ଆମ ଜିଲା ଖବର

ଭାଜପା ପକ୍ଷରୁ ଅସହାୟଙ୍କୁ ସହାୟତା

କେନ୍ଦୁଝର, ୨ା୫ (ସ୍ବ.ପ୍ର.) କେନ୍ଦୁଝର ଜିଲା ଭାଜପା ପକ୍ଷରୁ କରୋନା ଉପଲକ୍ଷେ ବିଭିନ୍ନ ବର୍ଗର ପରିବାରଙ୍କୁ ସମୁଦାୟ ୩୬ ହଜାର ୫୮୫ ରନ୍ଧା ଖାଦ୍ୟ ପୁଡିଆ ଓ ୩୬ ହଜାର ୬୫୦ ଶୁଖିଲା ଖାଦ୍ୟ ପୁଡିଆ ବଣ୍ଟନ କରାଯାଇଥିବା ଦଳ ପକ୍ଷରୁ…

ସୁରଟରୁ ଫେରୁଥିବା ପ୍ରବାସୀ ଓଡ଼ିଆଙ୍କ ବସ୍‌ରେ ମୃତ୍ୟୁ

ସୋରଡା,୨ା୫(ଡି.ଏନ୍‌.ଏ.)- ସୁରଟରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଗଞ୍ଜାମ ଜିଲା ସୋରଡା ବ୍ଲକ ଅଭିମୁଖେ ଆସୁଥିବା ଏକ ବସ୍‌ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସୋରଡା ବ୍ଲକ ସୁରମଣି ପଞ୍ଚାୟତ ନାରାୟଣପୁର ଗ୍ରାମର ପ୍ରକାଶ ଗୌଡ। ରାୟପୁର ନିକଟରେ ତାଙ୍କର…

କ୍ୱାରାଣ୍ଟାଇନକୁ ଗଲେ ୪୭ ଶ୍ରମିକ

ଚମ୍ପୁଆ, ୨।୫(ଡି.ଏନ.ଏ.)-ଚମ୍ପୁଆ ଦେଇ ଝାଡଖଣ୍ଡ ଯାଉଥିବା ୪୭ ଜଣ ଶ୍ରମିକଙ୍କୁ ଶନିବାର ଚମ୍ପୁଆ ପ୍ରଶାସନ ଓ ପୋଲିସ ପ୍ରଶାସନ ଉଦ୍ଧାର କରି କ୍ୱାରାଣ୍ଟାଇନ ହୋମରେ ରଖିଥିବା ଜଣାପଡିଛି। ସୂଚନା ଅନୁସାରେ ୧ ତାରିଖ ସକାଳ ସମୟରେ ସାଇକେଲ ଯୋଗେ ୨୨ଜଣ ଓ…

ସାଇକେଲରେ ବିହାର ଗଲେ ୧୦ ଶ୍ରମିକ

ବରଗଡ଼ ଅଫିସ୍‌,୨।୫ ଲକ୍‌ ଡାଉନ୍‌ ଯୋଗୁ ପ୍ରବାସୀ ଶ୍ରମିକଙ୍କ ଚିନ୍ତା ବଢ଼ିଯାଇଛି । ରୋଜଗାର ବନ୍ଦ ହୋଇ ପଡ଼ିଥିବାବେଳେ ସେମାନେ ଘରକୁ ଫେରିପାରୁ ନାହାନ୍ତି । ଅନ୍ୟପଟେ ସେମାନେ ଯେଉଁ ସ୍ଥାନରେ ଅଛନ୍ତି ସେଠାରେ ମଧ୍ୟ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।…

ପ୍ରସ୍ତୁତି, ପରିଚାଳନା, ଶ୍ରମଭିତ୍ତିକ କାର୍ଯ୍ୟର ସମୀକ୍ଷା କଲେ କୋଭିଡ-୧୯ ପର୍ଯ୍ୟବେକ୍ଷକ

ବଲାଙ୍ଗୀର ଅଫିସ, ୨।୫: ବଲାଙ୍ଗୀର ଜିଲା ଦାୟିତ୍ୱରେ ଥିବା କୋଭିଡ୍‌-୧୯ ପର୍ଯ୍ୟବେକ୍ଷକ ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଗୃହ(ନିର୍ବାଚନ) ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନୀ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗର ଅତିରିକ୍ତ ଶାସନ ସଚିବ ବେଣୁଧର ବେହେରା…

ଅମାନିଆ ବାଇକ ଚାଳକଙ୍କୁ ଜରିମାନା, ପୋଲିସର ଟିପ୍ସ

ଜୁନାଗଡ, ୨।୫(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଜୁନାଗଡ ସହରରେ ଲକ୍‌ଡାଉନ ନିୟମ ଉଲ୍ଲଂଘନ କରୁଥିବା ବାଇକ ଚାଳକଙ୍କୁ ପୋଲିସ ଧରପଗଡ କରୁଛି। ପରେ ସେମାନଙ୍କୁ ଥାନା ପରିସରରେ ଜୁନାଗଡ ଥାନାଧିକାରୀ ଉତ୍ତମ କୁମାର ସାହୁ କରୋନା ସମ୍ପର୍କରେ ସଚେତନ କରିବା ସହ ଅଯଥାରେ…

ଗୋଟିଏ ଦିନରେ ବରୀ ବ୍ଲକରୁ ୪ କରୋନା ପଜିଟିଭ୍‌ ଚିହ୍ନଟ

ରତ୍ନଗିରି,୨ା୫(ଡି.ଏନ୍‌.ଏ.) : ଶନିବାର ସକାଳେ ଯାଜପୁର ଜିଲା ବରୀ ବ୍ଲକରୁ ୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଅପରାହ୍ନରେ ଆଉ ଜଣେ ଏହି ବ୍ଲକ ଅଧିନସ୍ଥ ବାଇଁଶିରିଆ ପଞ୍ଚାୟତରୁ ଚିହ୍ନଟ ହୋଇଥିବା ଜଣାପଡ଼ିଛି । ସମ୍ପୃକ୍ତ ବ୍ୟକ୍ତିଙ୍କ ବୟସ…

ରାଜ୍ୟ ବାହାରର ବସ୍‌କୁ ଦେଖି ଲୋକେ ଆତଙ୍କିତ

ସମ୍ବଲପୁର,୨ା୫(ବ୍ୟୁରୋ)-ରାଜ୍ୟ ବାହାରର ୩ଟି ବସ୍‌ ଶନିବାର ସମ୍ବଲପୁର ସହର ଭିତରକୁ ପ୍ରବେଶ କରିବାରୁ ସହରବାସୀ ଆତଙ୍କିତ ହୋଇ ପଡ଼ିଛନ୍ତି। ଧନୁପାଲି ଥାନା ଅଧୀନ ଜେଲ୍‌ ଛକରେ ଥିବା ଫଳ ଦୋକାନରୁ ଏମାନେ କିଛି ଫଳ କିଣିଥିଲେ। ଏହି ସମୟରେ କିନ୍ତୁ ସାମାଜିକ…

ଗୁମ୍ମାକୁ ଫେରିବେ ୪୫୦୦ ଶ୍ରମିକ

ଗୁମ୍ମା,୨ା୫: ରାଜ୍ୟ ବାହାରେ ଥିବା ଶ୍ରମିକମାନଙ୍କୁ ଫେରାଇ ଆଣିବାକୁ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକ୍ରିୟା ଜାରି ରହିଛି। ଶ୍ରମିକମାନଙ୍କୁ ନାମ ପଞ୍ଜୀକରଣ କରିବାକୁ ସରକାରଙ୍କ ପକ୍ଷରୁ କୁହାଯାଇଛି। ଏଥିରେ ଗଜପତି ଜିଲା ଗୁମ୍ମା ବ୍ଲକ୍‌ ଅଧୀନ ୨୦ ପଞ୍ଚାୟତର ୪୫୦୦ ଶ୍ରମିକ…

କୋଭିଡ୍‌ ହସ୍ପିଟାଲ ପରିଦର୍ଶନ କଲେ ସଚିବ

ଜୟପୁର,୨ା୫(ନି.ପ୍ର.): ରାଜ୍ୟ ସରକାରଙ୍କ ଦ୍ୱାରା ନିଯୁକ୍ତ ନୋଡାଲ୍‌ ଅଫିସର୍‌ ତଥା ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଅତିରିକ୍ତ ସଚିବ ରସିଦ୍‌ ଖାନ୍‌ ଶନିବାର ଜୟପୁରସ୍ଥିତ ଜିଲାସ୍ତରୀୟ କୋଭିଡ୍‌ ହସ୍ପିଟାଲ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ହସ୍ପିଟାଲ୍‌ର ଭିତ୍ତିଭୂମି ଯାଞ୍ଚ…

ଗାଁରେ ସଙ୍ଗରୋଧ କେନ୍ଦ୍ରକୁ ବିରୋଧ: ତାଲା ପକାଇଲେ ଗ୍ରାମବାସୀ

ରାୟଗଡ଼ା ଅଫିସ,୨ା୫: ରାୟଗଡ଼ା ଜିଲା ହାଲୁଆ ପଞ୍ଚାୟତ ଅଧୀନ ପୋଡ଼ାପାଡ଼ି ଗ୍ରାମରେ ସଙ୍ଗରୋଧ କେନ୍ଦ୍ରକୁ ବିରୋଧ କରି ଶୁକ୍ରବାର ଗ୍ରାମବାସୀ ସ୍କୁଲ ଫାଟକରେ ତାଲା ପକାଇଛନ୍ତି। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ପରିସ୍ଥିତି ଅଣାୟତ୍ତ ହେବାରୁ ପ୍ରଶାସନିକ ଅଧିକାରୀ…

ଯାଜପୁରରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୫୭ରେ ପହଞ୍ଚିଲା, ସୁସ୍ଥ ହେଲେ ୫୬

ଭୁବନେଶ୍ୱର,୨ା୫(ବ୍ୟୁରୋ) : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଛି। ଶନିବାର ଅପରାହ୍ନରେ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଆଉ ଜଣେ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୭ରେ ପହଞ୍ଚିଛି। ଆକ୍ରାନ୍ତ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?