ସି-ସୋର ଚିଟ୍ଫଣ୍ଡ କେଳେଙ୍କାରୀ ମାମଲା: ପୂର୍ବତନ ଏମ୍ପିଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି
କଟକ,୧୨ା୩(ପ୍ରଭୁକଲ୍ୟାଣ ପାଲ): ବହୁଚର୍ଚ୍ଚିତ ସି-ସୋର୍ ଚିଟ୍ଫଣ୍ଡ୍ କେଳେଙ୍କାରୀ ମାମଲାରେ ଅଭିଯୁକ୍ତ ବାଲେଶ୍ୱରର ପୂର୍ବତନ ଏମ୍ପି ରବୀନ୍ଦ୍ର କୁମାର ଜେନାଙ୍କୁ ହାଇକୋର୍ଟରୁ ସାମୟିକ ଆଶ୍ୱସ୍ତି। ତାଙ୍କୁ ପୂର୍ବରୁ ମିଳିଥିବା ‘ଅନ୍ତରୀଣ ସୁରକ୍ଷା’ ଅବଧିକୁ ଆସନ୍ତା ଏପ୍ରିଲ ୧୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ହାଇକୋର୍ଟ।…
ବିନା ଲାଇସେନ୍ସ, କାଗଜପତ୍ରରେ ଗଡୁଛି ଟ୍ରାକ୍ଟର, ଗୋଟିଏ ରେଜିଷ୍ଟ୍ରେଶନ ନମ୍ବରରେ ଏକାଧିକ ଗାଡ଼ି
ଧର୍ମଶାଳା,୧୨ା୩(ଶିବ ପ୍ରସାଦ ମହାନ୍ତି): ପରିବହନ ବିଭାଗ ପକ୍ଷରୁ ନିୟମ ଅନେକ ରହିଥିଲେ ସୁଦ୍ଧା ତାହା ଟ୍ରାକ୍ଟରଗୁଡ଼ିକ ପାଇଁ ସଠିକ୍ ଭାବରେ ପାଳନ କରାଯାଉନାହିଁ। ଯାଜପୁର ଜିଲା ଧର୍ମଶାଳା ଅଞ୍ଚଳରେ ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳୁଛି । ଟ୍ରାକ୍ଟରଗୁଡ଼ିକ ବିନା ଫିଟନେସ୍,ଇନ୍ସ୍ୟୁରାନସ୍…
ପୁଣି ବୁଲଡୋଜର ମାଡ଼: ଭାଙ୍ଗୁଛି ଗୋଟିଏ ପରେ ଗୋଟିଏ ନିଶା ଆଡ୍ଡାସ୍ଥଳୀ
ବରଗଡ଼,୧୨।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବଢି ଚାଲିଥିବା ନିଶା କାରବାର ପୋଲିସର ନିଦ ହଜାଇ ଦେଇଛି। ପୋଲିସ ଥରକୁ ଥର ଚଢାଉ କରୁଛି । କଫ ସିରପ, ମଦ, ବ୍ରାଉନସୁଗାର, ଗଞ୍ଜେଇ ଆଦି ନିଶା ଦ୍ରବ୍ୟ ଜବତ କରୁଛି। ତଥାପି ନିଶା…
ରାଜ୍ୟରେ ବଢୁଛି ଶିଶୁ ଯୌନ ନିର୍ଯାତନା, ଛାତ୍ରୀଛାତ୍ରଙ୍କୁ ତାଲିମ୍ ଦେଲା ଗଜପତି ପୋଲିସ
ମୋହନା,୧୨।୩( ମନ୍ମଥ ମିଶ୍ର ): ଦୀନକୁ ଦିନ ରାଜ୍ୟରେ ଶିଶୁ ନିର୍ଯାତନା ସହ ଦୁଷ୍କର୍ମ ବଢ଼ିବାରେ ଲାଗିଛି । ଯାହା ଫଳରେ ଗଜପତି ପୋଲିସ୍ ପକ୍ଷରୁ ବିଦ୍ୟାଳୟକୁ ବିଦ୍ୟାଳୟ ଯାଇ ସଚେତନ ସହ ସ୍ଵତନ୍ତ୍ର ତାଲିମ୍ ଦିଆଯାଉଛି ।ମୋହନା ଥାନା ଗୁଣ୍ଡୀମା…
ଗିରଫ ହେଲେ ତହସିଲଦାର, ୭ ପ୍ଲଟ୍ ସହ ଠୁଳ କରିଥିଲେ…
କଣ୍ଟାପଡ଼ା,୧୨ା୩(ସୁର ନାରାୟଣ ସାହୁ): ଆୟ ବହିଃର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଥିବା କଣ୍ଟାପଡ଼ା ତହସିଲଦାର ପ୍ରସନ୍ନ ସାମନ୍ତରାୟଙ୍କୁ ଭିଜିଲାନ୍ସ ବିଭାଗ ଗୁରୁବାର ଗିରଫ କରିଛି। ଖବରରୁ ପ୍ରକାଶ, ବୁଧବାର ଭିଜିଲାନ୍ସ ବିଭାଗର ଏକ ସ୍ବତନ୍ତ୍ର ଟିମ୍ ତହସିଲଦାର…
ଜଙ୍ଗଲରେ ବ୍ୟାପିଲାଣି ନିଆଁ, ରୋକିବା ପାଇଁ ଅଣ୍ଟାଭିଡ଼ିଲେ ଜିଲାପରିଷଦ ସଭ୍ୟ
ପରଜଙ୍ଗ,୧୨ା୩(ନିଗମାନନ୍ଦ ଦଳବେହେରା): ଦିନକୁ ଦିନ ଖରାର ପ୍ରକୋପ ବୃଦ୍ଧି ପାଉଥିବା ବେଳେ ଢେଙ୍କାନାଳ ବନଖଣ୍ଡର ମହାବିରୋଡ୍ ବନାଞ୍ଚଳରେ ଥିବା ଜଙ୍ଗଲଗୁଡ଼ିକରେ ନିଆଁ ଲାଗିବା ଆରମ୍ଭ ହୋଇଛି। ଯାହା ଫଳରେ ଜଙ୍ଗଲରେ ଥିବା ବହୁ ମୂଲ୍ୟବାନ ବୃକ୍ଷଠାରୁ ଆରମ୍ଭ କରି ଔଷଧୀୟ ବୃକ୍ଷ…
ବିବାହ ପ୍ରତିଶ୍ରୁତି ଦେଇ ଯୁବତୀଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ରଖିଥିଲେ ଅଧ୍ୟାପକ, ୪ଥର ଗର୍ଭନଷ୍ଟ ପରେ…
ବ୍ରହ୍ମପୁର,୧୨।୩ (ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବାରମ୍ବାର ଶାରିରୀକ ସମ୍ପର୍କ ରଖିବା ଓ ପରବର୍ତ୍ତୀ ସମୟରେ ପ୍ରତାରିତ କରିଥିବା ଜଣେ ଅଧ୍ୟାପକଙ୍କୁ ବୈଦ୍ୟନାଥପୁର ଥାନା ପୋଲିସ ଗିରଫ କରିଛି। ସେ ହେଲେ ବ୍ରହ୍ମପୁରର ଏକ ସରକାରୀ…
କେଉଁ ପ୍ରକାର ସଙ୍କେତ? ନୀଳଚକ୍ରରୁ ଛିଣ୍ଡିଗଲା ବାନା, ବଡ଼ ବିପଦ….
ପୁରୀ,୧୨।୩( ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ନୀଳଚକ୍ର ଉପରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଶ୍ରୀମନ୍ଦିର ନୀଳଚକ୍ର ସହ ସଂଯୋଗ ହୋଇ ରହୁଥିବା ମାଳମାଳ ମାନସିକ ବାନା ଛିଣ୍ଡିଯାଇଛି । ଯାହାକୁ ନେଇ ଅନେକ ଅସମାହିତ ପ୍ରଶ୍ନ…
ଶାରୀରିକ ସମ୍ପର୍କ ରଖିବାକୁ ମନା କଲେ ସ୍ତ୍ରୀ: ଏମିତି ପଦକ୍ଷେପ ନେଲେ ସ୍ବାମୀ, ଜାଣନ୍ତୁ ଲୋମଟଙ୍କୁରା ଘଟଣା
ଦେବଗଡ଼,୧୨ା୩(ଶଶାଙ୍କ ଶେଖର ଝାଙ୍କର): ଶାରୀରିକ ସମ୍ପର୍କ ପାଇଁ ମନା କରିବାରୁ ସ୍ତ୍ରୀଙ୍କୁ ମାଡ଼ ମାରି ହାତ ଭାଙ୍ଗିବା ଅଭିଯୋଗରେ ରିଆମାଳ ପୋଲିସ ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରି ବୁଧବାର କୋର୍ଟଚାଲାଣ କରିଛି। ରିଆମାଳ ଥାନା ଅଞ୍ଚଳର ଅଭିଯୁକ୍ତ ଜଣଙ୍କ ପ୍ରତିଦିନ ନିଶାସକ୍ତ…
ଧାନବିକ୍ରି ସମସ୍ୟା ଅସମାହିତ, ଆନ୍ଦୋଳନ ତୀବ୍ର: ପାକ୍ସ କାର୍ଯ୍ୟାଳୟରେ ତାଲା ପକାଇଲେ ଚାଷୀ
ବରଗଡ଼/ଭେଡ଼େନ,୧୨।୩(ପ୍ରେମାନନ୍ଦ ଖମାରୀ/ହୃଷୀକେଶ ଖମାରୀ):ବରଗଡ଼ ଜିଲାରେ ରବି ଧାନ କିଣାବିକା ପାଇଁ ମଙ୍ଗଳବାରରୁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହୋଇଛି। କିନ୍ତୁ ଏପର୍ଯ୍ୟନ୍ତ ଜିଲାର ଅନେକ ଚାଷୀ ଖରିଫ୍ରେ ଅମଳ ଧାନ ବିକ୍ରି କରି ପାରି ନାହାନ୍ତି। କେବଳ ସେତିକି ନୁହେଁ, ଖରିଫ୍…
ଅଧରାତିରେ ପରିବାରର ୩ ଜଣଙ୍କୁ ହତ୍ୟା କରି ଫେରାର ବୃଦ୍ଧ: ଥାନାରେ ପହଞ୍ଚିଲେ ପୁଅ
ଦେବଗଡ଼,୧୨।୩(ଶଶାଙ୍କ ଶେଖର ଝାଙ୍କର) ଗୋଟିଏ ପରିବାରର ୩ ଜଣଙ୍କୁ ନିର୍ମମ ହତ୍ୟା। ଏଥିରେ କୁଣ୍ଢେଇଗୋଳା ଥାନା ଗରିଆପାଲି ଗ୍ରାମରେ ଘଟିଛି ଏହି ଲୋମଟାଙ୍କୁରା ହତ୍ୟାକାଣ୍ଡ। ସ୍ତ୍ରୀ, ବୋହୂ ଓ ନାତୁଣୀଙ୍କୁ ହାଣି ରମେଶ ଗରିଆ ଫେରାର୍ ଥିବା ଜଣାପଡ଼ିଛି। ବିଳମ୍ବିତ ରାତି…
ଅମ୍ବାଭୋନାରେ ଚାଲିଥିଲା କଫ୍ସିରଫ କାରବାର, ମାଡ଼ି ବସିଲା ଅବକାରୀ ଟିମ୍
ବରଗଡ଼,୧୧।୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲ୍ଲା ଅମ୍ବାଭୋନା ଅଞ୍ଚଳରେ ଚାଲିଥିବା ବେଆଇନ କଫସିରପ କାରବାର ଉପରେ ଅବକାରୀ ବିଭାଗ ଶକ୍ତ ପ୍ରହାର କରିଛି। ବୁଧବାର ଅବକାରୀ ବିଭାଗର ଏକ ସ୍ବତନ୍ତ୍ର ଟିମ ଅତର୍କିତ ଚଢ଼ାଉ କରି ବିପୁଳ ପରିମାଣର କଫ ସିରପ…

