ରାଜ୍ୟ ମହିଳା ଆୟୋଗ ପକ୍ଷରୁ ଆଇନ ସଚେତନତା କର୍ମଶାଳା ‘ନାରୀ ବିନା ସୁନ୍ଦର ସମାଜ ଅସମ୍ଭବ’
ଅନୁଗୋଳ ଅଫିସ, ୮।୧୨ – ଏକ ସୁସ୍ଥ ଓ ସୁନ୍ଦର ସମାଜ ଗଠନ ପାଇଁ ପୁରୁଷ ଓ ନାରୀଙ୍କ ସମାନ ଭୂମିକା ରହିଛି। ନାରୀ ବିନା ଏହା ସମ୍ଭବ ହେବନାହିଁ। ସମାଜରେ ସ୍ବାଭିମାନର ସହ ବଞ୍ଚତ୍ବା ନାରୀମାନଙ୍କ ସାମ୍ବିଧାନିକ ଅଧିକାର।...
ସିଭି ରମଣ ଛାତ୍ରୀଛାତ୍ରଙ୍କ ସଫଳତା
ଭୁବନେଶ୍ୱର,୮ା୧୨ ମଧ୍ୟପ୍ରଦେଶ ସରକାରଙ୍କ ଦ୍ୱାରା ଅନୁଷ୍ଠିତ ହୋଇଥିବା ଭୋପାଳ ସ୍ମାର୍ଟ ସିଟି ହାକାଥନରେ ସିଭି ରମଣ ଇଞ୍ଜିନିୟରିଂ କଲେଜର ଛାତ୍ରୀଛାତ୍ର ସଫଳତା ହାସଲ କରିଛନ୍ତି। ଡ୍ରୋନ ଟେକ୍ନୋଲୋଜି ଆପ୍ଲିକେଶନରେ ଏହି କଲେଜର ଛାତ୍ରୀଛାତ୍ର ୨ୟ ରନର୍ସ ଅପ୍ ହୋଇ ପାରିଛନ୍ତି।...
ଅନୁଗୋଳରେ ଜେଏସ୍ପିଏଲ୍ ଫାଉଣ୍ଡେଶନର ‘ଆଶା-ଦି ହୋପ୍’ଉଦ୍ଘାଟିତ : ଦିବ୍ୟାଙ୍ଗଙ୍କ ମାତା ପିତାଙ୍କ ସ୍ବପ୍ନ ସାକାର କରିବୁ: ଶାଲୁ ଜିନ୍ଦଲ
ଅନୁଗୋଳ ଅଫିସ, ୮।୧୨ – ଦିବ୍ୟାଙ୍ଗ ତଥା ସ୍ବତନ୍ତ୍ର ଭିନ୍ନକ୍ଷମ ଶିଶୁମାନଙ୍କ ଆବଶ୍ୟକତା ପୂରଣ ପାଇଁ ଜେଏସ୍ପିଏଲ୍ ଫାଉଣ୍ଡେଶନ ପକ୍ଷରୁ ‘ଆଶା-ଦି ହୋପ୍’ ନାମକ ଏକ ସ୍ବତନ୍ତ୍ର ଥଇଥାନ କେନ୍ଦ୍ର ଶନିବାର ଅନୁଗୋଳ ଠାରେ ଉଦ୍ଘାଟିତ ହୋଇଯାଇଛି। ଜେଏସ୍ପିଏଲ୍ ଫାଉଣ୍ଡେଶନର...
ମିଳୁନି ଲେ ଆଉଟ୍: ହୋଇପାରୁନି ଘର ନିର୍ମାଣ
କେନ୍ଦୁଝର, ୮ା୧୨(ସ୍ବ.ପ୍ର.)-ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଏବଂ ସହରାଞ୍ଚଳରେ ସମସ୍ତଙ୍କ ପାଇଁ ଗୃହ ନୀତି, ଓଡିଶା ପକ୍ଷରୁ ସମସ୍ତ ଗୃହହୀନଙ୍କୁ ଘର ମିଳୁଛି। କିନ୍ତୁ କେନ୍ଦୁଝର ଜିଲା ମୁଖ୍ୟାଳୟରେ ଏହି ଯୋଜନାରେ ହିତାଧିକାରୀଙ୍କୁ ଘର କାଗଜପତ୍ରରେ ମିଳିଛି କିନ୍ତୁ ଘର ନିର୍ମାଣ...
ବ୍ୟାପକ ଜଙ୍ଗଲ କଟା ଯୋଗୁ ପରିବେଶ ନଷ୍ଟ: କାନଝରୀ ନଦୀବନ୍ଧ ପାଇଁ ବିପଦ ଆଶଙ୍କା
କେନ୍ଦୁଝର, ୮।୧୨(ସ୍ବ.ପ୍ର.)-ସଦର ରେଞ୍ଜ ଅନ୍ତର୍ଗତ ଗୋପାଳପୁର ଗ୍ରାମ ନିକଟ ଜଙ୍ଗଲ ବ୍ୟାପକ ନଷ୍ଟ ଯୋଗୁ ପରିବେଶ କ୍ଷତିଗ୍ରସ୍ତ ହୋଇଛି। ଏବେ ଗୋପାଳପୁର ହାଟ ନିକଟ ଜଙ୍ଗଲରେ ବହୁ ସଂଖ୍ୟାରେ ଗଛ କଟାଚାଲିଥିଲେ ହେଁ ବନ ବିଭାଗର ନିଘା ନାହିଁ ।...
ଦୁର୍ଦ୍ଦିନରେ ଦିବାକରଙ୍କ ପରିବାର
ତିହିଡ଼ି, ୮।୧୨(ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ କୋହ୍ଲ ଗ୍ରାମର ପାଲାଗାୟକ ଦିବାକର ଜେନାଙ୍କ ପରିବାର ଦୟନୀୟ ଜୀବନ ବିତାଉଛନ୍ତି। ଘରର ଆର୍ଥତ୍କ ସ୍ଥିତି ସ୍ବଚ୍ଛଳ ନ ଥିବାବେଳେ ରାଶନ କାର୍ଡ ହିଁ ତାଙ୍କ ପରିବାର ପାଇଁ...
କାଠ ଚୋରା ଚାଲାଣ ବେଳେ ଚଢ଼ାଉ: ୬ ଗିରଫ
ବାଙ୍ଗିରିପୋଷି,୮।୧୨(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବନ ବିଭାଗ କର୍ମଚାରୀ ଏହି ବନାଞ୍ଚଳର ଶୀର୍ଷା ବିଟ୍ ଅଧୀନ ଝାରପୋଖରିଆ-ସାରସକଣା ରାସ୍ତାରେ ଶନିବାର ଚଢାଉ କରି ସୀମାନ୍ତ ମହାବିଦ୍ୟାଳୟ ସମ୍ମୁଖରୁ ଏକ କାଠଗଣ୍ଡି ବୋଝେଇ ପିକ୍ଅପ ଭ୍ୟାନ ଜବତ କରିଛନ୍ତି। ସେହିପରି ରାଜାଲୋକା...
ଅବହେଳା ପାଇଁ ଆଖି ବୁଜିଲେ ଛାତ୍ରୀ: କ୍ଷତିପୂରଣ ଦାବିରେ ଅଡ଼ି ବସିଛନ୍ତି ପରିବାର ଲୋକେ
ସିମୁଳିଆ, ୮।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ସିମୁଳିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଲତା ମଲିକ(୧୭) ନାମ୍ନୀ ଜଣେ ଚିକିତ୍ସାଧୀନ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଅପରାହ୍ନ ୫ଟା ପର୍ଯ୍ୟନ୍ତ ମୃତ ଛାତ୍ରୀଙ୍କ ପରିବାର ଲୋକେ ଶବ ବ୍ୟବଚ୍ଛେଦ ପାଇଁ ଶବ ନ...
ଜିଲା ମୁଖ୍ୟଚିକିତ୍ସାଳୟ: ମେଡିଶିନ ବିଭାଗରେ ଲାଗିବ ଲିଫ୍ଟ, ର଼୍ୟାମ୍ପ
ବାଲେଶ୍ୱର ଅଫିସ, ୮।୧୨-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ମେଡିସିନ ବିଭାଗରେ ଲିଫ୍ଟ ଓ ର଼୍ୟାମ୍ପ ନିର୍ମାଣ ହେବ। ଶନିବାର ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଚିକିତ୍ସାଳୟରେ ପୃଥକ ଭାବେ ଡେଙ୍ଗୁ...
ଗଞ୍ଜେଇ ଜବତ, ୩ ମହିଳା ଗିରଫ
ଫୁଲବାଣୀ ଅଫିସ, ୮ା୧୨: ଏକ ଘରୋଇ ବସ୍ରେ ଗଞ୍ଜେଇ ଚୋରା ଚାଲାଣ ବେଳେ ଖଜୁରିପଡା ପୋଲିସ ଚଢ଼ାଉ କରି ୩୨ କେଜି ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ୩ ଜଣ ମହିଳାଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ସୁନିତା...
ମହିଳାଙ୍କୁ ବଳାତ୍କାର ଅଭିଯୋଗ, ଯୁବକ ଗିରଫ
ଫୁଲବାଣୀ ଅଫିସ, ୮ା୧୨-ଚାକିରି କରାଇ ଦେବାକୁ କହି ଜଣେ ଆଦିବାସୀ ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଖଜୁରିପଡା ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ା ସୂଚନା ଅନୁଯାୟୀ, ଫୁଲବାଣୀର ସମ୍ପୃକ୍ତ ଯୁବକ ମହିଳା ଜଣଙ୍କୁ ଚାକିରି...
ଫୁଲବାଣୀରେ ୮, ଦାରିଙ୍ଗବାଡ଼ିରେ ୬.୫ ଡିଗ୍ରୀ
ଫୁଲବାଣୀ ଅଫିସ/ ଦାରିଙ୍ଗବାଡି (ଡି.ଏନ୍.ଏ.) ୮ା୧୨-କନ୍ଧମାଳ ଜିଲାରେ ଶୀତର ପ୍ରକୋପ ବୃଦ୍ଧି ପାଉଛି। ଗତ ୨ଦିନ ଧରି ଏହାର ପ୍ରକୋପ ବେଶ୍ ଅନୁଭୂତ ହେଉଛି। ବିଶେଷ କରି ସକାଳେ ଅସହ୍ୟ ଥଣ୍ଡା ଅନୁଭୂତ ହେଉଛି। ଅପରାହ୍ନରୁ ଶୀତ ମାଡି ଆସୁଛି,...
Archives


