ଆମ ଜିଲା ଖବର

ବଲାଙ୍ଗୀରରେ ପୁଣି ୨ କରୋନା ପଜିଟିଭ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮କୁ ବୃଦ୍ଧି

ବଲାଙ୍ଗୀର ଅଫିସ, ୨୨।୫: ବଲାଙ୍ଗୀର ଜିଲାରେ ଶୁକ୍ରବାର ଆଉ ଦୁଇ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ତୁରେକେଲା ବ୍ଲକ ଅନ୍ତର୍ଗତ ବଡ଼ବାଙ୍କି ପଞ୍ଚାୟତର ମୁରିବାହାଲ ଗ୍ରାମର ଦୁଇ ପ୍ରବାସୀଙ୍କ ସ୍ବାବ ଟେଷ୍ଟ ପଜିଟିଭ ବାହାରିଥିବା ଜିଲାପାଳ ଅରିନ୍ଦମ ଡାକୁଆ ସୂଚନା…

ସାବିତ୍ରୀରେ ଅଘଟଣ: ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ମହିଳାଙ୍କ ଜୀବନଗଲା

ଖୋର୍ଦ୍ଧା ଅଫିସ,୨୨।୫: ଶୁକ୍ରବାର ସାବିୀତ୍ରୀ ବ୍ରତ ଅବସରରେ ଖୋର୍ଦ୍ଧା ଜିଲା ଟାଙ୍ଗି ବ୍ଲକ ଓଳସିଂ ପଞ୍ଚାୟତ ଡମଣଭୂମି ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମହିଳାଙ୍କର ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ଘଟିଛି। ମୃତକ ହେଲେ ବିନି…

ଅଗ୍ନିକାଣ୍ଡରେ ଜଳିଗଲା ୩ ବଖରା: ୨ ବଳଦ ଜୀବନ୍ତ ଦଗ୍ଧ

ଖୋର୍ଦ୍ଧା ଅଫିସ,୨୨।୫: ଖୋର୍ଦ୍ଧା ଜିଲା ବୋଲଗଡ଼ ଥାନା ସାଗରଗାଁ ପଞ୍ଚାୟତ ନୂଆସାହି ଗ୍ରାମର ଦାଶରଥୀ ଦଳେଇଙ୍କ ଘରେ ଶୁକ୍ରାବର ଅଗ୍ନିକାଣ୍ଡ ଘଟି ୩ ବଖରା ଜଳିଯିବା ସହ ୨ଟି ବଳଦ ଜୀବନ୍ତ ଦଗ୍ଧ ହୋଇଛନ୍ତି। ଖବର ପାଇ ବୋଲଗଡ଼ ଦମକଳ ବାହିନୀ…

ପାଳିତା କନ୍ୟାଙ୍କୁ ବଳାତ୍କାରକରି ଗିରଫ

କୁଆଁରମୁଣ୍ଡା,୨୨।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅନ୍ତର୍ଗତ ଝୁନମୁର ପଞ୍ଚାୟତ ଏକ ବସ୍ତିରେ ପାଳିତା ନାବାଳିକା କନ୍ୟାକୁ ବାପା ବଳାତ୍କାର କରିଥିବା ବୁଧବାର ଥାନାରେ ଅଭିଯୋଗ ହୋଇଛି। ଖବର ପାଇ ଥାନାଧିକାରୀ ବିଜୟ କୁମାର ସିଂ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ପୀଡିତା…

ସରପଞ୍ଚ ଦେଲେ ନୂଆ ଶାଢ଼ୀ, ପୂଜା ସାମଗ୍ରୀ: ସଂଗରୋଧରେ ଥିବା ମହିଳା ପାଳିଲେ ସାବିତ୍ରୀ ବ୍ରତ

ବନ୍ତ,୨୨।୫(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ଓଡଙ୍ଗ ପଞ୍ଚାୟତ ଟିଏମ୍‌ସିରେ ଶୁକ୍ରବାର ସାବିତ୍ରୀ ବ୍ରତ ପାଳନ ହୋଇଯାଇଛି। ସଙ୍ଗରୋଧରେ ଥିବା ସଧବାମାନେ ସମଦୂରତ୍ୱ ରଖି ସାବିତ୍ରୀ ବ୍ରତ ପାଳନ କରିଛନ୍ତି। ଏସବୁ ସରପଞ୍ଚଙ୍କ ପାଇଁ ସମ୍ଭବ ହୋଇପାରିଛି ବୋଲି ବ୍ରତଧାରୀ ମହିଳାମାନେ…

କରୋନା ବଦଳାଇଲା ସାବିତ୍ରୀ ବ୍ରତ ପାଳନର ରୂପରେଖ: ମାସ୍କ ପିନ୍ଧି ପୂଜାର୍ଚ୍ଚନା କଲେ ମହିଳା

ବଲାଙ୍ଗୀର ଅଫିସ, ୨୨ା୫-ସାରା ଓଡିଶାରେ ସାବିତ୍ରୀ ବ୍ରତଧାରୀ ମହିଳାମାନେ ଉତ୍ସାହର ସହ ଏହି ଦିନକୁ ପାଳନ କରୁଛନ୍ତି ା ଏହି ଅବସରରେ ବଲାଙ୍ଗିରରେ ମଧ୍ୟ ସଧବାମାନଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଶୁକ୍ରବାର ସକାଳୁ ସହରର ବିଭିନ୍ନ ସ୍ଥାନରେ ବ୍ରତପୂଜାର ଆୟୋଜନ…

ସଂଗରୋଧ ଗୃହରୁ ଖସି ପଳାଇ ଘରେ ପହଞ୍ଚିଲେ ପ୍ରବାସୀ: ଗ୍ରାମବାସୀଙ୍କ ବିରୋଧ

ପଦ୍ମପୁର,(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଜଗନ୍ନାଥପ୍ରସାଦ ପଞ୍ଚାୟତ ପାଟଣା ମିଶ୍ରପୁର ସଂଗରୋଧ ଗୃହରୁ ଜଣେ ବ୍ୟକ୍ତି ଖସି ପଳାଇ ନିଜ ଗ୍ରାମ ଜୟକୃଷ୍ଣପୁରରେ ପହଞ୍ଚିଛନ୍ତି। ସେ ହେଲେ ରମାକାନ୍ତ ସେଠୀ। ଏହାକୁ ଗ୍ରାମବାସୀ ବିରୋଧ କରିଛନ୍ତି। ପ୍ରକାଶ ଯେ,…

ଶ୍ରମ ଆଇନ ବିରୋଧରେ ନାଲ୍‌କୋରେ ବିକ୍ଷୋଭ

ବଅଁରପାଳ,୨୨ା୫(ଡି.ଏନ୍‌.ଏ.): ଶ୍ରମ ଆଇନ୍‌ ବିରୋଧରେ ଶୁକ୍ରବାର ନାଲ୍‌କୋ ସ୍ମେଲଟର ଓ ସିପିପି ପ୍ଲାଣ୍ଟ ସମ୍ମୁଖରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଶ୍ରମିକମାନଙ୍କ ଜୀବନ ଜୀବିକା ପ୍ରତି ଘୃଣ୍ୟ ଆକ୍ରମଣ ବନ୍ଦ, କେନ୍ଦ୍ର ଓ ରାଜ୍ୟ ସରକାର ଶ୍ରମିକ…

ସାବିତ୍ରୀ ପାଳିଲେ ଚୌଦ୍ୱାର ଜେଲରେ ଥିବା ମହିଳା

ଚୌଦ୍ୱାର,୨୨।୫(ଡି.ଏନ୍‌.ଏ): ଆଜି ସାବିତ୍ରୀ ବ୍ରତ। ସ୍ବାମୀଙ୍କ ଦୀର୍ଘାୟୁ କାମନାକରି ସ୍ତ୍ରୀମାନେ ଏହି ପୂଜା କରିଥାନ୍ତି। ତେବେ କୌଣସି କାରଣରୁ ଜେଲରେ ଥିବା ମହିଳା କଏଦୀମାନେ ମଧ୍ୟ ଏହି ପୂଜା କରିଥାନ୍ତି। ଏବେ କରୋନା ପାଇଁ ଜେଲରେ ଥିବା କଏଦୀଙ୍କୁ ଦେଖା କରିବା…

ସାରକୋଣା ଗ୍ରାମକୁ ଆବଦ୍ଧାଞ୍ଚଳ ଘୋଷଣା

ଖଇରା,୨୨ା୫(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକର ସାରକୋଣା ଗ୍ରାମରେ ଜଣେ ୮୪ ବର୍ଷୀୟ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡ଼ିବା ପରେ ଗୁରୁବାର ଉକ୍ତ ଗ୍ରାମକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଭାବେ ଘୋଷଣା କରାଯାଇଛି ା ଉପଜିଲାପାଳ ନିଲୁ ମହାପାତ୍ରଙ୍କ ନିର୍ଦ୍ଦେଶ…

ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫ ଛୁଇଁଲା

ବାଲେଶ୍ୱର ଅଫିସ,୨୨ା୫: ବାଲେଶ୍ୱର ଜିଲାରେ ଶୁକ୍ରବାର ୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯିବା ପରେ ଜିଲାରେ ମୋଟ୍‌ କରୋନା ଆକ୍ରାନ୍ତ ସଂଖ୍ୟା ୧୨୫ରେ ପହଞ୍ଚିଛି ।…

ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୯୮ ଛୁଇଁଲା

ଭଦ୍ରକ ଅଫିସ,୨୨ା୫: ଜିଲାରେ ଶୁକ୍ରବାର ୩ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଥିବା ପ୍ରଶାସନ ପକ୍ଷରୁ ଟୁଇଟର୍‌ ମାଧ୍ୟମରେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୯୮ ଛୁଇଁଛି। ସମସ୍ତ ଆକ୍ରାନ୍ତ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚି଼ହ୍ନଟ ହୋଇଛନ୍ତି ବୋଲି ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?