ପୁରୁଷୋତ୍ତମପୁର କୋର୍ଟ ପକ୍ଷରୁ ମାନବାଧିକାର ଦିବସ ପାଳିତ
ପୁରୁଷୋତ୍ତମପୁର, ୧୦।୧୨(ଡି.ଏନ.ଏ.) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନ ସେବା କମିଟି ପକ୍ଷରୁ ମଙ୍ଗଳବାର ମାନବାଧିକାର ଦିବସ ତାରା ତାରିଣୀ କଲେଜ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆଇନ ସେବା କମିଟିର ଅଧ୍ୟକ୍ଷା...
ରେଞ୍ଜ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢାଉ
କେସିଙ୍ଗା,୧୦।୧୨(ଡି.ଏନ.ଏ): ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ କଳାହାଣ୍ଡି ଜିଲା କେସିଙ୍ଗା ରେଞ୍ଜ ରେଞ୍ଜ ଅଫିସର ଦୀନବନ୍ଧୁ ମେହେରଙ୍କ ବଲାଙ୍ଗୀର ସହର ତୁଳସୀନଗରସ୍ଥିତ ବାସଭବନରେ ମଙ୍ଗଳବାର ଭୋର ସକାଳୁ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଏହା ସହିତ ଭିଜିଲାନ୍ସ ଟିମ୍...
ସୂଚନା ଅଧିକାର କର୍ମୀଙ୍କୁ ଗୁଳି ମାରି ହତ୍ୟା
ଫୁଲବାଣୀ ଅଫିସ୍, ୧୦।୧୨:କନ୍ଧମାଳ ଜିଲା ବାଲିଗୁଡାରେ ମଙ୍ଗଳବାର ସକାଳୁ ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅଧିକାର(ଆରଟିଆଇ) କର୍ମୀଙ୍କୁ ଗୁଳିମାଡ଼ କରାଯାଇଛି। ମୃତକ ଜଣଙ୍କ ହେଲେ ଅଭିମନ୍ୟୁ ପଣ୍ଡା। ମିଳିଥିବା ସୁଚନା ଅନୁସାରେ ସକାଳ ପ୍ରାୟ ସାଢ଼େ ୬ଟାବେଳେ ଏକ...
ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ
ବାଲେଶ୍ୱର ଅଫିସ୍, ୧୦।୧୨: ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଛନ୍ତି ସହକାରୀ ନିର୍ବାହୀ ଯନ୍ତ୍ରୀ। ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଚଢାଉ ହୋଇଥିବା ଜଣାପଡିଛି। ସୋରୋ ଗ୍ରାମ୍ୟ ଊନ୍ନୟନ ବିଭାଗର ସହକାରି ନିର୍ବାହୀ ଯନ୍ତ୍ରୀ ଅଜୟ କୁମାର ବେହେରାଙ୍କ...
୨ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣଙ୍କ ଜୀବନଗଲା
ବଅଁରପାଳ, ୧୦।୧୨(ଡି.ଏନ.ଏ): ଅନୁଗୋଳ ଜିଲା ୧୪୯ ନଂ ଜାତୀୟ ରାଜପଥର ବଅଁରପାଳ ହସ୍ପିଟାଲ ଛକ ନିକଟରେ ବିଳମ୍ବିତ ରାତ୍ରିରେ ୨ଟି ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଜଣେ ଟ୍ରକ ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଅନ୍ୟତମ ଜଣେ...
ଅନ୍ୟ ଲାଗି ପ୍ରେରଣା ସାଜିଛନ୍ତି ସୁଲଣର ଯୁବଗୋଷ୍ଠୀ
ହାଟଡିହୀ, ୧୦।୧୨(ଡି.ଏନ.ଏ.)- ସମାଜସେବା କରିବା ସକାଶେ ଯୁବଗୋଷ୍ଠୀଙ୍କୁ ଉତ୍ସାହିତ କରି ବେଶ୍ ଚର୍ଚ୍ଚାକୁ ଆସିଛନ୍ତି ଉମାକାନ୍ତ। ସେ ନିଜ ଅଞ୍ଚଳର ୧୫୦ରୁ ଊର୍ଦ୍ଧ୍ୱ ଯୁବକଙ୍କୁ ଏକାଠି ନିଜ ଗ୍ରାମ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୁଲଣରେ ମା’ ତାରିଣୀ ସେବା...
ଶଙ୍ଖାବାଲୀର ଶଙ୍ଖା, ଚୁଡ଼ି କିମିଆ
ଆରଡ଼ି, ୧୦।୧୨ (ଡି.ଏନ.ଏ.)- ଶଙ୍ଖା, ଚୁଡ଼ି, ସିନ୍ଦୂର ସୌଭାଗ୍ୟର ପ୍ରତୀକ। କାହିଁ କେଉଁ କାଳରୁ ବିବାହିତ ସଧବା ମହିଳାମାନେ ଏହାକୁ ପିନ୍ଧି ଆସୁଛନ୍ତି। ଆଜିକାଲି ହାଟବଜାରରେ ଲେଡିଜ କର୍ନ୍ନର ଓ ଫ୍ୟାଶନ ସେଣ୍ଟରରେ ଶଙ୍ଖାସିନ୍ଦୂର ଭଳି ନାନା ପ୍ରସାଧନ ସାମଗ୍ରୀ...
ଗୋପାଳନ ସବ୍ସିଡି ଯୋଜନା ବାଟବଣା
ଭଦ୍ରକ ଅଫିସ, ୧୦।୧୨- ଗୋପାଳନକୁ ପ୍ରୋତ୍ସାହନ ଦେବା ଲାଗି ସରକାର ବିଭିନ୍ନ ଯୋଜନା କରୁଥିବା ବେଳେ ଚାଷୀଙ୍କ ଆର୍ଥିକ ମାନଦଣ୍ଡ ଦୃଢ଼ କରିବା ପାଇଁ ସମବାୟ ସମିତି ମାଧ୍ୟମରେ ଋଣ ଯୋଗାଇ ଦେଉଛନ୍ତି। ଚାଷୀମାନେ ଋଣ ନେଇ କିସ୍ତି ପରିଶୋଧ...
ମାଈ ହାତୀ ମୃତଦେହ ଠାବ
ଉଦଳା,୧୦ା୧୨(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଉଦଳା ବନ ବିଭାଗ ଅଧୀନ ଶିମିଳିପାଳ ଅଭାୟରଣ୍ୟର ପର୍ଯ୍ୟଟନସ୍ଥଳୀ ଦେଇ ପ୍ରବାହିତ ଦେଓ ନଦୀ କୂଳରେ ସୋମବାର ଗୋଟିଏ ମାଈ ହାତୀର ମୃତଦେହ ଠାବ ହୋଇଛି। ବନ ବିଭାଗ କର୍ମଚାରୀ ଏବଂ ଶିମିଳିପାଳ ଏସଟିଆର୍ ଅଧିକାରୀମାନେ...
ଅଭିଯୁକ୍ତ ଗିରଫ, ବନ୍ଧୁକ ଜବତ
ବିଶୋଇ,୧୦ା୧୨(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଞ୍ଚଳରେ ଶନିବାର ରାତିରେ ଗୁଳିକରି ମହିଳାଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାଶ ହୋଇଛି। ଭଜଣା ମୃତ୍ୟୁର ପ୍ରତିଶୋଧ ନେବା ପାଇଁ ଡାହାଣୀ ସନ୍ଦେହରେ ଅଭିଯୁକ୍ତ ଏହିପରି ଜଘନ୍ୟ କାଣ୍ଡ ଘଟାଇଥିବା ପୋଲିସ କହିଛି।...
ଜାତୀୟ ରାଜପଥ ମାନ୍ୟତା ପାଇଁ ଦାବିପତ୍ର
କପ୍ତିପଦା,୧୦ା୧୨(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍ ଦେଇ ଟି.ଡି.ପି.ୟୁ ଏମ.ବି.ଆର(ଠାକୁରମୁଣ୍ଡା, ଡଙ୍ଗାଡିହା, ପୋଡାଡିହା,ଉଦଳା,ମାଣତ୍ରୀ,ବୈଶିଙ୍ଗା ଓ ରୂପସା) ଏମଡିଆର-୭୦ ଏକ ରାସ୍ତା ରହିଛି। ଏହି ରାସ୍ତାକୁ ଜାତୀୟ ରାଜପଥର ମାନ୍ୟତା ଦେବା ପାଇଁ ଅଞ୍ଚଳବାସୀ ଅଣ୍ଟା ଭିଡ଼ିଛନ୍ତି। ପ୍ରଦୀପ କୁମାର ରାଉତ,...
ରେଳଷ୍ଟେଶନ ପରିସରରୁ ଜବରଦଖଲ ଉଚ୍ଛେଦ
ବେତନଟୀ,୧୦ା୧୨(ଡି.ଏନ୍.ଏ.)- ବେତନଟୀ ରେଳଷ୍ଟେଶନ ପରିସରରେ ଦୀର୍ଘ ବର୍ଷ ଧରି ଦୋକାନ ବଜାର ଓ ଡ଼େଲି ପରିବା ମାର୍କେଟ ଗଢି ଉଠିଥିବାବେଳେ ସୋମବାର ଏହାକୁ ଉଚ୍ଛେଦ କରାଯାଇଛି। ରେଳ ବିଭାଗ ବାଲେଶ୍ୱର କାର୍ଯ୍ୟାଳୟର ସହକାରୀ ଡିଭିଜନାଲ ଇଞ୍ଜିନିୟରଙ୍କ ପକ୍ଷରୁ ଜବରଦଖଲକାରୀଙ୍କୁ ଗତ...
Archives


