ଆମ ଜିଲା ଖବର

ଶ୍ରମିକଙ୍କୁ ନିଜ ଅଞ୍ଚଳକୁ ପଠାଉଛି ପ୍ରଶାସନ: ୨ ଦିନରେ ଗଲେଣି ୧୩୦

ଜୟପୁର,୬ା୫(ଡି.ଏନ୍‌.ଏ.): କୋରାପୁଟ ଜିଲାରେ ବାହାର ରାଜ୍ୟର ଫସି ରହିଥିବା ୭୨ ଜଣ ଏବଂ ରାଜ୍ୟ ଭିତରର ୫୮ଜଣଙ୍କୁ ଗତ ଦୁଇଦିନ ମଧ୍ୟରେ ଜିଲା ପ୍ରଶାସନ ସେମାନଙ୍କ ଅଞ୍ଚଳକୁ ବସ୍‌ ଏବଂ ବୋଲେରୋ ଯୋଗେ ପଠାଇଛି। ପ୍ରଥମ ପର୍ଯ୍ୟାୟରେ ରାଜସ୍ଥାନକୁ ଜିଲାରୁ ୩୯,…

ଲକ୍‌ଡାଉନ୍‌ ଦେଲା ନିଖୋଜ ପୁଅର ଠିକଣା

ନବରଙ୍ଗପୁର,୬ା୫(ବି.ପ୍ର.)- ଲକ୍‌ଡାଉନ୍‌ ସମୟରେ ମା’ ବାପାଙ୍କୁ ମିଳିଲା ଖୁସି ଖବର। ୧୫ ବର୍ଷ ହେଲା ନିଖୋଜ ବୋଲି ଭାବୁଥିବା ପୁଅର ଠିକଣା ପାଇଛନ୍ତି। ପୁଅର ପତ୍ତା ପାଇବା ପରେ ମା’, ବାପାଙ୍କ ମନରେ ଖୁସିର ଲହରି ଖେଳି ଯାଇଛି। ନବରଙ୍ଗପୁର ଜିଲା…

ସଙ୍ଗରୋଧକାରୀଙ୍କୁ ପ୍ରାର୍ଥନା, ଯୋଗ କରିବାକୁ ପରାମର୍ଶ ଦେଉଛନ୍ତି ପ୍ରଧାନଶିକ୍ଷକ

ମାଲକାନଗିରି,୬ା୫ (ଡି.ଏନ୍‌.ଏ.): ଶ୍ରମିକଙ୍କୁ ବାହାର ରାଜ୍ୟରୁ ଫେରାଇ ଆଣିବା ନେଇ ରାଜ୍ୟ ସରକାର ବ୍ୟବସ୍ଥା କରିବା ପରେ ମାଲକାନଗିରି ଜିଲାକୁ ପ୍ରତ୍ୟେହ ହଜାର ହଜାର ଶ୍ରମିକ ଫେରୁଛନ୍ତି। ସେମାନଙ୍କୁ ସଙ୍ଗରୋଧ ଗୃହରେ ରଖିବା ବ୍ୟବସ୍ଥା ହୋଇଛି। ତେବେ କାଲିମେଳା ବ୍ଲକ ତେଲରାଇ…

ବିଶୃଙ୍ଖଳିତ ସୁରଟ ଫେରନ୍ତାଙ୍କୁ ଅନ୍ୟତ୍ର ସ୍ଥାନାନ୍ତର

ଦିଗପହଣ୍ଡି,୬ା୫(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ବାଳିକା ହାଇସ୍କୁଲ ପରିସରରେ ଥିବା କ୍ବାରାଣ୍ଟାଇନ ସେଣ୍ଟର ପରିଦର୍ଶନ କରିଛନ୍ତି ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉ ସାହେବ। ବୁଧବାର ଦିଗପହଣ୍ଡି ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁ, ବିଡ଼ିଓ ହଳଧର ଶବର, ସରପଞ୍ଚ…

ନନ୍ଦୁର ପଞ୍ଚାୟତରେ ମାସ୍କ ବଣ୍ଟନ

ଖଇରା,୬।୫(ଡି.ଏନ.ଏ)-ବିଜେଡି ଜିଲା ମହିଳା ମୋର୍ଚ୍ଚା ସଦସ୍ୟା ତଥା ନନ୍ଦୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଜୟନ୍ତୀ ପତି ଓ ବିଜେଡି ସାଧାରଣ ସମ୍ପାଦକ ପ୍ରହଲ୍ଲାଦ ପତିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବିଭିନ୍ନ ଗ୍ରାମରେ ବୁଧବାର ମାସ୍କ ବଣ୍ଟନ କରାଯାଇଛି। ପ୍ରଥମେ ସୁଙ୍ଗୁଡା ପରେ ଗୋଆଲ୍ଡି…

କରୋନା ଯୋଦ୍ଧାଙ୍କ ଉପରେ ପୁଷ୍ପବୃଷ୍ଟି କରାଗଲା

ବନ୍ତ,୬।୫(ଡି.ଏନ୍‌.ଏ.)-କରୋନା ଲଢେଇରେ ଦିନରାତି ଏକ କରି ଲୋକ ମାନଙ୍କୁ ସେବା ଯୋଗାଇ ଆସୁଥିବା ଯୋଦ୍ଧା ମାନଙ୍କ ଉପରେ ମହାସଂଘର ମହିଳା ମାନେ ପୁଷ୍ପବୃଷ୍ଟି କରିଛନ୍ତି। ବୁଧବାର ଭଦ୍ରକ ଜିଲା ବନ୍ତ ଥାନା ପରିସରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି। ଜ୍ୟୋର୍ତିମୟୀ ମହିଳା…

ଅମାନିଆଙ୍କୁ ଜରିମାନା

କୁଆମରା, ୬।୫(ଡି.ଏନ.ଏ.)-ଅମାନିଆଙ୍କୁ ନିୟନ୍ତ୍ରଣକୁ ଆଣିବା ପାଇଁ ଖୁଣ୍ଟା ଥାନା ପକ୍ଷରୁ ପ୍ରୟାସ ଜାରି ରହିଛି। ବିନା ହେଲମେଟ ଓ ମାସ୍କ ପିନ୍ଧି ନ ଥିବା ବାଇକ ଚାଳକଙ୍କ ଉପରେ ବୁଧବାର ପୁରୁଣା ବାରିପଦା ବଜାରଠାରେ ଜୋରଦାର ଚେକିଂ କରାଯାଇଥିଲା। ଏସଆଇ ସୌମ୍ୟ…

ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କଲେ ଏସ୍‌ପି

ସୋରଡା,୬ା୫(ଡି.ଏନ୍‌.ଏ.)- ସୋରଡା ବ୍ଲକର ବିଭିନ୍ନ ସଙ୍ଗରୋଧ କେନ୍ଦ୍ରରେ ୨୨୦୮ ଜଣ ପ୍ରବାସୀ ରହୁଛନ୍ତି। ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ ବ୍ଲକରେ ପହଞ୍ଚତ୍ ସଙ୍ଗରୋଧ କେନ୍ଦ୍ରର ପରିଚାଳନା ନେଇ ସମୀକ୍ଷା କରିଥିଲେ। ଆଦର୍ଶ ବିଦ୍ୟାଳୟ କେନ୍ଦ୍ରକୁ ଯାଇ ବୁଲି ଦେଖିବା ସହ…

କୋଭିଡ୍‌ ହେଲ୍‌ଥ ସେଣ୍ଟରରେ ୫-ଟି ସଚିବ

ନୟାଗଡ଼ ଅଫିସ/ରଣପୁର,୬ା୫(ସ୍ବ.ପ୍ର.): ରାଜ୍ୟରେ କରୋନା ସଂକ୍ରମଣ ରୋକିବା ଲାଗି ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ ଯାଇ ସ୍ଥିତି ପରଖୁଛନ୍ତି। ଏହି କ୍ରମରେ ବୁଧବାର ୫-ଟି ସଚିବ ଭି.କେ. ପାଣ୍ଡିଆନ ଓ ଉନ୍ନୟନ କମିଶନର ସୁରେଶ ମହାପାତ୍ର…

୧୧୫୭ ପ୍ରବାସୀଙ୍କ ମଧ୍ୟରୁ ୫୮ କରୋନା ନେଗେଟିଭ୍‌

କେନ୍ଦ୍ରାପଡ଼ା ଅଫିସ, ୬ା୫: ଗତ ୪ ତାରିଖରୁ ଅଦ୍ୟାବଧି ୧୧୫୭ ପ୍ରବାସୀ ଜିଲାକୁ ଫେରିଛନ୍ତି। ସେମାନଙ୍କଠାରୁ ସଂଗୃହୀତ ସ୍ବାବ୍‌ ଟେଷ୍ଟିଂ ପରେ ୫୮ ଜଣ କରୋନା ନେଗେଟିଭ୍‌ ବୋଲି ଜିଲା ପ୍ରଶାସନ ବୁଧବାର ଗଣମାଧ୍ୟମକୁ ସୂଚନା ଦେଇଛି। ଜିଲାର ୪ଟି ସ୍ଥାନରେ…

ବିନିକାରେ କାଳବୈଶାଖୀ: ଗଛ ଉପୁଜିଲା, ଛପର ଉଡିଲା

ବିନିକା,୬ା୫(ଡି.ଏନ୍‌.ଏ.)-ସୁବର୍ଣ୍ଣପୁର ଜିଲା ବିନିକାରେ ମଙ୍ଗଳବାର ରାତିରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଥିଲା। ପ୍ରବଳ ଝଡତୋଫାନ, ବର୍ଷା ଓ କୁଆପଥର ମାଡରେ ବ୍ଲକ ଅଞ୍ଚଳଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି ା ବିଭିନ୍ନ ସ୍ଥାନରେ ଶହଶହ ଗଛ ଉପୁଡି ପଡିଛି। ଶଙ୍କରା, ସେଲେଡି, କଇଁତରା,…

କଣ୍ଟେନମେଣ୍ଟ ଜୋନ୍‌ରେ ୩ ପଞ୍ଚାୟତର ୯ଗାଁ

ରସୁଲପୁର, ୬।୫(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ନଠୁଆବର ପଞ୍ଚାୟତର ଜଣେ ୫୮ବର୍ଷୀୟ ବ୍ୟକ୍ତି କରୋନା ପଜିଟିଭ୍‌ (କ୍ରମିକ ନଂ.୧୭୬)ଙ୍କ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ତାଙ୍କ କଣ୍ଟାକ୍ଟ ଟ୍ରେସିଂ କରାଯାଇଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ୩୬ଜଣଙ୍କୁ ମଧ୍ୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?