ଆମ ଜିଲା ଖବର

କାର ଧକ୍କାରେ ବାଇକ ଆରୋହୀ ଗୁରୁତର

ଧରାକୋଟ,୫ା୫(ଡି.ଏନ.ଏ.)- ଧରାକୋଟ ଥାନା ତାଳପାଟଣାସ୍ଥିତ ଜାତୀୟ ରାଜପଥ ନଂ.୫୯ରେ ମଙ୍ଗଳବାର ସକାଳେ କାର ଧକ୍କାରେ ଜଣେ ବାଇକ ଆରୋହୀ ଗୁରୁତର ହୋଇଛନ୍ତି। ଆହତ ହେଲେ ଧରାକୋଟ ଗ୍ରାମର ଶ୍ରୀକାନ୍ତ ପ୍ରସାଦ ସ୍ବାଇଁ (୫୫)। ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ…

ବାଲ୍ୟ ବିବାହ ରୋକିଲେ ଚାଇଲ୍ଡଲାଇନ କର୍ମକର୍ତ୍ତା

ଦେବଗଡ,୫ା୫(ଡି.ଏନ.ଏ)-ଦେବଗଡ ଜିଲା ବାରକୋଟ ବ୍ଲକ କାଉଁଶିବାହାଲ ପଞ୍ଚାୟତ ଅନ୍ତର୍ଗତ ଗୌଡସୁଗୁଡା ଗ୍ରାମରେ ବାଲ୍ୟ ବିବାହ ପାଇଁ ଯୋଜନା ଚାଲିଥିବା ବେଳେ ଏହାକୁ ରୋକିଛନ୍ତି ଚାଇଲ୍ଡଲାଇନର କର୍ମକର୍ତ୍ତା। ସୂଚନା ଅନୁଯାୟୀ ଗୌଡସୁଗୁଡା ଗ୍ରାମରେ ଏକ ବାଲ୍ୟ ବିବାହ ସ୍ଥିର ହୋଇଥିବା ଖବର ମିଳିବା…

ଲାଞ୍ଜିଗଡରେ ସାମାଜିକ ଦୂରତାକୁ ବେଖାତିର

ଲାଞ୍ଜିଗଡ,୫ା୫(ଡି.ଏନ୍‌.ଏ): ସରକାର ଓ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଯେତେ ସଚେତନ କରାଗଲେ ମଧ୍ୟ ବୁଝିବାକୁ ନାରାଜ। ବିଭିନ୍ନ ସ୍ଥାନରେ ଲୋକେ ସାମାଜିକ ଦୂରତାକୁ ବେଖାତିର କରୁଛନ୍ତି । କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକରେ ଦେଖିବାକୁ ମଳିଛି ଏଭଳି ସ୍ଥିତି। ତେଜରାତି ଦୋକାନ…

ଶାଳଗଣ୍ଡି ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଜବତ, ୨ଗିରଫ

ଦେବଗଡ, ୫ା୫(ଡି.ଏନ.ଏ.)-ଦେବଗଡ ଜିଲା ରିଆମାଳ ଫରେଷ୍ଟ ରେଞ୍ଜ କୁଣ୍ଢେଇଗୋଳା ସେକ୍ସନ ଅଧିନ ଛଲକ ଗ୍ରାମ ନିକଟ ଲକ୍ଷ୍ମୀପୁର ଜଙ୍ଗଲରୁ କାଟି ଶାଳଗଣ୍ଡି ଚାଲାଣ ବେଳେ ବନ ବିଭାଗ ହାତରେ ଧରାପଡିଛି। ପିକଅପ ଭ୍ୟାନ (ନଂ.ଓଆର -୧୯-ସି- ୭୨୨୦)ରେ ୪ଟି ଶାଳ ଗଣ୍ଡି…

ତେଲେଙ୍ଗେନାକୁ କାମ କରିବାକୁ ଯାଇଥିଲେ, ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିରରେ ରହିଲେ ୨୪ ପ୍ରବାସୀ ଶ୍ରମିକ

ଜୁନାଗଡ,୫।୫(ଡି.ଏନ୍‌.ଏ.): ତେଲେଙ୍ଗେନାକୁ କାମ କରିବାକୁ ଯାଇଥିବା କଳାହାଣ୍ଡି ଜିଲା ଜୁନାଗଡ ବ୍ଲକର ୨୪ଜଣ ପ୍ରବାସୀ ଓଡିଆ ମଙ୍ଗଳବାର ବସ୍‌ ଭଡା କରି ଜୁନାଗଡରେ ପହଞ୍ଚିଛନ୍ତି। ଏଥିରେ ଜୁନାଗଡ ବ୍ଲକର ତଳମଲା ପଞ୍ଚାୟତର ୨୨, ମାଟିଗଁା ଓ ହାବସପୁର ପଞ୍ଚାୟତର ଜଣେ ଲେଖାଏ…

ବୌଦ୍ଧ ପ୍ରଶାସନ ଜାରି କଲା ନୂତନ ନିର୍ଦ୍ଦେଶନାମା

ବୌଦ୍ଧ,୫ା୫(ସ୍ବ.ପ୍ର.)-ତୃତୀୟ ପର୍ଯ୍ୟାୟ ଲକଡାଉନ ପରେ ସାରା ଦେଶକୁ ତିନିଗୋଟି ଜାନରେ ବିଭକ୍ତ କରାଯାଇଛି। ରେଡ, ଅରେଞ୍ଜ ଓ ଗ୍ରୀନ ଜୋନରେ ଭିନ୍ନ ଭିନ୍ନ ଭାବେ ନିୟମ କରାଯିବା ସହ କଟକଣା ଜାରି କରାଯାଇଛି ା ବୌଦ୍ଧ ଜିଲା ଗ୍ରୀନ ଜୋନରେ ଥିବା…

ହାବସପୁର ଗ୍ରାମରେ ଜଳକଷ୍ଟ: ଲୋକଙ୍କୁ ମିଳୁନି ପାଇପ ପାଣି

ଜୁନାଗଡ, ୫।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ହାବସପୁର ଗ୍ରାମରେ ଜଳକଷ୍ଟ ଦେଖାଦେଇଛି। ଗ୍ରାମରେ ପ୍ରକଳ୍ପ ଥିଲେ ବି ଲୋକେ ପାଇପ ପାଣି ପାଇବାରୁ ବଞ୍ଚିତ ରହିଛନ୍ତି। ଓଭରହେଡ ଟ୍ୟାଙ୍କରେ ଲାଗିଥିବା ମୋଟର ବିଦ୍ୟୁତ୍‌ ସମସ୍ୟା ଯୋଗୁ ଚାଲି ନ ପାରିବାରୁ…

କଣ୍ଟେନମେଣ୍ଟ ଜୋନରେ ସ୍ଥିତି ପରଖିଲେ ଅଧିକାରୀ

ବଲାଙ୍ଗୀର ଅଫିସ, ୫ା୫-ବଲାଙ୍ଗୀର ଜିଲା ତୁଷରା ସହରାଞ୍ଚଳ, ଗୁଡଭେଲା ବ୍ଳକ ଓ ଦେଓଗଁା ବ୍ଳକର ୨୨ଟି ଗଁାକୁ ନେଇ ଗଠିତ କଣ୍ଟେନମେଣ୍ଟ ଜୋନ୍‌କୁ ମଙ୍ଗଳବାର ଜିଲାପାଳ ଅରିନ୍ଦମ ଡାକୁଆ ଓ ଏସ୍‌ପି ସନ୍ଦୀପ ମାଡକର ପରିଦର୍ଶନରେ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି…

ବିପ୍ଳବୀ ଧରଣୀଧର ଭୂୟାଁଙ୍କ ଜୟନ୍ତୀ ପାଳିତ

କେନ୍ଦୁଝର, ୫।୫(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜିଲାର ବିପ୍ଲବୀ ଧରଣୀଧର ଭୂୟାଁଙ୍କ ୧୫୬ ତମ ଜୟନ୍ତୀ କେନ୍ଦୁଝର ଜିଲାରେ ବିଭିନ୍ନ ଅଞ୍ଚଳରେ ମଙ୍ଗଳବାର ଦିନ ନିଆରା ଭାବେ ପାଳିତ ହୋଇଯାଇଛି। ଏହି ଅବସରରେ ଭୂୟାଁ ସାଂସ୍କୃତିକ ସଂଗଠନ ପକ୍ଷରୁ ସ୍ଥାନୀୟ ଧରଣୀଛକ ଠାରେ ଥିବା ତାଙ୍କ…

ହୃଦରୋଗରେ ଡାକ୍ତରଙ୍କ ପରଲୋକ

ଖଇରା, ୫।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଅନ୍ତରା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ସରୋଜ କୁମାର ମହାପାତ୍ର(୪୩) ହୃଦ୍‌ରୋଗରେ ପ୍ରାଣ ହରାଇଛନ୍ତି। ନୀଳଗିରି ମିତ୍ରପୁର ଅଞ୍ଚଳର ଏହି ଡାକ୍ତର ଜଣକ ଅନ୍ତରା ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଆୟୁଷ ଡାକ୍ତର ଭାବେ ୮ବର୍ଷ ଧରି…

୬ କରୋନା ପଜିଟିଭ୍‌ଙ୍କ ସମ୍ପର୍କରେ ତଥ୍ୟ ଦେଲା ସ୍ବାସ୍ଥ୍ୟ ବିଭାଗ: ୧୦୩ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ ୪ ଜଣ

ଭୁବନେଶ୍ୱର,୫।୫(ବ୍ୟୁରୋ)-ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଙ୍ଗଳବାର ୧୦୩, ୧୧୨, ୧୧୩, ୧୧୪, ୧୧୫, ୧୬୩ ନଂ କରୋନା ଆକ୍ରାନ୍ତଙ୍କ ବିଷୟରେ ତଥ୍ୟ ପ୍ରଦାନ କରାଯାଇଛି। ୬ ଜଣଙ୍କ ଘର ସୁନ୍ଦରଗଡ଼ ଜିଲା ରାଉରକେଲାରେ ବୋଲି କୁହାଯାଇଛି। ୧୦୩…

CORONAVIRUS UPDATE: ବାଲେଶ୍ୱରରୁ ଆଉ ଜଣେ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ୧୭୫ ପହଞ୍ଚିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୫।୫(ବ୍ୟୁରୋ): ବାଲେଶ୍ୱରରୁ ଆଉ ଜଣେ କରୋନା ପଜିଟିଭ୍‌ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ କରୋନା ପଜିଟିଭ୍‌ ସଂଖ୍ୟା ୨୪ରେ ପହଞ୍ଚିଛି। ସେହିଭଳି ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୫କୁ ବୃଦ୍ଧି ପାଇଛି। ଏ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?