ଆମ ଜିଲା ଖବର

ରେଳଷ୍ଟେଶନ ପରିସରରୁ ଜବରଦଖଲ ଉଚ୍ଛେଦ

ବେତନଟୀ,୧୦ା୧୨(ଡି.ଏନ୍‌.ଏ.)- ବେତନଟୀ ରେଳଷ୍ଟେଶନ ପରିସରରେ ଦୀର୍ଘ ବର୍ଷ ଧରି ଦୋକାନ ବଜାର ଓ ଡ଼େଲି ପରିବା ମାର୍କେଟ ଗଢି ଉଠିଥିବାବେଳେ ସୋମବାର ଏହାକୁ ଉଚ୍ଛେଦ କରାଯାଇଛି। ରେଳ ବିଭାଗ ବାଲେଶ୍ୱର କାର୍ଯ୍ୟାଳୟର ସହକାରୀ ଡିଭିଜନାଲ ଇଞ୍ଜିନିୟରଙ୍କ ପକ୍ଷରୁ ଜବରଦଖଲକାରୀଙ୍କୁ ଗତ...

ଶ୍ରଦ୍ଧାପୁର ଉପନିର୍ବାଚନରେ ବିଶୃଙ୍ଖଳା ଘଟଣା: କାର୍ଯ୍ୟାନୁଷ୍ଠାନ ପ୍ରତିବାଦରେ ଶିକ୍ଷକଙ୍କ ମେଳି

ଭୋଗରାଇ, ୧୦।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଶ୍ରଦ୍ଧାପୁର ପଞ୍ଚାୟତ ଉପନିର୍ବାଚନରେ ବିଶୃଙ୍ଖଳା, ଭୋଟବାକ୍ସ ଖୋଲା ଓ ଭାଙ୍ଗିବା ଘଟଣା ଅଭିଯୋଗ ହେବା ପରେ କାର୍ଯ୍ୟରେ ଅବହେଳା କରିଥିବା ୬ଜଣ ଶିକ୍ଷକଙ୍କ ବିରୋଧରେ ଜିଲାପାଳ କାର୍ଯ୍ୟାନୁଷ୍ଠାନ ନେବା ପରେ ଭୋଗରାଇ ପ୍ରଥମରୁ...

ବାଲେଶ୍ୱର ସବ୍‌ରେଜିଷ୍ଟ୍ରି ଅଫିସରେ ନିଅଁ।

ବାଲେଶ୍ୱର ଅଫିସ, ୧୦ା୧୨-ବାଲେଶ୍ୱର ସବ୍‌ରେଜିଷ୍ଟ୍ରି ଅଫିସରେ ସୋମବାର ରାତି ପ୍ରାୟ ୯ଟା ୪୫ ମିନିଟ୍‌ରେ ନିଅଁ। ଲାଗିଯାଇଥିଲା। ସ୍ଥାନୀୟ ଲୋକେ ନିଅଁ। ଲାଗିଥିବା ଦେଖି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବିଭାଗର ଦୁଇଟି ବାହିନୀ ଆସି ନିଅଁାଲିଭା କାର୍ଯ୍ୟରେ...

ଉତ୍ତମ ଶିକ୍ଷାରୁ ବଞ୍ଚତ୍ତ ଶ୍ରବଣବାଧିତ ଛାତ୍ର

ଦାରିଙ୍ଗବାଡ଼ି,୧୦।୧୨(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ଭ୍ରମରବାଡ଼ି ପଞ୍ଚାୟତ ଲାଦାଙ୍ଗି ନୂତନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଟୁନା ପ୍ରଧାନ। ତାଙ୍କ ବାମ କାନକୁ ଆଦୌ ଶୁଭୁ ନ ଥିବାବେଳେ ଡାହାଣ କାନକୁ ଅଳ୍ପ ଶୁଭୁଛି। ଫଳରେ ପାଠ ପଢାରେ ସମସ୍ୟା...

ଦୁଇଟି ସ୍ଥାନରେ ହାଟକୁ ବିରୋଧ, ରାସ୍ତା ଅବରୋଧ

ରାଇକିଆ,୧୦ା୧୨(ଡ଼ି.ଏନ.ଏ)-ରାଇକିଆ ସାପ୍ତାହିକ ହାଟ ସୋମବାର ଦୁଇଟି ସ୍ଥାନରେ ଏକା ସମୟରେ ଚାଲୁଛି। ହାଟକୁ ଆସୁଥିବା ବ୍ୟବସାୟୀମାନେ ଏହାକୁ ବିରୋଧ କରି ରାସ୍ତା ଅବରୋଧ କରିଛନ୍ତି। ଏପରିକି ରାସ୍ତା ଉପରେ ଦୋକାନ ଖୋଲି ପ୍ରତିବାଦ ମଧ୍ୟ କରିଛନ୍ତି। ଗତ ୧୮ ତାରିଖରେ...

ଦାରିଙ୍ଗବାଡ଼ିରେ କୋହଲା ପାଗ :ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ

ଦାରିଙ୍ଗବାଡ଼ି,୧୦।୧୨(ଡି.ଏନ.ଏ): ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୨ଦିନ ହେଲା କୋହଲା ପାଗ ସାଙ୍ଗକୁ ଦିନରେ ଶୀତ ବୃଦ୍ଧି ପାଇଛି। ସୋମବାର ସକାଳ ୮ଟା ସୁଦ୍ଧା ତାପମାତ୍ରା ସର୍ବନିମ୍ନ ୧୦.୫ ଡିଗ୍ରୀ ରହିଥିବାବେଳେ ଅପରାହ୍ନ ୫ଟା ସୁଦ୍ଧା ୧୩ଡିଗ୍ରୀରେ ପହଞ୍ଚତ୍ଛି। ସେହିପରି ସର୍ବାଧିକ...

ଦେଢ଼ ବର୍ଷ ପରେ କବର ତଳୁ କଙ୍କାଳ ଉଦ୍ଧାର

ଜି.ଉଦୟଗିରି,୧୦ା୧୨(ଡି.ଏନ.ଏ.)-ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗରେ କନ୍ଧମାଳ ଜିଲା ଜି.ଉଦୟଗିରି ଥାନା କୁମ୍ଭାରକୁପାରେ ସୋମବାର ପୋଲିସ ଜଣେ ନାବାଳିକାଙ୍କ କଙ୍କାଳ ଉଦ୍ଧାର କରିଛି। ନାବାଳିକାଙ୍କ ବାପାଙ୍କ ଏତଲାକୁ ଭିତ୍ତି କରି ଜି.ଉଦୟଗିରି ପୋଲିସ ନଂ. ୧୩୧/୧୯ରେ ମାମଲା ରୁଜୁକରି ତଦନ୍ତ ଚଳାଇଛି।...

ସୁକିନ୍ଦା ମେଗା ଜଳଯୋଗାଣ ପ୍ରକଳ୍ପ:୭ଦିନ ମଧ୍ୟରେ ରିପୋର୍ଟ ଦାଖଲ ନିର୍ଦ୍ଦେଶ

ଯାଜପୁର ଅଫିସ,୧୦।୧୨: ଯାଜପୁର ଜିଲା ସୁକିନ୍ଦା ବ୍ଲକ ଖଣି ପ୍ରଭାବିତ ଅଞ୍ଚଳରେ ଜିଲା ଖଣିଜ ପ୍ରତିଷ୍ଠାନ(ଡିଏମ୍‌ଏଫ୍‌) ପାଣ୍ଠିରେ ନିର୍ମାଣାଧୀନ ମେଗା ଜଳ ଯୋଗାଣ ପ୍ରକଳ୍ପରେ ବ୍ୟାପକ ହେରାଫେରି ହେଉଛି। ଗତ ଜୁଲାଇରେ ଇଞ୍ଜିନିୟର୍ସ ଅଥରିଟି ପକ୍ଷରୁ ହୋଇଥିବା ତଦନ୍ତ ରିପୋର୍ଟରେ...

ମହିଳାଙ୍କୁ ଗଣବଳାତ୍କାର ଘଟଣା:୪ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧୦।୧୨(ବ୍ୟୁରୋ): ସମ୍ବଲପୁର ଜିଲା ଅଇଁଠାପାଲି ଥାନା ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ଗଣବଳାତ୍କାର କରାଯାଇଥିଲା। ଏହି ଘଟଣାରେ ପୋଲିସ ୪ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଅଇଁଠାପାଲି ଥାନା ଅଞ୍ଚଳର ଶିବ ଶଙ୍କର ନାଏକ(୨୫), ଡୋଲାମଣୀ ଭୋଇ...

ଏସ୍‌ଆଇଙ୍କୁ ଛୁରାମାଡ଼ ମାମଲା ଦୋଷୀଙ୍କୁ ୫ ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ ଅଫିସ,୧୦ା୧୨-୨୦୧୮ରେ ଫୁଲବାଣୀ ଟାଉନ ଥାନାର ତତ୍କାଳୀନ ସବ୍‌ ଇନ୍ସପେକ୍ଟର(ଏସ୍‌ଆଇ) ତରୁଣ ତପନ ବେହେରାଙ୍କୁ ହୋଇଥିବା ଛୁରାମାଡ଼ ମାମଲାର ବିଚାର କରି ସୋମବାର ମୁଖ୍ୟ ବିଚାର ବିଭାଗୀୟ ବିଚାରପତି (ସିଜେଏମ୍‌) ରଞ୍ଜିତା ଜ୍ୟୋତିଷି ଦୋଷୀ ଯୁବକଙ୍କୁ ୫ ବର୍ଷ ସଶ୍ରମ...

ପୃଥକ୍‌ ଦୁର୍ଘଟଣାରେ ୨ ମୃତ

ଛତ୍ରପୁର,୧୦ା୧୨(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ସୋମବାର ପୃଥକ୍‌ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ଛତ୍ରପୁର ଏକାମ୍ର ନଗର ନିକଟ ଜାତୀୟ ରାଜପଥରେ ଏକ ବାଇକ୍‌ ଡିଭାଇଡରରେ ପିଟିହେବାରୁ ଚାଳକଙ୍କ ମୃତ୍ୟୁ ଘଟିଛି। ସେହେଲେ ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ପଞ୍ଚାୟତ...

କୋରମ୍‌ ଅଭାବରୁ ପଞ୍ଚାୟତ ବୈଠକ ବାତିଲ

ପାତ୍ରପୁର, ୧୦ା୧୨ (ଡି.ଏନ୍‌.ଏ.): ପାତ୍ରପୁର ପଞ୍ଚାୟତ କାର୍ଯ୍ୟାଳୟରେ ସେମାବାର ଚାଲିଥିବା ବୈଠକକୁ କୋରମ୍‌ ଅଭାବରୁ ବାତିଲ୍‌ କରାଯାଇଥିବା ଜଣାପଡ଼ିଛି। ୩ ସନ୍ତାନ ଥିବା ଦର୍ଶାଇ ପରାଜିତ ସରପଞ୍ଚ ପ୍ରଥମ ଶ୍ରେଣୀ ବିଚାର ବିଭାଗ ଅଦାଲତରେ ମାମଲା ରୁଜୁ କରିଥିଲେ। ଗତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri