ହାତପାଣ୍ଠିରୁ ସଦର ବିଧାୟକ ଦେଲେ ୫୦ ଲକ୍ଷ
ବାଲେଶ୍ୱର ଅଫିସ, ୩।୫-ମହାମାରୀ କରୋନାକୁ ମୁକାବିଲା କରିବା ଲାଗି ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତ ହାତପାଣ୍ଠିରୁ ୫୦ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ବିଧାୟକ ଏହି ଅନୁଦାନ ଜିଲାପାଳଙ୍କ ମାଧ୍ୟମରେ ପ୍ରଦାନ କରିଛନ୍ତି। ବିଧାୟକ ଦତ୍ତ ଏହା ପୂର୍ବରୁ ୩…
କଣ୍ଟେନ୍ମେଣ୍ଟ ଜୋନ୍ରେ ଏମସ୍ର କେନ୍ଦ୍ରୀୟ ଟିମ୍: ୧୬୫ ସ୍ବାବ୍ ରିପୋର୍ଟ ନେଗେଟିଭ୍
ବାହାନଗା,୩ା୫(ଡି.ଏନ୍.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ବିଷ୍ଣୁପୁର ଗ୍ରାମର ହୋଇଥିବା କଣ୍ଟେନମେଣ୍ଟ ଜୋନରେ ଭୁବନେଶ୍ୱରସ୍ଥିତ ଏମସ୍ର କେନ୍ଦ୍ରୀୟ ଟିମ୍ ତଦନ୍ତ ପାଇଁ ପହଞ୍ଚିଥିଲେ। ଏହି ୩ଜଣିଆ କେନ୍ଦ୍ରୀୟ ଟିମ୍ ସହିତ ବିଡିଓ ରଘୁନାଥ ମହାପାତ୍ର ଉପସ୍ଥିତ ରହି କରୋନା ସଂକ୍ରମିତଙ୍କ ଘରକୁ ଯାଇ…
ଆର୍ଥିକ ଅନଟନରେ ବାରିକ ପରିବାର
ସିନାପାଲି,୩ା୫(ଡି.ଏନ୍.ଏ.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ କୌଣସି ସେଲୁନ ଓ ବିଉଟି ପାର୍ଲର ଖୋଲିବା ନାହିଁ ବୋଲି ସରକାର ଘୋଷଣା କରିଛନ୍ତି ା ଏଥିପାଇଁ ଗତ ଦେଢ଼ ମାସ ହେବ ସେଲୁନଗୁଡିକ ବନ୍ଦ ରହିଛି ା ଫଳରେ ଏହି ବେଉସାକୁ ଆଶ୍ରା…
ବର୍ଷକ ପରେ ପହଞ୍ଚିଲା ବିବାହ ଉପହାର ଟଙ୍କା
ଟିକ୍ରାପଡା,୩ା୫(ଡି.ଏନ.ଏ.) ଡାକ ଯୋଗେ ପଠାଯାଇଥିବା ମନିଅର୍ଡର ଟଙ୍କା ପଠାଇବାର ବର୍ଷକ ପରେ ନିର୍ଦ୍ଧାରିତ ସ୍ଥାନରେ ପହଞ୍ଚିଥିବା ଖବର ସମସ୍ତଙ୍କୁ ଚକିତ କରିଛି। ସୁବର୍ଣ୍ଣପୁର ଜିଲା ତରଭା ବ୍ଲକ ସଦର ମହକୁମାର ମହେନ୍ଦ୍ର ତ୍ରିପାଠୀ ୨୬ ଏପ୍ରିଲ ୨୦୧୯ରେ ବଲାଙ୍ଗୀର ଜିଲା ସଇଁନ୍ତଳା…
ପୁରୁଷୋତ୍ତମପୁରରେ ପହଞ୍ଚତ୍ଲେ ୬୨ ସୁରଟ ଫେରନ୍ତା
ପୁରୁଷୋତ୍ତମପୁର, ୨l୫(ଡି.ଏନ୍.ଏ.)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ବିଭିନ୍ନ ପଞ୍ଚାୟତର ଜଣେ ମହିଳାଙ୍କ ସମେତ ୬୨ ଜଣ ଶନିବାର ରାତି ପ୍ରାୟ ୧୧ଟାରେ ସୁରଟରୁ ବସ୍ ଯୋଗେ ଆସି ପହଞ୍ଚତ୍ଛନ୍ତି। ସେମାନଙ୍କୁ ଭାଟକୁମରଡା ଆଦର୍ଶ ବିଦ୍ୟାଳୟ ଛାତ୍ରୀ ନିବାସ କ୍ବାରାଣ୍ଟାଇନ ସେଣ୍ଟରରେ…
ସୁରଟ ଫେରନ୍ତାଙ୍କୁ ବାଟରେ ଓହ୍ଲାଇ ଦେଲା ବସ୍
ଭଞ୍ଜନଗର,୨ା୫(ଡି.ଏନ୍.ଏ.)- ସୁରଟରୁ ଆସୁଥିବା ଏକ ବସ୍ ଶନିବାର ରାତିରେ ଆସିକା ଅଭିମୁଖେ ଯାଉଥିଲା। ଭଞ୍ଜନଗର ବଡକୋଦଣ୍ଡା ଛକ ନିକଟରେ ପ୍ରାୟ ୨୦ ଜଣ ଯାତ୍ରୀଙ୍କୁ ଓହ୍ଲାଇ ଦେଇ ଚାଲିଯାଇଛି। ସମ୍ପୃକ୍ତ ଅଞ୍ଚଳବାସୀ ଘଟଣା ସମ୍ପର୍କରେ ଜାଣିବା ପରେ ଆତଙ୍କିତ ହୋଇ ପଡିଥିଲେ।…
କଳିଙ୍ଗା ଘାଟିରେ ବସ୍ ଦୁର୍ଘଟଣାଗ୍ରସ୍ତ, ୨ ମୃତ: ପ୍ରବାସୀ ଓଡ଼ିଆଙ୍କୁ ନେଇ ସୁରଟରୁ ଫେରୁଥିଲା
ଭଞ୍ଜନଗର,୨ା୫(ଡି.ଏନ୍.ଏ.)- ପ୍ରବାସୀ ଓଡ଼ିଆଙ୍କୁ ସୁରଟରୁ ନେଇ ଫେରୁଥିବା ଏକ ବସ ଶନିବାର ରାତିରେ ଗଞ୍ଜାମ-କନ୍ଧମାଳ ସୀମାନ୍ତ କଳିଙ୍ଗା ଘାଟିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ବୁଗୁଡ଼ା ଅଞ୍ଚଳର ଚିତ୍ତରଞ୍ଜନ ସେଠୀ ଓ ସନ୍ତୋଷ ସେଠୀ। ଦୁର୍ଘଟଣାରୁ…
ହରଭଙ୍ଗୀ ଡ୍ୟାମରେ ବୁଡି ମାଇଁ, ଭାଣିଜୀ ମୃତ
ମୋହନା,୨ା୫(ଡି.ଏନ୍.ଏ.)- ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ହରଭଙ୍ଗୀ ଡ୍ୟାମରେ ବୁଡି ମାଇଁ ଓ ଭାଣିଜୀଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଅଡବା ଥାନା ପାଣିଗଣ୍ଡା ପଞ୍ଚାୟତ ବୁଢାଢିଅ ଗ୍ରାମର ଏବନି ମଣ୍ଡଳ (୩୧) ଓ କର୍ଚ୍ଚବାଡି ପଞ୍ଚାୟତ ହିଡିକିମା ଗଁାର…
ମୋରମ୍ ବୋଝେଇ ଟ୍ରାକ୍ଟରଠାରୁ ରୟାଲଟି ଆଦାୟ
ବନ୍ତ,୨।୫(ଡି.ଏନ୍.ଏ.) : ଭଦ୍ରକ ଜିଲା ବନ୍ତ ତହସିଲ ଅଧୀନ ଗଣିଜାଙ୍ଗ ରାଜସ୍ବ ନୀରିକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରୁ ତହସିଲଦାର ଇନ୍ଦିରା ସାହୁ ଶନିବାର ଏକ ମୋରମ୍ ବୋଝେଇ ଟ୍ରାକ୍ଟରଠାରୁ ରୟାଲଟି ଆଦାୟ କରିଛନ୍ତି। ରାସ୍ତା କାମରେ ବ୍ୟବହାର ପାଇଁ ଏହି ମୋରମ୍ ଯାଉଥିବା…
୫ଶହ ପରିବାରକୁ ଖାଦ୍ୟ, ମାସ୍କ ବଣ୍ଟନ
ରୂପ୍ସା, ୨।୫(ଡି.ଏନ.ଏ.): କରୋନା ମୁକାବିଲା ପାଇଁ ସମଗ୍ର ଦେଶ ଜଟିଳ ପରିସ୍ଥିତି ଦେଇ ଗତି କରୁଛି। ଜନସାଧାରଣଙ୍କୁ ସୁରକ୍ଷା ଦେବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି। ଏଥିପାଇଁ ବିଭିନ୍ନ ବର୍ଗର ଲୋକଙ୍କ ସମେତ ବହୁ…
କ୍ୱାରାଣ୍ଟାଇନ୍ କେନ୍ଦ୍ରରେ ମହିଳା, ଶିଶୁଙ୍କ ଲାଗି ସ୍ବତନ୍ତ୍ର ବ୍ୟବସ୍ଥା ଦାବି
ବାଲେଶ୍ୱର ଅଫିସ,୨।୫: ଅନ୍ୟ ରାଜ୍ୟରୁ ବାଲେଶ୍ୱର ଜିଲାକୁ ଆସୁଥିବା ବହିରାଗତଙ୍କ ପାଇଁ କ୍ୱାରଣ୍ଟାଇନ୍ ବ୍ୟବସ୍ଥା କରାଯାଇଛି। ଏହି କେନ୍ଦ୍ରରେ ମହିଳା ଓ ଶିଶୁମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବାକୁ ଭାଜପା ମହିଳାମୋର୍ଚ୍ଚା ଜିଲାପାଳଙ୍କ ଜରିଆରେ ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରିଛି। ଏହି…
ତେଲଙ୍ଗାନାରେ ଫସିଛନ୍ତି ୧୫ରୁ ଊର୍ଦ୍ଧ୍ୱ ଶ୍ରମିକ
ବାଲେଶ୍ୱର ଅଫିସ,୨।୫: ବାଲେଶ୍ୱର ଜିଲା ଗୋପାଳପୁର ଅଞ୍ଚଳର ୧୫ରୁ ଊର୍ଦ୍ଧ୍ୱ ଶ୍ରମିକ ଦୁଇବର୍ଷ ଧରି ତେଲଙ୍ଗାନା ରାଜ୍ୟର ମେଡ଼ିଚାଲ ଜିଲା ଅଲାମ୍ପେଟ ପଞ୍ଚାୟତରେ ଥିବା ଶ୍ରୀରାମ ସ୍ପିନିଂ ମିଲ୍ରେ କାମ କରିବା ସହ ନିଜର ପରିବାର ସହ ରହୁଥିଲେ। କରୋନା ଯୋଗୁ…

