ଆମ ଜିଲା ଖବର

କୋଟାରୁ ଫେରିଥିବା ଛାତ୍ରୀଛାତ୍ରଙ୍କୁ ଅଟକ ରଖିଲା ସୁନ୍ଦରଗଡ଼ ଜିଲା ପ୍ରଶାସନ

ରାଉରକେଲା ଅଫିସ,୬ା୫: ରାଜସ୍ଥାନ କୋଟାରୁ ଛାତ୍ରୀଛାତ୍ରଙ୍କୁ ନେଇ ଆସିଥିବା ଏକ ବସ୍‌କୁ ଜିଲା ପ୍ରଶାସନ ଓ ରାଉରକେଲା ମହାନଗର ନିଗମ ପକ୍ଷରୁ ଅଟକ ରଖାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, କୋଟାରୁ ୨୫ ଜଣ ଛାତ୍ରୀଛାତ୍ରଙ୍କୁ ନେଇ ଏହି ବସ୍‌ ରାଉରକେଲା ଅଭିମୁଖେ…

ସୁବର୍ଣ୍ଣପୁରରେ କାଳବୈଶାଖୀ: ସଦର ମହକୁମାରେ ଭାଙ୍ଗିଲା ୪୦ଟି ବିଦ୍ୟୁତ ଖୁଣ୍ଟ

ସୋନପୁର,୬।୫(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ ମଙ୍ଗଳବାର ବିଳମ୍ବିତ ରାତିରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ରାତି ପ୍ରାୟ ୧୧ଟାରେ ଘଡ଼ଘଡ଼ି ସହ ବର୍ଷା, ପବନ ହୋଇଥିଲା। ଏଥିରେ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗିପଡ଼ିଥିବା ବେଳେ ବଡ଼ ବଡ଼ ଗଛ ଉପୁଡ଼ି ପଡ଼ିଛି। କେବଳ ଜିଲା…

ବଜ୍ରପାତରେ ଗାଈଆଳଙ୍କ ଜୀବନ ଗଲା

ନୟାଗଡ଼ ଅଫିସ, ୬।୫: ନୟାଗଡ଼ ଜିଲାରେ ବୁଧବାର ପୂର୍ବାହ୍ନରେ ବଜ୍ରପାତ ଘଟି ଜଣେ ଗାଈଆଳଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଲିଙ୍ଗରାଜ ବେହେରା। ତାଙ୍କ ଘର ନୟାଗଡ଼ ଜିଲା ସରଣକୁଳ ଥାନା ବାଉଁସିଆ ଗାଁରେ। ଲିଙ୍ଗରାଜ ଗାଈ ଚରାଇବାକୁ ଗାଁ ନିକଟସ୍ଥ…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତା

ଭଦ୍ରକ ଅଫିସ,୬ା୫: ନିଖିଳ ଉତ୍କଳ ଶିକ୍ଷକ ସଂଘ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଭଦ୍ରକ ପକ୍ଷରୁ ୩୧ ହଜାର ଟଙ୍କା ଅତିରିକ୍ତ ଜିଲାପାଳ ଶ୍ୟାମଭକ୍ତ ମିଶ୍ରଙ୍କୁ ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ କୋଭିଡ୍‌ ମୁକାବିଲା ପାଇଁ ଏହି…

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଗାୟତ୍ରୀ ମନ୍ତ୍ର ଜପ କଲେ ଯୁବକ: ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌ କରି ଜଣାଇଲେ ବିଡିଓ

ଭଦ୍ରକ ଅଫିସ,୬ା୫: ଭଦ୍ରକ ଜିଲା ତିହିଡ଼ି ବ୍ଲକର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ କୋଲକାତା ଫେରନ୍ତାଙ୍କ ଟିକ୍‌ଟକ୍‌ ଭିଡିଓ ଭାଇରାଲ ଭଳି ଲଜ୍ଜାଜନକ ଘଟଣା ଘଟିଥିବା ଓ ଥାନାରେ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ ହେବା ଭଳି ଘଟଣା ଘଟିଥିଲା। କିନ୍ତୁ ଏବେ…

ରାତ୍ରିକାଳୀନ କର୍ଫ୍ୟୁ କଟକଣା ଜୋର୍‌ଦାର: ପଇଁତରା ମାରୁଛି ପୋଲିସ

ଭଦ୍ରକ ଅଫିସ,୬ା୫: ଭଦ୍ରକ ଜିଲାରେ ମଙ୍ଗଳବାରଠାରୁ ରାତ୍ରିକାଳୀନ କର୍ଫ୍ୟୁ କଟକଣା ଜାରି କରାଯାଇଛି। ସନ୍ଧ୍ୟା ୭ରୁ ସକାଳ ୭ ପର୍ଯ୍ୟନ୍ତ ଏହି କଟକଣା ଜାରି କରାଯାଇଛି। ଏହି ସମୟରେ ପୋଲିସ ସହର ସାରା ପଇଁତରା ମାରୁଛି। ଅମାନିଆ ଓ ଖିଲାପକାରୀ ଯୁବକମାନଙ୍କ…

ଗଞ୍ଜାମ ଯିବେ ବିଶେଷଜ୍ଞ ଟିମ୍‌: ପରଖିବେ ସ୍ଥିତି

ଭୁବନେଶ୍ୱର,୬।୫(ବ୍ୟୁରୋ): ଗଞ୍ଜାମ ଜିଲାରେ ୪ କରୋନା ପଜିଟିଭ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। କରୋନା ସ୍ଥିତି ଅନୁଧ୍ୟାନ ପାଇଁ ସ୍ବତନ୍ତ୍ର ସ୍ବାସ୍ଥ୍ୟ ବିଭାଗର ୨ ଜଣିଆ ଟିମ୍‌ ଗଞ୍ଜାମ ଯିବେ। ଏହି ଟିମ୍‌ ସର୍ଭେଲାନ୍ସ ଓ…

ଦୈତ ନଗରୀରେ କଡ଼ା କଟକଣା: ଅଯଥା ଯାତାୟାତ ରୋକିବାକୁ ନିଆଗଲା ପଦକ୍ଷେପ

ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଦ୍ୱିତୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳ କଟକରୁ ଜଣେ ପଜିଟିଭି ଚିହ୍ନଟ ହୋଇଛନ୍ତି। ଫଳରେ ସଂକ୍ରମଣ ଆଶଙ୍କାକୁ ଏଡ଼ାଇବା ପାଇଁ କମିଶନରେଟ ପୋଲିସ ପକ୍ଷରୁ ବୁଧବାର କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଟୁଇନ୍‌ ସିଟିରେ ଅଯଥା…

ଗଞ୍ଜାମ ଆକ୍ରାନ୍ତ ସୁରଟ ଫେରନ୍ତା: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି

ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ବୁଧବାର ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୭ରେ ପହଞ୍ଚିଛି। ତେବେ ଏହି ନୂଆ କରୋନା ଆକ୍ରାନ୍ତ ଜଣଙ୍କ ଗଞ୍ଜାମ ଜିଲାର। ସେ ଜଣେ ୧୮ ବର୍ଷ ବୟସ୍କ ଯୁବକ…

ପ୍ରବାସୀ ଓଡ଼ିଆଙ୍କ ବସ୍‌ ଦୁର୍ଘଟଣାଗ୍ରସ୍ତ

ଖୋର୍ଦ୍ଧା ଅଫିସ/ ନିରାକାରପୁର,୬ା୫(ଡି.ଏନ୍‌.ଏ.): ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ଏକ ବସ୍‌ ପୁଣି ଦୁର୍ଘଟଣାଗ୍ରସ୍ତ ହୋଇଛି। ମଙ୍ଗଳବାର ପ୍ରତ୍ୟୁଷରେ ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥ କୁହୁଡି ଛକରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ବସ୍‌ ଡ୍ରାଇଭରଙ୍କ…

ରଥ ନିର୍ମାଣ ପାଇଁ ହାଇକୋର୍ଟରେ ମାମଲା

କଟକ ଅଫିସ, ୬।୫: କରୋନା ପାଇଁ ଚଳିତବର୍ଷ ରଥଯାତ୍ରା ହେବ କି ନାହିଁ, ତାହାକୁ ନେଇ ଅନିଶ୍ଚିତତା ଲାଗିରହିଛି। ଅକ୍ଷୟତୃତୀୟାର ଅନେକ ଦିନ ପରେ ମଧ୍ୟ ଏପର୍ଯ୍ୟନ୍ତ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇନାହିଁ। ତୁରନ୍ତ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ…

ଜୁନ ୧୮ ଯାଏ ବଢ଼ିଲା ସମସ୍ତ ଅନ୍ତରୀଣ ନିର୍ଦ୍ଦେଶ

କଟକ ଅଫିସ,୬।୫: ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ମଙ୍ଗଳବାର କେତେକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ବିଭିନ୍ନ ମାମଲାରେ ପୂର୍ବରୁ ହାଇକୋର୍ଟ କିମ୍ବା ନିମ୍ନକୋର୍ଟଗୁଡ଼ିକ ଯେଉଁ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି, ଯାହା ମାର୍ଚ୍ଚ ୨୪ ତାରିଖ ପରେ ସମାପ୍ତ ହେଉଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?