ଆମ ଜିଲା ଖବର

ମଦ କାରବାର: ଜିଲାପାଳଙ୍କ ପଲା ଭାରି

ଭୁବନେଶ୍ୱର, ୬ା୫(ବ୍ୟୁରୋ): ରାଜ୍ୟର ମଦ ଦୋକାନ ଖୋଲିବା ନେଇ ଦ୍ୱନ୍ଦ୍ୱ ଏ ପର୍ଯ୍ୟନ୍ତ ଦୂର ହୋଇପାରୁନାହିଁ। ଗତ ୧ ତାରିଖରେ ଦେଶର ସମସ୍ତ ଗ୍ରୀନ ଜୋନ୍‌ ଅଞ୍ଚଳରେ ମଦ ଦୋକାନ ଖୋଲିବାକୁ କେନ୍ଦ୍ର ସରକାର ଅନୁମତି ଦେଇଥିଲେ। ହେଲେ ଓଡ଼ିଶାରେ ଏପର୍ଯ୍ୟନ୍ତ…

ସୁରଟରୁ ବସ୍‌ ନୁହେଁ, ଟ୍ରେନ୍‌ରେ ଫେରିବେ ଶ୍ରମିକ

ଭୁବନେଶ୍ୱର,୬ା୫(ବ୍ୟୁରୋ): ଗୁଜରାଟର ସୁରଟରୁ ଓଡ଼ିଶା ଫେରୁଥିବା ଶ୍ରମିକମାନେ ଆଉ ବସ୍‌ରେ ଆସିବେ ନାହିଁ। ଦୀର୍ଘବାଟ ହୋଇଥିବାରୁ ଫେରିବା ସମୟରେ ଖାଇବା ପିଇବାରେ ଅସୁବିଧା, ଅଂଶୁଘାତ, ଦୁର୍ଘଟଣା ଭଳି ସମସ୍ୟା ଦେଖାଦେଉଛି। ମହିଳା ଓ ଶିଶୁମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ…

CORONAVIRUS UPDATE: ଓଡ଼ିଶାରେ ଆକ୍ରାନ୍ତ ସଂଖ୍ୟା ହେଲା ୧୭୭

ଭୁବନେଶ୍ୱର,୬।୫:(ବ୍ୟୁରୋ)-ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୭ରେ ପହଞ୍ଚିଛି। ତେବେ ଏହି ଆକ୍ରାନ୍ତଜଣକ ଗଂଜାମ ଜିଲାର ଏବଂ ସୁରତରୁ ଫେରିଛନ୍ତି ବୋଲି ବୁଧବାର ଲୋକ ସୂଚନା ଓ ସମ୍ପର୍କ ବିଭାଗ ତରଫରୁ…

CORONAVIRUS UPDATE: ରାଜ୍ୟରେ ଦ୍ଵିତୀୟ କରୋନା ମୃତ୍ୟୁ

ଭୁବନେଶ୍ୱର,୬।୫:(ବ୍ୟୁରୋ)- ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ମୃତକ ୭୭ ବର୍ଷୀୟ ମଧୁସୂଦନନଗର, ଭୁବନେଶ୍ୱର ବାସିନ୍ଦା ଯିଏକି କିଛିଦିନ ଧରି କିମ୍ସ କୋଭିଡ ହସ୍ପିଟାଲରେ ଚିକିତ୍ସାଧିନ ଥିଲେ, ମଙ୍ଗଳବାର ତାଙ୍କର ମୃତ୍ୟୁ ଘଟିଛି। ରାଜ୍ୟରେ ଏହା ଦ୍ଵିତୀୟ କରୋନା…

ସ୍ବେଚ୍ଛାକୃତ ରକ୍ତଦାନ ଶିବିର, ୪୦ୟୁନିଟ୍‌ ରକ୍ତ ସଂଗ୍ରହ

ଜୁନାଗଡ,୬ା୫(ଡି.ଏନ୍‌.ଏ)-କରିବା ରକ୍ତ ଦାନ, ବଞ୍ଚାଇବା ଜୀବନ ଏହି ଉଦ୍ଦେଶ୍ୟ ନେଇ ମଙ୍ଗଳବାର ବିଜେଡି ପକ୍ଷରୁ ଭବାନୀପାଟଣା ରକ୍ତ ଭଣ୍ଡାରଠାରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସ୍ବେଚ୍ଛାକୃତ ଭାବେ ୪୦ ଜଣ ରକ୍ତଦାନ କରିଥିଲେ। ବିଜେଡି ନେତ୍ରୀ…

ରାଜକୁମରଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

ଭବାନୀପାଟଣା/କୋକସରା, ୬ା୫(ସ୍ବ.ପ୍ର/ଡି.ଏନ୍‌.ଏ.) – କଳାହାଣ୍ଡି ଜିଲା କୋକସରା ବ୍ଲକ ମାଝିଗଡ଼ା ପଞ୍ଚାୟତ ଡୋଙ୍ଗରିପଡ଼ାର ରାଜକୁମର ବାଗ (୫୭)। ଗୋଡ଼ ଭାଙ୍ଗିଯିବା ପରେ ବିଛଣାରେ ପଡ଼ି ରହିଛନ୍ତି। ଅର୍ଥାଭାବରୁ ଉନ୍ନତ ଡାକ୍ତରୀ ଚିକିତ୍ସା କରାଇବା ତାଙ୍କ ପକ୍ଷେ ସମ୍ଭବ ନ ହେବାରୁ ସେ…

ପ୍ରବାସୀ ଶ୍ରମିକଙ୍କୁ ମିଳୁନି କ୍ବାରାଣ୍ଟାଇନ ସେଣ୍ଟର, ରାସ୍ତା ଉପରେ ବିତୁଛି ଜୀବନ

ବରଗଡ଼ ଅଫିସ୍‌, ୬ା୫-ଝାରଖଣ୍ଡରୁ ଅତାବିରାକୁ ଆସିଥିବା ଏକ ପ୍ରବାସୀ ଶ୍ରମିକ ପରିବାରକୁ ହଟହଟା ହେବାକୁ ପଡ଼ିଛି। ରହିବା ପାଇଁ ଜାଗା ମିଳୁ ନଥିବା ଯୋଗୁ ସେମାନଙ୍କୁ ରାସ୍ତାକଡ଼ ଖୋଲା ଆକାଶତଳେ ଜୀବନ ଅତିବାହିତ କରିବାକୁ ପଡ଼ିଛି। ସୂଚନା ଅନୁଯାୟୀ, ଅତାବିରାରେ ଏକ…

ଗାଡ଼ି ଡ୍ରାଇଭିଂ କରି ପ୍ରବାସୀ ଶ୍ରମିକଙ୍କୁ ନେଲେ ମନ୍ତ୍ରୀ

ସୋହେଲା, ୬ା୫(ଡି.ଏନ.ଏ.)-ବୌଦ୍ଧ, ସୋନପୁର, କଣ୍ଟାମାଳର ୧୨ଜଣ ଶ୍ରମିକ ଉତ୍ତର ପ୍ରଦେଶର ସିକନ୍ଦରାବାଦକୁ କାମ କରିବାକୁ ଯାଇଥିଲେ। ସେମାନେ ଏକ ଟ୍ରକ ଉପରେ ମଙ୍ଗଳବାର ଘରକୁ ଫେରୁଥିଲେ। ଫେରିବା ବାଟରେ ସୋହେଲା ନିକଟ ଲୁହୁରାଚଟିରେ ଗ୍ରାମ୍ୟ ଉନ୍ନୟନ ଓ ଶ୍ରମମନ୍ତ୍ରୀ ସୁଶାନ୍ତ ସିଂ…

ଆଧାରକାର୍ଡ ପାଇଁ ଆଖି ବାଧକ

ଭୁବନ, ୬।୫(ଡି.ଏନ.ଏ.) – ଜନ୍ମରୁ ଆଖି ନାହିଁ। ଆଖି ନ ଥିବାରୁ ହୋଇପାରୁନି ଆଧାରକାର୍ଡ। ଆଧାରକାର୍ଡ ନ ଥିବାରୁ ମିଳୁନି କୌଣସି ସରକାରୀ ସହାୟତା। ଏପରି ସ୍ଥିତିରେ ଭତ୍ତା ଟଙ୍କାରେ ବଡ଼ ଦୁଃଖକଷ୍ଟରେ ଚଳୁଛନ୍ତି ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ଅଧୀନ…

ଝାଡ଼ଖଣ୍ଡ ଗଲେ ୧୨୪ ଜଣ

ଅନୁଗୋଳ ଅଫିସ/ ଛେଣ୍ଡିପଦା, ୬।୫ – ଅନୁଗୋଳ ଜିଲାରେ ମଜୁରିଆ ଭାବେ କାର୍ଯ୍ୟ କରୁଥିବା ଝାଡ଼ଖଣ୍ଡର ଶ୍ରମିକମାନଙ୍କ ମଧ୍ୟରୁ ୧୨୪ ଜଣଙ୍କୁ ଅନୁଗୋଳ ଜିଲା ପ୍ରଶାସନ ମଙ୍ଗଳବାର ସେମାନଙ୍କ ରାଜ୍ୟକୁ ପଠାଇ ଦେଇଛି। ସୋମବାର ଦୁଇଟି ବସ୍‌ରେ ୫୬ ଜଣ ଯାଇଥିବାବେଳେ…

ଆର୍ମି କ୍ୟାଣ୍ଟିନରେ ଲମ୍ବା ଧାଡ଼ି

ଅନୁଗୋଳ ଅଫିସ, ୬।୫ – ଅନୁଗୋଳ ସହରରେ ଥିବା ୧୨୦ ଇନଫ୍ୟାଣ୍ଟ୍ରି ବାଟାଲିୟନ(ଟିଏ)ର କ୍ୟାଣ୍ଟିନ ମଙ୍ଗଳବାର ଖୋଲାଯାଇଥିଲା। ଦୀର୍ଘଦିନ ପରେ କ୍ୟାଣ୍ଟିନ ଖୋଲାଯାଉଥିବାରୁ କାର୍ଯ୍ୟରତ କର୍ମଚାରୀ ଓ ଅବସରପ୍ରାପ୍ତ କର୍ମଚାରୀମାନଙ୍କ ସୁଅ ଛୁଟିଥିଲା। ଅନେକେ ରାତିରୁ ଲାଇନ୍‌ ଦେଇଥିବାରୁ ପୂର୍ବାହ୍ନରେ ସ୍ଥିତି…

ହିଙ୍ଗୁଳା କୋଇଲା ଖଣିରେ ଦୁର୍ଘଟଣା: ଡ୍ରିଲ୍‌ ମେଶିନରୁ ଖସି ଠିକା କର୍ମଚାରୀ ମୃତ

ତାଳଚେର,୬ା୫(ନି.ପ୍ର.) – ତାଳଚେରସ୍ଥିତ ଏମ୍‌ସିଏଲ୍‌ର ହିଙ୍ଗୁଳା କୋଇଲା ଖଣିରେ ମଙ୍ଗଳବାର ଦୁର୍ଘଟଣାରେ ଠିକା କର୍ମଚାରୀ ସୋମେତ ଜମାଡଙ୍କ ମୃତ୍ୟୁ ହୋଇଛି। ତାଙ୍କ ଘର ଛତିଶଗଡ ରାଜ୍ୟରେ। ଦୁର୍ଘଟଣା ପରେ ମୃତକଙ୍କ ପରିବାରରୁ ଜଣକୁ ନିଯୁକ୍ତି ଓ କ୍ଷତିପୂରଣ ଦାବିରେ ଖଣି କର୍ମଚାରୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?