯୋଗୁ ଜିଲାର…

ଆସିବେ ୨୭ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ

ଢେଙ୍କାନାଳ ଅଫିସ, ୭।୫ – ଢେଙ୍କାନାଳ ଜିଲାକୁ ଆସିବେ ୨୭ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଓଡ଼ିଆ। ସେମାନଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖିବାକୁ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। କୌଣସି ପରିସ୍ଥିତିରେ ପ୍ରବାସୀଙ୍କ ବିଶୃଙ୍ଖଳାକୁ ବରଦାସ୍ତ କରାଯିବନି। ବିଶୃଙ୍ଖଳିତ ଆଚରଣ କଲେ…

ମୁକାବିଲା ପାଇଁ ପ୍ରସ୍ତୁତ ରୁହ

ଢେଙ୍କାନାଳ ଅଫିସ, ୭।୫ – ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ଓସ୍‌ୱାନ ଭିଡିଓ କନଫରେନ୍ସିଂ ହଲ୍‌ରେ ମଙ୍ଗଳବାର ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଅଧ୍ୟକ୍ଷତା କରି ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା…

ଆଇଟିଆଇ ପ୍ରସ୍ତୁତ କଲା ୟୁଭିସି ସାନିଟାଇଜ୍‌ ମେଶିନ: ଇଲୋକ୍ଟ୍ରୋନିକ୍ସ ଉପକରଣକୁ କରିହେବ ସାନିଟାଇଜ୍‌

ବ୍ରହ୍ମପୁର ଅଫିସ,୭ା୫-କୋଭିଡ୍‌-୧୯ ଭୂତାଣୁ ସାରା ଦେଶ ତଥା ବିଶ୍ୱରେ ଭୟଙ୍କର ରୂପ ଧାରଣ କରିବାରେ ଲାଗିଛି । ଏହି ସମୟରେ ଇଲୋକ୍ଟ୍ରାନିକ୍ସ ଉପକରଣ ଦ୍ୱାରା ଏହି ଭୂତାଣୁ ସଂକ୍ରମଣକୁ ରୋକିବା ନେଇ ଏକ ସ୍ବତନ୍ତ୍ର ୟୁଭିସି(ଅଲ୍‌ଟ୍ରା ଭାଉଲେଟ୍‌ ଚାମ୍ବର) ସାନିଟାଇଜ୍‌ ମେଶିନ…

ସଙ୍ଗରୋଧ ଗୃହରେ ଯୋଗ କଲେ ପ୍ରବାସୀ

ସୋରଡା,୭ା୫(ଡି.ଏନ୍‌.ଏ.)- ସୋରଡା ବ୍ଲକର ବିଭିନ୍ନ ସଙ୍ଗରୋଧ ଗୃହରେ ୨୨୦୮ ଜଣ ସୁରଟ ଫେରନ୍ତା ରହିଛନ୍ତି। ସେମାନଙ୍କ ମଧ୍ୟରୁ ପୁରୁଷ ୨୦୪୦, ମହିଳା ୯୬ ଓ ୭ ଜଣ ଶିଶୁ ରହିଛନ୍ତି । ତେବେ ଅନ୍ୟ ବ୍ଲକ ଅଞ୍ଚଳର ସଙ୍ଗରୋଧ କେନ୍ଦ୍ରମାନଙ୍କରେ ଯୁବକମାନେ…

CORONAVIRUS UPDATE: ମୟୁରଭଞ୍ଜ ଛୁଇଁଲା କରୋନା; ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ୨୦୦ ଟପିଲା

ଭୁବନେଶ୍ୱର,୭।୫:(ବ୍ୟୁରୋ): ରାଜ୍ୟରେ ଆଉ ୨୦ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୫ରେ ପହଞ୍ଚିଛି। ଗୁରୁବାର ନୂଆ ଚିହ୍ନଟ ହୋଇଥିବା ୨୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୭ ଜଣ ଗଞ୍ଜାମ ଜିଲା ଓ ୩ଜଣ ମୟୁରଭଞ୍ଜ ଜିଲାର…

ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା

ଭଦ୍ରକ ଅଫିସ, ୭ା୫- ଦେଶରେ ଦିନକୁ ଦିନ ବଢ଼ି ଚାଲିଥିବା କରୋନା ରୋଗର ନିରାକରଣ ପାଇଁ ଶ୍ରୀରାମ ମହାଯଜ୍ଞ ସମିତି, ଭଦ୍ରକ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି। ବୁଧବାର ଷ୍ଟେଟ ବ୍ୟାଙ୍କ ଅଫ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?