ସମସିଆ ଘେରରେ କ୍ଷେମୁଣ୍ଡିପଦର ସ୍କୁଲ
ଭବାନୀପାଟଣା, ୭ା୧୨ (ଡି.ଏନ.ଏ.)- ସବୁ ଛୁଆ କେନ୍ଥେଇ ପ୍ରାଥମିକ ଶିକ୍ଷା ପାଇପାରବେ ସେଥିରଲାଗି ସରକାର ଅନେକ ଯୋଜନା କାଯ୍କାରୀ କରୁଛନ୍। ସେନ୍ତା ସ୍କୁଲ ଛାତ୍ରୀଛାତ୍ରକଁର ଲାଗି ବେଲାକେ ପୁଷ୍ଟିକର ଖାଏଦ୍ର ବେବସ୍ତା, ୟୁନିଫର୍ମ, ମାହାଲିଆ ବହିପତର, ସୁଁଦର ସ୍କୁଲ...
ସୁଆସ୍ତିଅ ସେବାରୁ ବଁଚିତ୍ ୩ ଗରଭ୍ବତୀ ମହିଲା
ପର୍ଲା, ୭ା୧୨ (ଡି.ଏନ.ଏ.)- ସରକାର ଗରଭ୍ବତୀ, ପ୍ରସୂତି ଆର ଛୁଆକର ଲାଗି ଅନେକ ଆଏଁଖ୍ ଦୁର୍ଶିଆ ପଦକ୍ଷେପ ନେଉଛନ୍। ଇଥିରଲାଗି ଗଁାଗଁାରେ ସରକାର ଅଙ୍ଗନଓ୍ବାଡି କେନ୍ଦ୍ର ଖୁଲିଛନ୍। ସେନ୍ତା ଗଁାରେ ଆଶା କରମୀ ଆର ପଁଚେତ୍ ସ୍ତରରେ ସୁଆସ୍ତିଅ...
ବୁରୁଧ୍ ଦମ୍ପତିକଁର ପାସେ ପୁହୁଁଚିଲା ପରଶାସନ
ଗଣ୍ଡତୁରୁମ, ୭ା୧୨ (ଡି.ଏନ.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଲକ ମହୁଲପାଲି ଗଁାର ବୁରୁଧ୍ ଦମ୍ପତି ଘନ ଦେହେରୀ ଆର ସାଲିଣୀକଁର ପାସେ ଗୁରୁବାର ପରଶାସନ ପୁହୁଁଚିଛେ। ଇ ବାବ୍ଦେ ଗଲା ୫ ତାରିଖ ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘ଭତାରୁ ବଁଚିତ୍...
ସହାୟତା ଅପେକ୍ଷାରେ ଭିନ୍ନକ୍ଷମ ସୋମନାଥ
ଚମ୍ପୁଆ, ୭।୧୨(ଡି.ଏନ.ଏ.)- କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ରଜିଆ ପଞ୍ଚାୟତର ହୁଡି ସାହିରେ ୧୩ ବର୍ଷ ଧରି ଦୁରାରୋଗ୍ୟ ବ୍ୟାଧିରେ ପୀଡ଼ିତ ଭିନ୍ନକ୍ଷମ ସୋମନାଥ ମୁଣ୍ଡା ଏବେ ବି ସରକାରୀ ସହାୟତା ଅପେକ୍ଷାରେ ରହିଛନ୍ତି। ଅର୍ଥାଭାବ କାରଣରୁ ସେ ଠିକ୍...
ବଣବୁଦା ସଫେଇ ନଁ। ରେ ଗଛ କଟା
ଚମ୍ପୁଆ, ୭ା୧୨(ଡି.ଏନ୍.ଏ.)- କେନ୍ଦୁଝର ଜିଲା ଚମ୍ପୁଆ ସେକ୍ସନରେ ବନ ବିଭାଗ ପକ୍ଷରୁ ବଣବୁଦା ସଫା ନାମରେ ଶାଳ ଆଦି ଗଛ କଟାଯାଉଥିବାରୁ ଏହାକୁ ଅଞ୍ଚଳବାସୀ ବିରୋଧ କରିଛନ୍ତି। ସବୁଆଡ଼େ ବନ ସମ୍ପଦ କ୍ଷୟ ହେଉଥିବା ବେଳେ ସତର୍କତା ଅବଲମ୍ବନ ନ...
ଦାରିଦ୍ର୍ୟ ନେଲା ଜୀବନ: ୩ ଭଉଣୀ ଏବେ ଅନାଥ, ଅସହାୟ
ଝୁମ୍ପୁରା, ୭।୧୨(ଡି.ଏନ.ଏ.)- ବର୍ଷକ ପୂର୍ବରୁ ମା’ ନିଆଁରେ ପୋଡ଼ିହୋଇ ମୃତ୍ୟୁବରଣ କରିଥିଲେ। ଏବେ ବେକରେ ଦଉଡ଼ି ଲଗାଇ ବାପା ରାମ ମୁଣ୍ଡା (୫୩) ଆତ୍ମହତ୍ୟା କରିବା ପରେ କେନ୍ଦୁଝର ଜିଲା ଝୁମ୍ପୁରା ଥାନା, ଖେଣ୍ଡରା ପଞ୍ଚାୟତର ପାଟବିଲା ଗ୍ରାମରେ ତାଙ୍କ...
ଦୁର୍ଘଟଣାରେ କୃଷି ଶ୍ରମିକଙ୍କ ଜୀବନ ଗଲା
ଆରଡ଼ି, ୭।୧୨(ଡି.ଏନ.ଏ.)-ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅନ୍ତର୍ଗତ ଓଳଗ ନିକଟସ୍ଥ ଭଦ୍ରକ-ଆରଡ଼ି ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଏକ ଟ୍ରକ ଅଟୋକୁ ଧକ୍କା ଦେବାରୁ ଜଣେ କୃଷି ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ଭଦ୍ରକ ଆଡୁ...
ହାତୀ ଭୟରେ ବନ୍ଦ ହେଲା ସ୍କୁଲ, ଜଣେ ଆହତ
ବାଙ୍ଗିରିପୋଷି,୭ା୧୨(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଧୀନ ବିଭିନ୍ନ ଗ୍ରାମରେ ହାତୀ ଉପଦ୍ରବ ଜାରି ରହିଛି। ଶୁକ୍ରବାର ଝିଙ୍କପାହାଡି ଗ୍ରାମରେ ହାତୀ ପଶି ବ୍ୟାପକ ଫସଲ ନଷ୍ଟ କରିଛନ୍ତି। ପାଚେରୀ ନ ଥିବା ଯୋଗୁ ଏହି ଗ୍ରାମର ପ୍ରାଥମିକ ବିଦ୍ୟାଳୟକୁ...
ଛାତ୍ରୀନିବାସର ୯ ଅନ୍ତେବାସୀ ଅସୁସ୍ଥ
କପ୍ତିପଦା,୭ା୧୨(ଡି.ଏନ୍.ଏ.) – ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ଶାଳଚୁଆ ଉଚ୍ଚବିଦ୍ୟାଳୟର ୯ ଅନ୍ତେବାସିନୀ ଅସୁସ୍ଥ ହୋଇ ପଡ଼ିଛନ୍ତି। ଗୁରୁବାର ଏହି ଛାତ୍ରୀମାନେ ଝାଡ଼ାରେ ଆକ୍ରାନ୍ତ ହୋଇଥିଲେ। ବିଦ୍ୟାଳୟ କର୍ତ୍ତୃପକ୍ଷ ସେମାନଙ୍କୁ ଶାଳଚୁଆ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା କରାଇଥିଲେ। ତେବେ...
ବିପଦପୂର୍ଣ୍ଣ ବାରଣ୍ଡାରେ ସ୍କୁଲର ମଧ୍ୟାହ୍ନଭୋଜନ
ନୂଆଗାଁ, ୭।୧୨(ଡି.ଏନ.ଏ.): ନୟାଗଡ ଜିଲା ନୂଆଗାଁ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା କାପ୍ତାପଲୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଭଙ୍ଗା ଘର ତଳେ ବିପଦ ପୂର୍ଣ୍ଣ ଅବସ୍ଥାରେ ମଧ୍ୟାହ୍ନଭୋଜନ ଖାଉଥିବା ଦେଖିବାକୁ ମିଳିଛି । ଏ ନେଇ...
ବଜ୍ରକୋଟରେ କଙ୍ଗାରୁ କୋର୍ଟ: ଭାଙ୍ଗିଲେ ଘର, ଶୀତ କାକରରେ ବାସନ୍ଦ ପରିବାର
ରଣପୁର, ୭।୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନା ବଜ୍ରକୋଟରେ ଗୁରୁବାର ସନ୍ଧ୍ୟାରେ କଙ୍ଗାରୁ କୋର୍ଟ କରାଯାଇ ଭଗବାନ ଦଳେଇ ନାମକ ଜଣେ ବ୍ୟକ୍ତିଙ୍କ ଘର ଭାଙ୍ଗି ଦିଆଯାଇଛି। ଏପରି କି ତାଙ୍କ ଘରୁ ୭ ହଜାର ଟଙ୍କା ସମେତ ଗୃହ...
ଦୁର୍ଦ୍ଦିନରେ କରତକଳ ଶ୍ରମିକ
ବାଲେଶ୍ୱର ଅଫିସ, ୭।୧୨- ବାଲେଶ୍ୱର ଜିଲାର କାଠ ଶିଳ୍ପ ସହିତ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ଜଡ଼ିତ ବିଭିନ୍ନ ବର୍ଗର ୧୨ଶହରୁ ଊର୍ଦ୍ଧ୍ୱ ଶ୍ରମିକ ପରିବାର ଏବେ ଜୀବନଜୀବିକା ସଂକଟରେ। ଜିଲାରେ କରତକଳ ବନ୍ଦ ହେବା ପରଠାରୁ ସେମାନେ କାମଧନ୍ଦା...
Archives


