ଅଧରାତିରେ ପରିବାରର ୩ ଜଣଙ୍କୁ ହତ୍ୟା କରି ଫେରାର ବୃଦ୍ଧ: ଥାନାରେ ପହଞ୍ଚିଲେ ପୁଅ
ଦେବଗଡ଼,୧୨।୩(ଶଶାଙ୍କ ଶେଖର ଝାଙ୍କର) ଗୋଟିଏ ପରିବାରର ୩ ଜଣଙ୍କୁ ନିର୍ମମ ହତ୍ୟା। ଏଥିରେ କୁଣ୍ଢେଇଗୋଳା ଥାନା ଗରିଆପାଲି ଗ୍ରାମରେ ଘଟିଛି ଏହି ଲୋମଟାଙ୍କୁରା ହତ୍ୟାକାଣ୍ଡ। ସ୍ତ୍ରୀ, ବୋହୂ ଓ ନାତୁଣୀଙ୍କୁ ହାଣି ରମେଶ ଗରିଆ ଫେରାର୍ ଥିବା ଜଣାପଡ଼ିଛି। ବିଳମ୍ବିତ ରାତି…
ଅମ୍ବାଭୋନାରେ ଚାଲିଥିଲା କଫ୍ସିରଫ କାରବାର, ମାଡ଼ି ବସିଲା ଅବକାରୀ ଟିମ୍
ବରଗଡ଼,୧୧।୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲ୍ଲା ଅମ୍ବାଭୋନା ଅଞ୍ଚଳରେ ଚାଲିଥିବା ବେଆଇନ କଫସିରପ କାରବାର ଉପରେ ଅବକାରୀ ବିଭାଗ ଶକ୍ତ ପ୍ରହାର କରିଛି। ବୁଧବାର ଅବକାରୀ ବିଭାଗର ଏକ ସ୍ବତନ୍ତ୍ର ଟିମ ଅତର୍କିତ ଚଢ଼ାଉ କରି ବିପୁଳ ପରିମାଣର କଫ ସିରପ…
ଭଡ଼ା ଘରୁ ଦିଗପହଣ୍ଡି ଷ୍ଟେଟ୍ବ୍ୟାଙ୍କ କର୍ମଚାରୀଙ୍କ ମୃତଦେହ ଜବତ, ଏକମାତ୍ର ପୁଅଙ୍କୁ ହରାଇ…
ଦିଗପହଣ୍ଡି, ୧୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI)ର ଜଣେ ବରିଷ୍ଠ କିରାଣିଙ୍କ ମୃତଦେହ ବୁଧବାର ଅପରାହ୍ନରେ ତାଙ୍କ ଭଡ଼ାଘରୁ ପୋଲିସ ଜବତ କରିଛି। ମୃତକ ଜଣକ ହେଉଛନ୍ତି ମୟୂରଭଞ୍ଜ ଜିଲା ବାରିପଦା ସହରର…
ବସ୍ ନେଲା ବାଇକ୍ ଆରୋହୀଙ୍କ ଜୀବନ
ଲକ୍ଷ୍ମୀପୁର, ୧୧।୩(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ୩୨୬ ଜାତୀୟ ରାଜପଥ ଜିରୋ ପଏଣ୍ଟ ନିକଟରେ ବୁଧବାର ଏକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ହେଲେ ଲକ୍ଷ୍ମୀପୁର ବ୍ଲକ କୁସୁମ୍ଗୁଡ଼ା ପଞ୍ଚାୟତର ଗାଦିଖାଲ ଗ୍ରାମର ଟିବୁ…
ରିପୋର୍ଟରେ ‘ଧର୍ମ ପରିବର୍ତ୍ତନ’ ଉଲ୍ଲେଖ କରିଥିଲେ, ନନ୍ଦପୁରରେ RIଙ୍କୁ ସର୍ବସମ୍ମୁଖରେ ମାଡ଼; ଥାନାରେ…
ନନ୍ଦପୁର,୧୧।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜାତିଗତ ପ୍ରମାଣପତ୍ର ଆବେଦନର ତଦନ୍ତ ବେଳେ ’ଧର୍ମ ପରିବର୍ତ୍ତନ’ ରିପୋର୍ଟ ଦେଇଥିବା କାରଣରୁ ନନ୍ଦପୁର ରାଜସ୍ବ ନିରୀକ୍ଷକ (RI) ମଧୁସୁଦନ…
ଦଣ୍ଡକାରଣ୍ୟ ଜୋନାଲ କମିଟିର ୧୦୮ ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି,୧୧।୩(ସୁଚିତ୍ରା ଦାସ): ପୁନର୍ବାସ ନୀତି ଅଧୀନରେ, ଦଣ୍ଡକାରଣ୍ୟ ସ୍ବତନ୍ତ୍ର ଜୋନାଲ କମିଟି (ଡିକେଏସ୍ଜେଡ଼ସି)ର ୧୦୮ ଜଣ ମାଓବାଦୀ ହିଂସା ପରିତ୍ୟାଗ କରି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ ନିଷ୍ପତ୍ତି ନେଇଛନ୍ତି। ସେହିପରି ମାଓବାଦୀ ବିରୋଧୀ ଅଭିଯାନରେ ଗୁଇନ୍ଦା ସୂଚନା ଆଧାରରେ ସୁରକ୍ଷା…
ଓକିଲଙ୍କ ବାଇକ ଚୋରି ମାମଲା, ସାକ୍ଷ୍ୟ ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ ହେଲେ ଅଭିଯୁକ୍ତ
ଦିଗପହଣ୍ଡି,୧୧।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଓକିଲ ସଂଘର ବରିଷ୍ଠ ସଦସ୍ୟ ଲକ୍ଷ୍ମୀ ନାରାୟଣ ପାଢ଼ୀଙ୍କ ବାଇକ ଚୋରି ମାମଲାରେ ବୁଧବାର କୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ ପାଇଛି। ଆବଶ୍ୟକ ସାକ୍ଷ୍ୟ ପ୍ରମାଣ ଅଭାବରୁ ଅଭିଯୁକ୍ତ…
୬୩୧ କଇଁଛ ଜବତ, ଧରାପଡ଼ିଲେ ୭ ବ୍ୟବସାୟୀ
ଏମ୍ଭି- ୭୯, ୧୧।୩ (ଆଶିଷ କୁମାର ବାଇନ): ଆନ୍ଧ୍ରରୁ ମାଲକାନଗିରିକୁ ଏକ ବୋଲେରୋ ପିକ୍ଅପ୍ ଯୋଗେ କଇଁଛ ଚୋରା ଚାଲାଣ ବେଳେ ମୋଟୁ ବନ ବିଭାଗ ବୁଧବାର ଗାଡ଼ିକୁ ଅଟକାଇ ୬୩୧ କଇଁଛ ଜବତ କରିଛି। ସେଥିମଧ୍ୟରୁ ୭୦ଟି କଇଁଛ ମୃତ…
ଚଢ଼ାଦରରେ ବିକ୍ରି କରୁଥିଲେ ସାର, ବରଗଡ଼ର ଏହି ୨ ଦୋକାନୀଙ୍କ ଲାଇସେନ୍ସ ରବ୍ଦ କଲା…
ବରଗଡ଼,୧୧।୩(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାର କଳାବଜାର ଚାଷୀଙ୍କ ଚିନ୍ତା ବଢ଼ାଇ ଦେଇଛି। ସରକାରୀ ଧାର୍ଯ୍ୟ ମୂଲ୍ୟଠାରୁ ଅଧିକ ଦରରେ କିଛି ଦୋକାନୀ ସାର ବିକ୍ରି କରୁଥିବା ଯୋଗୁ ଚାଷୀମାନେ ଶୋଷିତ ହେଉଛନ୍ତି। ତେବେ ଏଭଳି ଚଢ଼ାଦରରେ ସାରବିକ୍ରି ଜିଲାର ୨ସାର…
ମାଟ୍ରିକ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ମାମଲା, ଶିକ୍ଷକଙ୍କୁ ଅଟକ ରଖି ପଚରାଉଚରା
ପଦ୍ମପୁର,୧୧ା୩(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁରରେ ଦଶମ ଶ୍ରେଣୀର ସାମାଜିକ ବିଜ୍ଞାନ ପ୍ରଶ୍ନ ପତ୍ର ଲିକ୍ ମାମଲାରେ ବିଭିନ୍ନ ସ୍କୁଲର ୮ଜଣ ଶିକ୍ଷକଙ୍କୁ ପୋଲିସ ଅଟକ ରଖିଥିଲା। ସେମାନଙ୍କ ମଧ୍ୟରୁ ୬ ଜଣ ଶିକ୍ଷକଙ୍କୁ ବ୍ୟକ୍ତିଗତ ମୁଚାଲିକାରେ ଛାଡ଼ି ଦିଆଯାଇଥିବା ଥିବା…
ରୁଦ୍ର ମହାଯଜ୍ଞ ନିମନ୍ତେ ସ୍ଥାପନ ହେଲା ଶୁଭସ୍ତମ୍ଭ, ଆସନ୍ତା ୨୨ରୁ…
ଦିଗପହଣ୍ଡି,୧୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତର ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶ୍ୱର ଶୈବପୀଠରେ ଆସନ୍ତା ୨୨ ତାରିଖଠାରୁ ଆରମ୍ଭ ହେବାକୁ ଥିବା ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ନିମନ୍ତେ ବୁଧବାର ମନ୍ଦିର ପ୍ରାଙ୍ଗଣରେ ଶୁଭସ୍ତମ୍ଭ ସ୍ଥାପନ କରାଯାଇଛି।…
ରାଜଗାଙ୍ଗପୁରରେ ଚାଞ୍ଚଲ୍ୟ: ୭ ବର୍ଷୀୟା ନାବାଳିକାଙ୍କୁ ହତ୍ୟା
ରାଜଗାଙ୍ଗପୁର,୧୧।୩: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୭ ବର୍ଷୀୟା ନାବାଳିକାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗରେ ରାଜଗାଙ୍ଗପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରି ପଚରାଉଚରା କରୁଛି। ମିଳିଥିବା ସୂଚନା ମୁତାବକ, ୩ ଦିନ…

