ସଦାନନ୍ଦପୁରରୁ ବ୍ରାଉନସୁଗାର ଜବତ: ଜଣେ ଗିରଫ
ଭଦ୍ରକ ଅଫିସ,୬।୧୨: ଭଦ୍ରକ ଜିଲା ତିହିଡ଼ି ଥାନା ସଦାନନ୍ଦପୁରରୁ ଶୁକ୍ରବାର ୮୪ ଗ୍ରାମ୍ ବ୍ରାଉନସୁଗାର ଜବତ କରାଯାଇଛି। କଟକ ଅବକାରୀ ଫ୍ଲାଇଂ ସ୍କ୍ବାଡ ଓ ଭଦ୍ରକ ଅବକାରୀ ବିଭାଗର ମିଳିତ ଚଢ଼ାଉରେ ଘଟଣାରେ ସମ୍ପୃକ୍ତ ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ...
ଆଇନ ଶୃଙ୍ଖଳା ନିୟନ୍ତ୍ରଣ କ୍ଷେତ୍ରରେ ହୋମଗାର୍ଡଙ୍କ ଭୂମିକା ଗୁରୁତ୍ୱପୁର୍ଣ୍ଣ
ଭଦ୍ରକ ଅଫିସ, ୬।୧୨: ଭଦ୍ରକ ଜିଲା ଚରମ୍ପା ରିଜର୍ ପଡିଆରେ ଶୁକ୍ରବାର ତମ ହୋମଗାର୍ଡ ଦିବସ ପାଳିତ ହୋଇଯାଇଛି। ଆରକ୍ଷୀ ଅଧୀକ୍ଷକ ରାଜେଶ ପଣ୍ଡିତ ଯୋଗଦେଇ ଆଇନ ଶୃଙ୍ଖଳା ନିୟନ୍ତ୍ରଣ କ୍ଷେତ୍ରରେ ହୋମଗାର୍ଡଙ୍କ ଗୁରୁତ୍ୱପୁର୍ଣ୍ଣ ଭୂମିକା ଥିବା କହିଥିଲେ। ଏହି...
୧୨ ଘଣ୍ଟିଆ ଧୁଷୁରୀ ବନ୍ଦ
ଧାମନଗର, ୬।୧୨(ଡି.ଏନ.ଏ.)-ଭଦ୍ରକ ଜିଲା ଧାମନଗର ବ୍ଲକ ଧୂଷୁରୀ ବଜାର ର ବରିଷ୍ଠ ନାଗରିକ ମଞ୍ଚ ଏବଂ ଧୁଷୁରୀ ଆଞ୍ଚଳିକ ଯୁବ ପରିଷଦ ତରଫରୁ ୬ ଦଫା ଦାବି ନେଇ ୧୨ ଘଣ୍ଟିଆ ବନ୍ଦ ଜାରି ରହିଛି । ଯାତାୟାତ ସହିତ...
କାଠ ଦୋକାନ ଉପରେ ରାତିଅଧିଆ ଚଢ଼ାଉ
ଭଦ୍ରକ ଅଫିସ, ୬।୧୨: ଭଦ୍ରକ ଜିଲା ବନବିଭାଗ ପକ୍ଷରୁ ଗୁରୁବାର ରାତିରେ ଭଦ୍ରକ ସହରର ଦୁଇଟି ସରକାରୀ କାଠ ଦୋକାନରେ ଚଢ଼ାଉ କରାଯାଇଛି। କ୍ଷମତାଠାରୁ ଅଧିକ ଓ ବେଆଇନ ଭାବେ ଗଛିତ ଥିବା ପ୍ରାୟ ଶହେ ସିଫ୍ଟ କାଠ ଜବତ...
ଦାରିଙ୍ଗବାଡିରେ ବଢିଲା ଶୀତ: ଖସିଲା ପାରଦ, ସର୍ବନିମ୍ନ ୭ଡିଗ୍ରୀ
ଦାରିଙ୍ଗବାଡି,୬।୧୨(ଡି.ଏନ.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଳକ ଅଞ୍ଚଳରେ ଶୁକ୍ରବାର ଶୀତ ବଢିଛି । ସକାଳ ସାଢେ ୮ଟା ସୁଦ୍ଧା ତାପମାତ୍ରା ହ୍ରାସ ପାଇ ୭ଡିଗ୍ରୀରେ ପହଞ୍ଚିଛି । ଚଳିତମାସର ଏହା ସବୁଠାରୁ ସର୍ବନିମ୍ନ ତାପମାତ୍ରା ବୋଲି ଶୀତତାପ ଯନ୍ତ୍ରରୁ ରେକର୍ଡ ସଂଗ୍ରହ...
ଓପିଜିସି ଆଶ୍ପଣ୍ଡକୁ ନେଇ ଏନ୍ଜିଟିରେ ମାମଲା
କଟକ ଅଫିସ, ୬।୧୨:ଝାରସୁଗୁଡ଼ା ଜିଲା ତିଲିଆ ମୌଜାରେ ଥିବା ଓପିଜିସି (ଓଡ଼ିଶା ପାୱାର ଜେନେରେଶନ କର୍ପୋରେଶନ)ର ପାଉଁଶ ଗଦା (ଆଶ୍ପଣ୍ଡ)କୁ ନେଇ ଜାତୀୟ ସବୁଜ ପ୍ରାଧିକରଣ (ଏନ୍ଜିଟି)ରେ ମାମଲା ରୁଜୁ ହୋଇଛି। ଏହି ମାମଲାର ଶୁଣାଣି କରି ଏନ୍ଜିଟିର ମୁଖ୍ୟ...
ଯୁବ ଆଇନଜୀବୀଙ୍କୁ ଷ୍ଟାଇପେଣ୍ଡ ପ୍ରଦାନ ପ୍ରସଙ୍ଗ: ହାଇକୋର୍ଟରେ ମାମଲା ରୁଜୁ
କଟକ ଅଫିସ,୬।୧୨ : ଆଇନକୁ ପେସା କରୁଥିବା ଯୁବ ଆଇନଜୀବୀଙ୍କୁ ଷ୍ଟାଇପେଣ୍ଡ ପ୍ରଦାନ ନେଇ ଆଡଭୋକେଟ ଆଶିଷ କୁମାର ମିଶ୍ର ହାଇକୋର୍ଟରେ ମାମଲା ରୁଜୁ କରିଛନ୍ତି। ଏହି ମାମଲାରେ ସେ ରାଜ୍ୟ ମୁଖ୍ୟ ଶାସନ ସଚିବ, ଆଇନ ଓ ଅର୍ଥ ସଚିବଙ୍କୁ...
କୋଇଲା ବୋଝେଇ ଟ୍ରେନ୍ରେ ନିଆଁ
ଜେକେପୁର, ୬।୧୨ :ରାୟଗଡ଼ା ଷ୍ଟେସନରୁ ୧୦କି.ମି. ଦୂର ସିଙ୍ଗାପୁର ରେଳ ଷ୍ଟେସନରେ ଗୁରୁବାର ସନ୍ଧ୍ୟାରେ ଏକ କୋଇଲା ବୋଝେଇ ଟ୍ରେନରେ ନିଆଁ ଲାଗିଥିଲା। ଉକ୍ତ ଟ୍ରେନ୍ଟି ବିଶାଖାପାଟଣାରୁ ଟିଟିଲାଗଡ଼ ଯାଉଥିଲା। ସୂଚନାନୁଯାୟୀ, ଟ୍ରେନଟି ସିଙ୍ଗାପୁର ଷ୍ଟେସନରୁ ଛାଡିବାବେଳେ ଏକ ବଗିରୁ ଧୂଆଁ...
ସ୍ୟାଟ୍କୁ ନେଇ ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି: ଜଣିକିଆ ଖଣ୍ଡପୀଠରେ ହେବ ମାମଲାର ଶୁଣାଣି
କଟକ ଅଫିସ, ୬।୧୨ :ସ୍ୟାଟ୍(ରାଜ୍ୟ ପ୍ରଶାସନିକ ଟ୍ରିବ୍ୟୁନାଲ) ଉଚ୍ଛେଦ ଉପରେ କେନ୍ଦ୍ର ମୋହର ଲଗାଇବା ପରେ ଏହା ଏକପ୍ରକାର ଅଚଳ ହୋଇପଡ଼ିଛି। ସ୍ୟାଟ୍ରେ ଅଚଳାବସ୍ଥା ଯୋଗୁ ଏଠାରେ ରୁଜୁ ହୋଇଥିବା ମାମଲାଗୁଡ଼ିକର ବିଚାରରେ ସମସ୍ୟା ଉପୁଜିଛି। ଏଭଳି ସ୍ଥିତିରେ ଗୁରୁବାର ସ୍ୟାଟ୍କୁ...
ଜି.ଉଦୟଗିରିରେ ୭.୬ ଡିଗ୍ରୀକୁ ଖସିଲା ପାରଦ
ଜି.ଉଦୟଗିରି, ୬ା୧୨ (ଡି.ଏନ.ଏ.)- ଜି.ଉଦୟଗିରି ସହର ସମେତ ଆଖପାଖ ଅଞ୍ଚଳରେ ୨ଦିନ ହେବ ପ୍ରବଳ ଶୀତ ଅନୁଭୂତ ହେଉଛି। ସର୍ବନିମ୍ନ ପାରଦ ୭.୬ ଡିଗ୍ରୀ ସେଲସିୟସକୁ ଖସିଆସିଛି ବୋଲି ସ୍ଥାନୀୟ କୃଷି ଗବେଷଣା କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ଅକ୍ଷୟ କୁମାର...
ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କୁ ସୁପ୍ରିମକୋର୍ଟରୁ ଜାମିନ
ବାଲିଗୁଡା,୬ା୧୨(ଡି.ଏନ୍.ଏ.)- କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ଜଲେଶପଟ୍ଟା ଆଶ୍ରମରେ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କୁ ୨୦୦୮, ଅଗଷ୍ଟ ୨୩ରେ ହତ୍ୟା କରାଯାଇଥିଲା। ଏହି ମାମଲାରେ ୫ ଅଭିଯୁକ୍ତଙ୍କୁ ଫୁଲବାଣୀ ଜିଲା କୋର୍ଟ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ।...
ଖେଳ ଶିକ୍ଷକଙ୍କ ମାଡ଼ରେ ଛାତ୍ର ଆହତ
ଫିରିଙ୍ଗିଆ/କେଳାପଡା, ୬ା୧୨: ଫିରିଙ୍ଗିଆ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ର ଖେଳ ଶିକ୍ଷକଙ୍କ ମାଡରେ ଆହତ ହୋଇଛନ୍ତି। ଏ ନେଇ ଛାତ୍ରଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ କରାଯାଇଛି ା ବୁଧବାର ଅପରାହ୍ନ ପ୍ରାୟ ୧ଟାରେ ଛାତ୍ର...
Archives


