ଆମ ଜିଲା ଖବର

ଦିଗପହଣ୍ଡି କ୍ୱାରାଣ୍ଟାଇନ ସେଣ୍ଟରରେ ଅବ୍ୟବସ୍ଥା ଅଭିଯୋଗ: ସୁରଟ ଫେରନ୍ତାଙ୍କ ହୋହଲ୍ଲା

ଦିଗପହଣ୍ଡି,୪।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଆଦିବାସୀ ହଷ୍ଟେଲ କ୍ୱାରାଣ୍ଟାଇନ ସେଣ୍ଟରରେ ଅବ୍ୟବସ୍ଥା ପ୍ରତିବାଦରେ ସୋମବାର ସକାଳେ ବହୁସଂଖ୍ୟକ ସୁରଟ ଫେରନ୍ତା ହୋହଲ୍ଲା କରିଥିଲେ। ତଦାରଖ ଦାୟିତ୍ୱରେ ଥିବା ପୂର୍ବତନ ସରପଞ୍ଚ ଅସିତ କୁମାର ସାହୁ ଓ ସ୍ବେଚ୍ଛାସେବୀବୃନ୍ଦ ସେଠାରେ…

କୋଟାରୁ ଫେରିଲେ ୨୧ ଛାତ୍ରୀଛାତ୍ର

କେନ୍ଦୁଝର,୪ା୫(ସ୍ବ.ପ୍ର.) : କେନ୍ଦୁଝର ଜିଲାରୁ ରାଜସ୍ଥାନର କୋଟାରେ ଯାଇ ପାଠ ପଢ଼ୁଥିବା ୨୧ ଛାତ୍ରୀଛାତ୍ର ସୋମବାର ସ୍ବତନ୍ତ୍ର ବସ୍‌ରେ କେନ୍ଦୁଝରକୁ ସୁରକ୍ଷିତ ଫେରିଛନ୍ତି। ସେମାନଙ୍କ ସହିତ ୬ ଜଣ ଅଭିଭାବକ ଫେରିଛନ୍ତି। ସେମାନଙ୍କୁ ପୁରୁଣା ସହରସ୍ଥିତ ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ରର ଏକ କ୍ଲିନିକ୍‌ରେ…

ପୋଲିସ, ପ୍ରଶାସନିକ ଅଧିକାରୀଙ୍କୁ ସମ୍ବର୍ଦ୍ଧିତ କଲେ ମନ୍ତ୍ରୀ

ଭଞ୍ଜନଗର,୪ା୫(ଡି.ଏନ୍‌.ଏ.): ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସୋମବାର ଭଞ୍ଜନଗର ଉପଖଣ୍ଡର ପୋଲିସ ପ୍ରଶାସନିକ ଅଧିକାରୀଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ଭଞ୍ଜନଗର ଉପଜିଲାପାଳ ରାଜେନ୍ଦ୍ର ମିଞ୍ଜ, ଭଞ୍ଜନଗର ତହସିଲଦାର ଆଲୋକ ପ୍ରଧାନ, ଭଞ୍ଜନଗର ବିଡିଓ…

ଏମ୍‌କେସିଜିରେ ୩ କରୋନା ସନ୍ଦିଗ୍ଧ ଭର୍ତ୍ତି

ବ୍ରହ୍ମପୁର ଅଫିସ,୪।୫: ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲର ସଂଘରୋଧ କକ୍ଷରେ ସୋମବାର ୩ କରୋନା ସନ୍ଦିଗ୍ଧ ଭର୍ତ୍ତି ହୋଇଛନ୍ତି । ସେମାନଙ୍କ ସ୍ବାବ ସଂଗ୍ରହ କରାଯାଇ ଏମ୍‌କେସିଜି ମେଡିକାଲର ମାଇକ୍ରୋବାୟୋଲୋଜି ପରୀକ୍ଷା କେନ୍ଦ୍ର ଓ ଭୁବନେଶ୍ୱର ଆର୍‌ଏମ୍‌ଆରସିକୁ ପଠାଯାଇଥିବା…

ସୁରଟରୁ ଦ୍ୱିତୀୟ ଟ୍ରେନ୍‌ ୩ ଘଣ୍ଟା ବିଳମ୍ବରେ ଆସିଲା: ଏଥିରେ ଅଛନ୍ତି ଗଞ୍ଜାମର ୧୧୮୮ ଜଣ

ଛତ୍ରପୁର,୪ା୫(ଡି.ଏନ୍‌.ଏ.) : ସୁରଟରୁ ଆଉ ଏକ ଟ୍ରେନ୍‌ ସୋମବାର ୧୨୦୦ରୁ ଊର୍ଦ୍ଧ୍ୱ ପ୍ରବାସୀ ଓଡ଼ିଆଙ୍କୁ ନେଇ ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଛି। ସେଥିରେ ଗଞ୍ଜାମ ଜିଲାର ୧୧୮୮ ଜଣ ଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଉକ୍ତ ଟ୍ରେନ ୩ ଘଣ୍ଟା…

ଟିକ୍‌ଟକ୍‌, ଚିତ୍ରକଳାରେ କରୋନା ସଚେତନତା: ଯୁକ୍ତ ଦୁଇ ଛାତ୍ରୀ ଅଙ୍କିତାଙ୍କ ନିଆରା ପ୍ରୟାସ

ପୁରୀ ଅଫିସ, ୪ା୫: ମହାମାରୀ କରୋନା ବିରୋଧରେ ଲଢୁଛି ସମଗ୍ର ବିଶ୍ୱ। ଏହି ଲଢେଇ ମଇଦାନରେ କିଏ ଆଗ ଧାଡ଼ିରେ ଛିଡ଼ା ହୋଇଛି ତ ପୁଣି କେହି ଘରେ ରହି ବି ଏଥିରେ ସାମିଲ ହୋଇଛି। ଏମିତି ଜଣେ କମ୍‌ ବୟସର…

ଆକ୍ରମଣ କରି ଗ୍ୟାସ ଏଜେନ୍ସି କର୍ମଚାରୀଙ୍କଠାରୁ ୧୦ ଲକ୍ଷ ୮୦ହଜାର ଲୁଟିନେଲେ ଦୁର୍ବୃତ୍ତ

ଭଦ୍ରକ ଅଫିସ, ୪।୫: ଭଦ୍ରକ ଜିଲା ତିହିଡି ବ୍ଲକରେ ସୋମବାର ଜଣେ ଗ୍ୟାସ ଏଜେନ୍ସି କର୍ମଚାରୀ ଲୁଟ୍‌ର ଶିକାର ହୋଇଛନ୍ତି। ଦୁର୍ବୃତ୍ତମାନେ ତାଙ୍କୁ ଆକ୍ରମଣ କରିବା ସହ ତାଙ୍କ ନିକଟରୁ ୧୦ ଲକ୍ଷ ୮୦ ହଜାର ନେଇଯାଇଥିବା ଜଣାପଡ଼ିଛି। ଲୁଟ୍‌ର ଶିକାର…

କୋଟାରୁ ଆସିଲେ ୨୬ ପ୍ରବାସୀ ଓଡ଼ିଆ, ୬ଟି ବସ୍‌ ଯୋଗେ ଝାରଖଣ୍ଡ ଯିବେ ୧୪୨ ଜଣ

ଭଦ୍ରକ ଅଫିସ, ୪।୫: ରାଜସ୍ଥାନର କୋଟାରେ ଫସିଥିବା ଛାତ୍ରଛାତ୍ରୀ ସୋମବାର ଭଦ୍ରକ ଜିଲାରେ ପହଞ୍ଚିଛନ୍ତି। ଫେରିଛନ୍ତି। ସେଠାରେ ଫସିଥିବା ଜିଲାର ୨୧ ଛାତ୍ରଛାତ୍ରୀ ଓ ୫ ଅଭିଭାବକ ଏକ ସ୍ବତନ୍ତ୍ର ବସ୍‌ ଯୋଗେ ଭଦ୍ରକରେ ପହଞ୍ଚିଛନ୍ତି। ବିଜୁ ପଟ୍ଟନାୟକ କଲ୍ୟାଣମଣ୍ଡପ ଠାରେ…

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ବିଶୃଙ୍ଖଳା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଜିଲାପାଳ

ଛତ୍ରପୁର,୪ା୫(ଡି.ଏନ୍‌.ଏ.) : ବାହାର ରାଜ୍ୟରୁ ବସ୍‌ ଓ ଟ୍ରେନ୍‌ରେ ଶତାଧିକ ପ୍ରବାସୀ ଓଡ଼ିଆ ଗଞ୍ଜାମ ଜିଲାକୁ ଫେରିବାରେ ଲାଗିଛନ୍ତି। ରବିବାର ଜିଲାର କେତେକ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିବା ସୁରଟ ଫେରନ୍ତାମାନେ ବିଶୃଙ୍ଖଳା କରିଛନ୍ତି। ଏପରିକି ଆଉ କେତେକ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରୁ ଚମ୍ପଟ…

ପ୍ରବାସୀ ଓଡ଼ିଆଙ୍କୁ ଆଣିବାକୁ ଯାଉଥିଲା ବସ୍‌, ଭାରସାମ୍ୟ ହରାଇ ଓଲଟିଲା

ଭଦ୍ରକ ଅଫିସ, ୪।୫: ଟ୍ରେନରେ ଆସୁଥିବା ପ୍ରବାସୀ ଓଡ଼ିଆଙ୍କୁ ଗଞ୍ଜାମରୁ ଆଣିବା ପାଇଁ ଯାଉଥିବା ଏକ ଘରୋଇ ବସ୍‌ ୧୬ ନଂ. ଜାତୀୟ ରାଜପଥର ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ଅଞ୍ଚଳରେ ଭାରସାମ୍ୟ ହରାଇ ସୋମବାର ଓଲଟି ପଡ଼ିଛି। ଏଥିରେ କେହି…

ସୁରଟ ଫେରନ୍ତା ଅଧା ରାସ୍ତାରେ ଓହ୍ଲାଇ ପଳାଉଥିଲେ, ଅଟକାଇଲେ ଲୋକେ

ଭଦ୍ରକ ଅଫିସ,୪ା୫: ସୁରଟରୁ ଫେରୁଥିବା ବେଳେ ଅଧା ରାସ୍ତାରେ ଗାଡ଼ିରୁ ଓହ୍ଲାଇ ପଳାଉଥିଲେ। ଜଣେ ନୁହଁ କି ଦୁଇଜଣ ନୁହେଁ। ୨୨ରୁ ଅଧିକ ଲୋକ ଖସି ପଳାଉଥିଲେ। ସ୍ଥାନୀୟ ଲୋକେ କେତେଜଣଙ୍କୁ ଅଟକାଇଥିବା ବେଳେ ଆଉ କେତେଜଣ ଖସି ପଳାଇଛନ୍ତି। ଏପରି…

ବିଭିନ୍ନ ସଂଗରୋଧ କେନ୍ଦ୍ର ବୁଲି ଦେଖିଲେ କଟକ ଜିଲାପାଳ: ପରିମଳ ବ୍ୟବସ୍ଥା ନେଇ ପ୍ରକାଶ କଲେ ଅସନ୍ତୋଷ

ଚୌଦାର,୪l୬(ଡି. ଏନ୍‌.ଏ): କଟକ ଜିଲା ଚୌଦ୍ୱାର ପୌରପାଳିକା ଓ ବିଭିନ୍ନ ପଞ୍ଚାୟତରେ କରାଯାଇଥିବା ସଂଗରୋଧ କେନ୍ଦ୍ରକୁ ସୋମବାର କଟକ ଜିଲାପାଳ ଭବାନୀଶଙ୍କର ଚଇନି ପରିଦର୍ଶନ କରିଛନ୍ତି। ପୌରପାଳିକା ତରଫରୁ ଗାନ୍ଧି ଛକ, ଚୌଦ୍ୱାର ମହାବିଦ୍ୟାଳୟ ମହିଳା ଛାତ୍ରୀନିବାସରେ ପ୍ରବାସୀ ଓଡ଼ିଆଙ୍କ ପାଇଁଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?