ଆମ ଜିଲା ଖବର

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଟିକ୍‌ଟକ୍‌: ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

ଭଦ୍ରକ ଅଫିସ,୪ା୫: କରୋନା ମହାମାରୀ ପାଇଁ ସାରା ବିଶ୍ବ ଲଢ଼େଇ କରୁଛି। ଆମ ରାଜ୍ୟରେ ବର୍ତ୍ତମାନ ଭଦ୍ରକ, ବାଲେଶ୍ୱର ଓ ଯାଜପୁର ଜିଲା ରେଡ୍‌ ଜୋନ୍‌ରେ ରହିଛି। ରେଡ୍‌ ଜୋନ୍‌ର କାରଣ ହେଲା କୋଲକାତା ଫେରନ୍ତା। କୋଲକୋତାରୁ ବିଭିନ୍ନ ଉପାୟରେ ଘରକୁ…

ବି.ଡକେବାଡ଼ିରେ ଜ୍ୱର, ଝାଡ଼ା ଘଟଣା ପିଇବା ପାଣି କଥା ଶୁଣିଲାନି ପ୍ରଶାସନ

ଦାରିଙ୍ଗବାଡ଼ି,୪।୫(ଡି.ଏନ.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ବି.ଡକେବାଡ଼ି ଗ୍ରାମରେ ଜ୍ୱର, ଝାଡା ଲାଗି ରହିଛି। କେତେକ ଲୋକଙ୍କ ଜ୍ୱର ଛାଡ଼ୁଥିବା ବେଳେ ଆଉ କେତେଜଣ ଆକ୍ରାନ୍ତ ହେଉଛନ୍ତିି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏମାନଙ୍କ ଚିକିତ୍ସା ଜାରି ରହିଛି ା ତେବେ ପିଇବା ପାଣି…

ଗଣମାଧ୍ୟମ ପ୍ରତିନିଧିଙ୍କୁ ମାଡ଼, କ୍ୟାମେରା ଭାଙ୍ଗିଲେ

ପୁରୀ ଅଫିସ,୪ା୫: ପ୍ରେସ୍‌ ସ୍ବାଧୀନତା ଦିବସରେ ରବିବାର ପୁରୀରେ କର୍ତ୍ତବ୍ୟରତ ଗଣମାଧ୍ୟମ ପ୍ରତିନିଧିଙ୍କୁ ମାଡ଼ ମରାଯିବା ସହ ଗାଳିଗୁଲଜ କରାଯାଇଛି। ବାଲୁଖଣ୍ଡ ଅଭୟାରଣ୍ୟର ପ୍ରକୃତି ନିବାସରେ ଶୁଟିଂ ବେଳେ ବନ କର୍ମଚାରୀ ମାଡ଼ ମାରିବା ସହ କ୍ୟାମେରା ଭାଙ୍ଗି ଦେଇଛନ୍ତି। କ୍ୟାମେରାମ୍ୟାନ୍‌…

ଜୋନ୍‌ ଅନୁଯାୟୀ ଖୋଲିବ ନିମ୍ନ ଅଦାଲତ: ରେଡ୍‌ରେ ଘଣ୍ଟାଏ, ଅରେଞ୍ଜରେ ଦୁଇ, ଗ୍ରୀନ୍‌ରେ ଅଢ଼େଇ ଘଣ୍ଟା

କଟକ ଅଫିସ,୪ା୫: କରୋନା ଭୂତାଣୁ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ମେ’ ୧୭ ତାରିଖ ପର୍ଯ୍ୟନ୍ତ ଦେଶବ୍ୟାପୀ ଲକ୍‌ଡାଉନ୍‌କୁ ବଢ଼ାଇଛନ୍ତି। ତେବେ ଭୂତାଣୁର ପ୍ରଭାବ ଅନୁଯାୟୀ ୩ଟି ଜୋନ୍‌ରେ ଭାଗ କରାଯାଇଛି। ସେଗୁଡ଼ିକ ହେଲା ରେଡ୍‌, ଅରେଞ୍ଜ…

ସୀମିତ ରହିବ ହାଇକୋର୍ଟ କାର୍ଯ୍ୟ

କଟକ ଅଫିସ,୪।୫: ଲକ୍‌ଡାଉନ ଅବଦ୍ଧି ବୃଦ୍ଧିକୁ ନେଇ ହାଇକୋର୍ଟ ପକ୍ଷରୁ ରବିବାର ନୂତନ ନିର୍ଦ୍ଦେଶନାମା ଜାରି ହୋଇଛି। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ହାଇକୋର୍ଟ କାର୍ଯ୍ୟ ସୀମିତ ରହିବ ବୋଲି ଡେପୁଟି ରେଜିଷ୍ଟ୍ରାର (ବିଚାର ବିଭାଗ) ଏକ ନିର୍ଦ୍ଦେଶନାମାରେ ଜଣାଇଛନ୍ତି। ସପ୍ତାହର…

CORONAVIRUS UPDATE: ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ; ୧୬୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୪ା୫(ବ୍ୟୁରୋ) : ସୋମବାର ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୩ରେ ପହଞ୍ଚିଛି। ଆକ୍ରାନ୍ତ ଜଣକ ସୁନ୍ଦରଗଡ଼ ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଭିଟାମାଟିକୁ ଫେରୁଛନ୍ତି ପ୍ରବାସୀ ଶ୍ରମିକ, ଜିଲାବାସୀ ଆତଙ୍କିତ

ବୌଦ୍ଧ, ୪ା୫ (ସ୍ବ.ପ୍ର.) ରାଜ୍ୟ ବାହାରେ ରହୁଥିବା ପ୍ରବାସୀ ଶ୍ରମିକମାନେ ନିଜ ନିଜ ରାଜ୍ୟକୁ ଫେରିବା ଲାଗି ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶନାମା ପ୍ରକାଶ ପାଇବା ପରେ ଏହା ଚିନ୍ତା ବଢାଇଛି। ପ୍ରତିଦିନ ଶହ ଶହ ଶ୍ରମିକ ବସ୍‌ ଯୋଗେ ଘରକୁ ବାହୁଡୁଛନ୍ତି।…

ବାରିପଦାରେ ଶ୍ରଦ୍ଧା ଅର୍ପଣ କାର୍ଯ୍ୟକ୍ରମର ଶୁଭାରମ୍ଭ

ବାରିପଦା ଅଫିସ, ୪ା୫- ଭୁବନେଶ୍ୱରସ୍ଥିତ ସୋଏମ ଆଇ ଫାଉଣ୍ଡେସନ ପକ୍ଷରୁ ମୟୂରଭଞ୍ଜ ଜିଲାରେ ଶ୍ରଦ୍ଧା ଅର୍ପଣ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ରାଜ୍ୟ ସଚିବାଳୟରେ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ମହାପାତ୍ର ଏହାକୁ ଆନୁଷ୍ଠାନିକ ଭାବେ…

ସଂଘବଦ୍ଧ ଆକ୍ରମଣରେ ୬ ଗୁରୁତର

ଭୋଗରାଇ,୪।୫(ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଧୀନ ମନ୍ଦାରସାହିପାଟଣା ୭ନଂ. ୱାର୍ଡ଼ରେ ରବିବାର ପଡ଼ୋଶୀଙ୍କ ସଂଘବଦ୍ଧ ଆକ୍ରମଣରେ ୬ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨ ମହିଳା ଅଛନ୍ତି। ସେମାନଙ୍କୁ ଗାଁଲୋକେ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ଜଳେଶ୍ୱରପୁର ଗୋଷ୍ଠୀ…

ସହାୟତା ଦେଲେ କେନ୍ଦ୍ରମନ୍ତ୍ରୀ

ସୋର,୪ା୫(ଡି.ଏନ.ଏ.)-କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ଲକ୍‌ଡାଉନ୍‌ ସମୟରେ ଅସହାୟ, ଗରିବ ଲୋକଙ୍କୁ ସହାୟତା ପ୍ରଦାନ କରିଛନ୍ତି। ସେ ୫୬ ବସ୍ତା ଚାଉଳ, ୪୦୦ ପ୍ୟାକେଟ୍‌ ଶୁଖିଲା ଖାଦ୍ୟ, ରାଶନ, ୧୫୦୦ ସାବୁନ ଓ ଏକ ପେଟି ମାସ୍କ ପ୍ରଦାନ କରିଛନ୍ତି। ସୋର…

ସେଲୁନ, ପାର୍ଲର୍‌ ଖୋଲିବାକୁ ଅନୁମତି ମାଗିଲା ବାରିକ ସଂଘ

  ରାୟଗଡ଼ା ଅଫିସ,୩ା୫: ଦୀର୍ଘ ଦିନ ଧରି ଲକ୍‌ଡାଉନ ଯୋଗୁ ଜୀବନ ଜୀବିକା ପ୍ରଭାବିତ ହୋଇଛି। ସେଲୁନ ଓ ପାର୍ଲର୍‌ଗୁଡ଼ିକ ବନ୍ଦ ଯୋଗୁ ବାରିକମାନେ ମଧ୍ୟ ବେଶ୍‌ ପ୍ରଭାବିତ ହୋଇଛନ୍ତି। କଟକଣା କୋହଳ ପରେ ଅନେକ ବ୍ୟବସାୟିକ ପ୍ରତିଷ୍ଠାନ ଖୋଲିବାକୁ ଅନୁମତି…

ସଙ୍ଗରୋଧ କେନ୍ଦ୍ରରୁ ଫେରିଲେ ବାହାର ରାଜ୍ୟର ୪୭ ଅଟକ ବ୍ୟକ୍ତି

  ରାୟଗଡ଼ା ଅଫିସ,୩ା୫: ରାୟଗଡ଼ା ବ୍ଲକ୍‌ ଅଧୀନ ଆନ୍ଧ୍ର-ଓଡ଼ିଶା ସୀମାନ୍ତ କେରେଡ଼ା ଗାଁ ସଙ୍ଗରୋଧ କେନ୍ଦ୍ରରେ ଥିବା ୪୭ ଅଟକ ବ୍ୟକ୍ତିଙ୍କୁ ରବିବାର ନିଜ ଅଞ୍ଚଳଙ୍କୁ ପଠାଇ ଦିଆଯାଇଛି। ଏମାନଙ୍କ ମଧ୍ୟରୁ ୩୭ ଜଣଙ୍କ ଘର ରାଜସ୍ଥାନ ଏବଂ ଅନ୍ୟ ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?