ଆମ ଜିଲା ଖବର

ବଲାଙ୍ଗୀର: ଗୋଟିଏ ଦିନରେ ୮ ପଜିଟିଭ ଚିହ୍ନଟ, ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୨୪କୁ ବୃଦ୍ଧି

ବଲାଙ୍ଗୀର ଅଫିସ, ୨୫ା୫: ବଲାଙ୍ଗୀର ଜିଲାରେ ଗୋଟିଏ ଦିନରେ ଅର୍ଥାତ୍‌ ସୋମବାର ଆଉ ୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୪କୁ ବୃଦ୍ଧି ପାଇଛି। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ: ସରପଞ୍ଚଙ୍କ ସ୍ବାମୀ ଗୁରୁତର

ବାଲେଶ୍ୱର ଅଫିସ,୨୫ା୫: ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ସାଉଡ ପଞ୍ଚାୟତ ସରପଞ୍ଚଙ୍କ ସ୍ବାମୀ କମଳଲୋଚନ ପଣ୍ଡାଙ୍କୁ ସୋମବାର ମରଣାନ୍ତକ ଆକ୍ରମଣ ହୋଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ବାଲେଶ୍ୱର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନାନୁଯାୟୀ, ସରପଞ୍ଚ ସୁଲୋଚନା ପଣ୍ଡାଙ୍କ ସ୍ବାମୀ କମଳଲୋଚନ…

୨ କରୋନା ଯୋଦ୍ଧା ପଜିଟିଭ: ଦେବଗଡ଼ର ଆଶାକର୍ମୀ, ଶିକ୍ଷକ କରୋନା ଆକ୍ରାନ୍ତ

ଦେବଗଡ଼,୨୫ା୫(ଡି.ଏନ୍‌.ଏ): ରାଜ୍ୟରେ ସୋମବାର ୧୦୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଦେବଗଡ଼ ଜିଲାରେ ସର୍ବାଧିକ ୨୨ଜଣ ଆକ୍ରାନ୍ତ ରହିଛନ୍ତି। ତେବେ ଏହି ୨୨ ଆକ୍ରାନ୍ତଙ୍କ ମଧ୍ୟରେ ୨ଜଣ କୋଭିଡ୍‌ ଯୋଦ୍ଧା କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ତେଲେଇବଣି ବ୍ଲକ ସୋଢ଼…

ପହଣ୍ଡିରେ ସାମିଲ ଦଇତା ସେବକଙ୍କର କରୋନା ଟେଷ୍ଟ ହେଉ: ନିଯୋଗ ସଭାପତି

ପୁରୀ ଅଫିସ, ୨୫।୫: ଆସନ୍ତା ଜୁନ୍‌ ୫ରେ ଦେବସ୍ନାନ ପୂର୍ଣ୍ଣିମା। ମହାପ୍ରଭୁଙ୍କ ସ୍ନାନ ଯାତ୍ରାରେ ସର୍ବନିମ୍ନ ସେବକଙ୍କ ତାଲିକା ଦେବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୧୦ ନିଯୋଗଙ୍କୁ ଚିଠି କରାଯାଇଥିଲା। ତେଣୁ ଦଇତାପତି ନିଯୋଗ ପକ୍ଷରୁ ଏ ନେଇ ଏକ…

ପୁରୀ ଗସ୍ତରେ ପୋଲିସ ଡିଜି: ସରକାରଙ୍କ ଗାଇଡ୍‌ଲାଇନ୍‌ ପାଳନ ସମ୍ପର୍କରେ ପଚାରି ବୁଝିଲେ

ପୁରୀ ଅଫିସ, ୨୫।୫: ପୋଲିସ ମହାନିର୍ଦ୍ଦେଶକ ଅଭୟ ସୋମବାର ପୁରୀ ଗସ୍ତରେ ଯାଇ କରୋନା କଟକଣା ସମ୍ପର୍କରେ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ସରକାରଙ୍କ ଗାଇଡ୍‌ଲାଇନ୍‌ ପୁରୀ ଜିଲାରେ କିଭଳି ଭାବେ ପାଳନ କରାଯାଉଛି, କରୋନା ସଚେତନତା ଦିଗରେ…

ଜଙ୍ଗଲରେ କାମ କରୁଥିବା ବେଳେ ଶ୍ରମିକଙ୍କୁ ଆକ୍ରମଣ କଲା ହାତୀ

ନିରାକାରପୁର, ୨୪।୫(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନ ବିଭାଗ ଅଧୀନରେ ଥିବା ମଳିପ କାଜୁ ଜଙ୍ଗଲରେ ହାତୀ ଆକ୍ରାମଣରେ ଜଣେ ଶ୍ରମିକ ଗୁରୁତର ହୋଇଛନ୍ତି। ସେ ହେଲେ ମଳିପଡ଼ା ଗ୍ରାମର ଜଗବନ୍ଧୁ ସାହୁ। ଜଗବନ୍ଧୁ ଜଙ୍ଗଲରେ କାମ କରୁଥିବା ବେଳେ ଏକ…

ଅନୁଗୋଳରେ ପହଞ୍ଚିଲେ ୧୬୫୦ ପ୍ରବାସୀ

ଅନୁଗୋଳ ଅଫିସ,୨୫ା୫: ଗୁଜରାଟ ଭଲସାତରୁ ୧୬୫୦ ପ୍ରବାସୀ ଓଡ଼ିଆଙ୍କୁ ନେଇ ସୋମବାର ଅନୁଗୋଳରେ ପହଞ୍ଚିଛି ସ୍ବତନ୍ତ୍ର ଶ୍ରମିକ ଟ୍ରେନ୍‌। ଏଥିରେ ୨୪ଟି ଜିଲା ସମେତ ୧୩ଟି ଉପଖଣ୍ଡର ପ୍ରବାସୀ ଆସିଛନ୍ତି। ଯେଉଁଥିରେ ଅନୁଗୋଳ ଜିଲାର ସର୍ବାଧିକ ୬୩୪ ଜଣ ଅଛନ୍ତି ।…

ଷ୍ଟକ୍‌ ଯାଞ୍ଚ ପରେ ଅନ୍‌ଲାଇନରେ ହେବ ମଦ ବୁକିଂ: ଗସ୍ତ ବାବଦ ୧୦୦ ରୁ ୩୦୦ ଟଙ୍କା ପର୍ଯ୍ୟନ୍ତ ଦେବାକୁ ପଡ଼ିବ ପ୍ରାପ୍ୟ

କେନ୍ଦୁଝର, ୨୫।୫(ସ୍ବ.ପ୍ର.): ସରକାର ମଦ ବିକ୍ରି ଉପରେ ଥିବା କରୋନା କଟକଣାକୁ କୋହଳ କରିଛନ୍ତି। କେବଳ ଅନ୍‌ଲାଇନରେ ମଦ ବିକ୍ରି ହେବ ବୋଲି ଘୋଷଣା ହୋଇଛି। ଫଳରେ ସୋମବାର ଅବକାରୀ ବିଭାଗ ପକ୍ଷରୁ କେନ୍ଦୁଝର ଜିଲା ମଦ ଦୋକାନ ଗୁଡ଼ିକରେ ଷ୍ଟକ…

କୋରାପୁଟ ଜିଲାରେ ୬ କରୋନା ଆକ୍ରାନ୍ତ ଚିହ୍ନଟ

ଜୟପୁର,୨୫ା୫(ଡି.ଏନ୍‌.ଏ.): କୋରାପୁଟ ଜିଲାରେ ସୋମବାର ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଜୟପୁର ସହରର ହୋଇଥିବା ବେଳେ ଦଶମନ୍ତପୁର ବ୍ଲକର ଜଣେ, ନନ୍ଦପୁରର ୨ ଏବଂ ଲକ୍ଷ୍ମୀପୁର ବ୍ଲକର ୨ ଜଣ ଚିହ୍ନଟ ହୋଇଛନ୍ତି। ୫ଜଣ…

ମଦ ଦୋକାନ ଖୋଲିବା ପରେ ଗ୍ରାହକଙ୍କ ପ୍ରବଳ ଭିଡ଼

ନିଶ୍ଚିନ୍ତକୋଇଲି,୨୫ା୫(ସ୍ବ.ପ୍ର.): ରାଜ୍ୟ ସରକାର ମଦଦୋକାନ ଖୋଲିବା ନେଇ ସୂଚନା ଦେବା ପରେ ନିଶ୍ଚିନ୍ତକୋଇଲି ଅବକାରୀ ବିଭାଗ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଅବକାରୀ ଇନ୍ସପେକ୍ଟର ସିମାଚଳ ରାୟ ବିଭିନ୍ନ ଅପ୍‌ ଓ ଅନ୍‌ ମଦଦୋକାନକୁ ଯାଇ ଷ୍ଟକ୍‌ ତନଖି କରିଛନ୍ତି। ଅପରପକ୍ଷରେ…

ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା: କାରଣ ଅସ୍ପଷ୍ଟ

ଖଇରା,୨୫।୫(ଡି.ଏନ୍‌.ଏ): ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ଜଳଦା ଗ୍ରାମରେ ସୋମବାର ସକାଳେ ଅଗ୍ନିକାଣ୍ଡ ଘଟି ରମାକାନ୍ତ ପାଣିଗ୍ରାହୀଙ୍କର ୨ବଖରା ବାସଗୃହ ପୋଡି ପାଉଁଶ ହୋଇଯାଇଛି। ଏଥିରେ ରମାକାନ୍ତଙ୍କ ସ୍ତ୍ରୀ ଆହତ ହୋଇଥିବା ବେଳେ ଏକ ଗୋରୁକୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର…

୨୦ ପ୍ରବାସୀଙ୍କୁ ପଠାଗଲା ମଧ୍ୟପ୍ରଦେଶ

ଜୁନାଗଡ଼,୨୫ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ସହରକୁ କିଛିମାସ ତଳେ ପେଟପାଟଣା ପାଇଁ ମଧ୍ୟପ୍ରଦେଶ ରାଜ୍ୟ ଜବଲପୁରରୁ ୨୦ ଜଣ ପ୍ରବାସୀ ଲୁହା(କମାର) କାମ କରିବାକୁ ଆସିଥିଲେ। ତେବେ ଲକ୍‌ଡାଉନ୍‌ ଯୋଗୁ ସେମାନେ ନିଜ ଅଞ୍ଚଳକୁ ଯାଇ ନ ପାରି ଏଠାରେ ଫସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?