ଆମ ଜିଲା ଖବର

ରାୟଗଡ଼ାରେ ଅଟକିଲା ସୁରତ-ବ୍ରହ୍ମପୁର ସ୍ବତନ୍ତ୍ର ଟ୍ରେନ୍‌: ଶ୍ରମିକଙ୍କୁ ଖାଦ୍ୟ ଦେଲା ରେଳ ବିଭାଗ

ରାୟଗଡା ଅଫିସ,୩ା୫: ସୁରଟରୁ ଶ୍ରମିକଙ୍କୁ ନେଇ ରବିବାର ବ୍ରହ୍ମପୁର ଆସିଥିବା ସ୍ବତନ୍ତ୍ର ଟ୍ରେନ୍‌ ରବିବାର କିଛି ସମୟ ପାଇଁ ରାୟଗଡ଼ା ଷ୍ଟେଶନରେ ଅଟକିଥିଲା। ସେଠାରେ ରେଳ କର୍ତ୍ତୃପକ୍ଷଙ୍କ ଦ୍ୱାରା ଆର୍‌ପିଏଫ ଯବାନଙ୍କ ସହାୟତାରେ ଟ୍ରେନ୍‌ରେ ଥିବା ୧୨୦୦ ଶ୍ରମିକଙ୍କୁ ଖାଦ୍ୟ ଓ…

ଆନ୍ଧ୍ର ଶିକ୍ଷକଙ୍କୁ ନେଇ ପାତ୍ରପୁରବାସୀ ଆତଙ୍କିତ

ପାତ୍ରପୁର,୩ା୫(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଆନ୍ଧ୍ର ପ୍ରଦେଶର ଶ୍ରୀକାକୁଲମ୍‌ ଜିଲାର ବ୍ୟକ୍ତି ଶିକ୍ଷକତା କରୁଛନ୍ତି। ଲକ୍‌ଡାଉନ ଯୋଗୁ ଛୁଟି ଘୋଷଣା ପରେ ସେମାନେ ଘରକୁ ପଳାଇଥିଲେ। ଏବେ ଦରମା ବନ୍ଦ ହେବା ଖବର ପାଇ ପାତ୍ରପୁର ଫେରିଛନ୍ତି। କେତେଜଣ ସମ୍ପର୍କୀୟଙ୍କ…

ସୁରଟ ଫେରନ୍ତାଙ୍କୁ ରାସ୍ତାରେ ଓହ୍ଲାଇଦେଲା ବସ୍‌

ଆସିକା,୩ା୫(ଡି.ଏନ୍‌.ଏ.)- ସୁରତରୁ ୪୧୧ ପ୍ରବାସୀ ଓଡିଆ ରବିବାର ଆସିକା ବ୍ଲକରେ ପହଞ୍ଚତ୍ଛନ୍ତି। ସେମାନଙ୍କୁ ବିଭିନ୍ନ କ୍ୱାରାଣ୍ଟାଇନ ସେଣ୍ଟରରେ ରଖାଯାଇଛି। ୩୨ଜଣ ପ୍ରବାସୀଙ୍କୁ ଏକ ବସ୍‌ ଆସିକା ବସ୍‌ଷ୍ଟାଣ୍ଡରେ ଓହ୍ଲାଇ ଚାଲିଯାଇଥିଲା। ସେମାନେ ଚାଲି ଚାଲି ଗଁାକୁ ଫେରୁଥିବାବେଳେ ପ୍ରଶାସନିକ ଅଧିକାରୀ ପହଞ୍ଚତ୍…

କରୋନା ସ୍ଥିତି ସମୀକ୍ଷା କଲେ ନୋଡାଲ୍‌ ଅଧିକାରୀ

  ରାୟଗଡ଼ା ଅଫିସ,୩ା୫: ରାଜ୍ୟ ସରକାରଙ୍କ ପକ୍ଷରୁ ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲା ନୋଡାଲ୍‌ ଅଧିକାରୀଭାବେ ନିଯୁକ୍ତ ଭି. ଭି ଯାଦବ ରବିବାର ରାୟଗଡ଼ା ଜିଲା ଗସ୍ତରେ ଆସି କରୋନା ମୁକାବିଲା ପାଇଁ ଜିଲାରେ ହୋଇଥିବା ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା…

ମା’ ଖମ୍ବେଶ୍ୱରୀଙ୍କ ବୈଶାଖୀ ଯାତ୍ରା

ଆସିକା,୩ା୫(ଡି.ଏନ୍‌.ଏ.)- ଆସିକାର ଆରାଧ୍ୟ ଦେବୀ ମା’ ଖମ୍ବେଶ୍ୱରୀଙ୍କ ବୈଶାଖୀ ଯାତ୍ରୀ ରବିବାର ଅନୁଷ୍ଠିତ ହୋଇଯାଇଛି। ଲକ୍‌ଡାଉନ ଯୋଗୁ ମନ୍ଦିର ବେଢାରେ ଠାକୁରାଣୀଙ୍କୁ ବିଜେ କରାଯାଇ ବିଧି ମୁତାବକ ପୂଜାର୍ଚ୍ଚନା ହୋଇଥିଲା। ଶନିବାର ରାତ୍ରରେ ଠାକୁରାଣୀଙ୍କ ବିଜେ ପ୍ରତିମାକୁ ବେଢା ପରିକ୍ରମା ପରେ…

ବଲାଙ୍ଗିର ଫେରୁଥିବା ଶ୍ରମିକଙ୍କ ସମସ୍ୟା ବୁଝିଲେ ତହସିଲଦାର

ଶେରଗଡ଼,୩ା୪(ଡି.ଏନ୍‌.ଏ.)- ଶେରଗଡ଼ ପଥରପୁଞ୍ଜି ଗ୍ରାମ ରାସ୍ତାରେ ରବିବାର ମଧ୍ୟାହ୍ନରେ ୩୦ଜଣ ଶ୍ରମିକ ଛୋଟ ଛୁଆଙ୍କୁ ଧରି ଚାଲିଚାଲି ଯାଉଥିବା ସ୍ଥାନୀୟ ଯୁବକମାନେ ଦେଖିଥିଲେ। ଏନେଇ ଶେରଗଡ଼ ତହସିଲଦାର ଡ଼.ଦୟାସିନ୍ଧୁ ପରିଡାଙ୍କୁ ଜଣାଇବା ପରେ ଅତିରିକ୍ତ ତହସିଲଦାର ଅକ୍ଷୟ କୁମାର ମଲ୍ଲିକଙ୍କ ସହ…

ଗୁଣପୁରରେ ପହଞ୍ଚିଲେ ୩୨ କେରଳଫେରନ୍ତା: ୨ ଜଣଙ୍କୁ ଜ୍ୱର

  ଗୁଣପୁର,୩ା୫(ଡି.ଏନ୍‌.ଏ.): କେରଳରୁ ୩୨ ଜଣ ଶ୍ରମିକ ରବିବାର ରାୟଗଡ଼ା ଜିଲାର ଗୁଣପୁର ଅଞ୍ଚଳକୁ ଫେରିଛନ୍ତି। ସେମାନଙ୍କ ମଧ୍ୟରେ ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ଅଞ୍ଚଳର ୬ ଜଣ ରହିଛନ୍ତି। ସମସ୍ତ ଶ୍ରମିକ ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ ଆସି ରବିବାର ସକାଳେ ଗଞ୍ଜାମ…

ବିଷାକ୍ତ ଛତୁ ଖାଇ ୧୦ ଅସୁସ୍ଥ

ଠାକୁରମୁଣ୍ଡା,୩।୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଧୀନ ଚମକପୁର ଗ୍ରାମରେ ରବିବାର ବିଷାକ୍ତ ଜଙ୍ଗଲି ଛତୁ ଖାଇ ଗୋଟିଏ ପରିବାରର ୧୦ ଜଣ ଅସୁସ୍ଥ ହୋଇ ପଡିଛନ୍ତି। ସେମାନଙ୍କୁ ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଛି। ଅସୁସ୍ଥଙ୍କ ମଧ୍ୟରୁ…

କ୍ଷେତରେ ଲହଡ଼ି ମାରୁଛି ବର୍ଷାଜଳ

ଆରଡି,୩ା୫(ଡି.ଏନ୍‌.ଏ.)- ଲକ୍‌ଡାଉନର ପ୍ରଭାବ ଯୋଗୁଁ ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ସାଆଁଳପୁର ଗ୍ରାମରେ ପାଚିଲା ଧାନକଟାରେ ସମସ୍ୟା ଉପୁଜିଛି। ଏହା ସାଙ୍ଗକୁ ପ୍ରାୟ ଏକ ସପ୍ତାହ ହେଲା କାଳବୈଶାଖୀ ଯୋଗୁ ଝଡ଼ବର୍ଷା ଲାଗି ରହୁଥିବାରୁ ଚାଷ ଜମିରେ ବର୍ଷାଜଳ ଲହଡ଼ି…

ସୁସ୍ଥ ହୋଇ ଘରକୁ ଫେରିଲେ କରୋନା ଆକ୍ରାନ୍ତ

ଭଣ୍ଡାରିପୋଖରୀ,୩ା୫(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ତେସିଙ୍ଗା ପଞ୍ଚାୟତ ଅନ୍ତର୍ଗତ କୁଶଗଡ଼ିିଆ ଗ୍ରାମର ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଶନିବାର ଘରକୁ ଫେରିଛନ୍ତି। ତାଙ୍କୁ ହୋମ୍‌ କ୍ୱାରାଣ୍ଟାଇନରେ ରଖାଯାଇଛି। ଗତ ୨୦ ତାରିଖରେ ପଜିଟିଭ୍‌ ଚିହ୍ନଟ ପରେ ସେ କଟକ…

ସ୍ବାସ୍ଥ୍ୟକେନ୍ଦ୍ରର ସ୍ଥିତି ପରଖିଲେ କେନ୍ଦ୍ରୀୟ ଟିମ୍‌

ଭଣ୍ଡାରିପୋଖରୀ, ୩ା୫(ଡି.ଏନ.ଏ.)-କରୋନା ମୁକାବିଲା ଲାଗି ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ନିଆଯାଇଥିବା ବ୍ୟବସ୍ଥାକୁ ଏମ୍‌ସର କେନ୍ଦ୍ରୀୟ ଟିମ୍‌ ତଦାରଖ କରି ଫେରିଛନ୍ତି। ଭୁବନେଶ୍ୱରସ୍ଥିତ ଏମ୍‌ସର ଡାକ୍ତର ଦିନେଶ କୁମାର ସାହୁଙ୍କ ନେତୃତ୍ୱରେ ସହକାରୀ ପ୍ରଫେସର ଡା. ବିନୋଦ ପାତ୍ର, ଏସଏମ୍‌ଓ(ସର୍ଭେଲାନ୍ସ ମେଡିକାଲ ଅଫିସର)…

ମଦ ଭାଟିରେ ଚଢ଼ାଉ

ରାଇରଙ୍ଗପୁର,୩ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଧୀନ ହାଟବାଦଡ଼ା ନିକଟବର୍ତ୍ତି ତେଣ୍ଟପୋଷି ଗ୍ରାମର ଏକ ନାଳ ପାର୍ଶ୍ୱରେ ଚାଲିଥିବା ବେଆଇନ ମଦ ରନ୍ଧା ଭାଟି ଉପରେ ପୋଲିସ ଚଢାଉ କରି ୫୦ ଲିଟର ଦେଶୀ ମଦ ଜବତ କରିଛି। ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?